ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,ଆଜି ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ
ରାଜ୍ୟରେ ଧୀରେ ଧୀରେ ଦୁର୍ବଳ ହେଉଛି ଅବପାତ। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଏହି ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି କ୍ରମଶଃ ଦୁର୍ବଳ ହେଉଛି । ଆସନ୍ତା ୧୨ ଘଣ୍ଟାରେ ଏହା ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ!-->…