ରାଜ୍ୟରେ ନିଯୁକ୍ତି ପାଇବେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରା ମେଡିକାଲ ଷ୍ଟାଫ୍

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି।ମେଡିକାଲ କଲେଜରେ ପ୍ରଫେସର ପଦବୀ ମଧ୍ୟ ଖୁବ

ଅବପାତର ରୂପ ନେଲା ଲଘୁଚାପ: ୩ ଜିଲ୍ଲାରେ ବର୍ଷା 

ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ସାରାଦିନ ବର୍ଷା ଲାଗିରହିଛି।ଆଜି ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ । ଏହା ପ୍ରଭାବରେ ଦକ୍ଷିଣ

ଆଜିର ରାଶିଫଳ(୧୯ ଅଗଷ୍ଟ, ୨୦୨୫)

ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ। ବୃଷ : କମ ସମୟରେ ଅଧିକ ଲାଭ

ଗଣିଆ ବନାଂଚଳର ବଡ଼ ସଫଳତାଲକ୍ଷାଧିକ ଟଙ୍କାର ଶାଗୁଆନ, କୁରୁମ ଓ ଗମ୍ଭାରୀ ପଟା ଜବତ

ଗଣିଆ ( ,ବିଶ୍ୱରଂଜନ ସେଠି) ଗଣିଆ ବନଖଣ୍ଡ ଅଧିନସ୍ଥ ଗଣିଆ ବନାଚଂଳର ବନକର୍ମଚାରୀମାନେ ସୋମବାର ଅପରାହ୍ନରେ ଗଣିଆ ବନାଂଚଳ ଅନ୍ତର୍ଗତ ଆଡ଼କଟା ପଂଚାୟତର କାଳିକା ପ୍ରସାଦ ଗ୍ରାମରୁ ଲକ୍ଷାଧିକ ଟଙ୍କର ଶୁଗଆନ, କୁରୁମ ଓ ଗମ୍ଭାରୀ ପଟା ଜବତ କରିଥିଲେ । ଯାହାର ଆନୁମାନିକ ମୂଲ୍ୟ ଏକଲକ୍ଷ ଟଙ୍କାରୁ

 ଯାତ୍ରା ମଞ୍ଚରେ ବନ୍ୟପ୍ରାଣୀ ଆଇନର ଖୁଲମ ଖୁଲା ଉଲ୍ଲଘଂନ

ପୁଣି ମଞ୍ଚରେ ଜୀବନ୍ତ ସାପ । ଅପେରାରେ ପୁଣି ସାପ ଧରି ଅଭିନେତାଙ୍କ ଅଭିନୟ । ଅନୁଗୋଳ ସହର ଉପକଣ୍ଠ ନତଡ଼ାଗାଁରେ ଗତକାଲି ରାତିରେ ଏକ ଅପେରାରେ ନାଟକ ପରିବେଷଣର ଭିଡିଓ ଭାଇରାଲ ହେଉଛି । ଜୀବନ୍ତ ସାପ ସହ ଅଭିନୟ କରିଛନ୍ତି ଅଭିନେତା । ସାପଟି ବୋଡ଼ା ପ୍ରଜାତିର ବୋଲି କୁହାଯାଉଛି ।ତେବେ ଏଠାରେ

ନଭେମ୍ବରରୁ ଆରମ୍ଭ ପିଏମ ଆବାସ ଯୋଜନା ବଣ୍ଟନ ପ୍ରକ୍ରିୟା 

ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ ଆବାସ ଯୋଜନା ବଣ୍ଟନ ପ୍ରକ୍ରିୟା । ପର୍ୟ୍ୟାୟ କ୍ରମେ ଦିଆଯିବ ଆବାସ ଘର ।ଏନେଇ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି । ଭାଗ ହୋଇଥିବା ଏବଂ ଭିନ୍ନକ୍ଷମ ହିତାଧିକାରୀଙ୍କୁ ମଧ୍ୟ ଘର ଦେବେ ସରକାର। ଏହାସହ ପ୍ରଧାନମନ୍ତ୍ରୀଙ୍କ

OTET ପ୍ରଶ୍ନପତ୍ର ଲିକ ମାମଲା। ଘୁଞ୍ଚିଲା ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନର ଶୁଣାଣି

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ୮ ଜଣଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି କ୍ରାଇମ୍‌ବ୍ରାଞ୍ଚ । ଏହି ମାମଲାରେ ଆଜି କେସ୍ ଡାଏରୀ ଦାଖଲ ପାଇଁ ସମୟ ନେଲା କ୍ରାଇମ୍‌ବ୍ରାଞ୍ଚ । କଟକ ଏଡିଜେ କୋର୍ଟଙ୍କ ଶୁଣାଣି ବେଳେ ସମୟ ନେଲା କ୍ରାଇମବ୍ରାଞ୍ଚ ।ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନ

ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡିର ସହଯୋଗ ଲୋଡିଲା ଏନଡିଏ

ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ପ୍ରସ୍ତୁତିକୁ ଜୋରଦାର କରିଛି ଏନ୍‌ଡିଏ । ଗତକାଲି ପ୍ରାର୍ଥୀ ଘୋଷଣା କରିବା ପରେ ସମର୍ଥନ ଯୋଗାଡ଼ ଆରମ୍ଭ କରିଛି । ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି ରାଜନାଥ ସିଂ । କଂଗ୍ରେସ ଓ ବିଜେପି ଠାରୁ ସମଦୂରତା କଥା କହି

ଅଟୋ ଭିତରେ ନାବାଳିକାଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ

କଟକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଲଜ୍ଜାଜନକ ଘଟଣା ଘଟିଛି। ଏକ ଅଟୋ ଭିତରେ ନାବାଳିକାଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଚାଉଳିଆଗଞ୍ଜ ଥାନାରେ ମାମଲା ହୋଇଛି । ସୂଚନାମୁତାବକଗତ ୮ ତାରିଖରେ ନାବାଳିକା ଜଣକ ଜଗତପୁର ଅଞ୍ଚଳରୁ ତାଙ୍କର ଜଣେ ସାଙ୍ଗଙ୍କ ସହ ବାଦାମବାଡ଼ି ଆସିଥିଲେ।

ପୁଣି ୨୫ ପର୍ଯ୍ୟନ୍ତ ବଢ଼ିଲା ଚାଷୀ ପଞ୍ଜୀକରଣ

ଖରିଫ ଋତୁ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାର ଚାଷୀ ପଞ୍ଜୀକରଣ ଅବଧି ୫ଦିନ ବୃଦ୍ଧି କରିଛନ୍ତି। ପଞ୍ଜୀକରଣ ସମୟ ସୀମା ଚଳିତ ମାସ ୨୦ ତାରିଖ ଥିବାବେଳେ ୨୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିବା ନେଇ

ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ରାଜ୍ୟ କମିଟି ଓ ବୋର୍ଡ ନିଗମ ଅଧ୍ୟକ୍ଷ ନିଯୁକ୍ତି ନେଇ ବଢିଲା ଚର୍ଚ୍ଚା। ଗସ୍ତ ସମୟରେ ମନମୋହନ କିଛି କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ନେଇ ସାଂସଦମାନଙ୍କ ସହ ଆଲୋଚନା କରିପାରନ୍ତି। ସେପଟେ

ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବଣଭୋଜି ବେଶ ଅନୁଷ୍ଠିତ ହେବ 

ଭାଦ୍ରବ ମାସ କୃଷ୍ଣ ପକ୍ଷ ଦଶମୀ ତିଥିରେ ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ବଣଭୋଜି ବେଶ ଅନୁଷ୍ଠିତ ହେବ । ହାତରେ ବାଡ଼ି ଆଉ ଶିକାରେ ଲହୁଣୀ ଧରି ବେଶ ହେବେ କଳା ଗୋରା ଦୁଇ ଠାକୁର ।ଗୋପଲୀଳା ସମୟରେ କୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି ବନଭୋଜି ପାଇଁ