ଗୋଟିଏ ମିନିଟରେ ସସପେଣ୍ଡ କରିଦେବି- ପାଣ୍ଡିଆନ

ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ସେ ରବିବାର ସନ୍ଧ୍ୟାରୁ ସ୍ଥାନୀୟ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ନବୀନଙ୍କ ଅସୁସ୍ଥତା ସମ୍ପର୍କରେ ଖବର ପାଇ ଉକ୍ତ ଘରୋଇ ହସ୍ପିଟାଲରେ ଦଳୀୟ ନେତାଙ୍କ ପ୍ରବଳ ଭିଡ଼

ଛତିଶଗଡ ବିଜାପୁରରେ ଏନକାଉଣ୍ଟର :  ଜଣେ ଯବାନ ସହିଦ

ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ହୋଇଛି । ଯେଉଁଥିରେ ଜଣେ ଡିଆର୍‌ଜି ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । କମ୍ବିଂ ବେଳେ ନ୍ୟାସନାଲ ପାର୍କ

ଆଜି ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆହୁରି ୩ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ଉଭା ହୋଇଛି। ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଗଞ୍ଜାମ,

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ

ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟରଙ୍କ ଘରେ ଭିଜିଲାନ୍ସ ରେଡ୍ । ଅନୁଗୁଳରେ କାର୍ଯ୍ୟରତ PWD ବିଭାଗର ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ସୁରେନ୍ଦ୍ର ବେହେରାଙ୍କ ଘରେ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ଏହି ରେଡ୍‌ରେ ୩ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୪ ଜଣ ଏଏସ୍‌ଆଇ

ସମ୍ବଲପୁରରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ପୁଣି ନାବାଳିକା ପୁଣି ଗଣଦୁଷ୍କର୍ମ। ସବୁଥର ପରି ଏଥର ମଧ୍ୟ କିଛି କାମାନ୍ଧ ପୁରୁଷଙ୍କ ଲୋଲୁପ ଦୃଷ୍ଟିର ଶିକାର ପାଲଟିଛି ଜଣେ ନାବାଳିକା।ବାରମ୍ୱାର ରେପ୍ ଘଟଣା ବଢ଼ୁଛି ପଛେ କମିବାର ନାଁ ଧରୁନି। ଆଜି ପୁଣିଥରେ ସମ୍ୱଲପୁରରୁ ନାବାଳିକାକୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ଆସିଛି। ସମ୍ବଲପୁର

ଖୁବ ଶୀଘ୍ର ଡାକ୍ତରଖାନାରୁ ଡିସଚାର୍ଜ ହେବେ ବିଜେଡି ସଭାପତି ନବୀନ

ବିରୋଧୀଦଳ ନେତା ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମେଡିକାଲ ବେଡରୁ ଏକ ଭିଡିଓ ଏବେ ସାମ୍ନାକୁ ଆସିଛି। ଡିହାଇଡ୍ରେସନ୍‌ ଯୋଗୁଁ ସେ ରବିବାର ଅପରାହ୍ନ ୫ଟା ୧୫ରେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସୁସ୍ଥ ହେବା ପରେ ସେ ବେଡରେ ଥାଇ ଡାକ୍ତରଙ୍କ ସହ ଆଲୋଚନା

ଆଜିର ରାଶିଫଳ(୧୮ ଅଗଷ୍ଟ, ୨୦୨୫)

ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ । ବୃଷ : ଆଜି ଆପଣ କିଛି ସମୟଧରି

ଜଷ୍ଟ ଫର ୟୁ ସେବା ସଂଘ ପକ୍ଷରୁ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଆଠଗଡ ୧୭/୦୮ (ମାନସ ରଞ୍ଜନ ସାହୁ) ଆଠଗଡ଼ ର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଜଷ୍ଟ ଫର ୟୁ ସେବା ସଂଘ ୭୯ ତମ ସ୍ୱାଧୀନତା ଦିବସ ଅବସରରେ ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ସଂଗଠନ ର ସଭାପତି ତଥା ପ୍ରତିଷ୍ଠାତା ସୁଧାଂଶୁ ଶେଖର ସାହୁ ଙ୍କ ନେତୃତ୍ୱ ରେ

ଗଛ ଲଗାନ୍ତୁ ପରିବେଶ ବଂଚାନ୍ତୁବାର୍ତାଦେଲେ ଅଗ୍ନିଶମ ଅଧିକାରୀ

ଗଣିଆ (,ବିଶ୍ୱରଂଜନ ସେଠି) ଆମ ଜୀବନରେ ଗଛର ଭୁମିକା ବେଶ ଗୁରୁତ୍ୱପୁର୍ଣ୍ଣ । ପରିବେଶ ସନ୍ତୁଳନ କରିବାରେ ଗଛର ଅନେକ ଯୋଗଦାନ ରହିଛି । ପରିବେଶ ସବୁଜ ସୁନ୍ଦର କରିବା ପାଇଁ ତଥା ଏହାର ସୁରକ୍ଷା ପାଇଁ ଲୋକଙ୍କମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଗଣିଆ ଅଗ୍ନିଶମ ଓ

ପୁଣି ଅସୁସ୍ଥ ହେଲେ ନବୀନ ପଟ୍ଟନାୟକ

ପୁଣି ଅସୁସ୍ଥ ହେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।ନବୀନ ଅସୁସ୍ଥ ହୋଇପଡିବା ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।ମୁମ୍ୱାଇରୁ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାର ପରେ ସେ ଭୁବନେଶ୍ୱର ଫେରିଥିଲେ । ତାଙ୍କୁ ଡାକ୍ତରଙ୍କ

ଆଜିର ରାଶିଫଳ(୧୭ ଅଗଷ୍ଟ, ୨୦୨୫)

ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ : ଆଜି ନିଜର ଉତ୍ସାହ ଗୁଣ

କାର୍ଯ୍ୟରେ ଅବହେଳା ଯୋଗୁଁ ଛତ୍ରପୁର ଥାନାଧିକାରୀ ନିଲମ୍ବିତ

ଛତ୍ରପୁର ଥାନାଧିକାରୀ ଭାବେ କାର୍ଯ୍ୟ କରୁଥିବା ଦେବାଶିଷ ମହାନ୍ତିଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି ପୋଲିସ ଡିଜି l କାର୍ଯ୍ୟରେ ଅବହେଳା ଯୋଗୁଁ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି l ପୂର୍ବରୁ ଦେବାଶିଶ ମହାନ୍ତି ଗଞ୍ଜାମ ଜିଲାର କୋଦଳା ଥାନାରେ କାର୍ଯ୍ୟ କରିଥିଲେ l ପରେ