ସ୍ବାଧୀନତା ଦିସବରେ ସୁନା ପ୍ରେମୀଙ୍କୁ ମିଳିଲା ଆଶ୍ବସ୍ତି ଖବର

ସ୍ୱାଧୀନତା ଦିବସ ଉପଲକ୍ଷେ କମିଛି ସୁନା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୦୧,୨୪୦ ଟଙ୍କାରେ କାରବାର ଆରମ୍ଭ କରିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୯୨,୮୦୦ ହୋଇଛି ।ଅନ୍ୟପଟେ ଓଡ଼ିଶା ରାଜଧାନୀ

ପୁଣି ଜଳିଲେ ଆଉ ଜଣେ ଯୁବକ

ପୁଣି ଜଳିଲେ ଆଉ ଜଣେ ଯୁବକ। ରାସ୍ତା ଉପରେ ନିଜ ଦେହରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ ଯୁବକ। ବିଚ୍ ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲେ ବ୍ୟକ୍ତି।ଏଭଳି ଏକ ଅଭାବନୀୟ ଘଟଣା ଖୋର୍ଧା ଜିଲ୍ଲା ବାଲିପାଟଣା ଅଞ୍ଚଳରେ ଘଟିଛି । ବାଲିପାଟଣା ଛକରେ ଜଣେ ଯୁବକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ

ଆଗକୁ ଆଉ ୨ ଟି ଲଘୁଚାପ ଆସିପାରେ

ଉତ୍ତର-ପଶ୍ଚିମ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ସଂଲଗ୍ନ ଅଞ୍ଚଳ ଉପରେ ଲଘୁଚାପ ସକ୍ରିୟ ରହିଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉପରେ ଦକ୍ଷିଣ ଆଡ଼କୁ ଢଳି ରହିଛି। ଶୁକ୍ରବାର ଏହା ଦକ୍ଷିଣ

ଯୁବତୀଙ୍କୁ ୩ ବର୍ଷ ଧରି ଯୌନ ନିର୍ଯାତନା ଅଭିଯୋଗ

ଜଣେ ଯୁବତୀଙ୍କୁ ଦୀର୍ଘ ଦିନ ଧରି ନିଜ ଘରେ ରଖି ଦେଉଥିଲେ ଶାରିରୀକ ନିର୍ଯାତନା । ଜଣେ ସରକାରୀ ବାବୁଙ୍କ ନାଁରେ ଆସିଛି ଏହିଭଳି ସାଂଘାତିକ ଅଭିଯୋଗ । ତିନି ବର୍ଷ ତଳେ ମୋରଡା ଅଞ୍ଚଳରୁ ଜଣେ ନାବାଳିକାଙ୍କୁ ଘରେ ରଖି ପାଠ ପଢ଼ାଇବା ଓ ବଡ଼ ହେବା ପରେ ଉପଯୁକ୍ତ ପାତ୍ର ଦେଖି ବିବାହ କରାଇଦେବାର

‘ଶୋଲେ’ ଚଳଚ୍ଚିତ୍ରକୁ ପୁରିଲା ପଚାଶ ବର୍ଷ

'ଶୋଲେ' ଚଳଚ୍ଚିତ୍ରଟି ମୁକ୍ତିଲାଭ କରିବାର ୫୦ ବର୍ଷ ପୂରଣ କରିଛି । ଏହି ଚଳଚ୍ଚିତ୍ରଟି ସ୍ୱାଧୀନତା ଦିବସ, ୧୫ ଅଗଷ୍ଟ ୧୯୭୫ରେ ମୁକ୍ତିଲାଭ କରିଥିଲା । ରମେଶ ସିପ୍ପିଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ଅମିତାଭ ବଚ୍ଚନ, ଧର୍ମେନ୍ଦ୍ର, ହେମା ମାଳିନୀ, ଜୟା ବଚ୍ଚନ, ସଞ୍ଜୀବ କୁମାର ଏବଂ ଅମଜଦ

ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି। ପୁରୀରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା। କମିଟି ଗଠନ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ରିଜର୍ଭ ବ୍ୟାଙ୍କ୍ ଅଫ ଇଣ୍ଡିଆର ଦୁଇ ଜଣ ଅଭିଜ୍ଞ ଅଧିକାରୀ ନିୟୋଜିତ ହୋଇସାରିଛନ୍ତି । ଶ୍ରୀମନ୍ଦିର ପରିଚାଳନା

୧୧ଟି ଜିଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣା-ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

୭୯ତମ ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। କହିଛନ୍ତି, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ

ଆଜି ଶ୍ରୀମନ୍ଦିରରେ ପାଳନ ହେବ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ

ଆଜି ପବିତ୍ର ଜନ୍ମାଷ୍ଟମୀ । ସାରା ଜଗତର ଭଗବାନ ଆଦି କର୍ତ୍ତାଙ୍କର ଜନ୍ମ ଦିନ। ତେବେ ଆଜି ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ପାଳନ କରାଯିବ । ବଡ଼ ଦେଉଳର ପରମ୍ପରା ଅନୁସାରେ ନୀତିକ୍ରାନ୍ତି ହେବ । ଏହି କାରଣ ପାଇଂ ଆଜି 5 ଘଣ୍ଟା ମହାପ୍ରଭୁଙ୍କର ଦର୍ଶନ ବନ୍ଦ ରହିବ ।ଏନେଇ ମନ୍ଦିର

ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

୭୯ତମ ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗଠାରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଟି କମ୍ଭପପାଟି, ମନ୍ତ୍ରୀମାନେ, ବରିଷ୍ଠ ଅଧିକାରୀ ଏବଂ ବହୁ ସଂଖ୍ୟାରେ ଜନସାଧାରଣ ଉପସ୍ଥିତ

*ମାଉଣ୍ଟ କିଲିମାଞ୍ଜାରୋ ଅଭିଯାନ ରେ କଳାହାଣ୍ଡି ଦେ ପୁର ଗ୍ରାମର ରାହୁଲ ପ୍ରଧାନ*

HR TV ଓଡ଼ିଆ / କଳାହାଣ୍ଡି (ଶେଖର ସୁମନ ଦାଶ)- କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଦେ ପୁର ଗ୍ରାମର ଓଡିଶା ର ପ୍ରଥମ ପାରାଗ୍ଲାଇଡ଼ିଂ ପାଇଲଟ ରାହୁଲ ପ୍ରଧାନ ଗତ ଶୁକ୍ରବାର ଆଫ୍ରିକା ର ସର୍ବୋଚ୍ଚ ପର୍ବତ ମାଉଣ୍ଟ କିଲିମାଂଜାରୋ ( 5,895 ମିଟର ) ଅଭିଯାନ ଆରମ୍ଭ କରିଛନ୍ତି ଏହି

ସ୍ୱାଧୀନତା ଦିବସ କାହିଁକି ପାଳନ କରାଯାଏ ?

ସ୍ୱାଧୀନତା ଦିବସ ବା ଅଗଷ୍ଟ ୧୫। ଏହି ଦିନରେ ହିଁ ଭାରତବାସୀ ମୁକ୍ତ ହୋଇଥିଲେ ଇଂରେଜ ସରକାରଙ୍କ କବଳରୁ। ଅଗଷ୍ଟ ମାସ ୧୫ ତାରିଖକୁ ଆମେ ପାଳିଥାଉ ସ୍ୱାଧୀନତା ଦିବସ ଭାବରେ। ଏହି ଦିନ ନିଜ ପରିଚୟ ଓ ସ୍ଵାଧୀନତା ଫେରି ପାଇଥିଲା ଭାରତ। ଏହି କାରଣରୁ ହିଁ ପ୍ରତିଟି ଭାରତୀୟଙ୍କ ପାଇଁ ଅଗଷ୍ଟ

ଦୀପାବଳିରେ ଦୁଇଗୁଣ ଉପହାର ପାଇବେ ଲୋକେ- ମୋଦି

ଆଜି ଭାରତ ତା’ର ୭୯ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏଥର ଲୋକମାନେ ଦୁଇଗୁଣ ଦୀପାବଳି ଉପହାର ପାଇବେ ବୋଲି