ବୁଲା କୁକୁରଙ୍କୁ ନେଇ ସୁପ୍ରିମ କୋର୍ଟ ନେଇଥିବା ନିଷ୍ପତ୍ତିର ପୁନର୍ବିଚାର ହେଉ :ମେୟର ସୁଲୋଚନା ଦାସ
ବୁଲା କୁକୁରଙ୍କୁ ନେଇ ସୁପ୍ରିମ କୋର୍ଟ ନେଇଥିବା ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି ଭୁବନେଶ୍ବର ମେୟର ସୁଲୋଚନା ଦାସ । ସେ କହିଛନ୍ତି, କୁକୁର ମାନେ କଥା କହିପାରୁନାହାନ୍ତି ବୋଲି କଣ ସେମାନଙ୍କ ବଂଚିବାର ଅଧିକାର ନାହିଁ । ଜୈବବିବିଧତାର ସମନ୍ୱୟ ପାଇଁ ପ୍ରାଣୀ ଓ ମଣିଷ!-->…