ଆଜି ବିଶ୍ବ ହାତୀ ଦିବସ
ଆଜି ବିଶ୍ବ ହାତୀ ଦିବସ ।ଭଗବାନଙ୍କ ସୃଷ୍ଟିରେ ସବୁଠୁ ବିଶାଳକାୟ ଜୀବ ହେଉଛି ହାତୀ । ସେହି ହାତୀଙ୍କ ପାଇଁ ଆଜି ଦିନଟି । ପ୍ରତିବର୍ଷ ଅଗଷ୍ଟ 12 ତାରିଖକୁ ବିଶ୍ବ ହସ୍ତୀ ଦିବସ ଭାବେ ପାଳନ କରାଯାଏ । ହାତୀ-ମଣିଷର ଭଲ ବନ୍ଧୁତା କାଳ କାଳରୁ ରହିଆସିଛି ।ଯାହାକି 2012 ମସିହାରୁ ପାଳନ କରାଯାଉଛି!-->…