(ଗାନ୍ଧୀ ଜୟନ୍ତୀ)ରୁ କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ କରାଯିବ

ଆଗାମୀ ଅକ୍ଟୋବର ୨ (ଗାନ୍ଧୀ ଜୟନ୍ତୀ)ରୁ କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ କରାଯିବ। ମାଲକାନଗିରିରୁ ପଦଯାତ୍ରା ଆରମ୍ଭ କରିବେ ପିସିସି ସଭାପତି ଭକ୍ତ ଦାସ। ଏହି ପଦଯାତ୍ରାରେ ୧୪୭ ନିର୍ବାଚନ ମଣ୍ଡଳୀ ବୁଲିବେ ପିସିସି ସଭାପତି। ଏହି ସତ୍ୟାଗ୍ରହ ଯାତ୍ରାରେ ଏଆଇସିସିର

ନୂଆ ଇନ୍‌କମ୍‌ ଟ୍ୟାକ୍ସ ବିଲ ଆଗତ 

ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ସୋମବାର ଆଗତ କରାଯାଇଥିବା ଦୁଇ ଗୁରୁତ୍ୱପୂର୍ଣ୍ଣ ଟ୍ୟାକ୍ସ ବିଲ୍ ଗୋଟିଏ ଦିନରେ ହିଁ ବିନା କୌଣସି ବିତର୍କରେ ପାରିତ ହୋଇଛି ।ଏଥିରେ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱାଧୀନ ସିଲେକ୍ଟ କମିଟିର ଅଧିକାଂଶ ସୁପାରିଶ ଅନ୍ତର୍ଭୁକ୍ତ। ଏହି ବିଲ୍‌ରେ ଅନେକ

ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ, ସୂଚନା ଦେଲେ ଆଇନ ମନ୍ତ୍ରୀ

ନିକଟରେ କିଛି ସଂସ୍ଥା ମହାପ୍ରଭୁଙ୍କ ଶୁଖିଲା ଭୋଗ ଏବଂ ମହାପ୍ରସାଦ ଅନଲାଇନ ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଅନୁରୋଧ କରିଥିଲେ। ଏହା ଦ୍ବାରା ମହାପ୍ରସାଦ ଦେଶ ବିଦେଶରେ ଭକ୍ତଙ୍କ ପାଖରେ ପହଞ୍ଚିପାରିବ।ହେଲେ ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ

ଜଗବନ୍ଧୁ ପଣ୍ଡାଙ୍କ ଆତ୍ମହତ୍ୟା କଥା ଶୁଣି ରାଗିଗଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କର ଭୁବନେଶ୍ୱର ୟୁନିଟ ୨ ସ୍ଥିତ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ତେବେ ଜଗବନ୍ଧୁ ପଣ୍ଡାଙ୍କ ଆତ୍ମହତ୍ୟା କଥା ଶୁଣି ରାଗିଗଲେ ମୁଖ୍ୟମନ୍ତ୍ରୀ । ଆତ୍ମହତ୍ୟା ପରି କଥା ପାଟିରେ ନ ଧରିବାକୁ ତାଗିଦ୍ କଲେ । କହିଲେ ଯେ ତମେ

ପ୍ରାକୃତିକ ବିପର୍ଯ୍ୟୟରେ ଜମି ହରାଙ୍କୁ ମିଳିବ ଜମି- ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ 

୫ ଜିଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ ସମ୍ପର୍କରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ବଡ଼ ସୂଚନା ଦେଇଛନ୍ତି। କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ ଜିଲାରେ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବନ୍ୟାରେ ମୋଟ ୬ କୋଟି ୬୬ ଲକ୍ଷ ୧୭ ହଜାର ୫୫ ଟଙ୍କା ଖର୍ଚ୍ଚ

ଆଜି ଦାୟିତ୍ଵ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି

ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଶୋଭନା ମହାନ୍ତି। ଯୋଗ ଦେବା ପରେ ସେ କହିଛନ୍ତି, କେହି ଆଇନଠାରୁ ଊଦ୍ଧର୍‌ବରେ ନୁହନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେଲା ଦାୟିତ୍ୱ ନେଇଛି, ସବୁକିଛି ଅନୁଧ୍ୟାନ

କେନାଲରେ ବିରାଟକାୟ ୨୦ ଫୁଟ ଲମ୍ବର କୁମ୍ଭୀର

୨୦ ଫୁଟ ଲମ୍ବର କୁମ୍ଭୀର। ଯାହାକୁ ଦେଖୁଛି ତାକୁ ଗୋଡ଼ଉଛି । ବନ୍ୟା ପାଣିରେ ଭାସି ଆସି କେନାଲରେ ଘୁରି ବୁଲୁଛି । ଦେଖିଲେ ଭୟଭୀତ ହୋଇ ଯାଉଛନ୍ତି ସ୍ଥାନୀୟ ବାସିନ୍ଦା । ହଁ ଆଜ୍ଞା, ଏ ଦୃଶ୍ୟକୁ ଟିକେ ଭଲସେ ଦେଖନ୍ତୁ କେମିତି ପାଟିକୁ ଆଁ କରି ରହିଛି । ଆଉ ଶିକାର ଆଶାରେ

ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ

ପୁରୀ ପୋଲିସ ହାତରେ ନକଲି ଗୁମାସ୍ତା । ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । BNS ଧାରା ୧୧୧ ଅନୁଯାୟୀ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।ପୁରୀ ପୋଲିସ ଏକ ବିଶ୍ୱସ୍ତ

ଆଖିବୁଜିଲେ ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକା 

ପୁଣି ବୁର୍ଲାମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକା । ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଆଜି ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା ।ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଅଞ୍ଚଳରେଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଜଣେ ୧୩ ବର୍ଷିୟା ନାବାଳିକା

ପ୍ରେମ ପାଇଁ ପୁଣି ମଣିଷଙ୍କୁ ବଳଦ ଦଣ୍ଡ

ପୁଣି ମଣିଷଙ୍କୁ ମିଳିଲା ବଳଦ ଦଣ୍ଡ। ସଂପର୍କରେ ବିବାହ ଯୋଗୁଁ ଦଣ୍ଡିତ କଲେ ଗାଁ ଲୋକ। କୋରାପୁଟ ବନ୍ଧୁଗାଁ ବ୍ଳକ ଚିଡ଼ି ୱାଲସା ଗାଁରେ ଘଟିଛି ଏଭଳି ଘଟଣା। ସଂପର୍କୀୟ ଭାଇ ଭଉଣୀ ବାହା ହେବାରୁ କଙ୍ଗାରୁ କୋର୍ଟରେ ଦଣ୍ଡ ଦେଇଛନ୍ତି ଗାଁ ଲୋକ।ସ୍ବାମୀ ସ୍ତ୍ରୀଙ୍କୁ କାନ୍ଧରେ ଜୁଆଳି ପକାଇ ଗାଁ

ଏବେ କଡ଼ା ନଜରରେ ରହିବେ କଏଦୀ। ରାଜ୍ୟର ବିଭିନ୍ନ ଜେଲ୍‌ର ଲାଗିବ ଡ୍ରୋନ୍

ଏବେ କଡ଼ା ନଜରରେ ରହିବେ କଏଦୀ। ରାଜ୍ୟର ବିଭିନ୍ନ ଜେଲ୍‌ର କଏଦୀଙ୍କ ବିଶୃଙ୍ଖଳିତ ଆଚରଣ ଏବେ ଜେଲ୍ ବିଭାଗ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ଜେଲ ଉପରେ ଡ୍ରୋନ୍ ଉଡାଯିବାକୁ ନିଷ୍ପତ୍ତି ନିଆଯାଇଛି।ପ୍ରଥମ ପର୍ଯ୍ୟାୟରେ ୫ଟି ଜେଲ୍‌ରେ ଡ୍ରୋନ୍ ଉଡ଼ାଯିବ। ପରବର୍ତ୍ତୀ

ପେଟ୍ରୋଲ ଢାଳି ନାବାଳିକାଙ୍କ ଆତ୍ମହତ୍ୟା

ବାଲେଶ୍ୱର, ବଳଙ୍ଗା, କେନ୍ଦ୍ରାପଡ଼ା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲଟ ଥାନା ଅନ୍ତର୍ଗତ ଫିରିଙ୍ଗିମାଲ ଗ୍ରାମରୁ ସୋମବାର ସକାଳେ ଏକ ଲୋମ ଟାଙ୍କୁରା ଘଟଣା ଘଟିଛି।ଫୁଟବଲ ପଡ଼ିଆରୁ ଅର୍ଦ୍ଧଦଗ୍ଧ ନାବାଳିକା ଠାବ। ବରଗଡ଼ ଗାଏସିଲଟ ଥାନା ଫିରିଙ୍ଗିମାଲ ଗାଁରେ ଚାଞ୍ଚଲ୍ୟ। ଗୁରୁତର