Browsing Category

ଅନ୍ୟାନ୍ୟ

୨୬/୧୧ ଆତଙ୍କବାଦୀ ଆକ୍ରମଣକୁ ପୁରିଛି ୧୬ ବର୍ଷ ।

ନଭେମ୍ବର ୨୬ ସମ୍ବିଧାନ ଦିବସ । ତେବେ ଏହିଦିନ ଭାରତ ପାଇଁ ଥିଲା କଳାଦିନ । କାରଣ ଏଦି ଦିନ ପ୍ରତିଟି ଭାରତୀୟ ପାଇଁ ପାଲଟିଥିଲା ଅଭୁଲା ଇତିହାସ । ଯାହାକି ମନରୁ ଲିଭିବା କଷ୍ଟକର । ମଙ୍ଗଳବାର ଦେଶ ଏହି ଆତଙ୍କବାଦୀ ଆକ୍ରମଣର ୧୬ ତମ ବାର୍ଷିକୀ ପାଳନ କରୁଛି, କିନ୍ତୁ ଦେଶବାସୀ ଆଜି ବି ସେହି

ଆଜି ହେଉଛି ସମ୍ବିଧାନ ଦିବସ । 

ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖକୁ ସମ୍ବିଧାନ ଦିବସ ଭାବରେ ପାଳନ କରାଯାଉଛି । ୧୯୪୯ ମସିହା ନଭେମ୍ବର ୨୬ରେ ଭାରତ ସମ୍ବିଧାନକୁ ଗ୍ରହଣ କରିଥିଲା ଏବଂ ୧୯୫୦ ମସିହା ଜାନୁଆରୀ ୨୬ରେ ଏହାକୁ ଲାଗୁ କରାଯାଇଥିଲା । ୨୦୧୫ ମସିହାରେ ନାଗରିକଙ୍କ ମଧ୍ୟରେ ସମ୍ବିଧାନର

ନଭେମ୍ବର ୨୧କୁ ବିଶ୍ୱ ଟେଲିଭିଜନ ଦିବସ ଭାବେ ପାଳନ ହୋଇଆସୁଛି । 

ଆଜି ବିଶ୍ବ ଟେଲିଭିଜନ ଦିବସ । କଳାଧଳା ଯୁଗରୁ ଆରମ୍ଭ ହୋଇ ଟେଲିଭିଜନ ଏବେ ସ୍ମାର୍ଟ ଏଲଇଡି ସ୍ତରରେ ପହଞ୍ଚିଲାଣି। ୧୯୯୬ ନଭେମ୍ବର ୨୧ରେ ବିଶ୍ବରେ ପ୍ରଥମ ଟେଲିଭିଜନ ଫୋରମ୍ ଆୟୋଜିତ ହୋଇଥିଲା। ୧୯୯୭ ଡିସେମ୍ବରରେ ଜାତିସଂଘ ନଭେମ୍ବର ୨୧ତାରିଖକୁ ଆନୁଷ୍ଠନିକ ଭାବେ ଟେଲିଭିଜନ ଦିବସ ପାଳନ

ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ। 

ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ। ଏହି ଦିନଟି ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ ଅଟେ। ଏହି ଦିନ ହିଁ ପ୍ରେସ କାଉନସିଲ ଅଫ୍‌ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା।୧୯୬୬ ମସିହା ଆଜିର ଦିନରେ କେନ୍ଦ୍ର ସରକାର ଭାରତୀୟ ପ୍ରେସ୍‍

କଣ ପାଇଁ ବନ୍ଦ ହେଲା ପୁରୁଣା ୫ ଟଙ୍କିଆ କଏନ ?

ଭାରତୀୟ ବଜାରରେ ୫ ଟଙ୍କା କଏନର ଯଥେଷ୍ଟ ଗୁରୁତ୍ୱ ରହିଛି। ହେଲେ ଏବେ ବଜାରରେ ଆଉ ପୁରୁଣା ୫ ଟଙ୍କା କଏନ ମିଳୁ ନାହିଁ। ମୋଟା ୫ ଟଙ୍କା କଏନର ଅଭାବ ଏବେ ଅନୁଭବ କରୁଥିବେ।ଏହି ମୋଟା ୫ ଟଙ୍କିଆ ମୁଦ୍ରାର ଅବୈଧ ତସ୍କରୀ ମଧ୍ୟ ଚିନ୍ତାଜନକ ହୋଇଥିଲା। ଖାସ କରି ବାଂଲାଦେଶରେ ଏହି ମୁଦ୍ରାଗୁଡିକୁ

କମଲା ହାରିସଙ୍କ ପରି ଜେଡି ଭେନ୍ସଙ୍କ ଭାରତ ସହ ଏକ ନିବିଡ଼ ସମ୍ପର୍କ ଅଛି

ଆମେରିକା ରାଷ୍ଟ୍ରପତି ନିର୍ବାଚନ ଶେଷ ହୋଇଛି। ଫଳାଫଳ ଘୋଷଣା ହେବା ପରେ ବିଜୟୀ ହୋଇଛନ୍ତି ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ତଥା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେହିପରି ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଜେ.ଡି. ଭାନ୍ସ ମଧ୍ୟ ବିଜୟୀ ହୋଇଛନ୍ତି। ଗତ ଥରର ନିର୍ବାଚନରେ ଭାରତୀୟ

ଓଡ଼ିଶାର କାଶ୍ମୀରରେ ଡେରିରେ ଆସିଛି ଶୀତ

ଚଳିତ ବର୍ଷ ଶୀତ ଆସିବାର ବିଳମ୍ବ ହୋଇଛି । ବିଷେଷକରି କନ୍ଧମାଳ ଜିଲାରେ ବିଳମ୍ୱରେ ଆସିଛି ଶୀତ । ଦୀପାବଳୀ ଅମାବାସ୍ୟା ଠାରୁ ଶୀତ ଆସିଛି । ଆଉ ଶୀତ ଆସିବାକ୍ଷଣି ଦେଖାଯାଇଛି ତୁଷାରର ଧଳା ଆସ୍ତରଣ। ବର୍ଷା ଛାଡିବା ଆକାଶ ମେଘ ମୁକ୍ତ ହୋଇ ନୀଳ ଆକାଶରେ ପରିଣତ ହେବା ସହ ଆକାଶରେ ମଝିରେମଝିରେ

ସୋସିଆଲ ମିଡିଆରେ ନିଜର ଫଟୋ ସେୟାର କରୁଥିଲେ ସାବଧାନ !

ଆଜିକାଲି ସବୁ ପ୍ରକାରେ ଚେଷ୍ଟା କରିବା ପରେ ସାଇବର ଠକ ବିଫଳ ହେବା ପରେ ଠକେଇର ନୂଆ ରାସ୍ତା ବାଛିଛନ୍ତି । ସେମାନେ ସୋସିଆଲ ମିଡିଆ ଆକାଉଣ୍ଟରୁ ୟୁଜରଙ୍କ ଫଟୋ ନେଇ ଫେକ୍‌ ବା ନକଲି ଆକାଉଣ୍ଟ ତିଆରି କରୁଛନ୍ତି । ଏହାପରେ ଉକ୍ତ ବ୍ୟକ୍ତିଙ୍କ ବନ୍ଧୁ ପରିଜନଙ୍କୁ ଟଙ୍କା ମାଗୁଛନ୍ତି । ଏଣୁ

ସବୁଜ ବାଣ ବିଷୟରେ ଜାଣନ୍ତୁ | କେଉଁଠି ମିଳେ

ଦୀପାବଳିରେ ଫୁଟିବନି କେମିକାଲଯୁକ୍ତ ବାଣ । କାରଣ ଶବ୍ଦ ଓ ବାୟୁ ପ୍ରଦୂଷଣ ସୃଷ୍ଟିକାରୀ ବାଣ ଫୁଟାରେ ଲାଗିଛି ରୋକ୍‌ । କେବଳ ଗ୍ରୀନ୍ କ୍ରାକର ବା ସବୁଜ ବାଣ ଫୁଟାଇବାକୁ ଅନୁମତି ଦେଇଛନ୍ତି ସୁପ୍ରିମକୋର୍ଟ । ତେବେ ଏଠି ପ୍ରଶ୍ନ ଉଠୁଛି, ଗ୍ରୀନ୍‌ କ୍ରାକର କ’ଣ ? କିଭଳି ଏହାକୁ ଚିହ୍ନିବେ ?

୧୦ ଟଙ୍କିଆ ମୁଦ୍ରା ଅସଲି କି ନକଲି ! କେମିତି ଜାଣିବେ?

ବଜାରରେ ଏବେ ଦୁଇ ପ୍ରକାରର ୧୦ ଟଙ୍କା ମୁଦ୍ରା ଚାଲୁଥିବାର ଜଣାପଡିଛି। ଏଥିରେ ଗୋଟିଏ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ମୁଦ୍ରିତ ୧୦ ଟଙ୍କା ମୁଦ୍ରା ହୋଇଥିବା ବେଳେ ଅନ୍ୟଟି ନକଲୀ। ଆରବିଆଇ ପ୍ରାୟତଃ ୧୦ ଟଙ୍କିଆ ମୁଦ୍ରା ସମ୍ପର୍କିତ ସୂଚନା ଦେଇ ଆସୁଛନ୍ତି। ଏହା ସତ୍ତ୍ୱେ ଲୋକଙ୍କ ମନରେ

ଓଡିଆ ସାହିତ୍ୟ ଓ ଆମ ଅସ୍ମିତା ର କବି  ଗଣକବି ବୈଷ୍ଣବ ପାଣି ।।

ଓଡ଼ିଆ ଗୀତିନାଟ୍ୟର ଜନକ ବୈଷ୍ଣବ ପାଣି କଟକ ଜିଲ୍ଲା ମାହାଙ୍ଗା ଅନ୍ତର୍ଗତ କୋଠପଦା ଗାଁରେ ୧୮୮୨ ମସିହା କୁମାର ପୂର୍ଣ୍ଣିମା ଦିନ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତାଙ୍କ ନାମ ସୁଦର୍ଶନ ପାଣି ଓ ମାତାଙ୍କ ନାମ ଚାନ୍ଦ ଦେବୀ। ପିଲାଦିନରୁ ରୋଗାକ୍ରାନ୍ତ ଶତୃଘ୍ନଙ୍କୁ ତାଙ୍କ ପିତାମାତା ପୁରୀ

ପୁଣ୍ୟାତ୍ମା ଏପିଜେ ଅବଦୁଲ କଲାମଙ୍କର ଆଜି ଜନ୍ମଜୟନ୍ତୀ

ଯଦି ତୁମେ ସୂର୍ଯ୍ୟଙ୍କ ଭଳି ଚମକିବାକୁ ଚାହୁଁଛ… ତେବେ ପ୍ରଥମେ ସୂର୍ଯ୍ୟଙ୍କ ଭଳି ଜଳିବାକୁ ଚେଷ୍ଟା କର… ଏହି କଥା ଥିଲେ ଡକ୍ଟର ଏପିଜେ ଅବଦୁଲ କଲାମଙ୍କର । ୧୯୩୧ରେ ତାମିଲନାଡୁ ରାମେଶ୍ୱରମର ମୁସଲମାନ ପରିବାରରେ ଜନ୍ମ । ମାଟ୍ରିକ ସରିବା ପରେ ତିରୁଚିରାପଲ୍ଲୀ ସେଣ୍ଟ ଯୋଶେଫ୍ କଲେଜରେ ପାଠପଢା