Browsing Category

ଅନ୍ୟାନ୍ୟ

ଆଜି ଅଟଳ ବିହାରୀ ବାଜପେୟୀଙ୍କ ଶହେ ତମ ଜୟନ୍ତୀ ।

ଭୂତପୂର୍ବ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କର ଆଜି ୧୦୦ ତମ ଜନ୍ମ ଜୟନ୍ତୀ। ବାଜପେୟୀ ଜଣେ ରାଜନେତା, ସୁବକ୍ତା ଏବଂ ପ୍ରସିଦ୍ଧ ହିନ୍ଦୀ କବି ଥିଲେ। ସ୍ୱାଧୀନ ଭାରତର ଦଶମ ପ୍ରଧାନମନ୍ତ୍ରୀ ଭାବେ ଅଟଳ ଜୀ’ ତିନିଥର (୧୯୯୬ ମସିହାରେ ୧୩ ଦିନ, ୧୯୯୮ ରୁ ୧୯୯୯ ମଧ୍ୟରେ ୧୩ ମାସ

କାଳଜୟୀ ସ୍ରଷ୍ଟା କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ।।

ଆଧୁନିକ ଓଡ଼ିଆ ନାଟ୍ୟକାର, ଗୀତିକାର, କବି,ଓଡ଼ିଶୀ ସଙ୍ଗୀତଜ୍ଞ ଓ ନୃତ୍ୟ ବିଶାରଦ କବିଚନ୍ଦ୍ର କାଳିଚରଣ ପଟ୍ଟନାୟକଙ୍କର ଜନ୍ମ ୧୮୯୭ ମସିହା ଡ଼ିସେମ୍ବର ୨୩ ତାରିଖ ଦିନ।ସେ ୧୯୨୯ ରେ ସାକ୍ଷୀଗୋପାଳ ନାଟକ ସଂଘ ଓ ୧୯୩୯ ରେ ଓଡ଼ିଶା ଥିଏଟର୍ସ ନାମରେ ରଙ୍ଗମଞ୍ଚ ଗଠନ କରିଥିଲେ। ତାଙ୍କ

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୁଣ୍ୟ ତିଥି ରେ ସପ୍ରେମ ପ୍ରଣାମ ।।

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ତତ୍କାଳୀନ ବମ୍ବେ ପ୍ରେସିଡେନ୍ସି ଅନ୍ତର୍ଭୂକ୍ତ ନଦିଆଦ ଠାରେ, ୧୮୭୫ ମସିହା ଅକ୍ଟୋବର ୩୧ ତାରିଖରେ। ସ୍ଵାଧୀନ ଭାରତର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିନା ରକ୍ତପାତରେ ଦେଶୀୟ ରାଜ୍ୟ ମାନଙ୍କୁ ଭାରତରେ ମିଶ୍ରଣ କରି ନିଜ

୨୬/୧୧ ଆତଙ୍କବାଦୀ ଆକ୍ରମଣକୁ ପୁରିଛି ୧୬ ବର୍ଷ ।

ନଭେମ୍ବର ୨୬ ସମ୍ବିଧାନ ଦିବସ । ତେବେ ଏହିଦିନ ଭାରତ ପାଇଁ ଥିଲା କଳାଦିନ । କାରଣ ଏଦି ଦିନ ପ୍ରତିଟି ଭାରତୀୟ ପାଇଁ ପାଲଟିଥିଲା ଅଭୁଲା ଇତିହାସ । ଯାହାକି ମନରୁ ଲିଭିବା କଷ୍ଟକର । ମଙ୍ଗଳବାର ଦେଶ ଏହି ଆତଙ୍କବାଦୀ ଆକ୍ରମଣର ୧୬ ତମ ବାର୍ଷିକୀ ପାଳନ କରୁଛି, କିନ୍ତୁ ଦେଶବାସୀ ଆଜି ବି ସେହି

ଆଜି ହେଉଛି ସମ୍ବିଧାନ ଦିବସ । 

ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖକୁ ସମ୍ବିଧାନ ଦିବସ ଭାବରେ ପାଳନ କରାଯାଉଛି । ୧୯୪୯ ମସିହା ନଭେମ୍ବର ୨୬ରେ ଭାରତ ସମ୍ବିଧାନକୁ ଗ୍ରହଣ କରିଥିଲା ଏବଂ ୧୯୫୦ ମସିହା ଜାନୁଆରୀ ୨୬ରେ ଏହାକୁ ଲାଗୁ କରାଯାଇଥିଲା । ୨୦୧୫ ମସିହାରେ ନାଗରିକଙ୍କ ମଧ୍ୟରେ ସମ୍ବିଧାନର

ନଭେମ୍ବର ୨୧କୁ ବିଶ୍ୱ ଟେଲିଭିଜନ ଦିବସ ଭାବେ ପାଳନ ହୋଇଆସୁଛି । 

ଆଜି ବିଶ୍ବ ଟେଲିଭିଜନ ଦିବସ । କଳାଧଳା ଯୁଗରୁ ଆରମ୍ଭ ହୋଇ ଟେଲିଭିଜନ ଏବେ ସ୍ମାର୍ଟ ଏଲଇଡି ସ୍ତରରେ ପହଞ୍ଚିଲାଣି। ୧୯୯୬ ନଭେମ୍ବର ୨୧ରେ ବିଶ୍ବରେ ପ୍ରଥମ ଟେଲିଭିଜନ ଫୋରମ୍ ଆୟୋଜିତ ହୋଇଥିଲା। ୧୯୯୭ ଡିସେମ୍ବରରେ ଜାତିସଂଘ ନଭେମ୍ବର ୨୧ତାରିଖକୁ ଆନୁଷ୍ଠନିକ ଭାବେ ଟେଲିଭିଜନ ଦିବସ ପାଳନ

ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ। 

ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ। ଏହି ଦିନଟି ଗଣମାଧ୍ୟମର ସ୍ବାଧୀନତା ଏବଂ ସମାଜ ପ୍ରତି ଦାୟିତ୍ୱର ପ୍ରତୀକ ଅଟେ। ଏହି ଦିନ ହିଁ ପ୍ରେସ କାଉନସିଲ ଅଫ୍‌ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା।୧୯୬୬ ମସିହା ଆଜିର ଦିନରେ କେନ୍ଦ୍ର ସରକାର ଭାରତୀୟ ପ୍ରେସ୍‍

କଣ ପାଇଁ ବନ୍ଦ ହେଲା ପୁରୁଣା ୫ ଟଙ୍କିଆ କଏନ ?

ଭାରତୀୟ ବଜାରରେ ୫ ଟଙ୍କା କଏନର ଯଥେଷ୍ଟ ଗୁରୁତ୍ୱ ରହିଛି। ହେଲେ ଏବେ ବଜାରରେ ଆଉ ପୁରୁଣା ୫ ଟଙ୍କା କଏନ ମିଳୁ ନାହିଁ। ମୋଟା ୫ ଟଙ୍କା କଏନର ଅଭାବ ଏବେ ଅନୁଭବ କରୁଥିବେ।ଏହି ମୋଟା ୫ ଟଙ୍କିଆ ମୁଦ୍ରାର ଅବୈଧ ତସ୍କରୀ ମଧ୍ୟ ଚିନ୍ତାଜନକ ହୋଇଥିଲା। ଖାସ କରି ବାଂଲାଦେଶରେ ଏହି ମୁଦ୍ରାଗୁଡିକୁ

କମଲା ହାରିସଙ୍କ ପରି ଜେଡି ଭେନ୍ସଙ୍କ ଭାରତ ସହ ଏକ ନିବିଡ଼ ସମ୍ପର୍କ ଅଛି

ଆମେରିକା ରାଷ୍ଟ୍ରପତି ନିର୍ବାଚନ ଶେଷ ହୋଇଛି। ଫଳାଫଳ ଘୋଷଣା ହେବା ପରେ ବିଜୟୀ ହୋଇଛନ୍ତି ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ତଥା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେହିପରି ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଜେ.ଡି. ଭାନ୍ସ ମଧ୍ୟ ବିଜୟୀ ହୋଇଛନ୍ତି। ଗତ ଥରର ନିର୍ବାଚନରେ ଭାରତୀୟ

ଓଡ଼ିଶାର କାଶ୍ମୀରରେ ଡେରିରେ ଆସିଛି ଶୀତ

ଚଳିତ ବର୍ଷ ଶୀତ ଆସିବାର ବିଳମ୍ବ ହୋଇଛି । ବିଷେଷକରି କନ୍ଧମାଳ ଜିଲାରେ ବିଳମ୍ୱରେ ଆସିଛି ଶୀତ । ଦୀପାବଳୀ ଅମାବାସ୍ୟା ଠାରୁ ଶୀତ ଆସିଛି । ଆଉ ଶୀତ ଆସିବାକ୍ଷଣି ଦେଖାଯାଇଛି ତୁଷାରର ଧଳା ଆସ୍ତରଣ। ବର୍ଷା ଛାଡିବା ଆକାଶ ମେଘ ମୁକ୍ତ ହୋଇ ନୀଳ ଆକାଶରେ ପରିଣତ ହେବା ସହ ଆକାଶରେ ମଝିରେମଝିରେ

ସୋସିଆଲ ମିଡିଆରେ ନିଜର ଫଟୋ ସେୟାର କରୁଥିଲେ ସାବଧାନ !

ଆଜିକାଲି ସବୁ ପ୍ରକାରେ ଚେଷ୍ଟା କରିବା ପରେ ସାଇବର ଠକ ବିଫଳ ହେବା ପରେ ଠକେଇର ନୂଆ ରାସ୍ତା ବାଛିଛନ୍ତି । ସେମାନେ ସୋସିଆଲ ମିଡିଆ ଆକାଉଣ୍ଟରୁ ୟୁଜରଙ୍କ ଫଟୋ ନେଇ ଫେକ୍‌ ବା ନକଲି ଆକାଉଣ୍ଟ ତିଆରି କରୁଛନ୍ତି । ଏହାପରେ ଉକ୍ତ ବ୍ୟକ୍ତିଙ୍କ ବନ୍ଧୁ ପରିଜନଙ୍କୁ ଟଙ୍କା ମାଗୁଛନ୍ତି । ଏଣୁ

ସବୁଜ ବାଣ ବିଷୟରେ ଜାଣନ୍ତୁ | କେଉଁଠି ମିଳେ

ଦୀପାବଳିରେ ଫୁଟିବନି କେମିକାଲଯୁକ୍ତ ବାଣ । କାରଣ ଶବ୍ଦ ଓ ବାୟୁ ପ୍ରଦୂଷଣ ସୃଷ୍ଟିକାରୀ ବାଣ ଫୁଟାରେ ଲାଗିଛି ରୋକ୍‌ । କେବଳ ଗ୍ରୀନ୍ କ୍ରାକର ବା ସବୁଜ ବାଣ ଫୁଟାଇବାକୁ ଅନୁମତି ଦେଇଛନ୍ତି ସୁପ୍ରିମକୋର୍ଟ । ତେବେ ଏଠି ପ୍ରଶ୍ନ ଉଠୁଛି, ଗ୍ରୀନ୍‌ କ୍ରାକର କ’ଣ ? କିଭଳି ଏହାକୁ ଚିହ୍ନିବେ ?