Browsing Category

ପାଣିପାଗ

ଆସନ୍ତା ୧୩ରେ ଆସିବ ଚଳିତ ଅଗଷ୍ଟ ମାସର ଦ୍ୱିତୀୟ ଲଘୁଚାପ ।

ଆସନ୍ତା ୧୩ରେ ଆସିବ ଚଳିତ ଅଗଷ୍ଟ ମାସର ଦ୍ୱିତୀୟ ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ୧୬ ତାରିଖ ଯାଏଁ । ପୁଣି ୧୭ ତାରିଖରେ ଆସିବ ଆଉ ଗୋଟିଏ ଲଘୁଚାପ । ଏମିତି ଘନଘନ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲଗାଣ ବର୍ଷା ଜାରି ରହିବ ।୧୩ ତାରିଖରେ

ଲଘୁଚାପ ପ୍ରଭାବରେ ରାଜ୍ୟରେ ଅତି ପ୍ରବଳ ବର୍ଷା ହେବ

ଓଡ଼ିଶା ଉପକୂଳ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଏହା ସମୁଦ୍ରରେ ରହି ବଳ ଗୋଟାଉଛି । ଦୁଇ ଦିନ ସମୁଦ୍ରରେ ରହିବା ପରେ ୯ ତାରିଖରେ ଏହା ଅବପାତର ରୂପ ନେବ । ପରେ ଛତିଶଗଡ ଆଡ଼କୁ ମୁହାଁଇବ । ଏହା ଡିପ୍‌ ଡିପ୍ରେସନ୍‌ ବା ଗଭୀର ଅବପାତର ରୂପ