Browsing Category
ରାଶିଫଳ
ଆଜିର ରାଶିଫଳ(୨୬ ସେପ୍ଟେମ୍ବର, ୨୦୨୫)
ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।
ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା!-->!-->!-->…
ଆଜିର ରାଶିଫଳ(୨୫ ସେପ୍ଟେମ୍ବର, ୨୦୨୫)
ମେଷ :ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ
ବୃଷ : ଆଜି!-->!-->!-->…
ଆଜିର ରାଶିଫଳ(୧୪ ସେପ୍ଟେମ୍ବର, ୨୦୨୫)
ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ!-->!-->!-->…
ଆଜିର ରାଶିଫଳ(୨୫ ଅଗଷ୍ଟ, ୨୦୨୫)
ମେଷ : ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ
ବୃଷ : ଆଜି!-->!-->!-->…
ଆଜିର ରାଶିଫଳ(୮ ସେପ୍ଟେମ୍ବର,୨୦୨୪)
ମେଷ ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ!-->…
ଆଜିର ରାଶିଫଳ(୩୧ ଜାନୁଆରୀ,୨୦୨୪)
*ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।*
*ବୃଷ : ଆଜି ଲୋକମାନଙ୍କ ସହିତ!-->!-->!-->…
ଆଜିର ରାଶିଫଳ(୩୦ ଜାନୁଆରୀ,୨୦୨୪)
*ମେଷ : ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*
*ବୃଷ!-->!-->!-->…
ଆଜିର ରାଶିଫଳ(୨୯ ଜାନୁଆରୀ,୨୦୨୪)
*ମେଷ: ଦିନଟି ଆପଣଙ୍କୁ ମିଶ୍ର ଫଳ ପ୍ରଦାନ କରିବ । ଗୃହରେ କଳହ ଯୋଗ ସହିତ ମାନସିକ ଅଶାନ୍ତି ଦେଖା ଦେଇପାରେ । ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ଅବନତି ଘଟିବ । ବ୍ୟବସାୟ ମଧ୍ୟମ ଫଳ ଦେବ । ବିଦ୍ୟାର୍ଥୀ ମାନେ ଅଳସୁଆ ହେବେ ।
ବୃଷ: ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ ।!-->!-->!-->…
ଆଜିର ରାଶିଫଳ(୨୮ ଜାନୁଆରୀ,୨୦୨୪)
*ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।*
*ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା!-->!-->!-->…
ଆଜିର ରାଶିଫଳ(୨୭ ଜାନୁଆରୀ,୨୦୨୪)
*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।*
*ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି!-->!-->!-->…
ଆଜିର ରାଶିଫଳ(୨୬ ଜାନୁଆରୀ,୨୦୨୪)
*ମେଷ: ଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।*
*ବୃଷ: ଆଜି!-->!-->!-->…
ଆଜିର ରାଶିଫଳ(୨୫ ଜାନୁଆରୀ,୨୦୨୪)
*ମେଷ: ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ କରି କାମ ତୁଲାଇନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ। ଯାନବାହନରେ ସତର୍କ ରୁହନ୍ତୁ, ଅନ୍ୟଥା!-->…