Browsing Category

ଅନ୍ୟାନ୍ୟ

ଆଜି ବିଶ୍ୱ ଶ୍ରମିକ ଦିବସ

ଆଜି ବିଶ୍ୱ ଶ୍ରମିକ ଦିବସ ।। ଶ୍ରମିକଙ୍କ ସଂଘର୍ଷମୟ ଇତିହାସର ସ୍ମରଣୀୟ ଦିନ । ୧୯୮୬ ମସିହାରୁ ମେ’ ପହିଲାକୁ ବିଶ୍ୱ ଶ୍ରମିକ ଦିବସ ରୂପେ ପାଳନ କରାଯାଉଛି । ଏକ ସମୟ ଥିଲା ବିଶ୍ୱରେ ପୁଞ୍ଜିପତିମାନେ ଶ୍ରମିକମାନଙ୍କୁ ଶୋଷଣ କରୁଥିଲେ । ନା ଥିଲା ସମୟ ନିର୍ଘଣ୍ଟ ନା ଥିଲା ନିର୍ଦ୍ଧିଷ୍ଟ

ଆଜି ପବିତ୍ର ଅକ୍ଷୟ ତୃତୀୟା: ଚାଷୀ କରିବେ ଅଖିମୁଠି ଅନୁକୂଳ

ଆଜି ପବିତ୍ର ଅକ୍ଷୟ ତୃତୀୟା । ଆଜିର ଏହି ଦିବ୍ୟ ମୁହୂର୍ତରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ ।

ଓଡ଼ିଆ ସିନେମାକୁ ନବେ ବର୍ଷ

ଓଡ଼ିଆ ସିନେମାକୁ ନବେ ବର୍ଷ ।ଇତିମଧ୍ୟରେ ଓଡ଼ିଆ ସିନେମାର ମୋଡ଼ ବିଭିନ୍ନ କ୍ଷେତ୍ର ଦେଇ ଆଗକୁ ବଢ଼ିଛି। ୧୯୩୬ରେ ଓଡ଼ିଆ ସିନେମା ଜଗତକୁ ସେତେବେଳେ ୨୯ହଜାର ୭୮୧ଟଙ୍କା ୧୦ଅଣା ବଜେଟରେ ସୀତା ବିବାହ ଚଳଚ୍ଚିତ୍ର ଏକ ଆଶାର ମଞ୍ଜି ବୁଣିଥିଲା। ହେଲେ ଅବସୋସର କଥା ୮୮ବର୍ଷରେ ବି ଆଜି ଓଡ଼ିଆ

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ !

ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ। ସ୍ୱତନ୍ତ୍ର ଓଡ଼ିଶା ନିର୍ମାଣରେ ମଧୁ ବାବୁଙ୍କ ରହିଥିଲା ପ୍ରମୁଖ ଭୂମିକା। ରାଜ୍ୟର ପ୍ରଥମ ବାରିଷ୍ଠର ଭାବେ ମଧ୍ୟ ଦେଶ ବିଦେଶରେ ବେଶ ନାଁ କରିଥିଲେ ମଧୁ ବାବୁ।୧୮୪୮ ମସିହା ଏପ୍ରିଲ୍ ୨୮ ତାରିଖରେ ସେ କଟକର ସତ୍ୟଭାମାପୁରରେ ଜନ୍ମଗ୍ରହଣ କରିଥିଲେ।

ଜାତୀୟ ପଞ୍ଚାୟତିରାଜ ଦିବସ

ଆଜି ଜାତୀୟ ପଞ୍ଚାୟତିରାଜ ଦିବସ । ସ୍ବାଧୀନ ଭାରତର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନ ସରକାର ୧୯୫୩ ମସିହାରେ ପଞ୍ଚାୟତ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିଥିଲେ। ତେବେ ୧୯୫୭ରେ ତତ୍କାଳୀନ ସାଂସଦ ବଳବନ୍ତରାଓ ମେହେଟ୍ଟାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ସୁପାରିସ ଆଧାରରେ ତ୍ରିସ୍ତରୀୟ ପଞ୍ଚାୟତିରାଜ

ଆଜି ଗୁଡ୍ ଫ୍ରାଇଡ଼େ: କାହିଁକି ଓ କିପରି ଏହା ନାମିତ ହେଲା ?

ଖ୍ରୀଷ୍ଟିଆନ ଧର୍ମରେ ଗୁଡ୍ ଫ୍ରାଇଡେ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶବିଦ୍ଧ ଏବଂ ମୃତ୍ୟୁକୁ ମନେ ପକାଇବା ପାଇଁ ଏହି ଦିନଟି ପାଳନ କରାଯାଏ। ଏହି ଦିନଟି ଶୋକ ଏବଂ ଅନୁତାପର ଦିନ। ନିଜ ଶରୀରର ବିଭିନ୍ନ ସ୍ଥାନରେ କଣ୍ଟାର ଯନ୍ତ୍ରଣା ନେବା ପରେ କ୍ରୁଶବିଦ୍ଧ ହୋଇଥିଲେ ଯୀଶୁ

ଆଜି ହିମୋଫିଲିଆ ଦିବସ! ରକ୍ତଜନିତ ରୋଗ ହେମୋଫିଲିଆ

ହେମୋଫିଲିଆ ହେଉଛି ଏକ ରକ୍ତଜନିତ ରୋଗ। ଏହି ରୋଗ ହେଲେ ରକ୍ତ ସହଜରେ ଜମାଟ ବାନ୍ଧିନଥାଏ। କାରଣ ହେମୋଫିଲିଆରେ ଜଣେ ଆକ୍ରାନ୍ତ ହେଲେ ରକ୍ତ ଜମାଟ ବାନ୍ଧିବା ପାଇଁ ଆବଶ୍ୟକ ହେଉ ଥିବା ପ୍ରୋଟିନ୍ କ୍ଷରଣ ବାଧାପ୍ରାପ୍ତ ହୋଇଥାଏ। ଏବେ ରାଜ୍ୟରେ ଏହି ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। କର୍କଟ ରୋଗ

ଆଜି ‘ବିଶ୍ୱ ଛେନାପୋଡ଼ ଦିବସ’

ନୟାଗଡ଼ ଛେନାପୋଡ଼କୁ ବିଶ୍ୱସ୍ତରୀୟ କରାଇବାକୁ ଆରମ୍ଭ ହୋଇଛି ଅନେକ ପ୍ରୟାସ । ଏପ୍ରିଲ ୧୧ ତାରିଖକୁ ବିଶ୍ବ ଛେନାପୋଡ଼ ଦିବସ ଭାବେ ପାଳନ କରୁଛି ଓଡ଼ିଶା । ନୟାଗଡ଼ ଜିଲ୍ଲା ଦଶପଲ୍ଲା ସାତପାଟଣାର ମୂଳବାସିନ୍ଦା ହେଉଛନ୍ତି ବିଦ୍ୟାଧର ଓ ସୁଦର୍ଶନ। ଜାତିରେ ଗୁଡ଼ିଆ ହୋଇଥିବାରୁ ମିଠା ପ୍ରସ୍ତୁତି

ପୁଲୱାମା ଆକ୍ରମଣ: ଆଜିର ଦିନ ଥିଲା ସାରା ଦେଶବାସୀଙ୍କ ପାଇଁ କଳା ଦିନ । 

୨୦୧୯ ମସିହା ଫେବ୍ରୁଆରି ୧୪ ତାରିଖ। ସାରା ଦେଶ ‘ଭାଲେଣ୍ଟାଇନ୍ସ ଡେ’ ପାଳନରେ ମସଗୁଲ୍ ଥିବାବେଳେ ଜମ୍ମୁ ଓ କାଶ୍ମୀରର ପୁଲୱାମା ଜିଲ୍ଲାରୁ ଆସିଥିଲା ଏକ ହୃଦୟ ବିଦାରକ ଖବର। ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଯାଇଥିଲେ ଆମ ଦେଶର ୪୪ ଜଣ ସିଆରପିଏଫ୍ ଯବାନ୍ । ମାତ୍ର ୧୨ଦିନ ମଧ୍ୟରେ ଆତଙ୍କବାଦୀ

ଆଜି ବିଶ୍ୱ ରେଡ଼ିଓ ଦିବସ ! ବିଶ୍ୱର ଅନେକ ଦେଶରେ ଏହି ଦିବସ ଧୁମଧାମରେ ପାଳିତ ହେଉଛି। 

ଆଜି ବିଶ୍ୱ ରେଡ଼ିଓ ଦିବସ। ଦିନେ ଖବର ପ୍ରସାରଣ ମୁଖ୍ୟ ମାଧ୍ୟମ ଥିଲା ରେଡ଼ିଓ। ଆଜିର ଡିଜିଟାଲ ଯୁଗରେ, ଏହାର ବିକଳ୍ପରେ ଆସିଛି। ତଥାପି ଅନେକଙ୍କ ମନରେ ଏବେ ବି ରେଡିଓର ସ୍ୱତନ୍ତ୍ର ସ୍ଥାନ ରହିଛି। ୧୯୪୬ ମସିହା ଆଜିର ଦିନରେ ଜାତିସଂଘ ରେଡ଼ିଓର ପ୍ରତିଷ୍ଠା ହୋଇଥିଲା । ପରିବର୍ତ୍ତିତ

ଆଜି ପବିତ୍ର ମକର ସଂକ୍ରାନ୍ତି: ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଆରମ୍ଭ

ମକର ସଂକ୍ରାନ୍ତି ହେଉଛି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରିଥାନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହି ପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତର ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି

ସାଧୁ ଓ ଅଘୋରୀ କାହିଁକି ଲମ୍ବା କେଶ ରଖନ୍ତି? କଣ ଏହାର ରହସ୍ୟ 

ମହାକୁମ୍ଭ ମେଳା ଆରମ୍ଭ ହେବାକୁ ମାତ୍ର ୮ ଦିନ ବାକି ଅଛି। ଏଥର ଏକ କୋଟି ଭକ୍ତ ମହାକୁମ୍ଭରେ ପହଞ୍ଚିବେ ବୋଲି ଆଶା କରାଯାଉଛି। ଯେଉଁଥିରେ ସାଧୁ ସମ୍ପ୍ରଦାୟର ବହୁ ସଂଖ୍ୟକ ଦେଶର ବିଭିନ୍ନ ଅଞ୍ଚଳରୁ ଆସୁଛନ୍ତି। ତେବେ ସାଧୁମାନଙ୍କ ମୁଣ୍ଡରେ ଲମ୍ବା କେଶ କାହିଁକି ଥାଏ? ଏହା ପଛର କାରଣ