Browsing Category

ପାଣିପାଗ

ଥରୁଛି ଓଡିଶା , ଅଧିକାଂଶ ଜିଲ୍ଲାରେ ପ୍ରବଳ ଥଣ୍ଡା ଓ କୁହୁଡି

ସାରା ରାଜ୍ୟରେ ଶୀତର ପ୍ରକୋପ ଅନୁଭୂତ ହେଉଛି । ରାଜ୍ୟର ଅଧିକାଂଶ ଅଞ୍ଚଳରେ କୁହୁଡ଼ି ସହ ଭୀଷଣ ଜାଡ଼ ହେଉଛି ।ଧୀରେ ଧୀରେ ଥଣ୍ଡା ବଢୁଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୧୧ ସହରରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। କନ୍ଧମାଳ ଜିଲାରେ ଥଣ୍ଡାର ସର୍ବାଧିକ ପ୍ରଭାବ ଅନୁଭୂତ

ବତ୍ୟା ମିଗ୍‌ଜୋନ ପ୍ରଭାବ ରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଆନ୍ଧ୍ର ଉପକୂଳରେ ଅତିକ୍ରମ ପରେ ବାତ୍ୟା ‘ମିଗଜାଉଁ’ ଦୁର୍ବଳ ହୋଇଛି । ଯେଉଁ ଗତିପଥ ଆକଳନ କରାଯାଉଥିଲା, ତା’ଠାରୁ ଭିନ୍ନ ରହିଲା ତା’ର ବାଟ । ବୁଧବାର ଦକ୍ଷିଣ ଓ ମାଲକାନଗିରି, କୋରାପୁଟ ଏବଂ ରାୟଗ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛ। ଏହି ୩ ଜିଲା ପାଇଁ ଅରେଞ୍ଜ

ମଙ୍ଗଳବାର ସ୍ଥଳଭାଗ ଛୁଇଁବ ବାତ୍ୟା ‘ମିଗଜାଉଁ’

ଆସନ୍ତା ୫ ତାରିଖରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମଛଲିପଟନମ୍‌ର ଉତ୍ତରରେ ବାତ୍ୟା ‘ମିଗଜାଉଁ’ ସ୍ଥଳଭାଗକୁ ଅତିକ୍ରମ କରିବ । ୫ ତାରିଖ ପୂର୍ବାହ୍ନରେ ନେଲ୍ଲୋର ଓ ମଛଲିପଟନମ୍‌ ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ଘଣ୍ଟା ପ୍ରତି ସର୍ବାଧିକ ୯୦ରୁ ୧୦୦ କି.ମି.

ପୁଡୁଚେରୀ ଠାରୁ ୩୦୦ କିଲୋମିଟର ଦୂରରେ ‘ମିଗଜାଉମ୍’

ବଙ୍ଗୋପସାଗରରେ ଗଭୀର ଅବପାତ ଏବେ ବାତ୍ୟା ‘ମିଚାଉଙ୍ଗ’ରେ ପରିଣତ ହୋଇଛି। ଏହା ଆସନ୍ତା ୫ ତାରିଖରେ ଆନ୍ଧ୍ରପ୍ରଦେଶ ସଂଲଗ୍ନ ଉତ୍ତର ତାମିଲନାଡ଼ୁ-ପୁଡୁଚେରୀ ମଧ୍ୟରେ ସ୍ଥଳଭାଗ ଛୁଇଁବ ।ଏହା ଘଣ୍ଟା ପ୍ରତି ୬ କିଲୋମିଟର ବେଗରେ ଗତି କରୁଛି। ଏବେ ଏହା ପୁଡୁଚେରୀ ଠାରୁ ୩୦୦ ଓ ଚେନ୍ନାଇ ଠାରୁ ୩୧୦

ଆସୁଛି ବାତ୍ୟା ଓଡିଶା ରେ ପ୍ରବଳ ବର୍ଷା

ଲଘୁଚାପ ଘନୀଭୂତ ହୋଇ ଅବପାତ ହୋଇ ସାରିଲାଣି । ଶନିବାରକୁ ହେବ ଗଭୀର ଅବପାତ । ରବିବାର (୩ ତାରିଖରେ) ନେବ ବାତ୍ୟା ରୂପ । ୫ ତାରିଖ ସକାଳେ ମାଡ଼ ହେବ ଆନ୍ଧ୍ର ଉପକୂଳର ନେଲ୍ଲୋରରୁ ମଛଲିପଟ୍ଟନମ ଭିତରେ ।ଏହାର ପ୍ରଭାବରେ ୫ରୁ ୭ ତାରିଖ ଯାଏ ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ

ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ କରାଇଲେ SRC

ସୃଷ୍ଟି ହେଲା ସୁଦୃଶ ଲଘୁଚାପ କ୍ଷେତ୍ର। ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସଦୃଶ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତାକାଲି ସୁଦ୍ଧା ଏହା ଅବପାତର ରୂପ ନେଇପାରେ। ସମ୍ଭାବ୍ୟ ବାତ୍ୟା ପ୍ରଭାବ ନେଇ ସ୍ପଷ୍ଟ ସୂଚନା ନାହିଁ । ତେବେ ଓଡ଼ିଶା ଓ ଆନ୍ଧ୍ରରେ ପ୍ରଭାବ ପଡ଼ିବ ବୋଲି ଆକଳନ କରାଯାଉଛି ।

ଓଡ଼ିଶାକୁ ଡିସେମ୍ବରରେ ବାତ୍ୟା ବିପଦ ଆଶଙ୍କା 

ନଭେମ୍ବର ଓ ଡିସେମ୍ବର ମାସ ହେଉଛି ବାତ୍ୟା ର ହେବାର ମାସ ତେବେ ଆସନ୍ତା ଡିସେମ୍ବର ୧ କିମ୍ବା ୨ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ବାତ୍ୟାର ବେଗ ଓ ଗତିପଥ କେଉଁ ଆଡ଼କୁ ହେବ ତାହା ଆସନ୍ତା ୩୦ ତାରିଖ ସୁଦ୍ଧା ସ୍ପଷ୍ଟ ହେବ। ତେବେ

ଆସନ୍ତା ୨୭ ତାରିଖରେ ଲଘୁଚାପ 

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୭ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଅଧିକ ଘନିଭୂତ ହୋଇ ୨୯କୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେଇପାରେ ବୋଲି ପାଣିପାଗ

ଓଡ଼ିଶା ପ୍ରତି ବିପଦ ନାହିଁ | ବାତ୍ୟା ଯିବା ବାଂଲାଦେଶ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ହୋଇଛି ।  ବର୍ତ୍ତମାନ ଏହା ପାରାଦୀପରୁ ୩୨୦ କିମି ଦୂରରେ ଅଛି । କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପତ ଆଗାମୀ ୨୪ ଘଣ୍ଟାରେ ଘୂର୍ଣିବାତ୍ୟାର ରୂପ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । 

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଉତ୍ତର କିମ୍ବା ଉତ୍ତର-ପୂର୍ବ ଦିଗକୁ ଗତିକରି ଶନିବାର ଓଡ଼ିଶା ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ

ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପଶ୍ଟିମ- ଉତ୍ତରପଶ୍ଚିମ ଦିଗରେ ଗତି କରିବ ଲଘୁଚାପ । ୬ ଘଣ୍ଟାରେ ଅବପାତରେ ପରିଣତ ହେବ ।ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ନିକୋବର

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି 

ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଗୁରୁବାରଠାରୁ ରାଜ୍ୟରେ ହେବ ବର୍ଷା । ଲଘୁଚାପ ପ୍ରଭାବରେ ୬ ଜିଲ୍ଲାରେ ଅଧିକ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲ୍ଲାର କିଛି