Browsing Category
ମନୋରଂଜନ
ମହିଳା କଣ୍ଠଶିଳ୍ପୀ କୁନି ଛତ୍ରିଆଙ୍କ ଅକାଳ ବିୟୋଗ
ଆଉ ନାହାନ୍ତି ଲୋକ ଗୀତ ଗାଇକା କୁନି ଛତ୍ରିଆ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜରେଲଭର୍ତ୍ତି କରାଯାଇଥିଲା । ପରେ ସମ୍ବଲପୁର ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଦୀର୍ଘ ଦିନର!-->…
ଟିଭିକେ ନେତା ତଥା ଅଭିନେତା ଥାଲାପତି ବିଜୟଙ୍କୁ ସିବିଆଇ ଜେରା
ଟିଭିକେ ନେତା ତଥା ଅଭିନେତା ଥାଲାପତି ବିଜୟଙ୍କୁ ସିବିଆଇ ଜେରା । କରୁର ଦଳାଚକଟା ମାମଲାରେ ପଚରାଉଚରା କରୁଛି ସିବିଆଇ । ଦିଲ୍ଲୀ ସିବିଆଇ ହେଡ୍ କ୍ବାର୍ଟରରେ ପହଞ୍ଚିଛନ୍ତି ବିଜୟ କୁମାର ।ଅଧିକାରୀମାନେ କହିଛନ୍ତି ଯେ, କାର୍ଯ୍ୟକ୍ରମ ପୂର୍ବରୁ ଏବଂ କାର୍ଯ୍ୟକ୍ରମ ସମୟରେ ନିଆଯାଇଥିବା!-->…
କେବିସି-୧୭’ସେଟ୍ ରେ ଭାବୁକ ହେଲେ ବିଗ୍ ବି : କହିଲେ …
ସବୁଠାରୁ ଲୋକପ୍ରିୟ ପ୍ଲାଟଫର୍ମ ‘କୌନ ବନେଗା କରୋଡପତି’ଶୋ’ର ସିଜିନ୍ ୧୭ ଶେଷ ହୋଇଛି । ଏହି ସିଜିନକୁ ବିଦାୟ ଦେବା ସମୟରେ ବିଗ୍ ବି ତାଙ୍କ ଫ୍ୟାନ୍ସଙ୍କୁ ଚମତ୍କାର ପ୍ରଦର୍ଶନ ଦେଖାଇଛନ୍ତି । ଏଥିସହ ଏହି ଏପିସୋଡରେ କିକୁ ଶାରଦାଙ୍କୁ ମଧ୍ୟ ଦେଖିବାକୁ ମିଳିଛି । ଯିଏ ସମସ୍ତଙ୍କୁ ହସାଇଛନ୍ତି!-->…
ଆସୁଛି ‘OMG’ର ସିକ୍ୱେଲ୍; ଅକ୍ଷୟଙ୍କ ସହ ନଜର ଆସିବେ ରାଣୀ
ଲୋକପ୍ରିୟ ବଲିଉଡ୍ ଷ୍ଟାର ଅକ୍ଷୟ କୁମାର ଏବଂ ରାଣୀ ମୁଖାର୍ଜୀ ନିଜର ଦମଦାର ଅଭିନୟ ପାଇଁ ଆଜିବି ପ୍ରଶଂସକଙ୍କ ହୃଦୟରେ ରାଜ କରୁଛନ୍ତି। ଏହି ଦୁଇ ଷ୍ଟାର ଏକାଠି ଏକ ଫିଲ୍ମରେ ଅଭିନୟ କରିବାକୁ ଯାଉଛନ୍ତି। ଏହି ଫିଲ୍ମଟି ଅକ୍ଷୟ କୁମାରଙ୍କ ସୁପରହିଟ୍ ଫିଲ୍ମ ମଧ୍ୟରୁ ଗୋଟିଏର ସିକ୍ୱେଲ୍।!-->…
କିଙ୍ଗ୍ ଖାନ୍ ଶାହାରୁଖଙ୍କ ପାଇଁ ବଢିଛି ଅଡୁଆ ।KKRରୁ ବାଂଲାଦେଶୀ ଖେଳାଳିଙ୍କୁ ହଟାଇବାକୁ ଦାବି
ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଆକ୍ରମଣ ଓ ହତ୍ୟା ଘଟଣାକୁ ନେଇ ଭାରତରୁ ଉଠିଛି ଅସନ୍ତୋଷର ସ୍ବର । ବାଂଲାଦେଶ ସହ ସମ୍ପର୍କ ତୁଟାଇବାକୁ ଉଠିଲାଣି ଦାବି । ଏସବୁ ଭିତରେ କିଙ୍ଗ୍ ଖାନ୍ ଶାହାରୁଖଙ୍କ ପାଇଁ ବଢିଛି ଅଡୁଆ । ୧୪ ଦିନରେ ୪ ହିନ୍ଦୁଙ୍କୁ ଆକ୍ରମଣ ହୋଇଛି । ୩ ଜଣଙ୍କର ମୃତ୍ୟୁ!-->…
ବଲିଉଡ୍ ଅଭିନେତ୍ରୀ ସୋନାଲି ବେନ୍ଦ୍ରେଙ୍କର ଆଜି ୫୧ତମ ଜନ୍ମଦିନ
ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ଆଜି ୫୧ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅଭିନେତ୍ରୀଙ୍କ ଜନ୍ମ ୧ ଜାନୁଆରୀ ୧୯୭୫ ମସିହାରେ ମୁମ୍ବାଇରେ ହୋଇଥିଲା। ୧୯୯୦ ଦଶକରେ ବଲିଉଡରେ ଡେବ୍ୟୁ କରିଥିବା ସୋନାଲି ବେନ୍ଦ୍ରେ ତିନି ଖାନ, ଗୋବିନ୍ଦା, ଅକ୍ଷୟ କୁମାର, ଅଜୟ ଦେବଗନ ଏବଂ ଅନ୍ୟାନ୍ୟ ପ୍ରମୁଖ!-->…
ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର
ଓଲିଉଡର ଲୋକପ୍ରିୟ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କୁ ନେଇ ଆସିଲା ବଡ଼ ଖବର। ସେ ଏବେ ବିପଦମୁକ୍ତ ଅଛନ୍ତି। ଆଗାମୀ ଦୁଇଦିନ ଭିତରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ମାସରୁ ଡାକ୍ତରଖାନାରେ ଭର୍ତ୍ତି ହୋଇ!-->…
କଣ୍ଠଶିଳ୍ପୀ ହ୍ୟୁମାନ ମୃତ୍ୟୁ ମାମଲା; ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅର୍ପିତା
କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମାଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ । ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଅର୍ପିତା ଆବେଦନ କରିଛନ୍ତି ।ପୂର୍ବରୁ ଏହି ମାମଲାରେ ସୋମେଶ ଶତପଥୀଙ୍କ ସହ ମିଳିତ ଆଗୁଆ ଜାମିନ ଆବଦେନ କରିଥିଲେ ଅର୍ପିତା। ହ୍ୟୁମାନ ସାଗରଙ୍କ!-->…
୨୮ ବର୍ଷ ପରେ ‘ବର୍ଡର -୨’ ଲୋକପ୍ରିୟ ଗୀତ ‘ଘର କବ ଆଓଗେ’ର ଟିଜର ରିଲିଜ୍
ପୁଣି ଆସିବ ଚିଠି। ପୁଣି ଥରେ ଘରକୁ ଫେରିବାର ସେହି ଗୀତ ଶୁଣିବାକୁ ପାଇବେ ଦର୍ଶକ। ବର୍ଷ କି ଦୁଇ ବର୍ଷ ନୁହେଁ ଦୀର୍ଘ ୨୮ ବର୍ଷ ପରେ ଫେରୁଛି ଫିଲ୍ମ 'ବର୍ଡର-୨'। ଖୁବ୍ ଶୀଘ୍ର ସିନେମା ହଲରେ ରିଲିଜ୍ ହେବ "ବର୍ଡର ୨" । ଏଥିରେ ସନି ଦେଓଲଙ୍କ ସହିତ ନୂଆ ପିଢ଼ିର ଅଭିନେତାଙ୍କୁ ଦେଖିବାକୁ!-->…
ହ୍ୟୁମାନ ସାଗର ମୃତ୍ୟୁ ମାମଲା: ଏତଲାରେ ଥିବା ବ୍ୟକ୍ତି ହେବେ ଜେରା
ହ୍ୟୁମାନ ସାଗର ମୃତ୍ୟୁ ମାମଲା । ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯାଇଥିବା କଟକ ଡିସିପିଙ୍କ ସୂଚନା । ଚିକିତ୍ସା ସମ୍ପର୍କରେ ଯାଞ୍ଚ କରାଯାଉଛି କାଗଜପତ୍ର । ଅଭିଯୋଗର ଗୋଟି ଗୋଟି ଦିଗକୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କଟକ ଡିସିପି ଋଷିକେଶ ଖିଲାରୀ କହିଛନ୍ତି ।!-->…
ଅଲ୍ଲୁ ଅର୍ଜୁନଙ୍କ ବିରୋଧରେ ଚାର୍ଜସିଟ୍
ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଚାର୍ଜସିଟ୍ ଦାଖଲ। ଶହେ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ହାଇଦ୍ରାବାଦ ପୋଲିସ। ଚାର୍ଜସିଟ୍ରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ଅଛି। ୧୧ ନମ୍ବର ଅଭିଯୁକ୍ତ ଭାବେ ଚାର୍ଜଶିଟ୍ରେ ଅଲ୍ଲୁ ଅର୍ଜୁନଙ୍କ ନାଁ ରହିଛି।!-->…
୬୦ ବର୍ଷରେ ପାଦ ଦେଲେ ବଲିଉଡ଼ ସୁପରଷ୍ଟାର ସଲମାନ ଖାନ୍
ବଲିଉଡ଼ ସୁପରଷ୍ଟାର ସଲମାନ ଖାନ୍ । ଆଜି ୬୦ ବର୍ଷରେ ପାଦ ଥାପିଛନ୍ତି ସମସ୍ତଙ୍କ ପ୍ରିୟ ସଲ୍ଲୁ ଭାଇ । ଦୀର୍ଘ ଦିନ ହେବ ବଲିଉଡରେ ରାଜ କରୁଥିବା ସଲମାନଙ୍କ ନିକଟକୁ ଛୁଟୁଛି ଶୁଭେଚ୍ଛାର ସୁଅ । ତାଙ୍କ ଘର ବାହାରେ ବି ପ୍ରଶଂସକଙ୍କ ଭିଡ । ସଲ୍ଲୁଙ୍କ ପାଇଁ ବିଭିନ୍ନ ସ୍ଥାନରେ ତାଙ୍କର ଫ୍ୟାନ୍!-->…