Browsing Category

ମନୋରଂଜନ

କୋର୍ଟରେ ହାଜର ହେଲେନି, ସମୟ ମାଗିଲେ ଅନୁଭବ

ହାଜର ହେଲେ ନାହିଁ ଅନୁଭବ ମହାନ୍ତି । ହୋଇପାରିଲାନି ଚାର୍ଜ ଫ୍ରେମ୍। ଅନୁଭବ ଓ ଦୁଇ ସହଯୋଗୀ ଆଜି ହାଜର ହେବାକୁ ନିର୍ଦ୍ଦେଶ ଥିଲା । ବ୍ୟକ୍ତିଗତ କାରଣ ଦର୍ଶାଇ ନିଜ ଓକିଲଙ୍କ ଜରିଆରେ କୋର୍ଟଙ୍କୁ ସମୟ ମାଗିଲେ । କୋର୍ଟ ଆବେଦନକୁ ଗ୍ରହଣ କରି ସମୟ ଦେଲେ । ତେଣୁ ଆସନ୍ତା ସୋମବାର ଅନୁଭବ ଓ

ଓଡିଶା ଆସିବେ ଡ୍ରିମଗାର୍ଲ ହେମାମାଳିନୀ ।

ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍‌ଗର୍ଲ ତଥା ମଥୁରା ଭାଜପା ଏମ୍‌ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ହେମା ସାମିଲ ହୋଇଛନ୍ତି। ତାଲିକାରେ ସାମିଲ ପରେ ଓଡ଼ିଶାରେ ହେମାମାଳିନୀ ପ୍ରଚାର

ଆକାଶ ଦାସଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ତ୍ରୀ ଶୁଭ୍ରଜ୍ୟୋତି

ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ସ୍ତ୍ରୀ ଶୁଭ୍ରଜ୍ୟୋତି ଦାସ ନାୟକ। ବ୍ୟାସନଗର ପୌରାଂଚଳରେ ମହିଳା କର୍ମୀଙ୍କ ସହ ଘର ଘର ବୁଲି ଭୋଟ ଭିକ୍ଷା କରିଛନ୍ତି। କୋରେଇ

ବଡ଼ଚଣାରେ ବର୍ଷା ପ୍ରିୟଦର୍ଶିନୀଙ୍କ ନିର୍ବାଚନୀ ପ୍ରଚାର

ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିବା ପରେ ସେ ବଡ଼ଚଣା ଗସ୍ତ କରିଛନ୍ତି। ତାଙ୍କ ସହିତ ଯାଜପୁର ଏମ୍‌ପି ପ୍ରାର୍ଥୀ ଶର୍ମିଷ୍ଠା ସେଠୀ ମଧ୍ୟ ପ୍ରଥମ କରି ଗସ୍ତ କରିଛନ୍ତି। ବଡ଼ଚଣା ବିଜେଡି ପକ୍ଷରୁ ଯାଜପୁର ଜିଲାର

ବିଜେପିରେ ଯୋଗଦେବା ପରେ ନବୀନଙ୍କ ଆଶୀର୍ବାଦ କଥା କାହିଁକି ଲେଖିଲେ

ଚର୍ଚ୍ଚାରେ ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟ ।ଏକ ଅଦ୍ଭୁତ ପୋଷ୍ଟ ନିଜ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଅନୁଭବ । ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର ଫେସବୁକରେ ଏକ ପୋଷ୍ଟ କରି ନବୀନଙ୍କ ଆର୍ଶୀବାଦ ଲୋଡିଛନ୍ତି ଅନୁଭବ।ନିଜ ସୋସିଆଲ

 ରାମଙ୍କ ପାଇଁ ସୀତାଙ୍କ ପ୍ରଚାର । 

ରାମଙ୍କ ପାଇଁ ସୀତାଙ୍କ ପ୍ରଚାର । ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିଛନ୍ତି ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ଚିଖଲିଆ । ଏଥର ଉତ୍ତରପ୍ରଦେଶ ମିରଟରୁ ବିଜେପିର ସାଂସଦ ପ୍ରାର୍ଥୀ ହୋଇଛନ୍ତି ଅରୁଣ ଗୋଭିଲ । ମତଦାନ ପାଖେଇ ଆସୁଥିବା ବେଳେ

ନିର୍ଦ୍ଦେଶକ ସଚ୍ଚି ଦାସଙ୍କ ପରଲୋକ

ବରିଷ୍ଠ ଓଡ଼ିଆ ଅଭିନେତା ତଥା ନିର୍ଦେଶକ ସଚ୍ଚି ଦାସ(୮୮)ଙ୍କର ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିବାବେଳେ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି।ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା ।

ଓଲିଉଡ୍‌ ଅଭିନେତ୍ରୀ ବର୍ଷୀ ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ

ଓଲିଉଡ୍‌ ଅଭିନେତ୍ରୀ ବର୍ଷୀ ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ଏହି ସମୟରେ ବିଜେଡି ଏମ୍‌ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ। ତେବେ ପୂର୍ବରୁ ମଧ୍ୟ ଅନେକ ସମୟରେ ବର୍ଷା ବିଜେଡି

କଟକ-ବାରବାଟୀରେ କାହାକୁ ମିଳିବ ଟିକେଟ , ଚିନ୍ତାରେ ଭାଜପା

ଅନୁଭବ ମହାନ୍ତିଙ୍କୁ ଭାଜପା କଟକ-ବାରବାଟୀରୁ ପ୍ରାର୍ଥୀ ହେବା ଚର୍ଚ୍ଚା ହେଉଛି। ଅନ୍ୟପଟେ କେନ୍ଦ୍ରାପଡା ଏମପି ହୋଇଥିବାରୁ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁରରୁ ଅନୁଭବଙ୍କୁ ପ୍ରାର୍ଥୀ କରିପାରେ ଦଳ।ଅଭିନେତାରୁ ରାଜନେତା ପାଲଟିଥିବା ଅନୁଭବ ମହାନ୍ତି ଓ ଅରିନ୍ଦମ ରୟଙ୍କୁ କେଉଁଠୁ

ବଲିଉଡ୍‌ ସୁପରଷ୍ଟାର ସଲମାନଙ୍କ ଘର ଉପରକୁ ଗୁଳି ମାଡ଼।

ରବିବାର ଭୋର ପ୍ରାୟ ୫ଟା ବେଳେ ମୁମ୍ବାଇର ବାନ୍ଦ୍ରାରେ ଅଭିନେତା ସଲମାନ ଖାନଙ୍କ ଘର ବାହାରେ ଦୁଇ ଜଣ ଅଜ୍ଞାତ ବ୍ୟକ୍ତି ଗୁଳି ଚଳାଇଥିଲେ। ପୁଲିସ ଅଧିକାରୀଙ୍କ କହିବାନୁସାରେ, ୩ ରାଉଣ୍ଡ ଗୁଳି ଚାଳନା କରାଯାଇଥିଲା। ଘଟଣାରେ କେହି ମୃତାହତ ହୋଇ ନ ଥିଲେ ହେଁ ସୁପରଷ୍ଟାରଙ୍କ ଘର ଉପରେ ଆକ୍ରମଣ

ବିଜେପିରେ ଯୋଗଦେବା ପରେ ଅଭିନେତା ଅନୁଭବ ଗାଇଲେ ହନୁମାନ ଚାଳିଶା

ବିଜେପିରେ ଯୋଗଦେବା ପରେ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ଭିନ୍ନ ଅବତାର ସାମ୍ନାକୁ ଆସିଛି। ହନୁମାନ ଜୟନ୍ତୀ ପୂର୍ବରୁ ସେ ଗାଇଛନ୍ତି ହନୁମାନ ଚାଳିଶା। ଅନୁଭବ ମହାନ୍ତି ହନୁମାନ ଚାଳିଶା ଗାଉଥିବାର ଏକ ନୂଆ ଭିଡିଓ ରିଲିଜ୍ ହୋଇଛି। ସୋନି ମ୍ୟୁଜିକ୍ ଏହି ମ୍ୟୁଜିକ୍ ଭିଡିଓକୁ ରିଲିଜ୍

ରାଜନୀତି ମଇଦାନରେ ଦୁଇ ସିନେ ତାରକା ସିଦ୍ଧାନ୍ତ  ଏବଂ  ରଚନା। 

ରାଜନୀତି ମଇଦାନରେ ଦୁଇ ସିନେ ତାରକା ସିଦ୍ଧାନ୍ତ ଓ ରଚନା। ଓଲିଉଡ଼ର ଦୁଇ ସୁପରଷ୍ଟାର ଏବେ ମଇଦାନରେ ପ୍ରଚାର କରୁଛନ୍ତି। ଉଭୟେ ଉଭୟଙ୍କୁ ମନ ମଧ୍ୟ ପକାଉଛନ୍ତି। ସିଦ୍ଧାନ୍ତ ମହାପାତ୍ର ଏବେ ଦିଗପହଣ୍ଡିରୁ ଭାଜପା ପ୍ରାର୍ଥୀ ହୋଇଥିବାବେଳେ ରଚନା ବାନାର୍ଜୀ ଏବେ ହୁଗୁଳିିରୁ ଟିଏମସି ପ୍ରାର୍ଥୀ ।