Browsing Category

ମନୋରଂଜନ

ନବୀନ ନିବାସରେ ଶୁକ୍ରବାର କଳାକାରଙ୍କ ଭିଡ ଜମିଥିବା ଦେଖିବାକୁ ମିଳିଛି

ନବୀନ ନିବାସରେ ଜମିଲା ଓଡ଼ିଆ କଳାକାରଙ୍କ ଭିଡ଼। ଶୁକ୍ରବାର ସକାଳୁ ସକାଳୁ ଅନେକ ସିନେ ଅଭିନେତା ଏବଂ ଗୀତିକାରମାନଙ୍କୁ ନବୀନ ନିବାସକୁ ନିମନ୍ତ୍ରଣ କରାଯାଇଥିଲା। ସିନେ ଅଭିନେତା ଏବଂ ଗୀତିକାରମାନଙ୍କୁ ନବୀନ ନିବାସକୁ ଡ଼କରା ହୋଇଛି। ଅଭିନେତା ସ୍ୱରାଜ ବାରିକ, ଅମ୍ଲାନ ଦାସ, ସମ୍ବିତ,

ନିର୍ବାଚନ ପ୍ରଚାର ଆସି ଜମିରେ ଗହମ କାଟୁଛନ୍ତି ହେମା ମାଳିନୀ

ଲୋକସଭା ନିର୍ବାଚନର ତାରିଖ ଯେତିକି ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ପ୍ରଚାରକୁ ସେତିକି ଜୋରଦାର କରୁଛନ୍ତି। ସମସ୍ତେ ନିଜ ନିଜ ଉପାୟରେ ଭୋଟରଙ୍କୁ ନିଜ ଆଡକୁ ଆକୃଷ୍ଟ କରିବା ପାଇଁ ପ୍ରୟାସ କରିଚାଲିଛନ୍ତି। ତେବେ ପ୍ରଚାର କରିବାକୁ ଯାଇ ଜମିରେ ଗହମ କାଟୁଛନ୍ତି ହେମା

ଥାନାର ଦ୍ୱାରସ୍ଥ ହେଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି

ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ବିରୋଧରେ ଜଣେ ସିନେ ପ୍ରଯୋଜକ ସାମାଜିକ ଗଣମାଧ୍ୟମରେ ଅପପ୍ରଚାର କରୁଥିବା ନେଇ ସେ ବିଡ଼ାନାସୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଓଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଓ ପ୍ରଯୋଜକ ପ୍ରୀତମ ସାହୁ ଗଲା ୬ ମାସ ହେବ ସୋସିଆଲ୍ ମିଡିଆରେ ମୁହାଁମୁହିଁ ହୋଇ

ଅଙ୍ଗଦାନ କରିବାକୁ ପ୍ରତିବଦ୍ଧ ହେଲେ ଅଭିନେତ୍ରୀ ପିଙ୍କି ପ୍ରଧାନ ଓ ସ୍ୱାମୀ ସବ୍ୟସାଚୀ ।

ନିଆରା ଢଙ୍ଗରେ ବିବାହ ବାର୍ଷିକୀ ପାଳନ କରିବା ସହ ଅଭିନେତ୍ରୀ ପିଙ୍କି ପ୍ରଧାନ ଓ ତାଙ୍କ ସ୍ୱାମୀ କର୍ଣ୍ଣେଲ୍‌‌ ସବ୍ୟସାଚୀ ଦାଶ ଅଙ୍ଗଦାନ କରିବାକୁ ନିଷ୍ପତି ନେଇଛନ୍ତି। କ୍ୟାପିଟାଲ ହସ୍ପିଟାଲରେ ଏ ନେଇ ଆଜି ଅଙ୍ଗଦାନର ଫର୍ମ ନମ୍ବର ୭ ପୂରଣ କରି ନିଜର ସ୍ୱୀକୃତି ଦେଇଛନ୍ତି। ଏହା ଛଡ଼ା

ରିଲିଜ୍ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା-୨’ର ଟିଜର

ତେଲୁଗୁ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ନିଜ ଜନ୍ମଦିନରେ ତାଙ୍କ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଅଭିନେତାଙ୍କ ଆଗାମୀ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା-୨’ର ଟିଜର ରିଲିଜ୍ କରିଛନ୍ତି ନିର୍ମାତା, ଯାହା ଏବେ ଭାଇରାଲ ହେବାରେ ଲାଗିଛି। ଏହି ଟିଜରରେ ଅଲ୍ଲୁ ଅର୍ଜୁନଙ୍କୁ

ପଞ୍ଚଭୂତରେ ଲୀନ ଶାନ୍ତିଲତା

ପଞ୍ଚଭୂତରେ ଲୀନ ହେଲେ ଓଡିଶାର ସ୍ୱର ସାମ୍ରାଜ୍ଞୀ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ । ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହୋଇଛି । ଶାନ୍ତିଲତାଙ୍କୁ ବଡ଼ପୁଅ ଅଭିନାଶ ଛୋଟରାୟ ମୁଖାଗ୍ନି ଦେଇଥିଲେ । ସୂଚନା ମୁତାବକ ଭୁବନେଶ୍ୱରର ଏକ ଘରୋଇ

ଶାନ୍ତିଲତା ବାରିକଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବ

ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଣେ ଲୋକପ୍ରିୟ ଭଜନ

ଭାଜପାରେ ସାମିଲ ହେଲେ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି।

ଦିଲ୍ଲୀ ମୁଖ୍ୟାଳୟରେ ପଦ୍ମ ଧରିଲେ ସାଂସଦ ଅନୁଭବ ମହାନ୍ତି। ୨ଦିନ ତଳେ ବିଜେଡିରୁ ଦେଇଥିଲେ ଇସ୍ତଫା ଅନୁଭବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଇଥିବା କହିଛନ୍ତି ଅନୁଭବ। କିଛି ଦିନ ହେଲା ବିଜେଡିର ଦଳୀୟ କାର୍ଯ୍ୟକ୍ରମରୁ ଅନୁଭବ ଦୂରେଇ

ବିଜେଡିରୁ ଇସ୍ତଫା ଦେଲେ ଅନୁଭବ,ଆକାଶ କିନ୍ତୁ କାହିଁକି ?

ସିନେ ତାରକାମାନେ ବିଜେଡି ଛାଡିବାରେ ଲାଗିଛନ୍ତି। ଅରିନ୍ଦମ ରାୟ, ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକଙ୍କ ପରେ ଏବେ ଅଭିନେତା ତଥା କେନ୍ଦ୍ରାପଡା ଏମ୍‌ପି ଅନୁଭବ ମହାନ୍ତି ମଧ୍ୟ ବିଜେଡି ଛାଡିଛନ୍ତି। ଦଳ ଛାଡ଼ିବା ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଲେଖିଲେ ଚିଠି । କାରଣ

ରଣବୀର- ଆଲିଆଙ୍କ ଝିଅ ରାହା ଦୁନିଆର ଧନୀ ଛୁଆ

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ ଘରକୁ ଯିବାକୁ ପ୍ରସ୍ତୁତ ଅଛନ୍ତି। ବଲିଉଡର ସବୁଠାରୁ ଧନୀ ଛୁଆ ହେଉଛନ୍ତି ବଲିଉଡ ଷ୍ଟାର ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଝିଅ । ସେ ୨୫୦

ପ୍ରେମୀଯୁଗଳ ସୀମା ହାଇଦର ଓ ସଚିନ ମୀନାଙ୍କ ନାମରେ ୨୦ଟି ଧାରାରେ ମାମଲା ରୁଜୁ

ପୁଣି ଚର୍ଚ୍ଚାରେ ସୀମା ହାଇଦର । ଏବେ ପ୍ରେମୀଯୁଗଳ ସୀମା ହାଇଦର ଓ ସଚିନ ମୀନା ହରଡଘଣାରେ । ସୀମାଙ୍କ ପ୍ରଥମ ସ୍ୱାମୀ ଗୁଲାମ ହାଇଦର ପାକିସ୍ତାନରୁ ଭାରତକୁ ଆସି ସୀମାଙ୍କ ନାଁରେ କେସ୍ ଦେଇଛନ୍ତି । କେବଳ ସୀମାଙ୍କ ନାମରେ ନୁହଁ ତାଙ୍କ ସ୍ୱାମୀ ସଚିନ ଓ ତାଙ୍କ ବାପା ନେତ୍ରପାଳଙ୍କ ବିରୋଧରେ

ଶିବସେନାରେ ସାମିଲ ହେଲେ ଅଭିନେତା ଗୋବିନ୍ଦା।

ଶିବସେନାରେ ସାମିଲ ହେଲେ ଅଭିନେତା ଗୋବିନ୍ଦା। ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପସ୍ଥିତିରେ ସେ ଶିବସେନାରେ ଯୋଗ ଦେଇଛନ୍ତି। ସିନ୍ଦେଙ୍କ ପାର୍ଟି ଗୋବିନ୍ଦାଙ୍କୁ ମୁମ୍ବାଇ ନର୍ଥ-ଇଷ୍ଟ ଲୋକସଭା ଆସନ ପାଇଁ ଟିକେଟ ଦେଇପାରେ । ଏହି ଆସନରୁ ଉଦ୍ଧବ ଠାକରେଙ୍କ ଶିବସେନା