Browsing Category

ମନୋରଂଜନ

ଭାଜପାରେ ମିଶିଲେ ଅଭିନେତା ସିଦ୍ଧାନ୍ତ ମହାପାତ୍ର

୨୦୦୯ ଓ ୨୦୧୪ରେ ବ୍ରହ୍ମପୁର ସାଂସଦ ଭାବେ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର ୨୦୧୯ରେ ନିର୍ବାଚନ ଲଢି ନ ଥିଲେ । କିନ୍ତୁ ୨୦୨୪ରେ ବିଜେଡି ମୁଖିଆ ସୁଯୋଗ ଦେଲେ ନିହାତି ଲଢିବେ ବୋଲି ସେ କହିଥିଲେ । ତେବେ କିଛି ମାସ ତଳେ ସିଦ୍ଧାନ୍ତ ଗଞ୍ଜାମ ଜିଲ୍ଲାର ଗୋପାଳପୁର ନିର୍ବାଚନ ମଣ୍ଡଳୀରେ

ଥାନାରେ ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା ଓ ତାଙ୍କ ସ୍ୱାମୀ

ଯାଜପୁରର ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ରଙ୍କ ଘର ଉପରେ ବନ ବିଭାଗର ଚଢ଼ାଉ ଘଟଣା । ବନ୍ୟଜନ୍ତୁଙ୍କ ସହ ସାମାଜିକ ଗଣମାଧ୍ୟମରେ ଫୋଟୋ ଭିଡିଓ ସେୟାର କରିବା ମହଙ୍ଗା ପଡିଲା । ବନ୍ୟ ଜନ୍ତୁଙ୍କୁ ଘରେ ରଖିବା ଓ ସୋସିଆଲ ମିଡିଆରେ ସେମାନଙ୍କ ଫଟୋ, ଭିଡିଓ ପୋଷ୍ଟ କରିବା ଘଟଣାରେ ୟୁଟ୍ୟୁବର

ନିର୍ବାଚନ ଲଢୁଥିବା ରାମାୟଣର ‘ରାମ’ କେତେ ଧନୀ

ଚଳିତ ବର୍ଷର ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ବହୁ ସିଟିଂ ଏମପିଙ୍କ ଟିକେଟ କଟାଯାଇଥିଲା ଏବଂ କିଛି ନାମ ମଧ୍ୟ ଦେଖାଯାଇଥିଲା ଯାହା ଉପରେ ବହୁ ଆଲୋଚନା ହେଉଛି। ତେବେ ଏହି ତାଲିକାରେ

ଭର୍ତ୍ତୃହରିଙ୍କ  ଆଶୀର୍ବାଦ ନେଲେ ଅନୁଭବ,ତେବେ କାହିଁକି ?

ରଙ୍ଗର ପର୍ବ ହୋଲି। ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଏହି ଅବସରରେ କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ସହ ହୋଲି ଖେଳି ଆର୍ଶୀବାଦ ନେଇଚନ୍ତି କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି। କିନ୍ତୁ ଭର୍ତ୍ତୃହରି ବିଜେଡ଼ିରୁ ଇସ୍ତଫା ଦେବା ପରେ କୌଣସି

ଆପତ୍ତିଜନକ ପୋଷ୍ଟକୁ ନେଇ ସୁପ୍ରିୟାଙ୍କୁ ଟାର୍ଗେଟ କଲା ବିଜେପି

୨୦୨୪ ଲୋକ ସଭା ନିର୍ବାଚନରେ ହିମାଚଳ ପ୍ରଦେଶର ମଣ୍ଡିରୁ ଭାଜପା ପ୍ରାର୍ଥୀ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ ଏବେ ଫସି ଯାଇଛନ୍ତି। ତେବେ ଶ୍ରୀନେଟ୍ ସ୍ପଷ୍ଟ କରିଛନ୍ତି ଯେ ସୋସିଆଲ ମିଡିଆରେ କିଛି ପ୍ୟାରୋଡି

ଅଭିନୟ ରୁ ରାଜନୀତି ଅରୁଣ ଗୋଭିଲ ଓ କଙ୍ଗନା ରାଣାୱତ

ଭାଜପା ପକ୍ଷରୁ ରବିବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ୧୧୧ ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ପ୍ରକାଶ କରିଛି। ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ମଧ୍ୟ ଏଥର ଟିକେଟ ଦିଆଯାଇଛି। ତାଲିକାରେ କଙ୍ଗନା ରାଣାୱତଙ୍କୁ ହିମାଚଳ ପ୍ରଦେଶର ମଣ୍ଡି ଆସନରୁ ପ୍ରାର୍ଥୀ ଭାବେ ଦଳ ଟିକେଟ ଦେଇଛି ।

ୟାମି ଗୌତମ ପାଳିଲେ ରଙ୍ଗର ପର୍ବ

ୟାମି ଗୌତମ ହୋଲି ପୂର୍ବରୁ ରଙ୍ଗର ପର୍ବକୁ ଉପଭୋଗ କରିଛନ୍ତି। ଅଭିନେତ୍ରୀ ହୋଲି ଖେଳୁଥିବାର କିଛି ଫଟୋ ଏବେ ସାମ୍ନାକୁ ଆସିଛି। ଏଥିରେ କିଛି ଗୁଲାଲ ତାଙ୍କ ଚେହେରାରେ ଲାଗିଥିବା ଦେଖାଯାଇଛି। ଫଟୋରେ ସେ ତାଙ୍କ ଘରର ବାଲକୋନିରେ ଠିଆ ହୋଇଥିବା ବେଳେ ତାଙ୍କ ଗାଲରେ ଲାଲ ଓ ହଳଦିଆ ରଙ୍ଗ

ମୁଁ ମାଗଣାରେ ଚଳଚ୍ଚିତ୍ର ଏବଂ ଧାରାବାହିକ କରିବାକୁ ପ୍ରସ୍ତୁତ ଅଛି

ଫିଲ୍ମ ‘ମଣିକର୍ଣ୍ଣିକା’ ପରେ ମୋତେ କାମ ମିଳୁନି। ମୁଁ କାହାକୁ କାମ ବି ମାଗିପାରିବିନି। ଏକ ସାକ୍ଷାତକାରରେ ଏଭଳି କହିଥିବା ଲୋକପ୍ରିୟ ଟେଲି ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବେ ମାଗଣାରେ କାମ କରିବାକୁ ପ୍ରସ୍ତୁତ ଥିବା କହିଛନ୍ତି। ଏହି ଅଭିନେତ୍ରୀ ତାଙ୍କ କ୍ୟାରିୟର ଟେଲିଭିଜନ ଶୋ’

ଝିଅ ଓ ସ୍ବାମୀ ସହିତ ଭଗବାନ ରାମଲଲ୍ଲାଙ୍କ ଦର୍ଶନ କଲେ ପ୍ରିୟଙ୍କା

ଅନେକ ଦିନପରେ ଭାରତ ଫେରି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଓ ନିକ ଜୋନସ ଝିଅ ମାଳତୀ ମେରୀ ଚୋପ୍ରାଙ୍କ ସହିତ ଅଯୋଧ୍ୟାରେ ପହଞ୍ଚି ପ୍ରଭୁ ରାମଲଲ୍ଲାଙ୍କ ଦର୍ଶନ କରିଥିଲେ।ପ୍ରିୟଙ୍କାଙ୍କ ସହ ତାଙ୍କ ମା’ ମଧୁ ଚୋପ୍ରା ମଧ୍ୟ ଅଯୋଧ୍ୟା ଯାଇଥିଲେ । ସୋସିଆଲ ମିଡିଆରେ ପ୍ରିୟଙ୍କାଙ୍କ

‘ସୈତାନ’ ଫିଲ୍ମରେ ଅଭିନୟ କରି ଖ୍ୟାତି ଅର୍ଜନ କରିଥିବା ତାମିଲ ଅଭିନେତ୍ରୀ ଅରୁନ୍ଧତୀ ନାୟାର ଦୁର୍ଘଟଣାରେ

‘ସୈତାନ’ ଫିଲ୍ମରେ ଅଭିନୟ କରି ଖ୍ୟାତି ଅର୍ଜନ କରିଥିବା ତାମିଲ ଅଭିନେତ୍ରୀ ଅରୁନ୍ଧତୀ ନାୟାର ଦୁର୍ଘଟଣାରେ ଗୁରୁତର ହୋଇ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି। ଗତ ୧୪ ତାରିଖରେ ସେ ତାଙ୍କ ଭାଇ ସହ ବାଇକ୍‌ରେ ଚେନ୍ନାଇ-କୋଭାଲମ୍‌ ବାଇପାସ୍‌ ରୋଡ୍‌ରେ ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ ।

‘ସୈତାନ’ ଫିଲ୍ମରେ ଅଭିନୟ କରି ଖ୍ୟାତି ଅର୍ଜନ କରିଥିବା ତାମିଲ ଅଭିନେତ୍ରୀ ଅରୁନ୍ଧତୀ ନାୟାର ଦୁର୍ଘଟଣା

‘ସୈତାନ’ ଫିଲ୍ମରେ ଅଭିନୟ କରି ଖ୍ୟାତି ଅର୍ଜନ କରିଥିବା ତାମିଲ ଅଭିନେତ୍ରୀ ଅରୁନ୍ଧତୀ ନାୟାର ଦୁର୍ଘଟଣାରେ ଗୁରୁତର ହୋଇ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି। ଗତ ୧୪ ତାରିଖରେ ସେ ତାଙ୍କ ଭାଇ ସହ ବାଇକ୍‌ରେ ଚେନ୍ନାଇ-କୋଭାଲମ୍‌ ବାଇପାସ୍‌ ରୋଡ୍‌ରେ ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ ।

ବୟାନ ପାଇଁ ପୁଣି ବିବାଦରେ ଅଭିନେତା ପ୍ରକାଶ ରାଜ

ଅଭିନେତା ପ୍ରକାଶ ରାଜ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ପ୍ରକାଶ ରାଜ କହିଛନ୍ତି, ଯେଉଁମାନେ ୪୨୦, ସେମାନେ ଆସନ୍ତା ଲୋକ ସଭା ନିର୍ବାଚନରେ ୪୦୦ଟି ସିଟ୍‌ ଜିତିବା କଥା କହୁଛନ୍ତି। ଭାଜପା ନେତାଙ୍କ ପକ୍ଷରୁ ଏଥର ୪୦୦ ପାର୍‌’ ସ୍ଲୋଗାନ ଦେଉଛନ୍ତି। ଦଳ ଲକ୍ଷ୍ୟ ଧାର୍ଯ୍ୟ କରିଛି ଯେ ଏଥର ଲୋକ