Browsing Category

ମନୋରଂଜନ

ହସ୍ପିଟାଲରେ ଅମିତାଭ ବଚ୍ଚନ

ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ସ୍ବାସ୍ଥ୍ୟାବସ୍ଥା ଖରାପ ରହିଛି। ତାଙ୍କୁ ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ ଅମିତାଭ ବଚ୍ଚନ ଆଞ୍ଜିଓପ୍ଲାଷ୍ଟି କରିଛନ୍ତି। କଡା ସୁରକ୍ଷା ମଧ୍ୟରେ ବିଗ ବି ଆଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ।

‘ଓପେନ୍‌ହାଇମର’କୁ ୭ ଓସ୍କାର

ବିଶ୍ବର ଚଳଚ୍ଚିତ୍ର ଜଗତର ସର୍ବାଧିକ ସମ୍ମାନଜନକ ପୁରସ୍କାର ଓସ୍କାର ଉତ୍ସବରେ ଖ୍ରୀଷ୍ଟୋଫର ନୋଲାନ୍‌ଙ୍କ ‘ଓପେନ୍‌ହାଇମର’ ନିଜର ଆଧିପତ୍ୟ ବିସ୍ତାର କରିଛି। ଆଣବିକ ବୋମାର ପିତା ଭାବେ ପରିଚିତ ପଦାର୍ଥ ବିଜ୍ଞାନୀ ଜେ ରବର୍ଟ ଓପେନ୍‌ହାଇମରଙ୍କ ଜୀବନ ଉପରେ ଆଧାରିତ ଏହି ଚଳିଚ୍ଚିତ୍ରକୁ ୯୬ତମ

ଚେକ୍ ରିପବ୍ଲିକର କ୍ରିଷ୍ଟାଇନା ପାଇସକୋଭା ୭୧ ତମ ବିଶ୍ୱ ସୁନ୍ଦରୀ ମୁକୁଟ ଜିତିଲେ

୭୧ ତମ ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଛନ୍ତି ଚେକ୍ ରିପବ୍ଲିକର କ୍ରିଷ୍ଟାଇନା ପାଇସକୋଭା। ମୁମ୍ବାଇରେ ଥିବା ଜିଓ ୱାର୍ଲ୍ଡ କନଭେନସନ୍ ସେଣ୍ଟରରେ ଏହି ବିଶାଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗତ ବର୍ଷର ବିଜେତା ପୋଲାଣ୍ଡର ମିସ୍ ୱାର୍ଲ୍ଡ ୨୦୨୨ କରୋଲିନା ବିଏଲାଭସ୍କା ଚଳିତ ବର୍ଷର ବିଜେଡ

ମହାଭାରତ କୃଷ୍ଣଙ୍କ ଅଭିଯୋଗ ଯେ ଝିଅ ମୋତେ ଏମିତି କହୁଛି |

ଲୋକପ୍ରିୟ ଧାରାବାହିକ ମହାଭାରତ ଷ୍ଟାର (କୃଷ୍ଣ ଭୂମିକାରେ) ନୀତୀଶ ଭରଦ୍ୱାଜ ଏବଂ ତାଙ୍କ ପତ୍ନୀ ସ୍ମିତା ଭରଦ୍ୱାଜଙ୍କ ମଧ୍ୟରେ ବିବାଦ କୌଣସି ଗୁପ୍ତ କଥା ନୁହେଁ। ଗତ କିଛି ମାସ ମଧ୍ୟରେ ଦୁହେଁ ପରସ୍ପର ବିରୋଧରେ ଅନେକ ଅଭିଯୋଗ ଆଣିଛନ୍ତି। ତାଙ୍କ କହିବା ମୁତାବକ, ‘ମୋତେ ବିବାହରେ ସବୁ

ବଡ଼ ବଜେଟର ଆକ୍ସନ୍‌ ଫିଲ୍ମ କରିବାକୁ ପ୍ରସ୍ତୁତ ହେଉଛନ୍ତି ରଣବୀର ସିଂ।

ବଲିଉଡ୍‌ର ବାଜିରାଓ ରଣବୀର ସିଂ। ଆସନ୍ତା ୨ ବର୍ଷ ମଧ୍ୟରେ ସେ ଅନେକ ବଡ ଫିଲ୍ମରେ ଦେଖିବାକୁ ମିଳିବ। ଆଗାମୀ ଦିନରେ ‘ଶକ୍ତିମାନ’ ଓ ‘ସିଘଂମ୍‌ ଏଗେନ’ ଚଳଚ୍ଚିତ୍ରରେ ରଣବୀର ନିଜ ଜଲୱା ଦେଖାଇବେ ବୋଲି ପୂର୍ବରୁ ସୂଚନା ଦେଇଥିଲେ। ତେବେ ଏଥି ମଧ୍ୟରେ ସେ ଆଦିତ୍ୟ ଧରଙ୍କ ସହ ହାତ ମିଳାଇଛନ୍ତି।

ଇଶା ଅମ୍ଵାନୀଙ୍କ ବିବାହରେ କାହିଁକି ଖାଦ୍ୟ ପରସି ଥିଲେ ଅମୀର-ଅମିତାଭ୍ ? 

ଦେଶର ସବୁଠାରୁ ବଡ ଶିଳ୍ପପତି ମୁକେଶ ଅମ୍ବାନୀ। ବର୍ତ୍ତମାନ ସେ ଖୁବ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପୁଅ ଅନନ୍ତ ଅମ୍ବାନୀଙ୍କ ବିବାହ ପାଇଁ ପ୍ରସ୍ତୁତି ଚାଲିଛି। ମାର୍ଚ୍ଚ ୧ରୁ ୩ ଯାଏଁ ବିବାହର ପ୍ରି-ୱେଡିଂ କରାଯାଉଛି । କହିବାକୁ ଗଲେ ବିବାହ ଜୁଲାଇ ମାସରେ ହେବ । ଏହି କାର୍ଯ୍ୟରେ ବଲିଉଡ

ଇନଷ୍ଟାରେ ପ୍ରେଗନେନ୍ସି କନଫର୍ମ କଲେ ଦୀପ୍‌ଭିର

ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। ଦୀପିକା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ସେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି। ସେପ୍ଟେମ୍ବରରେ ସେ ଏକ ସନ୍ତାନ ପ୍ରସବ କରିବେ ବୋଲି

ପୂର୍ବତନ ସାଂସଦ ଜୟ ପ୍ରଦାଙ୍କୁ ଫେରାର୍ ଘୋଷଣା କଲେ ସ୍ୱତନ୍ତ୍ର କୋର୍ଟ

ଅଭିନେତ୍ରୀ ତଥା ପୂର୍ବତନ ଏମ୍‌ପି ଜୟପ୍ରଦା ଦୁଇଟି ମାମଲାରେ ଶୁଣାଣି ପାଇଁ ହାଜର ନ ହେବାରୁ ଏକ ସ୍ବତନ୍ତ୍ର ଅଦାଲତ ତାଙ୍କୁ ଫେରାର ଘୋଷଣା କରିଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନ ବେଳେ ଆଚରଣ ବିଧିର ଉଲ୍ଲଂଘନ କରିଥିବା ନେଇ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ସେତେବେଳେ ସେ ଭାଜପାରୁ

ମାର୍ଚ୍ଚରେ ସନ୍ତାନକୁ ଜନ୍ମ ଦେବେ ଗାୟକଙ୍କ ମାଆ

ସ୍ୱର୍ଗତଃ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା। ବର୍ତ୍ତମାନ ତାଙ୍କ ଘରେ ଖୁସି ଖବର ଆସିବାକୁ ଯାଉଛି। ସିଦ୍ଧୁଙ୍କ ମାଆ ଚରଣ କୌର ସିଂ ଖୁବ୍‌ ଶୀଘ୍ର ମାଆ ହେବାକୁ ଯାଉଛନ୍ତି । ଆସନ୍ତା ମାସରେ ସେ ଏକ ଶିଶୁକୁ ଜନ୍ମ ଦେବେ। , ସିଦ୍ଧୁ ମୁସେୱାଲାଙ୍କ ମା’ ଏକ ସ୍ବତନ୍ତ୍ର କୌଶଳ ମାଧ୍ୟମରେ ଏକ

ନୀରବି ଗଲେ ଗଜଲ ସିଙ୍ଗର ପଙ୍କଜ ଉଧାସ ।

ବିଶିଷ୍ଟ ଗଜଲ ଗାୟକ ପଙ୍କଜ ଉଧାସଙ୍କ ମୁମ୍ବାଇଠାରେ ପରଲୋକ ହୋଇଛି। କିଛିଦିନ ହେବା ଅସୁସ୍ଥ ଥିବା ଏହି ଗଜଲ ଗାୟକଙ୍କର ୭୨ ବର୍ଷ ବୟସରେ ପରଲୋକ ହୋଇଥିବା ସୂଚନା ମିଳିଛି। ପଙ୍କଜ ଉଧାସଙ୍କ ପରଲୋକ ନେଇ ତାଙ୍କ ଝିଅ ନାୟାବ ଉଧାସ ସୂଚନା ଦେଇଛନ୍ତି । ପଙ୍କଜଙ୍କ ପରଲୋକ ପରେ ସଙ୍ଗୀତ ଜଗତରେ ଶୋକର

ଆଉ ନାହାନ୍ତି ଲୋକପ୍ରିୟ ଫିଲ୍ମ ନିର୍ମାତା କୁମାର ଶାହାନୀ

ଚଳଚ୍ଚିତ୍ର ନିର୍ମାତା କୁମାର ସାହନିଙ୍କର ୮୩ ବର୍ଷ ବୟସରେ ଦେହାନ୍ତ ହୋଇଛି। ସାହନିଙ୍କ ଘନିଷ୍ଠ ବନ୍ଧୁ ତଥା ଅଭିନେତ୍ରୀ ମୀତା ବଶିଷ୍ଠ କହିଛନ୍ତି ଯେ ଶନିବାର ରାତିରେ କୋଲକାତାର ଏକ ଡାକ୍ତରଖାନାରେ ନିର୍ଦ୍ଦେଶକଙ୍କର ମୃତ୍ୟୁ ଘଟିଛି।ଭାରତୀୟ ସମାନ୍ତରାଳ ସିନେମାର ଏକ ବଡ଼ ବ୍ୟକ୍ତିତ୍ୱ କୁମାର

କିଏ ସେ ଅଜଣା ବ୍ୟକ୍ତି ରେଷ୍ଟୁରାଣ୍ଟରେ ଯିଏ ସୋନୁଙ୍କ ବିଲ୍‌ ପୈଠ କଲେ

ନିକଟରେ ସୋନୁ ରାତ୍ରୀ ଭୋଜନ ପାଇଁ ଏକ ରେଷ୍ଟୁରାଣ୍ଟକୁ ଯାଇଥିଲେ । ଯେତେବେଳେ ସେ ବିଲ୍‌ ପେ କରିବାକୁ ଗଲେ ଜାଣିବାକୁ ପାଇଲେ ଯେ, ଜଣେ ଅପରିଚିତ ବ୍ୟକ୍ତି ତାଙ୍କର ପୁରା ବିଲ ପୈଠ କରିଛନ୍ତି। ଏଥିସହ ବ୍ୟକ୍ତି ଜଣକ ଅଭିନେତାଙ୍କ ପାଇଁ ଏକ ସୁନ୍ଦର ନୋଟ ମଧ୍ୟ ଶେୟାର କରିଛନ୍ତି।ସୋନୁ ସୁଦ