Browsing Category

ମନୋରଂଜନ

୧୭ରେ ଓଡିଶା ଆସିବେ ହେମାମାଳିନୀ

ମେ’ ୧୭ରେ ଓଡିଶା ଆସିବେ ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ। ୧୭ ତାରିଖରେ ସେ ଓଡିଶା ଆସିବା ସହ ୩ଟି ସ୍ଥାନରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ହେମାମାଳିନୀ ଉତ୍ତର ଭୁବନେଶ୍ୱର ଓ କଟକ କିଶନ ନଗର ସଭାରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏହାସହ ପିପିଲିରେ ରୋଡ୍ ଶୋ’ କରିବେ।

ସଲମାନଙ୍କ ଘର ବାହାରେ ଗୁଳି ଚାଳନା ମାମଲା

ଗତ ମାସରେ ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବାସଭବନ ବାହାରେ ଗୁଳି ଚଳାଇବା ଅଭିଯୋଗରେ ମୁମ୍ବାଇ ପୁଲିସ ଲରେନ୍ସ ବି‌‌ଷ୍ନୋଇ ଗ୍ୟାଙ୍ଗର ଆଉ ଜଣେ ସଦସ୍ୟଙ୍କୁ ଗିରଫ କରିଛି।ଅଭିଯୁକ୍ତ ଜଣକ ହରିଆଣାର ଫତେହାବାଦ ନିବାସୀ ହରପାଲ ସିଂ (୩୪) ବୋଲି ସୋମବାର ସନ୍ଧ୍ୟାରେ ତାଙ୍କ ସହରରୁ ଗିରଫ

 ବଲିଉଡ ଅଭିନେତ୍ରୀ କରିନା କପୁର ଖାଁଙ୍କ ସମସ୍ୟା ବଢିଛି। 

ବଲିଉଡ ଅଭିନେତ୍ରୀ କରିନା କପୁର ଖାଁଙ୍କ ସମସ୍ୟା ବଢିଛି। ତାଙ୍କ ପୁସ୍ତକର ଟାଇଟଲକୁ ନେଇ ଅଡୁଆରେ ପଡିଛନ୍ତି ଅଭିନେତ୍ରୀ। ବଲିଉଡ ବେବୋ ତାଙ୍କର ପ୍ରେଗ୍ନେସି ଜର୍ନିକୁ ନେଇ ଏକ ପୁସ୍ତକ ଲେଖିଥିଲେ, ଯାହାର ନାମ ଦେଇଥିଲେ ‘କରିନା କପୁର ଖାନ୍ସ ପ୍ରେଗ୍ନେସି ବାଇବେଲ’। ପୁସ୍ତକର ନାମରେ ବାଇବେଲ

କୋର୍ଟରେ ହାଜର ହେଲେନି, ସମୟ ମାଗିଲେ ଅନୁଭବ

ହାଜର ହେଲେ ନାହିଁ ଅନୁଭବ ମହାନ୍ତି । ହୋଇପାରିଲାନି ଚାର୍ଜ ଫ୍ରେମ୍। ଅନୁଭବ ଓ ଦୁଇ ସହଯୋଗୀ ଆଜି ହାଜର ହେବାକୁ ନିର୍ଦ୍ଦେଶ ଥିଲା । ବ୍ୟକ୍ତିଗତ କାରଣ ଦର୍ଶାଇ ନିଜ ଓକିଲଙ୍କ ଜରିଆରେ କୋର୍ଟଙ୍କୁ ସମୟ ମାଗିଲେ । କୋର୍ଟ ଆବେଦନକୁ ଗ୍ରହଣ କରି ସମୟ ଦେଲେ । ତେଣୁ ଆସନ୍ତା ସୋମବାର ଅନୁଭବ ଓ

ଓଡିଶା ଆସିବେ ଡ୍ରିମଗାର୍ଲ ହେମାମାଳିନୀ ।

ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍‌ଗର୍ଲ ତଥା ମଥୁରା ଭାଜପା ଏମ୍‌ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ହେମା ସାମିଲ ହୋଇଛନ୍ତି। ତାଲିକାରେ ସାମିଲ ପରେ ଓଡ଼ିଶାରେ ହେମାମାଳିନୀ ପ୍ରଚାର

ଆକାଶ ଦାସଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ତ୍ରୀ ଶୁଭ୍ରଜ୍ୟୋତି

ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ ଭିକ୍ଷା କରୁଛନ୍ତି ସ୍ତ୍ରୀ ଶୁଭ୍ରଜ୍ୟୋତି ଦାସ ନାୟକ। ବ୍ୟାସନଗର ପୌରାଂଚଳରେ ମହିଳା କର୍ମୀଙ୍କ ସହ ଘର ଘର ବୁଲି ଭୋଟ ଭିକ୍ଷା କରିଛନ୍ତି। କୋରେଇ

ବଡ଼ଚଣାରେ ବର୍ଷା ପ୍ରିୟଦର୍ଶିନୀଙ୍କ ନିର୍ବାଚନୀ ପ୍ରଚାର

ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିବା ପରେ ସେ ବଡ଼ଚଣା ଗସ୍ତ କରିଛନ୍ତି। ତାଙ୍କ ସହିତ ଯାଜପୁର ଏମ୍‌ପି ପ୍ରାର୍ଥୀ ଶର୍ମିଷ୍ଠା ସେଠୀ ମଧ୍ୟ ପ୍ରଥମ କରି ଗସ୍ତ କରିଛନ୍ତି। ବଡ଼ଚଣା ବିଜେଡି ପକ୍ଷରୁ ଯାଜପୁର ଜିଲାର

ବିଜେପିରେ ଯୋଗଦେବା ପରେ ନବୀନଙ୍କ ଆଶୀର୍ବାଦ କଥା କାହିଁକି ଲେଖିଲେ

ଚର୍ଚ୍ଚାରେ ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟ ।ଏକ ଅଦ୍ଭୁତ ପୋଷ୍ଟ ନିଜ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଅନୁଭବ । ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର ଫେସବୁକରେ ଏକ ପୋଷ୍ଟ କରି ନବୀନଙ୍କ ଆର୍ଶୀବାଦ ଲୋଡିଛନ୍ତି ଅନୁଭବ।ନିଜ ସୋସିଆଲ

 ରାମଙ୍କ ପାଇଁ ସୀତାଙ୍କ ପ୍ରଚାର । 

ରାମଙ୍କ ପାଇଁ ସୀତାଙ୍କ ପ୍ରଚାର । ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିଛନ୍ତି ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ଚିଖଲିଆ । ଏଥର ଉତ୍ତରପ୍ରଦେଶ ମିରଟରୁ ବିଜେପିର ସାଂସଦ ପ୍ରାର୍ଥୀ ହୋଇଛନ୍ତି ଅରୁଣ ଗୋଭିଲ । ମତଦାନ ପାଖେଇ ଆସୁଥିବା ବେଳେ

ନିର୍ଦ୍ଦେଶକ ସଚ୍ଚି ଦାସଙ୍କ ପରଲୋକ

ବରିଷ୍ଠ ଓଡ଼ିଆ ଅଭିନେତା ତଥା ନିର୍ଦେଶକ ସଚ୍ଚି ଦାସ(୮୮)ଙ୍କର ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିବାବେଳେ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି।ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା ।

ଓଲିଉଡ୍‌ ଅଭିନେତ୍ରୀ ବର୍ଷୀ ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ

ଓଲିଉଡ୍‌ ଅଭିନେତ୍ରୀ ବର୍ଷୀ ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ଏହି ସମୟରେ ବିଜେଡି ଏମ୍‌ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ ମାଝି ଉପସ୍ଥିତ ଥିଲେ। ତେବେ ପୂର୍ବରୁ ମଧ୍ୟ ଅନେକ ସମୟରେ ବର୍ଷା ବିଜେଡି

କଟକ-ବାରବାଟୀରେ କାହାକୁ ମିଳିବ ଟିକେଟ , ଚିନ୍ତାରେ ଭାଜପା

ଅନୁଭବ ମହାନ୍ତିଙ୍କୁ ଭାଜପା କଟକ-ବାରବାଟୀରୁ ପ୍ରାର୍ଥୀ ହେବା ଚର୍ଚ୍ଚା ହେଉଛି। ଅନ୍ୟପଟେ କେନ୍ଦ୍ରାପଡା ଏମପି ହୋଇଥିବାରୁ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁରରୁ ଅନୁଭବଙ୍କୁ ପ୍ରାର୍ଥୀ କରିପାରେ ଦଳ।ଅଭିନେତାରୁ ରାଜନେତା ପାଲଟିଥିବା ଅନୁଭବ ମହାନ୍ତି ଓ ଅରିନ୍ଦମ ରୟଙ୍କୁ କେଉଁଠୁ