Browsing Category

ମନୋରଂଜନ

ଆଉ ସିନେମାରେ ଗୀତ ଗାଇବେନି ଅରିଜିତ ସିଂ

ବଲିଉଡର ସବୁଠାରୁ ଲୋକପ୍ରିୟ ଗାୟକ ଅରିଜିତ ସିଂ । ନିଜ ନିଆରା କଣ୍ଠସ୍ୱରରେ ସେ କରନ୍ତି ମତୁଆଲା । ସଂଗୀତର ସୁମଧୁର ସ୍ୱରରେ ସେ ଭରିପାରନ୍ତି ରଙ୍ଗୀନ୍ ରୋମାନ୍ସ । ଦୁଃଖର ସ୍ୱରରେ ବିଚ୍ଛେଦର ଜ୍ୱାଳାକୁ ବଢ଼ାଇପାରନ୍ତି । ଆଖିରେ ଆଣନ୍ତି ‘ଲୁହର ଶ୍ରାବଣ’ । ବର୍ଷର ପ୍ରଥମ ମାସରେ ହିଁ ଏକ

ବଲିଉଡ ଫିଲ୍ମ ଧୁରନ୍ଧରରେ ନଜର ଆସିଥିବା ନଦୀମ ଖାନଙ୍କୁ ଗିରଫ 

ବଲିଉଡ ଫିଲ୍ମ ଧୁରନ୍ଧରରେ ନଜର ଆସିଥିବା ନଦୀମ ଖାନଙ୍କୁ ଗିରଫ କଲା ପୋଲିସ । ୧୦ ବର୍ଷ ଧରି ଜଣେ ଘରୋଇ ସହାୟିକାଙ୍କୁ ବିବାହ ପ୍ରତିଶୃତି ଦେଇ ତାଙ୍କୁ ଠକି ଦେଇଥିବା ଅଭିଯୋଗ ହୋଇଛି । ଦୁଷ୍କର୍ମ ଏବଂ ଯୌନ ନିର୍ଯାତନା ଦେବା ଅଭିଯୋଗରେ ମୁମ୍ବାଇ ପୋଲିସ ତାଙ୍କୁ ଗିରଫ କରିଛି ।୪୧ ବର୍ଷୀୟ

ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ପରଲୋକ

ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ଦେହାନ୍ତ । ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଆଖି ବୁଜିଲେ ଅଭିଜିତ୍‌। ତେବେ ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ । ତରଙ୍ଗ ଟିଭିର 'ମେଲୋଡି ନାଇଟ୍ସ' ଖୁବ୍‌ ଲୋକପ୍ରିୟ ହୋଇଥିଲା । ସେ ୭୦୦ରୁ ଅଧିକ ଗୀତରେ ସଙ୍ଗୀତ

ଆଜି ପରଦାରେ ମୁକ୍ତିଲାଭ କରିବ ‘ବର୍ଡର ୨’

୧୯୯୭ ମସିହାରେ ମୁକ୍ତିଲାଭ କରିଥିବା ଜେ.ପି. ଦତ୍ତାଙ୍କ 'ବର୍ଡର' ଚଳଚ୍ଚିତ୍ର ଭାରତୀୟ ସିନେମା ଜଗତରେ ଏକ ଇତିହାସ ସୃଷ୍ଟି କରିଥିଲା । ପ୍ରାୟ୨୭ ବର୍ଷ ପରେ ସେହି ଦେଶଭକ୍ତିର ଭାବନା ପୁଣି ଥରେ ପରଦାକୁ ଫେରିଛି ।ସୋସିଆଲ ମିଡିଆରେ ଭାଇରାଲ୍ ଟ୍ରେଣ୍ଡ ଦ୍ୱାରା ଏହି

ଅଶ୍ଳୀଳ ନୃତ୍ୟ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ନିଶାଙ୍କୁ ନଚେଇ SDM ନିଲମ୍ବିତ

ଛତିଶଗଡରେ ନିଶା ମହାରଶାଙ୍କ ଅଶ୍ଳୀଳ ନୃତ୍ୟ ମାମଲାରେ ବଡ କାର୍ଯ୍ୟାନୁଷ୍ଠାନ ହୋଇଛି । SDM ତୁଳସୀ ଦାଶ ମରକାମ ନିଲମ୍ବିତ। ନିୟମ ଉଲଙ୍ଘନ କରି ଅନୁମତି ଦେଇଥିବା ଯୋଗୁଁ SDMଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲେ କମିଶନର ମହାଦେବ କାମ୍ବରେ। ପୂର୍ବରୁ ତିନି ଜଣ ପୋଲିସ କର୍ମଚାରୀ ଙ୍କୁ

ପୁରୀରେ ଶିଳ୍ପା ସେଟ୍ଟୀ, ବଡ଼ଦେଉଳ ଯାଇ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀରେ ଶିଳ୍ପା ସେଟ୍ଟୀ । ପରିବାର ସହ ଶ୍ରୀଜଗନ୍ନାଥ ଦର୍ଶନ ପାଇଁ ପୁରୀ ଆସିଛନ୍ତି ବଲିଉଡ୍ ଅଭିନେତ୍ରୀ ।ଏକ ଜାତୀୟ ଗଣମାଧ୍ୟମରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡ଼ିଶା ଆସିଛନ୍ତି ଶିଳ୍ପା ସେଟ୍ଟୀ । ତେବେ ଓଡ଼ିଶାରେ ପହଞ୍ଚିବା ପରେ ଶିଳ୍ପା ସେଟ୍ଟୀ ପ୍ରଥମେ ପୁରୀ ଗସ୍ତରେ

ମହିଳା କଣ୍ଠଶିଳ୍ପୀ କୁନି ଛତ୍ରିଆଙ୍କ ଅକାଳ ବିୟୋଗ

ଆଉ ନାହାନ୍ତି ଲୋକ ଗୀତ ଗାଇକା କୁନି ଛତ୍ରିଆ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜରେଲଭର୍ତ୍ତି କରାଯାଇଥିଲା । ପରେ ସମ୍ବଲପୁର ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଦୀର୍ଘ ଦିନର

ଟିଭିକେ ନେତା ତଥା ଅଭିନେତା ଥାଲାପତି ବିଜୟଙ୍କୁ ସିବିଆଇ ଜେରା

ଟିଭିକେ ନେତା ତଥା ଅଭିନେତା ଥାଲାପତି ବିଜୟଙ୍କୁ ସିବିଆଇ ଜେରା । କରୁର ଦଳାଚକଟା ମାମଲାରେ ପଚରାଉଚରା କରୁଛି ସିବିଆଇ । ଦିଲ୍ଲୀ ସିବିଆଇ ହେଡ୍ କ୍ବାର୍ଟରରେ ପହଞ୍ଚିଛନ୍ତି ବିଜୟ କୁମାର ।ଅଧିକାରୀମାନେ କହିଛନ୍ତି ଯେ, କାର୍ଯ୍ୟକ୍ରମ ପୂର୍ବରୁ ଏବଂ କାର୍ଯ୍ୟକ୍ରମ ସମୟରେ ନିଆଯାଇଥିବା

କେବିସି-୧୭’ସେଟ୍ ରେ ଭାବୁକ ହେଲେ ବିଗ୍ ବି : କହିଲେ …

ସବୁଠାରୁ ଲୋକପ୍ରିୟ ପ୍ଲାଟଫର୍ମ ‘କୌନ ବନେଗା କରୋଡପତି’ଶୋ’ର ସିଜିନ୍ ୧୭ ଶେଷ ହୋଇଛି । ଏହି ସିଜିନକୁ ବିଦାୟ ଦେବା ସମୟରେ ବିଗ୍ ବି ତାଙ୍କ ଫ୍ୟାନ୍ସଙ୍କୁ ଚମତ୍କାର ପ୍ରଦର୍ଶନ ଦେଖାଇଛନ୍ତି । ଏଥିସହ ଏହି ଏପିସୋଡରେ କିକୁ ଶାରଦାଙ୍କୁ ମଧ୍ୟ ଦେଖିବାକୁ ମିଳିଛି । ଯିଏ ସମସ୍ତଙ୍କୁ ହସାଇଛନ୍ତି

ଆସୁଛି ‘OMG’ର ସିକ୍ୱେଲ୍; ଅକ୍ଷୟଙ୍କ ସହ ନଜର ଆସିବେ ରାଣୀ

ଲୋକପ୍ରିୟ ବଲିଉଡ୍ ଷ୍ଟାର ଅକ୍ଷୟ କୁମାର ଏବଂ ରାଣୀ ମୁଖାର୍ଜୀ ନିଜର ଦମଦାର ଅଭିନୟ ପାଇଁ ଆଜିବି ପ୍ରଶଂସକଙ୍କ ହୃଦୟରେ ରାଜ କରୁଛନ୍ତି। ଏହି ଦୁଇ ଷ୍ଟାର ଏକାଠି ଏକ ଫିଲ୍ମରେ ଅଭିନୟ କରିବାକୁ ଯାଉଛନ୍ତି। ଏହି ଫିଲ୍ମଟି ଅକ୍ଷୟ କୁମାରଙ୍କ ସୁପରହିଟ୍ ଫିଲ୍ମ ମଧ୍ୟରୁ ଗୋଟିଏର ସିକ୍ୱେଲ୍।

କିଙ୍ଗ୍ ଖାନ୍ ଶାହାରୁଖଙ୍କ ପାଇଁ ବଢିଛି ଅଡୁଆ ।KKRରୁ ବାଂଲାଦେଶୀ ଖେଳାଳିଙ୍କୁ ହଟାଇବାକୁ ଦାବି

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଆକ୍ରମଣ ଓ ହତ୍ୟା ଘଟଣାକୁ ନେଇ ଭାରତରୁ ଉଠିଛି ଅସନ୍ତୋଷର ସ୍ବର । ବାଂଲାଦେଶ ସହ ସମ୍ପର୍କ ତୁଟାଇବାକୁ ଉଠିଲାଣି ଦାବି । ଏସବୁ ଭିତରେ କିଙ୍ଗ୍ ଖାନ୍ ଶାହାରୁଖଙ୍କ ପାଇଁ ବଢିଛି ଅଡୁଆ । ୧୪ ଦିନରେ ୪ ହିନ୍ଦୁଙ୍କୁ ଆକ୍ରମଣ ହୋଇଛି । ୩ ଜଣଙ୍କର ମୃତ୍ୟୁ

ବଲିଉଡ୍ ଅଭିନେତ୍ରୀ ସୋନାଲି ବେନ୍ଦ୍ରେଙ୍କର ଆଜି ୫୧ତମ ଜନ୍ମଦିନ

ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ଆଜି ୫୧ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅଭିନେତ୍ରୀଙ୍କ ଜନ୍ମ ୧ ଜାନୁଆରୀ ୧୯୭୫ ମସିହାରେ ମୁମ୍ବାଇରେ ହୋଇଥିଲା। ୧୯୯୦ ଦଶକରେ ବଲିଉଡରେ ଡେବ୍ୟୁ କରିଥିବା ସୋନାଲି ବେନ୍ଦ୍ରେ ତିନି ଖାନ, ଗୋବିନ୍ଦା, ଅକ୍ଷୟ କୁମାର, ଅଜୟ ଦେବଗନ ଏବଂ ଅନ୍ୟାନ୍ୟ ପ୍ରମୁଖ