Browsing Category

ମନୋରଂଜନ

ପୁରୀରେ ବଲିଉଡର ଚୁଲବୁଲି ଅଭିନେତ୍ରୀ ଜୁହି ଚାୱଲା ।

ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି ବଲିଉଡ ଅଭିନେତ୍ରୀ ତଥା ଫିଲ୍ମ ନିର୍ମାତା ଜୁହି ଚାୱଲା । ମହାପ୍ରଭୁଙ୍କ ଦର୍ଶନ କରି ସେ ନିଜକୁ ଭାଗ୍ୟବାନ ମନେ କରିଥିବା କହିଛନ୍ତି । କିଛି ମାସ ହେଲା ମହାପ୍ରଭୁଙ୍କ ଦର୍ଶନ ପାଇଁ ସେ ଶ୍ରୀମନ୍ଦିର ଆସିବାକୁ

ଘୋଷଣା ହୋଇଛି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪।

ଘୋଷଣା ହୋଇଛି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪। ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଚଳଚ୍ଚିତ୍ରର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀକୁ ପରଦାରେ ପ୍ରଦର୍ଶିତ କରାଯାଇଥିଲା।

୧୦୦କିଲୋମିଟର ବାଇକରେ ଯାଇ ଗଙ୍ଗା ନଦୀକୁ ଡେଇଁଲେ ଦମ୍ପତି

କରଜ କାରଣରୁ ଚିନ୍ତିତ ରହି ଉତ୍ତର ପ୍ରଦେଶର ସହାରନପୁରରେ ଜଣେ ଯୁବ ବ୍ୟବସାୟୀ ନିଜ ପତ୍ନୀଙ୍କ ସହ ସୋମବାର ଗଙ୍ଗା ନଦୀକୁ ଡେଇଁ ଆତ୍ମହତ୍ୟା କରି ଥିବା ଖବର ମିଳିଛି । ୩୫ ବର୍ଷୀୟ ସୌରଭ ଓ ତାଙ୍କ ପତ୍ନୀ ମୋନା ହାଥୀପୁଲରେ ନଦୀକୁ ଡେଇଁବା ପୂର୍ବରୁ ସେଲଫି ନେବା ପରେ ଫଟୋକୁ ନିଜ ପରିବାର

କଟକ ବଡ଼ ଡାକ୍ତରଖାନାରେ ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ

କୋଲକତାର ଆର୍‌ଜି କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ନେଇ ଦେଶରେ ଡାକ୍ତରଙ୍କ ଆନ୍ଦୋଳନ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କଟକ ଏସ୍‌ସିବି ମେଡିକାଲରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି।ମିଳିଥିବା ସୂଚନାନୁଯାୟୀ, ଇସିଜି କରିବା ବାହାନାରେ

ହରିୟାଣା ବିଧାନସଭା ନିର୍ବାଚନର ଠିକ୍‌ ପୂର୍ବରୁ ଜେଲରୁ ବାହାରିଛି ବାବା ରାମ ରହିମ।

ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ଆତ୍ମଘୋଷିତ ବାବା ରାମ ରହିମ ଜେଲରୁ ବାହାରିଛନ୍ତି। ରାଜ୍ୟ ସରକାର ତାଙ୍କୁ ୨୧ ଦିନ ପାଇଁ ପାରୋଲ ଦେଇଛନ୍ତି ।ମଙ୍ଗଳବାର ସକାଳ ୬ଟା ୪୬ରେ ହନିପ୍ରୀତ ସୁନାରିଆ ଜେଲରୁ ରାମ ରହିମକୁ ନେଇ ୟୁପିର ବର୍‌ନାୱା ଆଶ୍ରମ ଚାଲି ଯାଇଛନ୍ତି।ହନିପ୍ରୀତଙ୍କ ବ୍ୟତୀତ

R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରାପ୍ରସାଦ ମିଶ୍ର ଗିରଫ । 

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର । ଯନ୍ତ୍ରୀଙ୍କର ୧୦ଟି ଫ୍ଲାଟ୍‌, ୭ଟି ପ୍ଲଟ୍‌, ଅଢେଇ କେଜି ସୁନା, ୩୭୦ ଗ୍ରାମ ହୀରା, ୨.୭୦ କୋଟିର ବ୍ୟାଙ୍କ ଜମା ଠାବ ହୋଇଥିଲା । ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କର

ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ

ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସର୍ବାଧିକ ୨୩ଥର କଂସ ମହାରାଜ ଅଭିନୟ କରିଥିବା ଗୋପାଳ ସାହୁ ଓରଫ୍ ଏଲି ଆଉ ନାହାନ୍ତି। ସୋମବାର ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି।ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ ଗୋପାଳ ସାହୁ ବରଗଡ଼ ଧନୁଯାତ୍ରାର ସପ୍ତମ କଂସ ଭାବରେ ଅଭିନୟ

ଚାହୁଁଛ ଯଦି ମୋତେ ଫାଶୀ ଦେଇଦିଅ

ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର୍‌ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଟ୍ରେନି ବା ପ୍ରଶିକ୍ଷକ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଖବର ଅନୁଯାୟୀ, ସଞ୍ଜୟ ରଏ ୨୦୧୯ରେ ସ୍ବେଚ୍ଛାସେବୀ ଭାବରେ କୋଲକାତା ପୁଲିସର

ମଧ୍ୟାହ୍ନ ଭୋଜନରେ ପିଲାଙ୍କ ଥାଳିରେ ଅଣ୍ତା ଦେଲେ..ଫଟୋ ଉଠାଇ ଛଡ଼ାଇନେଲେ ଅଙ୍ଗନବାଡ଼ି ଦିଦି.

ସୋସିଆଲ ମିଡିଆରେ ଅଙ୍ଗନବାଡ଼ି ଦିଦିଙ୍କ ଆଶ୍ଚର୍ଯ୍ୟଜନକ କାମର ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିବା ପରେ ଅଙ୍ଗନବାଡ଼ି କର୍ମୀଙ୍କୁ ନେଇ ଲୋକେ ତୀବ୍ର ସମାଲୋଚନା କରୁଛନ୍ତି।ପିଲାଙ୍କୁ ଧାଡ଼ି କରି ବସାଇ ମଧ୍ୟାହ୍ନ ଭୋଜନ ବାଢ଼ିଲେ ଅଙ୍ଗନବାଡ଼ି ଦିଦି । ଖାଇବା ଥାଳିରେ ଅଣ୍ତା ରଖି

ବିକଟାଳ ଶବ୍ଦରେ ଥରିଲା ଓ୍ୱାୟନାଡ,ପ୍ରଶାସନକୁ ବି ଛନକା ପଶିଛି ।

ଶୁକ୍ରବାର ସକାଳେ କେରଳର ଭୂସ୍ଖଳନ ପ୍ରଭାବିତ ୱାୟନାଡ ଜିଲାର ବିଭିନ୍ନ ସ୍ଥାନରେ ଭୂତଳରୁ ରହସ୍ୟମୟ ଶବ୍ଦ ଶୁଣିବାକୁ ମିଳିଥିଲା। ଅଧିକାରୀ କହିଛନ୍ତି ଯେ ଅମ୍ବାଲାଭାୟାଲ ଗ୍ରାମ ଏବଂ ଭିଥିରୀ ତାଲୁକର କିଛି ଅଞ୍ଚଳରେ ଏକ ଉଚ୍ଚ ଶବ୍ଦ ଶୁଣାଗଲା। ଏହି ରହସ୍ୟମୟ ଶବ୍ଦ ସମସ୍ତଙ୍କୁ ବ୍ୟତିବ୍ୟସ୍ତ

ପୁଣି ରିମାଣ୍ଡରେ ଆସିବେ ରସିକିଆ ଠକ ସତ୍ୟଜିତ

ଖୋଲିବ ମଜ୍‌ନୁ ସତ୍ୟଜିତର ଗୁମର । ରଙ୍ଗିଲା ସତ୍ୟଜିତର ଏମିତି କଳାକାରନାମା ନା ଆଉ ଅଛି । ତାହା ପୋଲିସ ରିମାଣ୍ଡରୁ ହିଁ ଜଣାପଡିଛି । ଶନିବାରଠୁ ଠକ ପ୍ରେମିକ ସତ୍ୟଜିତକୁ ୫ ଦିନିଆ ରିମାଣ୍ଡ ନେଉଛି ପୋଲିସ । ଫଳରେ ପୋଲିସ ଶନିବାରଠାରୁ ସତ୍ୟଜିତଙ୍କୁ ଝାରପଡା ଜେଲରୁ ଆଣି ଦ୍ୱିତୀୟ ଥର

 ସିନେମା, ଯାତ୍ରାରେ କାର୍ଯ୍ୟ କରୁଥିବା ଶିଶୁ କଳାକାରଙ୍କ ପାଇଁ ନୂଆ ନିୟମ ଲାଗୁ 

ମନୋରଞ୍ଜନ ଶିଳ୍ପ ଓ ବ୍ୟବସାୟିକ ମନୋରଞ୍ଜନ କାର୍ଯ୍ୟକ୍ରମରେ ଶିଶୁ ଏବଂ କିଶୋରଙ୍କୁ ନିୟୋଜନ ନେଇ କେତେକ କଟକଣା ଲଗାଯାଇଛି। ଏନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ପକ୍ଷରୁ ଏକ ଆଡଭାଇଜରି ଜାରି କରାଯାଇଛି। ତେବେ ଜିଲ୍ଲା ମାଜିଷ୍ଟ୍ରେଟ ଓ ସମସ୍ତ