Browsing Category

ମନୋରଂଜନ

ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର

ଓଲିଉଡର ଲୋକପ୍ରିୟ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କୁ ନେଇ ଆସିଲା ବଡ଼ ଖବର। ସେ ଏବେ ବିପଦମୁକ୍ତ ଅଛନ୍ତି। ଆଗାମୀ ଦୁଇଦିନ ଭିତରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯିବ। ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ମାସରୁ ଡାକ୍ତରଖାନାରେ ଭର୍ତ୍ତି ହୋଇ

କଣ୍ଠଶିଳ୍ପୀ ହ୍ୟୁମାନ ମୃତ୍ୟୁ ମାମଲା; ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅର୍ପିତା

କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମାଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ । ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଅର୍ପିତା ଆବେଦନ କରିଛନ୍ତି ।ପୂର୍ବରୁ ଏହି ମାମଲାରେ ସୋମେଶ ଶତପଥୀଙ୍କ ସହ ମିଳିତ ଆଗୁଆ ଜାମିନ ଆବଦେନ କରିଥିଲେ ଅର୍ପିତା। ହ୍ୟୁମାନ ସାଗରଙ୍କ

୨୮ ବର୍ଷ ପରେ ‘ବର୍ଡର -୨’ ଲୋକପ୍ରିୟ ଗୀତ ‘ଘର କବ ଆଓଗେ’ର ଟିଜର ରିଲିଜ୍

ପୁଣି ଆସିବ ଚିଠି। ପୁଣି ଥରେ ଘରକୁ ଫେରିବାର ସେହି ଗୀତ ଶୁଣିବାକୁ ପାଇବେ ଦର୍ଶକ। ବର୍ଷ କି ଦୁଇ ବର୍ଷ ନୁହେଁ ଦୀର୍ଘ ୨୮ ବର୍ଷ ପରେ ଫେରୁଛି ଫିଲ୍ମ 'ବର୍ଡର-୨'। ଖୁବ୍ ଶୀଘ୍ର ସିନେମା ହଲରେ ରିଲିଜ୍ ହେବ "ବର୍ଡର ୨" । ଏଥିରେ ସନି ଦେଓଲଙ୍କ ସହିତ ନୂଆ ପିଢ଼ିର ଅଭିନେତାଙ୍କୁ ଦେଖିବାକୁ

ହ୍ୟୁମାନ ସାଗର ମୃତ୍ୟୁ ମାମଲା: ଏତଲାରେ ଥିବା ବ୍ୟକ୍ତି ହେବେ ଜେରା

ହ୍ୟୁମାନ ସାଗର ମୃତ୍ୟୁ ମାମଲା । ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯାଇଥିବା କଟକ ଡିସିପିଙ୍କ ସୂଚନା । ଚିକିତ୍ସା ସମ୍ପର୍କରେ ଯାଞ୍ଚ କରାଯାଉଛି କାଗଜପତ୍ର । ଅଭିଯୋଗର ଗୋଟି ଗୋଟି ଦିଗକୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କଟକ ଡିସିପି ଋଷିକେଶ ଖିଲାରୀ କହିଛନ୍ତି ।

ଅଲ୍ଲୁ ଅର୍ଜୁନଙ୍କ ବିରୋଧରେ ଚାର୍ଜସିଟ୍

ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ଚାର୍ଜସିଟ୍ ଦାଖଲ। ଶହେ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ହାଇଦ୍ରାବାଦ ପୋଲିସ। ଚାର୍ଜସିଟ୍‌ରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ଅଛି। ୧୧ ନମ୍ବର ଅଭିଯୁକ୍ତ ଭାବେ ଚାର୍ଜଶିଟ୍‌ରେ ଅଲ୍ଲୁ ଅର୍ଜୁନଙ୍କ ନାଁ ରହିଛି।

୬୦ ବର୍ଷରେ ପାଦ ଦେଲେ ବଲିଉଡ଼ ସୁପରଷ୍ଟାର ସଲମାନ ଖାନ୍

ବଲିଉଡ଼ ସୁପରଷ୍ଟାର ସଲମାନ ଖାନ୍ । ଆଜି ୬୦ ବର୍ଷରେ ପାଦ ଥାପିଛନ୍ତି ସମସ୍ତଙ୍କ ପ୍ରିୟ ସଲ୍ଲୁ ଭାଇ । ଦୀର୍ଘ ଦିନ ହେବ ବଲିଉଡରେ ରାଜ କରୁଥିବା ସଲମାନଙ୍କ ନିକଟକୁ ଛୁଟୁଛି ଶୁଭେଚ୍ଛାର ସୁଅ । ତାଙ୍କ ଘର ବାହାରେ ବି ପ୍ରଶଂସକଙ୍କ ଭିଡ । ସଲ୍ଲୁଙ୍କ ପାଇଁ ବିଭିନ୍ନ ସ୍ଥାନରେ ତାଙ୍କର ଫ୍ୟାନ୍

ଗୁଲୁଆ-ବର୍ଷାଙ୍କ ୧୭ ହଜାର ଜିନିଷକୁ ନେଇ ଝଗଡ଼ା -କାଳିଆ ଷଣ୍ଢ

ଗୁଲୁଆ-ବର୍ଷାଙ୍କ ପାରିବାରିକ କଳିକୁ ନେଇ ସବୁଠି ଚର୍ଚ୍ଚା |ବର୍ତ୍ତମାନ ଗୁଲୁଆ ଟିମ୍‌ରେ କାମକରୁଥିବା ଅନ୍ୟଜଣେ ୟୁଟ୍ୟୁବର ହାସ୍ୟ ଅଭିନେତା କାଳିଆ ଷଣ୍ଢ କହିଛନ୍ତି, ଗୋଟିଏ ଦିନରେ ସେମାନଙ୍କ ୧୭ ହଜାର ଜିନିଷକୁ ନେଇ ଝଗଡ଼ା। ଗୋଡି କାଇଁ ଏଇଠି ପଡ଼ିଲା ସେଇଟାକୁ ନେଇ ଝଗଡ଼ା। ଚୁଟି ନ

ପୂର୍ବ ପତ୍ନୀଙ୍କ ବିରୋଧରେ କୁମାର ସାନୁଙ୍କ ମାନହାନି ମକଦ୍ଦମା, ୫୦ କୋଟି କ୍ଷତିପୂରଣ ଦାବି

ବଲିଉଡ୍‌ର ପ୍ରସିଦ୍ଧ ପ୍ରଚ୍ଛଦପଟ୍ଟ ଗାୟକ କୁମାର ସାନୁ ପୂର୍ବ ପତ୍ନୀ ରିତା ଭଟ୍ଟାଚାର୍ଯ୍ୟଙ୍କ ବିରୋଧରେ ବମ୍ବେ ହାଇକୋର୍ଟରେ ମାନହାନି ମକଦ୍ଦମା କରିଛନ୍ତି । ଏ ମାମଲାରେ ସେ ପତ୍ନୀଙ୍କଠୁ ୫୦ କୋଟି ଟଙ୍କା କ୍ଷତିପୂରଣ ଦାବି କରିଛନ୍ତି । ଏଥିସହିତ ତାଙ୍କର ସାକ୍ଷାତକାରକୁ ହଟାଇବାକୁ ଦାବି

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌ ଖାନ୍‌

ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ ନା ହିଁ ତାଙ୍କ ପରିଚୟ। ତେବେ ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ ସର୍ବିନା କାର୍ପେଣ୍ଟର,

ଅଭିନେତ୍ରୀ ସେଲିନା ଜେଟଲି ସ୍ୱାମୀଙ୍କ ବିରୋଧରେ ଆଣିଲେ ଘରୋଇ ହିଂସା ଅଭିଯୋଗ

ଚର୍ଚ୍ଚାରେ ବଲିଉଡର ପୂର୍ବତନ ଅଭିନେତ୍ରୀ ତଥା ମିସ୍‌ ଇଣ୍ଡିଆ ସେଲିନା ଜେଟଲୀ। ତାଙ୍କ ବୈବାହିକ ଜୀବନରେ ଝଡ଼ ସୃଷ୍ଟି ହୋଇଛି। ସ୍ବାମୀ ପିଟର ହାଗଙ୍କ ବିରୋଧରେ ଅଭିନେତ୍ରୀ ଘରୋଇ ହିଂସା ଭଳି ସଂଗିନ ଅଭିଯୋଗ ଆଣି କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏହି ଖବର ବଲିଉଡଜଗତରେ ଆଲୋଡ଼ନ ସୃଷ୍ଟି

ହ୍ୟୁମାନ ସାଗରଙ୍କ ହ୍ବାଟସ ଆପ ଚାଟ୍ – ‘ଆଉ ବଞ୍ଚିବାକୁ ଚାହୁଁନାହିଁ, ମୁଁ ମରିବାକୁ ଚାହୁଁଛି’: 

ଓଡ଼ିଶାର ଘରେ ଘରେ ପରିଚିତ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ସାରା ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି। AIIMS ଭୁବନେଶ୍ୱରରେ ୭୨ ଘଣ୍ଟା ଧରି ଜୀବନ ସହ ସଂଗ୍ରାମ କରିବା ପରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।ମୃତ୍ୟୁ ସପ୍ତାହେ ପରେ ବି ଥମୁନି ହ୍ୟୁମାନ

ବଲିଉଡର ହି-ମ୍ୟାନ୍ ଧର୍ମେନ୍ଦ୍ରଙ୍କ ପରଲୋକ

ପରଲୋକରେ ବଲିଉଡର ହି-ମ୍ୟାନ୍ ଧର୍ମେନ୍ଦ୍ର । ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା ।ବଲିଉଡର ସବୁଠୁ ସମ୍ମାନିତ ଓ ଲୋକପ୍ରିୟ ଅଭିନେତାଙ୍କ ମଧ୍ୟରୁ ଜଣେ ଧର୍ମେନ୍ଦ୍ର। ଟିଭିରେ ତାଙ୍କ ମୁଭି ଆସଥିଲେ ପୂରା ପରିବାର ଟିଭି ଆଗରେ ବସିପଡ଼ୁଥିଲା । ୭ ଦଶକରୁ ଅଧିକ ଲମ୍ବା ସମୟର