Browsing Category

ମନୋରଂଜନ

ରସିକିଆ ମଜନୁ ତାଲିକାରେ ୯୯ ମହିଳା । 

୫ ସ୍ବାମୀଙ୍କ ସ୍ତ୍ରୀ ସତ୍ୟଜିତ୍‌ ସାମଲଙ୍କ ପ୍ରେମିକା ତାଲିକାରେ ୪୯ ନୁହେଁ ଥିଲେ ୯୯ ମହିଳା। ରିମାଣ୍ଡରେ ତାଙ୍କର ଗୁମର ଖୋଲିବାରେ ଲାଗିଛି। ଅଭିଯୁକ୍ତ ସତ୍ୟଜିତର ମୋବାଇଲ ଯାଞ୍ଚ ପରେ ଏକାଧିକ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଥିବା ଜଣାପଡିଛି। ଅଭିଯୁକ୍ତ କେତେ ମହିଳାଙ୍କ ଭିଡ଼ିଓ ସୁଟ

ରାଜଧାନୀରେ ୫ ସ୍ତ୍ରୀଙ୍କ ସ୍ବାମୀ ବନ୍ଧା ହୋଇଛନ୍ତି।

ରାଜଧାନୀରେ ୫ ସ୍ତ୍ରୀଙ୍କ ସ୍ବାମୀ ବନ୍ଧା ହୋଇଛନ୍ତି। ତେବେ ତାଙ୍କ ଲାଇନ୍‌ରେ ଆଉ ୪୯ ଜଣ ଥିବା ଜଣାପଡ଼ିଛି। ଏହି ଘଟଣାର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରେସମିଟ କରି ପର୍ଦ୍ଦାଫାସ କରିଛନ୍ତି।ନିଜକୁ ଗୁଇନ୍ଦା ଇନ୍ସପେକ୍ଟର ବୋଲି ବାୟୋଡାଟାରେ ଦର୍ଶାଇ ଯୁବତୀମାନଙ୍କୁ ଫସାଇ ଠକି ଚାଲିଥିଲେ

ଅଲିମ୍ପିକ୍ସ ମେଡାଲ ଜିତିବା ପରେ ରେଳ ବିଭାଗର ବଡ ଗିଫ୍ଟ ।

ପ୍ୟାରିସ ଅଲିମ୍ପିକ୍ସରେ ଭାରତର ହ୍ୟାଟ୍ରିକ୍‌ । ଭାରତୀୟ ସୁଟର ସ୍ବପ୍ନିଲ୍‌ କୁଶାଲେ ଜିତିଲେ ବ୍ରୋଞ୍ଜ ପଦକ । ୫୦ ମିଟର ଏୟାର ରାଇଫଲ ପୁରୁଷ ଇଭେଣ୍ଟରେ ୩ୟ ପୋଜିସନରେ ରହି ସୁଟର ସ୍ବପ୍ନିଲ୍‌ ଜିତିଛନ୍ତି ବ୍ରୋଞ୍ଜ । ଅଲିମ୍ପିକ୍ସରେ ମେଡାଲ ଜିତିବା ପରେ ସ୍ୱପ୍ନିଲଙ୍କୁ ରେଳ ବିଭାଗ ଦେଲା ବଡ

ଆଜିଠାରୁ ଖୋଲିବ ଭିତରକନିକା

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖ ଅର୍ଥାତ ଆଜିଠାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ଦିନ ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି।କୁମ୍ଭୀର ବସା ଗଣନା ସହ ପ୍ରଜନନ ଋତୁ ଲାଗି ମେ ୧ରୁ ଜୁଲାଇ ୩୧ ଯାଏଁ ବନ୍ଦ

ଆଇଏଏସ୍‌ ଅଧିକାରୀ ରହିବେ ନାହିଁ ପୂଜା ଖେଡ୍‌କର

ଠକେଇ ଏବଂ ଜାଲିଆତି ବଳରେ ଚାକିରି କରି ବିବାଦ ଘେରକୁ ଆସିଥିବା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ (ଆଇଏଏସ) ପୂଜା ଖେଡକରଙ୍କ ବିରୋଧରେ କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ୟୁପିଏସ୍‌ସି ପୂଜାଙ୍କୁ ଭବିଷ୍ୟତରେ କୌଣସି ପରୀକ୍ଷା କିମ୍ବା ଚୟନରେ ହାଜର

ଭିଜିଲାନ୍ସ ଜାଲରେ ଜଟଣୀ ବ୍ଲକ ଆସିଷ୍ଟାଣ୍ଟ ଇଞ୍ଜିନିୟର ।

 ଭିଜିଲାନ୍ସ ଜାଲରେ ଜଟଣୀ ବ୍ଲକ ଆସିଷ୍ଟାଣ୍ଟ ଇଞ୍ଜିନିୟର । ପୁରୁଣା ବିଲ ପାସ୍ କରାଇଦେବାକୁ ଠିକାଦାରଙ୍କଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ।ଜଟଣୀ ବ୍ଲକରେ ଯେତେବେଳେ ନୁଆ କରି ଚେୟାରମ୍ୟାନ ଓ ଭାଇସ ଚେୟାରମ୍ୟାନ  ନିର୍ବାଚିତ ହୋଇ  ଆସିଲେ। ସେତେବେଳେ ଜଟଣି

କେରଳରେ ପଶିଛନ୍ତି ଓଡ଼ିଶାର ଦୁଇ ଡାକ୍ତର ।

କେରଳରେ ପଶିଛନ୍ତି ଓଡ଼ିଶାର ଦୁଇ ଡାକ୍ତର । ସେମାନଙ୍କୁ ଉଦ୍ଧାର କରିବାକୁ ଜୋରଦାର ପ୍ରୟାସ କରିଛନ୍ତି ରାଜ୍ୟ ସରକାର । ଏନେଇ କେରଳର ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସହ ଓଡ଼ିଆ ଅଧିକାରୀଙ୍କ ସହିତ କଥାବାର୍ତ୍ତା କରିଛନ୍ତି ଓଡ଼ିଶାର ସ୍ୱତନ୍ତ୍ର ରିଲିଫ କମିଶନର ।ଉଭୟ ଡାକ୍ତରଙ୍କ ଖୋଜ ଖବର

ଆସିଲା ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ

ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ପୋଷ୍ଟମର୍ଟମ ରିପୋର୍ଟ ସୋମବାର ଆସିଛି। ମଧୁମିତାଙ୍କ ଦେହରେ ଏକାଧିକ କ୍ଷତ ଥିବା ପୋଷ୍ଟମର୍ଟମ ରିପୋର୍ଟରେ ଉଲ୍ଲେଖ ଅଛି । ଟ୍ରେନ ଆଗକୁ ଡେଇଁବା ପରେ ସେ ଘୋଷାଡ଼ି ହୋଇ କିଛି ସମୟ ବଞ୍ଚିଥିଲେ । ଏକାଧିକ କ୍ଷତ ପାଇଁ ପରେ ତାଙ୍କର ମୃତ୍ୟୁ ହୋଇଛି।ଗତ ବୁଧବାର

ମଧୁମିତାଙ୍କ ମୃତ୍ୟୁ ମାମଲା:ଖୁବ ଶୀଘ୍ର ସ୍ବାଗତିକା ଓ ଝରଣାଙ୍କୁ ଜେରା କରିବ ପୋଲିସ

ସାମ୍ବାଦିକା ମଧୁମିତା ପରିଡାଙ୍କ ମୃତ୍ୟୁ ମାମଲାରେ ପୋଲିସ ତଦନ୍ତ ଜାରି ରଖିଛି। ତେବେ ମୃତ୍ୟୁ ପୂର୍ବରୁ ମଧୁମିତା ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ତାଙ୍କ ଶେଷ ଭିଡିଓ ପୋଲିସକୁ ତଦନ୍ତରେ ଅନେକ ସାହାଯ୍ୟ କରିବ। ମୃତ୍ୟୁ ପୂର୍ବରୁ ମଧୁମିତା ସୋସିଆଲ ମିଡିଆରେ ତାଙ୍କର ବୟାନ ପୋଷ୍ଟ କରିଥିଲେ

ବନ୍ଧା ହେଲେ ମୃତ ସାମ୍ବାଦିକାଙ୍କ ସ୍ୱାମୀ

ମଧୁମିତାଙ୍କ ସ୍ୱାମୀଙ୍କ ସହ ପୋଲିସକୁ ଦାୟୀ କରିଛନ୍ତି ପରିବାର ଲୋକ। ଆତ୍ମହତ୍ୟା ପାଇଁ ଉସୁକାଇଥିବା ଅଭିଯୋଗରେ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ତାଙ୍କ ପରିବାର। ତେବେ ବୁଧବାର ରାତିରେ ସେ ଟେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିବା ପୂର୍ବରୁ ସେ ମା’ଙ୍କୁ ଭେଟିଥିଲେ। ସୋସିଆଲ ମିଡିଆରେ

କଙ୍ଗନା ହରାଇବେ ଏମପି ପଦ!

ବଲିଉଡ ଅଭିନେତ୍ରୀ ତଥା ହିମାଚଳର ବିଜେପି ସାଂସଦ କଙ୍ଗନା ରଣାୱତ । ତାଙ୍କ ସାଂସଦ ସଦସ୍ୟତା ବିରୋଧରେ ହିମାଚଳ ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ଏହି ଆବେଦନରେ କଙ୍ଗନାଙ୍କ ସାଂସଦ ସଦସ୍ୟତା ବାତିଲ କରିବାକୁ ଦାବି କରାଯାଇଛି। ଏହା ପରେ ହିମାଚଳ ପ୍ରଦେଶ ହାଇକୋର୍ଟ କଙ୍ଗନାଙ୍କୁ ନୋଟିସ

ମିଛ ଖବର, ମୁଁ ଗିରଫ ହୋଇ ନାହିଁ

ପାକିସ୍ତାନୀ ଗାୟକ ରାହତ ଫତେହ ଅଲି ଖାନଙ୍କ ବିଷୟରେ ଖବର ଆସିଥିଲା ଯେ ତାଙ୍କୁ ଦୁବାଇ ବିମାନବନ୍ଦରରେ ପୋଲିସ ଗିରଫ କରିଛି। କିନ୍ତୁ ବର୍ତ୍ତମାନ ସେ ନିଜେ ଏକ ଭିଡିଓ ରିଲିଜ କରି ଏହି ରିପୋର୍ଟକୁ ଅସ୍ବୀକାର କରିଛନ୍ତି।ଯେଉଁଥିରେ ସେ ଦୁବାଇକୁ ନିଜର ଗିତ ରେକର୍ଡ କରିବାକୁ ଆସିଥିବା ଓ ଏଠାରେ