Browsing Category

ମନୋରଂଜନ

 ଆଜି ଅକ୍ଟୋବର ୧୧ ​​ତାରିଖରେ ଅମିତାଭଙ୍କର ୮୩ତମ ଜନ୍ମଦିନ

ବଡ଼ ପରଦାର ସୁପରଷ୍ଟାର । କୋଟି କୋଟି ଭାରତୀୟଙ୍କ ହୃଦୟରେ ରାଜ୍ କରି ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ବଲିଉଡ଼ରେ । । ତାଙ୍କ ସ୍ମୃତିକୁ ସାଉଁଟି ଧରିଛନ୍ତି ତାଙ୍କର ପ୍ରତିଟି ଦର୍ଶକ। ଆଜି ସେମିତି ଜଣେ ନାୟକଙ୍କ ଜନ୍ମଦିନ ସେ ହେଉଛନ୍ତି ବିଗ ବି, ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ। ଆଜି

ତେଲୁଗୁ ଅଭିନେତ୍ରୀ ଘରୋଇ ସହାୟିକା ଥିବା ଓଡିଆ ଯୁବତୀଙ୍କୁ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ

ତେଲୁଗୁ ଅଭିନେତ୍ରୀ ଡିମ୍ପଲ ହୟାତିଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆସିଛି । ଘରୋଇ ଓଡ଼ିଆ ସହାୟିକାଙ୍କୁ ଭୟଙ୍କର ନିର୍ଯାତନା ନେଇ ଥାନାରେ ମାମଲା ହୋଇଛି । ୨୨ ବର୍ଷୀୟ ଯୁବତୀ ଜଣକ ଡିମ୍ପଲ ଏବଂ ତାଙ୍କ ସ୍ୱାମୀଙ୍କ ନାଁରେ ଅଭିଯୋଗ କରିଛନ୍ତି । ଯୁବତୀଙ୍କ ଅଭିଯୋଗ ପରେ ଫିଲ୍ମ ନଗର ଥାନା ପୋଲିସ

‘ମୁଖ୍ୟମନ୍ତ୍ରୀ ଜୀ ପ୍ରତିଶୋଧ ନେବେ ଯଦି ଅଫିସ୍ ଆସନ୍ତୁ…ବିଜୟଙ୍କ ପ୍ରଥମ ପ୍ରତିକ୍ରିୟା

କରୁର ଦଳାଚକଟା ଦୁର୍ଘଟଣାରେ ୪୧ ଜଣଙ୍କ ମୃତ୍ୟୁ ଘଟଣାରେ ଚାପା ରାଜନୈତିକ ଷଡ଼ଯନ୍ତ୍ର ଥିବା ଇଙ୍ଗିତ ଦେଇ ଅଭିନେତା-ରାଜନେତା ବିଜୟ ମଙ୍ଗଳବାର ନିଜର ପ୍ରଥମ ଭିଡିଓ ବାର୍ତ୍ତାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, “ମୋ ଜୀବନରେ ଏପରି ଦୁଃଖଦାୟୀ ପରିସ୍ଥିତି ଦେଖି ନାହିଁ।

ବିଜୟଙ୍କ ରାଲି ବେଳେ ଦଳାଚକଟା: ବିଜୟଙ୍କ ନାଁରେ ସାଂଘାତିକ ଅଭିଯୋଗ

ତାମିଲନାଡୁର କରୁରରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଦଳାଚକଟାରେ ୪୧ ଜଣ ପ୍ରାଣ ହରାଇଛନ୍ତି। ଅଭିନେତା ଏବଂ ଟିଭିକେ ମୁଖ୍ୟ ବିଜୟଙ୍କ ଦ୍ୱାରା ଆୟୋଜିତ ଏକ ରାଲି ସମୟରେ ଏହି ଘଟଣା ଘଟିଥିଲା। ଏଫଆଇଆରରେ, ପୋଲିସ ବିଜୟଙ୍କ ଉପରେ ‘ଜାଣିଶୁଣି ଶକ୍ତି ପ୍ରଦର୍ଶନ”ର ଅଭିଯୋଗ କରିଛି। ଦଳାଚକଟା ପାଇଁ

ସୁଧୁରିଲା ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟାବସ୍ଥା

ସଙ୍ଗୀତ ନିର୍ଦେଶକ ଅଭିଜିତ ମଜୁମଦାର ସ୍ଵାସ୍ଥ୍ୟରେ ସୁଧାର ଆସିଥିବା ଭୁବନେଶ୍ଵର ଏମ୍‌ସ ପକ୍ଷରୁ ସୂଚନା ମିଳିଛି। ଗୁରୁବାର ତାଙ୍କ ଆଇସିୟୁ ଓ୍ବାର୍ଡରୁ ବାହାର କରି ମେଡିସିନ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି।ସୂଚନାଯୋଗ୍ୟ, ଅଭିଜିତ ଫୁସଫୁସ ସଂକ୍ରମଣ ଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସା

ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସାମରୋହ ଅନୁଷ୍ଠିତ ହୋଇଛି । ଦ ସି ଆଣ୍ଡ ସେଭେନ ଭିଲେଜକୁ ଶ୍ରେଷ୍ଠ ଫିଚର ଫିଲ୍ମ ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଏହି ଅବସରରେ ପ୍ରଯୋଜିକା ଡ. ଇତି ସାମନ୍ତ ଏବଂ ନିର୍ଦ୍ଦେଶକ ହିମାଂଶୁ ଖଟୁଆ ରାଷ୍ଟ୍ରପତି

ଗୋବିନ୍ଦାଙ୍କ ଟ୍ରାନ୍ସଫର୍ମେସନ ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବଲିଉଡ଼ର ଜଣେ ପ୍ରସିଦ୍ଧ ଓ ଲୋକପ୍ରିୟ ଅଭିନେତା ହେଉଛନ୍ତି ଗୋବିନ୍ଦା । ଯିଏକି ଦର୍ଶକ ମାନଙ୍କୁ ଭରପୁର ମନରଞ୍ଜନ କରିଛନ୍ତି । ନିଜ ଅଭିନୟର ଯାଦୁରେ ଦର୍ଶକଙ୍କୁ ଆଜି ପର୍ଯ୍ୟନ୍ତ ସେ ବାନ୍ଧି ରଖିବାରେ ସଫଳ ହୋଇଛନ୍ତି ।ଗୋବିନ୍ଦା ପ୍ରଫେସନାଲ ଲଇଫ୍‌ ସହ ନିଜର ପର୍ସନାଲ ଲାଇଫ୍‌କୁ ନେଇ ମଧ୍ୟ

ଅଭିନେତା ମୋହନଲାଲଙ୍କୁ ମିଳିବ ଦାଦାସାହେବ ଫାଲ୍‌କେ ପୁରସ୍କାର

ଭାରତୀୟ ସିନେମାରେ ଅମୂଲ୍ୟ ଅବଦାନ ପାଇଁ ମାଲାୟାଲମ୍ ସୁପରଷ୍ଟାର ମୋହନଲାଲଙ୍କୁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ। ଏହି ପୁରସ୍କାର ସେପ୍ଟେମ୍ବର ୨୩ ତାରିଖରେ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ପ୍ରଦାନ କରାଯିବ। ଶନିବାର କେନ୍ଦ୍ର ସୂଚନା ଓ ପ୍ରସାରଣ

ସୁସ୍ଥ ହେଉଛନ୍ତି ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର

ଦୀର୍ଘ ୧୪ଦିନ ପରେ ଗୁରୁବାର ଭେଣ୍ଟିଲେଟରରୁ ବାହାରିଲେ ଓଲିଉଡ୍‌ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର । ଏବେ ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି । ଧୀରେ ଧୀରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି ବୋଲି ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି ।​​​​​​​ଅଭିଜିତ୍‌ଙ୍କ କିଡ୍‌ନୀ ଓ

ଅଭିନେତ୍ରୀ ଉର୍ବଶୀ ଏବଂ ପୂର୍ବତନ TMC ସାଂସଦ ମିମି ଚକ୍ରବର୍ତ୍ତୀଙ୍କୁ ଇଡି ସମନ

ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରାଉତେଲା ଏବଂ ପୂର୍ବତନ ତୃଣମୂଳ କଂଗ୍ରେସ ସାଂସଦ ମିମି ଚକ୍ରବର୍ତ୍ତୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ସମନ ଜାରି କରାଯାଇଛି। ଉର୍ବଶୀ ରାଉତେଲାଙ୍କୁ ସେପ୍ଟେମ୍ବର ୧୬ ତାରିଖରେ ଇଡିର ଦିଲ୍ଲୀ ମୁଖ୍ୟାଳୟରେ ହାଜର ହେବାକୁ ପଡିବ। ସେହିପରି ପୂର୍ବତନ

ଟ୍ରେନରୁ ଡେଇଁଲେ ପ୍ରସିଦ୍ଧ ଅଭିନେତ୍ରୀ କରିଶ୍ମା ଶର୍ମା

‘ରାଗିନୀ ଏମଏମଏସ ରିଟର୍ଣ୍ଣସ୍’ ଏବଂ ‘ପ୍ୟାର କା ପଞ୍ଚନାମା’ ଭଳି ଫିଲ୍ମରେ ଅଭିନୟ ପାଇଁ ପ୍ରସିଦ୍ଧ କରିଶ୍ମା ଶର୍ମା ନିକଟରେ ଏକ ଗମ୍ଭୀର ଦୁର୍ଘଟଣାର ଶିକାର ହୋଇଛନ୍ତି। ମୁମ୍ବାଇରେ ଏକ ଚଳନ୍ତା ଟ୍ରେନରୁ ଡେଇଁ ପଡ଼ି ସେ ଗୁରୁତର ଆହତ ହୋଇଛନ୍ତି ଏବଂ ବର୍ତ୍ତମାନ ହସ୍ପିଟାଲରେ ଭର୍ତ୍ତି

ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହେଲେ ଐଶ୍ୱର୍ଯ୍ୟା ରାୟ ବଚନ

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଅନୁମତି ବିନା ବାଣିଜି୍ୟକ ଲାଭ ପାଇଁ ଫଟୋଗ୍ରାଫ ଇତ୍ୟାଦି ବ୍ୟବହାର କରିଥିବା କମ୍ପାନୀ ବିରୋଧରେ ଅଭିନେତ୍ରୀ ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏକ ଆବେଦନ ଦାଖଲ କରି, ଐଶ୍ୱର୍ଯ୍ୟା ତାଙ୍କ ବ୍ୟକ୍ତିତ୍ୱ ଅଧିକାରର ସୁରକ୍ଷା ପାଇଁ ଦାବି