Browsing Category

ମନୋରଂଜନ

ହ୍ୟୁମାନ ସାଗର ଅସୁସ୍ଥ

ଅଭିଜିତ ମଜୁମଦାର ପରେ ଓଲିଉଡ୍ ଇଣ୍ଡଷ୍ଟ୍ରିର ଚର୍ଚ୍ଚିତ କଣ୍ଠଶିଳୀ ହ୍ୟୁମାନ ସାଗରଙ୍କ ବିଗିଡ଼ିଲା ସ୍ବାସ୍ଥ୍ୟବସ୍ଥା। ସିଙ୍ଗର୍ ହ୍ୟୁମାନ ସାଗର କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ପ୍ରଥମେ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ, ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର

ବଲିଉଡ ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ବଲିଉଡ ଅଭିନେତା ଗୋବିନ୍ଦା ହସ୍ପିଟାଲରେ ଭର୍ତ୍ତି । ଘରେ ଅଚେତ ହୋଇ ପଡ଼ିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ତାଙ୍କର ବନ୍ଧୁ ତଥା ଆଇନଜୀବୀ ଲଳିତ ବିନ୍ଦଲ ଏନେଇ ସୂଚନା ଦେଇଛନ୍ତି । ରିପୋର୍ଟ ଅନୁସାରେ ଅଚେତ ହେବାରୁ ତାଙ୍କ ଅବସ୍ଥା ବିଗିଡିଛି। ଗତକାଲି ସକାଳେ ସବୁ

 ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ଜୀବିତ ଅଛନ୍ତି

ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ଜୀବିତ ଅଛନ୍ତି। ତାଙ୍କ ମୃତ୍ୟୁ ଖବର ନିକଟରେ ସୋସିଆଲ ମିଡିଆରେ ପ୍ରସାରିତ ହୋଇଥିଲା। ଝିଅ ଏଶା ଦେଓଲ ତାଙ୍କ ପିତାଙ୍କ ମୃତ୍ୟୁ ଖବରକୁ ଖଣ୍ଡନ କରିଛନ୍ତି। ଅଭିନେତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ ଶେୟାର କରି ଲୋକଙ୍କୁ ମିଥ୍ୟା ଖବର ପ୍ରସାରଣ ନ

ବଲିଉଡ ଅଭିନେତ୍ରୀ ଓ ଗାୟିକା ସୁଲକ୍ଷଣା ପଣ୍ଡିତଙ୍କର ପରଲୋକ

ଆଉ ନାହାନ୍ତି ବର୍ଷୀୟାନ ବଲିଉଡ୍‌ ଅଭିନେତ୍ରୀ ତଥା ଗାୟିକା ସୁଲକ୍ଷଣା ପଣ୍ଡିତ । ଗୁରୁବାର ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା । ସେ ଦୀର୍ଘଦିନ ଧରି ରୋଗଗ୍ରସ୍ତ ଥିଲେ । ସୁଲକ୍ଷଣା କେବଳ ଜଣେ ଅଭିନେତ୍ରୀ ନ ଥିଲେ, ତାଙ୍କର କଣ୍ଠର ଯାଦୁ ମଧ୍ୟ ଅନେକ

୫୨ ବର୍ଷରେ ପାଦ ଥାପିଲେ ଐଶ୍ଵର୍ଯ୍ୟା

ବଲିଉଡର ନୀଳନୟନା ଐଶ୍ୱର୍ଯ୍ୟା ରାୟ। ଆଜି ସେ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି ।ବଚ୍ଚନ ପରିବାରର ବୋହୂ ତଥା ଜଣାଶୁଣା ଅଭିନେତ୍ରୀ ଐଶ୍ବର୍ଯ୍ୟା ରାୟ ତାଙ୍କ ଅଭିନୟ ତଥା ସୌନ୍ଦର୍ଯ୍ୟ ପାଇଁ ମଧ୍ୟ ଜଣାଶୁଣା । 1994 ମସିହାରେ ଐଶ୍ୱର୍ଯ୍ୟା ମିସ୍ ୱାଲର୍ଡର ମୁକୁଟ ଜିତିଥିଲେ, ଏହାପରେ

ବଲିଉଡ ପ୍ରତିଷ୍ଠିତ ହାସ୍ୟ ଅଭିନେତା ସତୀଶ ଶାହାଙ୍କ ପରଲୋକ

ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। । 74 ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସେ କିଡ଼ନୀ ରୋଗରେ ପୀଡିତ ଥିଲେ । ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁରେ ବଲିଉଡ ତଥା

“କ୍ୟୁଙ୍କି ସାସ୍ ଭି କଭି ବହୁ ଥି ୨” ରେ କେମିଓ କରିବେ ବିଲ୍ ଗେଟ୍ସ

"କ୍ୟୁଙ୍କି ସାସ୍ ଭି କଭି ବହୁ ଥି ୨" ରେ ନଜର ଆସିବେ ଆମେରିକୀୟ ବ୍ୟବସାୟୀ ବିଲ୍ ଗେଟ୍ସ । ବିଲ୍ ଗେଟ୍ସ ଅଭିନେତ୍ରୀରୁ ରାଜନେତା ହୋଇଥିବା ସ୍ମୃତି ଇରାନୀଙ୍କ ଶୋ' "କ୍ୟୁଙ୍କି ସାସ୍ ଭି କଭି ବହୁ ଥି ୨" ରେ ଏକ ଛୋଟ ଅଭିନୟ କରିବାକୁ ଯାଉଛନ୍ତି। ଶୋ'ର ଲାଟେଷ୍ଟ ଏପିସୋଡ୍‌ରେ ସ୍ମୃତି ଇରାନୀ

 ଅଡୁଆରେ ସାଉଥ ସୁପରଷ୍ଟାର୍ ବିଜୟ ।ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ଅଡୁଆରେ ସାଉଥ ସୁପରଷ୍ଟାର୍ ବିଜୟ । କରୁର ଦଳାଚକଟା ଘଟଣାର ହେବ CBI ତଦନ୍ତ । ତାମିଲନାଡୁ କରୁରରେ ଦଳାଚକଟାରେ ୪୧ଜଣଙ୍କ ମୃତ୍ୟୁ ହୋଇଥିଲା । ଘଟଣାର CBI ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । ସିବିଆଇ ତଦନ୍ତକୁ ମନିଟର୍‌ କରିବାକୁ ୩ ଜଣିଆ କମିଟି ଗଠନ ହୋଇଛି । ସୁପ୍ରିମକୋର୍ଟ

 ଆଜି ଅକ୍ଟୋବର ୧୧ ​​ତାରିଖରେ ଅମିତାଭଙ୍କର ୮୩ତମ ଜନ୍ମଦିନ

ବଡ଼ ପରଦାର ସୁପରଷ୍ଟାର । କୋଟି କୋଟି ଭାରତୀୟଙ୍କ ହୃଦୟରେ ରାଜ୍ କରି ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ବଲିଉଡ଼ରେ । । ତାଙ୍କ ସ୍ମୃତିକୁ ସାଉଁଟି ଧରିଛନ୍ତି ତାଙ୍କର ପ୍ରତିଟି ଦର୍ଶକ। ଆଜି ସେମିତି ଜଣେ ନାୟକଙ୍କ ଜନ୍ମଦିନ ସେ ହେଉଛନ୍ତି ବିଗ ବି, ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ। ଆଜି

ତେଲୁଗୁ ଅଭିନେତ୍ରୀ ଘରୋଇ ସହାୟିକା ଥିବା ଓଡିଆ ଯୁବତୀଙ୍କୁ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ

ତେଲୁଗୁ ଅଭିନେତ୍ରୀ ଡିମ୍ପଲ ହୟାତିଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆସିଛି । ଘରୋଇ ଓଡ଼ିଆ ସହାୟିକାଙ୍କୁ ଭୟଙ୍କର ନିର୍ଯାତନା ନେଇ ଥାନାରେ ମାମଲା ହୋଇଛି । ୨୨ ବର୍ଷୀୟ ଯୁବତୀ ଜଣକ ଡିମ୍ପଲ ଏବଂ ତାଙ୍କ ସ୍ୱାମୀଙ୍କ ନାଁରେ ଅଭିଯୋଗ କରିଛନ୍ତି । ଯୁବତୀଙ୍କ ଅଭିଯୋଗ ପରେ ଫିଲ୍ମ ନଗର ଥାନା ପୋଲିସ

‘ମୁଖ୍ୟମନ୍ତ୍ରୀ ଜୀ ପ୍ରତିଶୋଧ ନେବେ ଯଦି ଅଫିସ୍ ଆସନ୍ତୁ…ବିଜୟଙ୍କ ପ୍ରଥମ ପ୍ରତିକ୍ରିୟା

କରୁର ଦଳାଚକଟା ଦୁର୍ଘଟଣାରେ ୪୧ ଜଣଙ୍କ ମୃତ୍ୟୁ ଘଟଣାରେ ଚାପା ରାଜନୈତିକ ଷଡ଼ଯନ୍ତ୍ର ଥିବା ଇଙ୍ଗିତ ଦେଇ ଅଭିନେତା-ରାଜନେତା ବିଜୟ ମଙ୍ଗଳବାର ନିଜର ପ୍ରଥମ ଭିଡିଓ ବାର୍ତ୍ତାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, “ମୋ ଜୀବନରେ ଏପରି ଦୁଃଖଦାୟୀ ପରିସ୍ଥିତି ଦେଖି ନାହିଁ।

ବିଜୟଙ୍କ ରାଲି ବେଳେ ଦଳାଚକଟା: ବିଜୟଙ୍କ ନାଁରେ ସାଂଘାତିକ ଅଭିଯୋଗ

ତାମିଲନାଡୁର କରୁରରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଦଳାଚକଟାରେ ୪୧ ଜଣ ପ୍ରାଣ ହରାଇଛନ୍ତି। ଅଭିନେତା ଏବଂ ଟିଭିକେ ମୁଖ୍ୟ ବିଜୟଙ୍କ ଦ୍ୱାରା ଆୟୋଜିତ ଏକ ରାଲି ସମୟରେ ଏହି ଘଟଣା ଘଟିଥିଲା। ଏଫଆଇଆରରେ, ପୋଲିସ ବିଜୟଙ୍କ ଉପରେ ‘ଜାଣିଶୁଣି ଶକ୍ତି ପ୍ରଦର୍ଶନ”ର ଅଭିଯୋଗ କରିଛି। ଦଳାଚକଟା ପାଇଁ