Browsing Category
ସ୍ବାସ୍ଥ୍ୟ
ଟାଇଫଏଡ ଓ ନିମୋନିଆ ଉପରେ କାମ କରୁନି ଆଣ୍ଟିବାୟୋଟିକ
ୟୁରିନାରୀ ଟ୍ରାକ୍ଟ ଇନଫେକ୍ସ (UTI), ବ୍ଲଡ୍ ଇନଫେକ୍ସନ, ନିମୋନିଆ ଏବଂ ଟାଇଫଏଡ ଭଳି ରୋଗ ଉପରେ ସାଧାରଣ ପ୍ରକାର ଆଣ୍ଟିବାୟୋଟିକ୍ କାମ୍ କରୁନାହିଁ। ଏହି ରୋଗ ସୃଷ୍ଟି କରାଉଥିବା ବ୍ୟାକ୍ଟେରିଆଗୁଡ଼ିକ ଉପରେ ସାଧାରଣ ଆଣ୍ଟିବାୟୋଟିକ୍ଗୁଡ଼ିକ କୌଣସି ପ୍ରତିକ୍ରିୟା ପକାଉ ନ ଥିବା ଇଣ୍ଡିଆନ୍!-->…
ଭାରତରେ ମଙ୍କିପକ୍ସର ‘କ୍ଲେଡ୍ 1ବି’ ଭାରିଆଣ୍ଟ ଚିହ୍ନଟ
ମଙ୍କିପକ୍ସକୁ ନେଇ ପୁଣି ଚିନ୍ତା ବଢିଲା। ଆଫ୍ରିକୀୟ ଦେଶରେ ଘାତକ ସାଜିଥିବା ମଙ୍କିପକ୍ସର ନୂଆ ଭାରିଆଣ୍ଟ 'କ୍ଲେଡ୍ 1ବି'ରେ ଜଣେ ଭାରତୀୟ ଯୁବକ ଚିହ୍ନଟ ହୋଇଛନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହି ଷ୍ଟ୍ରେନକୁ ହେଲଥ ଏମର୍ଜେନ୍ସି ରୂପେ ଘୋଷଣା କରିଥିଲା। କେରଳ ସ୍ୱାସ୍ଥ୍ୟମନ୍ତ୍ରୀ ଭିନା ଜର୍ଜ!-->…
ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୬ହଜାର ଅତିକ୍ରମ
ରାଜ୍ୟରେ ଗତ ସାତ ଦିନରେ ୧୦୦୦ ନୂଆ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାଦ୍ବାରା ମୋଟ ରୋଗୀଙ୍କ ସଂଖ୍ୟା ୬୪୪୦ରେ ପହଞ୍ଚିଛି। ସେହିପରି ଡେଙ୍ଗୁ ଜନିତ ମୃତ୍ୟୁ ଅଭିଯୋଗ ବଢୁଥିଲେ ହେଁ ଏପର୍ୟ୍ୟନ୍ତ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯାଇନାହିଁ। ୭ ଦିନ ପୂର୍ବରୁ ରାଜ୍ୟରେ ୫୩୫୭!-->…
ମଙ୍କିପକ୍ସ ପାଇଁ ସତର୍କ କରାଇଲେ ରାଜ୍ୟ ସରକାର ।
ମଙ୍କି ପକ୍ସ ପାଇଁ ଜାରି ହେଲା ଗାଇଡଲାଇନ । ସବୁ ଜିଲ୍ଲା ଓ ବିମାନ ବନ୍ଦର ଅଥରୀଟିଙ୍କୁ ଗାଇଡଲାଇନ ଜାରି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ।ଭାରତରେ ମଙ୍କିପକ୍ସ ସଂଖ୍ୟା ବହୁତ କମ ଅଛି । ଯେଉଁମାନେ ଇଣ୍ଟରନ୍ୟାସନାଲ ଟ୍ରାଭେଲ କରୁଛନ୍ତି ଏବଂ!-->…
ୟୁରୋପରେ କରୋନାର ନୂଆ ପ୍ରଜାତି
ପୁଣିଥରେ ବିଶ୍ୱରେ କଡ଼ ଲେଉଟାଇଲାଣି ଏହି ଜୀବନ ନେବା ଭାଇରାସ । ବର୍ତ୍ତମାନ କୋଭିଡର ନୂଆ ଭାରିଆଣ୍ଟ XEC (New Covid XEC Variant) ୟୁରୋପରେ ଦ୍ରୁତ ଗତିରେ ବିସ୍ତାର କରିବାରେ ଲାଗିଛି । ଏହା ପ୍ରଥମେ ଜୁନ୍ ୨୦୨୪ରେ ଜର୍ମାନୀରେ ଚିହ୍ନଟ ହୋଇଥିଲା । ପରେ ଏହା ୧୪ ଦେଶକୁ ବ୍ୟାପିଚାଲିଛି ।!-->…
ଡେନମାର୍କର ପ୍ରଥମ ମଙ୍କିପକ୍ସ ଟିକାକୁ WHOର ମଞ୍ଜୁରୀ
ପ୍ରଥମ ମଙ୍କିପକ୍ସ ଟିକାକୁ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ମଞ୍ଜୁରୀ । ଡେନମାର୍କ ବାୟୋକେଟ୍ କମ୍ପାନି ବାଭାରିଆନ୍ ନର୍ଡିକ୍ର ଏମ୍ଭିଏ-ବିଏନ୍ ଏମ୍ପକ୍ସ ଟିକାକୁ ମଞ୍ଜୁରୀ ମିଳିଛି । ଏହି ଟିକାକୁ ୪ ସପ୍ତାହ ବ୍ୟବଧାନରେ ୧୮ବର୍ଷା କିମ୍ବା ଉର୍ଦ୍ଧ୍ବ ରୋଗୀଙ୍କୁ ଦୁଇଟି ଡୋଜ୍ ଦିଆଯିବ ।!-->…
ବାତିଲ ହେଲା ‘ପ୍ରେସଭ୍ୟୁ’ ଆଇ ଡ୍ରପ୍ ଲାଇସେନ୍ସ , ଜାଣନ୍ତୁ କାହିଁକି ?
ଆଖିରେ ସମସ୍ୟା ହେଲେ ଡାକ୍ତର ଆଇଡ୍ରପ ପକାଇବାକୁ ପରାମର୍ଶ ଦେଇଥାଆନ୍ତି। ଏଥିପାଇଁ ଡାକ୍ତରଙ୍କ ପ୍ରେସକ୍ରିପସନର ଆବଶ୍ୟକତା ପଡ଼ିଥାଏ। କିନ୍ତୁ କିଛି କମ୍ପାନୀ ବିନା ପ୍ରେସକ୍ରିପସନରେ ଔଷଧ ବିକ୍ରି କରିବାକୁ ଦୋକାନୀଙ୍କୁ ନିର୍ଦେଶ ଦେଉଥିବା ସାମ୍ନାକୁ ଆସିଛି। ତେବେ ଲୋକଙ୍କ ସୁରକ୍ଷା!-->…
ଆୟୁଷ୍ମାନ ଭାରତରେ ୭୦ ବର୍ଷରୁ ଊର୍ଦ୍ଧ୍ବ ବୟସ୍କ ସାମିଲ
କେନ୍ଦ୍ର କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ଏବେ ୭୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ପାଇ ପାରିବେ ଆୟୁଷ୍ମାନ ଯୋଜନାର ଲାଭ । ଏନେଇ କେନ୍ଦ୍ର କ୍ୟାବିନେଟରେ ମୋହର ବାଜିଛି । ବିଜେପିର ନିର୍ବାଚନୀ ପ୍ରତିଶୃତି ଅନୁସାରେ ଏହି ଯୋଜନା ଦେଶର ସାଢ଼େ ୪ କୋଟି ପରିବାର ଏବଂ ୬ କୋଟି!-->…
ଦେଶରେ ପ୍ରଥମ ମଙ୍କିପକ୍ସ ରୋଗୀକୁ ଚିହ୍ନଟ ପରେ ସତର୍କ ସରକାର
ଭାରତରେ ପ୍ରଥମ ମଙ୍କିପକ୍ସ ମାମଲା ସାମ୍ନାକୁ ଆସିବା ପରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ସତର୍କ ଓ ପ୍ରସ୍ତୁତ ରହିବା ପାଇଁ କେନ୍ଦ୍ର ସରକାର ସୋମବାର ଆଡଭାଇଜରି ଜାରି କରିଛନ୍ତି। ଆଫ୍ରିକା ପରେ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ମଙ୍କିପକ୍ସ ଭାରତର ଚିନ୍ତା ବଢାଇ ଦେଇଛି ।!-->…
କର୍କଟ ଔଷଧ ଉପରେ ପୂର୍ବରୁ ଥିବା ୧୨% ଜିଏସ୍ଟିକୁ ୫%କୁ ହ୍ରାସ
ଶସ୍ତା ହେବ କ୍ୟାନସର ଔଷଧ। କ୍ୟାନସର ଚିକିତ୍ସା ପାଇଁ ବ୍ୟବହାର ହେଉଥିବା ଔଷଧ ଉପରେ ଜିଏସଟି ୧୨ ପ୍ରତିଶତରୁ ୫ ପ୍ରତିଶତକୁ କରିଦିଆଯାଇଛି। କର୍କଟ ଔଷଧ ଉପରେ ପୂର୍ବରୁ ଥିବା ୧୨% ଜିଏସ୍ଟିକୁ ୫%କୁ ହ୍ରାସ କରାଯାଇଛି। ସେହିପରି ଲୁଣିଆ ଖାଦ୍ୟ ପଦାର୍ଥ (ନମ୍କିନ୍) ଉପରୁ ମଧ୍ୟ ୧୮%!-->…
ମଙ୍କିପକ୍ସ ସଂକ୍ରମିତ ଦେଶରୁ ଫେରିଥିବା ଜଣେ ଯୁବକ ସଂକ୍ରମିତ ହୋଇଥିବା ସନ୍ଦେହ
ମଙ୍କିପକ୍ସ ସଂକ୍ରମିତ ଦେଶରୁ ଫେରିଥିବା ଜଣେ ଯୁବକ ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ, ସମ୍ପୃକ୍ତ ରୋଗୀଙ୍କୁ ଏକ ନିର୍ଦ୍ଦିଷ୍ଟ ଡାକ୍ତରଖାନାରେ ଅଲଗା ରଖାଯାଇଛି ଏବଂ ମଙ୍କିପକ୍ସ ସଂକ୍ରମଣ ନିଶ୍ଚିତ କରିବା ପାଇଁ ତାଙ୍କ ନମୁନା ପରୀକ୍ଷା!-->…
ବାର୍ଡ ଫ୍ଲୁ ବ୍ୟାପିଥିବା ନେଇ ଆସନ୍ତାକାଲି ଓଡ଼ିଶାକୁ ସେଂଟ୍ରାଲ ଟିମ୍ ଆସିବେ।
ବାର୍ଡ ଫ୍ଲୁ ବ୍ୟାପିଥିବା ନେଇ ଆସନ୍ତାକାଲି ଓଡ଼ିଶାକୁ ସେଂଟ୍ରାଲ ଟିମ୍ ଆସିବେ। ଏହି ଟିମ୍ର ସଦସ୍ୟମାନେ ବାର୍ଡ଼ ଫ୍ଲୁ ବ୍ୟାପିଥିବା ପୁରୀ ଜିଲ୍ଲାର ପିପିଲି ଅଂଚଳ ବୁଲିବା ସହ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ!-->…