Browsing Category

ସ୍ବାସ୍ଥ୍ୟ

ମଧୁମେହ ରୋଗୀଙ୍କ ପାଇଁ ଖୁସି ଖବର: ଭାରତରେ ଲଞ୍ଚ ହେଲା ଓଜେମ୍ପିକ

ଔଷଧ କମ୍ପାନୀ ନୋଭୋ ନରଡିସ୍କ ଭାରତରେ ମଧୁମେହ ଔଷଧ ଓଜେମ୍ପିକ୍ ଲଞ୍ଚ କରିଛି। ଯାହା ଟାଇପ୍ ୨ ମଧୁମେହ ଚିକିତ୍ସାରେ ଏକ ପ୍ରମୁଖ ପଦକ୍ଷେପ। କମ୍ପାନି ଏହାର ୦.୨୫ ଏମଜିର ସାପ୍ତାହିକ ଡୋଜର ମୂଲ୍ୟ ୨୨୦୦ ଟଙ୍କା ଧାର୍ଯ୍ୟ କରିଛି ।Ozempic ଟାଇପ୍-୨ ଡାଇବେଟିସ୍ ରୋଗୀଙ୍କ ପାଇଁ ଏକ ସାପ୍ତାହିକ

ଏବେ ଘରେ ଘରେ ଥଣ୍ଡା ଜ୍ୱର, କାଶ । ମନଇଚ୍ଛା ଔଷଧ ନଖାଇବାକୁ ପରାମର୍ଶ

କିଛି ଦିନ ହେଲାଣି ରାଜ୍ୟରେ ଶୀତଲହାରୀ ଅନୁଭବ ହେବାରେ ଲାଗିଛି । ଏପରିକି ସକାଳୁ ରାତି ପର୍ଯ୍ୟନ୍ତ ଶୀତୁଆ ଶୀତୁଆ ଅନୁଭବ ହେଉଛି ।ଏହି ସମୟରେ ଥଣ୍ଡା ଜନିତ ରୋଗ ଅଧିକ ହୋଇଥାଏ । ଛୋଟ ପିଲାଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଥଣ୍ଡା ଜ୍ୱର ହେବା ସହିତ କାଶ ମଧ୍ୟ ଅନୁଭବ ହୋଇଥାଏ ।ଯଦି

ଆଜି ବିଶ୍ଵ ମଧୁମେହ ଦିବସ

ଆଜି ବିଶ୍ଵ ମଧୁମେହ ଦିବସ । ପ୍ରତିବର୍ଷ ନଭେମ୍ବର ୧୪ ତାରିଖରେ ବିଶ୍ଵ ମଧୁମେହ ଦିବସ ପାଳନ କରାଯାଏ । ମଧୁମେହ ରୋଗ ବିଷୟରେ ସଚେତନା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ।। ବିଶ୍ବର ପ୍ରାୟ ୪୦ କୋଟି ଲୋକ ମଧୁମେହରେ ପୀଡିତ ଥିବାବେଳେ ଏହି ଦିବସ ସଚେତନତା ଲାଗି ବାର୍ତ୍ତା ଦେଇଛି ।

ବିଶ୍ୱ ଷ୍ଟ୍ରୋକ୍ ଦିବସ ୨୦୨୫

ଆଜିକାଲି ଦିନକୁ ଦିନ ଷ୍ଟ୍ରୋକ୍ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରକ୍ତଚାପ, ମଧୁମେହ, ଉଚ୍ଚ ରକ୍ତଚାପ ଭଳି ରୋଗରେ ପୀଡିତ ରୋଗୀ ଏବଂ ଧୂମପାନକାରୀଙ୍କ କ୍ଷେତ୍ରରେ ଏହି ରୋଗର ମାତ୍ରା ଅଧିକ ଦେଖାଯାଉଛି । ତେଣୁ ଏପରି ଏକ ସମସ୍ୟାକୁ ବିନାଶ କରିବା ଏବଂ ଲୋକଙ୍କୁ ସଚେତନତା କରିବା ଉଦ୍ଦେଶ୍ୟରେ

କଖାରୁ ଫୁଲ, ଟସର ପୋକରୁ ଔଷଧ ପ୍ରସ୍ତୁତି ପ୍ରୟାସ

ଏଣିକି ମାରାତ୍ମକ ଚର୍ମ କର୍କଟ ରୋଗର ନିରାକରଣ ପାଇଁ ଗବେଷଣାରୁ ପ୍ରସ୍ତୁତ ହେଲା ପରିବେଶ ଅନୁକୂଳ ଔଷଧ (ଏକ ପ୍ରକାର ଜେଲ) । ନାନୋ-ଫର୍ମୁଲେସନ ଉପରେ ଆଧାରିତ ଟସର ପୋକ ଓ କଖାରୁ ଫୁଲରୁ ଚର୍ମ କର୍କଟ ରୋଗର ଚିକିତ୍ସା ବିକଶିତ କରାଯାଇଛି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହାକୁ ପେଟେଣ୍ଟ ମିଳିଛି

କ୍ୟାନସରକୁ ଶେଷ କରିବାକୁ ଆସିଲା ଭ୍ୟାକ୍ସିନ

କ୍ୟାନସରକୁ ଶେଷ କରିବାକୁ ଆସିଲା ଭ୍ୟାକ୍ସିନ । କ୍ଲିନିକାଲ ଟ୍ରାଏଲ୍ ରେ ସଫଳ ହେଲା ରୁଷ ଭ୍ୟାକ୍ସିିନ । ଏହି ଟିକା କୋଲୋରେକ୍ଟଲ୍, ଗ୍ଲିଓବ୍ଲାଷ୍ଟୋମା ଏବଂ ମେଲାନୋମା କର୍କଟ ଉପରେ ପ୍ରଭାବଶାଳୀ ବୋଲି ଜଣାପଡ଼ିଛି । ୩ ବର୍ଷ ଧରି କରାଯାଇଥିବା ପରୀକ୍ଷଣଗୁଡ଼ିକ ଏହାର ସୁରକ୍ଷା

ସମ୍ବଲପୁର ବିଶ୍ୱବିଦ୍ୟାଳୟର ଉଦ୍ଭାବନ,ଏଣିକି ଛେପରୁ ଜାଣିପାରିବେ ଭବିଷ୍ୟତରେ ହେବ କେଉଁ ରୋଗ

ସମ୍ବଲପୁର ବିଶ୍ଵବିଦ୍ୟାଳୟ ଅଧୀନ ଜୈବ ପ୍ରଯୁକ୍ତି ଓ ଜୈବ ସୂଚନା ବିଜ୍ଞାନ ବିଭାଗ ଦ୍ଵାରା ପୁଣି ଏକ ଗବେଷଣା ସଫଳ ହୋଇଛି । ଏଣିକି ବ୍ୟକ୍ତିର ଛେପରୁ ଭବିଷ୍ୟତରେ ତାଙ୍କୁ ହେବାକୁ ଥ‌ିବା ରୋଗ ବିଷୟରେ ଜଣାପଡ଼ିବ। ଏନେଇ ଏକ କିଟ୍ ପ୍ରସ୍ତୁତ କରାଯାଇଛି । ଜୈବ ପ୍ରଯୁକ୍ତି ଓ ଜୈବ ସୂଚନା

୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟରେ ହ୍ରାସ କଲା NPPA

ରୋଗୀଙ୍କ ପାଇଁ ଔଷଧକୁ ଅଧିକ ସୁଲଭ କରିବା ଲକ୍ଷ୍ୟରେ, ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ ପ୍ରାଧିକରଣ (ଏନ୍‌ପିପିଏ) ପ୍ରମୁଖ ଔଷଧ କମ୍ପାନୀଗୁଡ଼ିକ ଦ୍ୱାରା ବିକ୍ରି ହେଉଥିବା ୩୫ଟି ଅତ୍ୟାବଶ୍ୟକ ଔଷଧର ଖୁଚୁରା ମୂଲ୍ୟ ହ୍ରାସ କରିଛି। ସୂଚନା ଅନୁଯାୟୀ, ମୂଲ୍ୟ ହ୍ରାସ କରାଯାଇଥିବା ଔଷଧ ଗୁଡ଼ିକ

ବିଶ୍ୱ ଲଙ୍ଗ୍ସ କ୍ୟାନ୍ସର ଦିବସ 

ଶରୀରର ଯେକୌଣସି ଅଙ୍ଗରେ କର୍କଟ ବିପଦପୂର୍ଣ୍ଣ ଏବଂ ସାଂଘାତିକ । ମାରାତ୍ମକ କର୍କଟ ରୋଗ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଅଗଷ୍ଟ 1 ତାରିଖକୁ 'ବିଶ୍ୱ ଫୁସଫୁସ କର୍କଟ ଦିବସ' ଭାବରେ ପାଳନ କରାଯାଏ । ବିଶେଷକରି ଭାରତରେ ଫୁସଫୁସ କର୍କଟ ଏକ ସାଧାରଣ କର୍କଟ ମଧ୍ୟରୁ ଅନ୍ୟତମ ।

ବାର୍ଡ ଫ୍ଲୁ ବ୍ୟାପିଥିବା ନେଇ ଆସନ୍ତାକାଲି ଓଡ଼ିଶାକୁ ସେଂଟ୍ରାଲ ଟିମ୍‌ ଆସିବେ। 

ବାର୍ଡ ଫ୍ଲୁ ବ୍ୟାପିଥିବା ନେଇ ଆସନ୍ତାକାଲି ଓଡ଼ିଶାକୁ ସେଂଟ୍ରାଲ ଟିମ୍‌ ଆସିବେ। ଏହି ଟିମ୍‌ର ସଦସ୍ୟମାନେ ବାର୍ଡ଼ ଫ୍ଲୁ ବ୍ୟାପିଥିବା ପୁରୀ ଜିଲ୍ଲାର ପିପିଲି ଅଂଚଳ ବୁଲିବା ସହ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ

ଭୁବନେଶ୍ୱର ପରେ ସମ୍ବଲପୁରରେ ଦ୍ୱିତୀୟ ଏମ୍ସ ହେବ । 

ରାଜ୍ୟରେ ସ୍ବାସ୍ଥ୍ୟବ୍ୟବସ୍ଥାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ପରେ ଏହି ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ମିଳିତ ଭାବେ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ମିଳିବ। ରାଜ୍ୟର ସ୍ୱାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଇ

ସରୋଗେସୀ ନିୟମରେ ବଡ଼ ପରିବର୍ତ୍ତନ: ୧୮୦ ଦିନର ମାତୃତ୍ଵ ଅବକାଶ

ସରୋଗେସି ଏବଂ ମାତୃତ୍ୱ ଛୁଟି ନିୟମ ସଂଶୋଧନ କରିଛନ୍ତି ଭାରତ ସରକାର। ଏଣିକି କେନ୍ଦ୍ର ସରକାରଙ୍କ ନିକଟରେ ଚାକିରୀ କରୁଥିବା ମହିଳା ମାନେ ସରୋଗେସି କିମ୍ବା ଶିଶୁ ଗ୍ରହଣ କଲେ ସେମାନଙ୍କୁ ୧୮୦ ଦିନର ମାତୃତ୍ୱ ଛୁଟି ପାଇବା ପାଇଁ କମିଶନ ନିୟମ ସଂଶୋଧନ କରିଛନ୍ତି।ଏହି ନିୟମ ଅନୁଯାୟୀ, ସରୋଗେସୀ