Browsing Category

ସ୍ବାସ୍ଥ୍ୟ

କର୍କଟ ଔଷଧ ଉପରେ ପୂର୍ବରୁ ଥିବା ୧୨% ଜିଏସ୍‌ଟିକୁ ୫%କୁ ହ୍ରାସ

ଶସ୍ତା ହେବ କ୍ୟାନସର ଔଷଧ। କ୍ୟାନସର ଚିକିତ୍ସା ପାଇଁ ବ୍ୟବହାର ହେଉଥିବା ଔଷଧ ଉପରେ ଜିଏସଟି ୧୨ ପ୍ରତିଶତରୁ ୫ ପ୍ରତିଶତକୁ କରିଦିଆଯାଇଛି। କର୍କଟ ଔଷଧ ଉପରେ ପୂର୍ବରୁ ଥିବା ୧୨% ଜିଏସ୍‌ଟିକୁ ୫%କୁ ହ୍ରାସ କରାଯାଇଛି। ସେହିପରି ଲୁଣିଆ ଖାଦ୍ୟ ପଦାର୍ଥ (ନମ୍‌କିନ୍‌) ଉପରୁ ମଧ୍ୟ ୧୮%

ମଙ୍କିପକ୍ସ ସଂକ୍ରମିତ ଦେଶରୁ ଫେରିଥିବା ଜଣେ ଯୁବକ ସଂକ୍ରମିତ ହୋଇଥିବା ସନ୍ଦେହ

ମଙ୍କିପକ୍ସ ସଂକ୍ରମିତ ଦେଶରୁ ଫେରିଥିବା ଜଣେ ଯୁବକ ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ, ସମ୍ପୃକ୍ତ ରୋଗୀଙ୍କୁ ଏକ ନିର୍ଦ୍ଦିଷ୍ଟ ଡାକ୍ତରଖାନାରେ ଅଲଗା ରଖାଯାଇଛି ଏବଂ ମଙ୍କିପକ୍ସ ସଂକ୍ରମଣ ନିଶ୍ଚିତ କରିବା ପାଇଁ ତାଙ୍କ ନମୁନା ପରୀକ୍ଷା

ବାର୍ଡ ଫ୍ଲୁ ବ୍ୟାପିଥିବା ନେଇ ଆସନ୍ତାକାଲି ଓଡ଼ିଶାକୁ ସେଂଟ୍ରାଲ ଟିମ୍‌ ଆସିବେ। 

ବାର୍ଡ ଫ୍ଲୁ ବ୍ୟାପିଥିବା ନେଇ ଆସନ୍ତାକାଲି ଓଡ଼ିଶାକୁ ସେଂଟ୍ରାଲ ଟିମ୍‌ ଆସିବେ। ଏହି ଟିମ୍‌ର ସଦସ୍ୟମାନେ ବାର୍ଡ଼ ଫ୍ଲୁ ବ୍ୟାପିଥିବା ପୁରୀ ଜିଲ୍ଲାର ପିପିଲି ଅଂଚଳ ବୁଲିବା ସହ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ

ଭୁବନେଶ୍ୱର ପରେ ସମ୍ବଲପୁରରେ ଦ୍ୱିତୀୟ ଏମ୍ସ ହେବ । 

ରାଜ୍ୟରେ ସ୍ବାସ୍ଥ୍ୟବ୍ୟବସ୍ଥାରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ପରେ ଏହି ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ମିଳିତ ଭାବେ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ମିଳିବ। ରାଜ୍ୟର ସ୍ୱାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଇ

ସରୋଗେସୀ ନିୟମରେ ବଡ଼ ପରିବର୍ତ୍ତନ: ୧୮୦ ଦିନର ମାତୃତ୍ଵ ଅବକାଶ

ସରୋଗେସି ଏବଂ ମାତୃତ୍ୱ ଛୁଟି ନିୟମ ସଂଶୋଧନ କରିଛନ୍ତି ଭାରତ ସରକାର। ଏଣିକି କେନ୍ଦ୍ର ସରକାରଙ୍କ ନିକଟରେ ଚାକିରୀ କରୁଥିବା ମହିଳା ମାନେ ସରୋଗେସି କିମ୍ବା ଶିଶୁ ଗ୍ରହଣ କଲେ ସେମାନଙ୍କୁ ୧୮୦ ଦିନର ମାତୃତ୍ୱ ଛୁଟି ପାଇବା ପାଇଁ କମିଶନ ନିୟମ ସଂଶୋଧନ କରିଛନ୍ତି।ଏହି ନିୟମ ଅନୁଯାୟୀ, ସରୋଗେସୀ

ଡିପଥେରିଆ ସଂକ୍ରମଣ: ଆଜିଠୁ ବୁଷ୍ଟର ଡୋଜ ଟିକାକରଣ

କାୟା ମେଲାଉଛି ଡପଥେରିଆ। ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ଆଜିଠୁ ରାୟଗଡା ଜିଲ୍ଲା କାଶୀପୁର ବ୍ଲକରେ ଆରମ୍ଭ ହେବ ବୁଷ୍ଟର ଡୋଜ୍ ଟିକାକରଣ। ଏବେ କୋରାପୁଟ ଓ କଳାହାଣ୍ଡି ଜିଲାରେ ଡିପଥେରିଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ

କାଲିଠୁ ଡିପ୍‌ଥେରିଆ ବୁଷ୍ଟର ଡୋଜ୍: ମାସ୍କ ପିନ୍ଧିବାକୁ ଅନୁରୋଧ

ସାରା ରାଜ୍ୟକୁ ଘାରିଛି ଡିପଥେରିଆ ଚିନ୍ତା। ଏ ନେଇ ଜନସ୍ଵାସ୍ଥ୍ୟ ନିର୍ଦେଶକ କହିଛନ୍ତି ଆଣ୍ଟିବାୟୋଟିକ୍ ଦ୍ଵାରା ଡିପଥେରିଆ ମୂଳପୋଛ ହୋଇପାରିବ। ଯେହେତୁ ଏହା ବାୟୁବାହିତ ରୋଗ, ତେଣୁ ସଂକ୍ରମଣ ରୋକିବାକୁ ପ୍ରଭାବିତ ଅଞ୍ଚଳର ଲୋକମାନେ ମାସ୍କ ପିନ୍ଧିବା ସହ ହାତ ଧୋଇବା ଭଳି ନିୟମ ପାଳନ ପାଇଁ

କଟା ଆଙ୍ଗୁଠି ପରେ ଏବେ ଆଇସକ୍ରିମରୁ ବାହାରିଲା ମଲା ବିଛା

ଆଇସକ୍ରିମ ଖାଇବାକୁ କିଏ ବା ଭଲ ନ ପାଏ। କିନ୍ତୁ ଅଧିକାଂଶ ଲୋକଙ୍କର ଏହି ପ୍ରିୟ ଖାଦ୍ୟ କେତେ ସୁରକ୍ଷିତ ତାହାକୁ ନେଇ ଏବେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।ମୁମ୍ବାଇର ପଶ୍ଚିମ ମାଲଦାରେ ରହୁଥିବା ଜଣେ୨୬ ବର୍ଷ ବୟସ୍କା ଡାକ୍ତର ୟାମୋ କମ୍ପାନିର ଏକ ବଟରସ୍କଟ୍ ଆଇସ୍କ୍ରିମ୍ କୋନ୍‌

୪ବର୍ଷର ଝିଅକୁ ବାର୍ଡ ଫ୍ଲୁ: ସତର୍କ କଲା WHO

ଭାରତ ସମେତ ବିଶ୍ୱର ଅନେକ ଦେଶରେ ଆତଙ୍କ ଖେଳାଇଛି ବାର୍ଡ-ଫ୍ଲୁ। ପୂର୍ବରୁ ଆମେରିକାରେ ମଣିଷ ଦେହରେ ବାର୍ଡ-ଫ୍ଲୁ ଚିହ୍ନଟ ହେବା ପରେ ଏବେ ଭାରତରେ ଚଳିତ ବର୍ଷର ଏହା ପ୍ରଥମ ମାମଲା ବୋଲି ସୂଚନା ମିଳିଛି।ପଶ୍ଚିମବଙ୍ଗର ଏକ ୪ ବର୍ଷର ଝିଅ ବାର୍ଡ-ଫ୍ଲୁ ଭାଇରସରେ ଆକ୍ରାନ୍ତ ହୋଇଥିବା ସୂଚନା

ଆଜି ହେଉଛି ବିଶ୍ୱ ତମାକୁ ବର୍ଜନ ଦିବସ ।

ଆଜି ହେଉଛି ବିଶ୍ୱ ତମାକୁ ବର୍ଜନ ଦିବସ । ତମାଖୁ ସେବନ ଦ୍ୱାରା ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ଅଗ୍ରଗତି ଅନେକ ମାତ୍ରାରେ ପ୍ରଭାବିତ ହେଉଛି । ତମାଖୁ ସେବନ ଲାଗି ପ୍ରତି ବର୍ଷ ୮୦ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଉଛନ୍ତି । ମାନବଜାତି ପାଇଁ ଏହା ଯେତିକି

ମା’ କ୍ଷୀର ବିକ୍ରି ଉପରେ କଟକଣା, ନିୟମ ଉଲଂଘନ କଲେ ୫ ଲକ୍ଷ ଜରିମାନା, ୬ମାସ ଜେଲ୍

ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍ ଇଣ୍ଡିଆ (ଏଫଏସଏସଏଆଇ) ଅଧିନିୟମ, ୨୦୦୬ ଅନୁଯାୟୀ ମା’ କ୍ଷୀରର ପ୍ରକ୍ରିୟାକରଣ ଏବଂ ବିକ୍ରୟ ପାଇଁ ଅନୁମତି ଦେବାକୁ ମନା କରିଦେଇଛି। ତେଣୁ ଏହାର ବ୍ୟବସାୟ ଲାଗି ହେଉଥିବା ସବୁ ପ୍ରକାର କାର୍ଯ୍ୟକଳାପ ବନ୍ଦ କରିବାକୁ ଏଫ୍ସ୍ଏସ୍ଏସ୍ଏଆଇ ନିର୍ଦ୍ଦେଶ

ଚୀନ ବୈଜ୍ଞାନିକଙ୍କ ଦ୍ୱରା ନୂଆ ଭୂତାଣୁ ସଂସ୍ପର୍ଶରେ ଆସିଲେ ୩ ଦିନରେ ମୃତ୍ୟୁ ହେବ

ଚୀନର ବୈଜ୍ଞାନିକମାନେ ଏକ ନୂଆ ଭୂତାଣୁ ତିଆରି କରିଛନ୍ତି। ପରୀକ୍ଷାଗାରରେ ତିଆରି ହୋଇଥିବା ଏହି ଭୂତାଣୁ କରୋନା ଭୂତାଣୁଠାରୁ ଅଧିକ ବିପଜ୍ଜନକ। ଏହି ନୂଆ ଭୂତାଣୁ ସଂସ୍ପର୍ଶରେ ଆସିଲେ ୩ ଦିନରେ ମୃତ୍ୟୁ ହେବ ବୋଲି ଜଣାପଡ଼ିଛି।ଇବୋଲା ଭୂତାଣୁର କିଛି ଅଂଶକୁ ନେଇ ସେଥିରେ ଜିନ୍‌‌ଗତ ପରିବର୍ତ୍ତନ