Browsing Category
ଆଧ୍ୟାତ୍ମିକ
ଆଜିର ରାଶିଫଳ(୨୩ ଡିସେମ୍ବର, ୨୦୨୫)
ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।
ବୃଷ : ଆଜି ନିଜର ଉତ୍ସାହ ଗୁଣ!-->!-->!-->…
ଆଜିର ରାଶିଫଳ(୨୨ ଡିସେମ୍ବର, ୨୦୨୫)
ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।
ବୃଷ : କମ ସମୟରେ ଅଧିକ ଲାଭ!-->!-->!-->…
ଆଜିର ରାଶିଫଳ(୨୧ ଡିସେମ୍ବର, ୨୦୨୫)
ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।
ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ!-->!-->!-->…
ଆଜିର ରାଶିଫଳ(୧୯ ଡିସେମ୍ବର, ୨୦୨୫)
ମେଷବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ!-->…
ଆଜିର ରାଶିଫଳ(୧୮ ଡିସେମ୍ବର, ୨୦୨୫)
ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।
ବୃଷଆଜି ବନ୍ଧୁମାନଙ୍କ!-->!-->!-->…
ଆଜିର ରାଶିଫଳ(୧୭ ଡିସେମ୍ବର, ୨୦୨୫)
ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ,!-->…
ଆଜିର ରାଶିଫଳ(୧୬ ଡିସେମ୍ବର, ୨୦୨୫)
ମେଷ : ଆଜି ଆପଣଙ୍କର ଆକସ୍ମିକ ଧନ ଲାଭ ଯୋଗ ରହିଛି। ସାହାଯ୍ୟ ର ହାତବଢାଇବା ପାଇଁ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ!-->!-->!-->…
ଆଜିର ରାଶିଫଳ(୧୫ ଡିସେମ୍ବର, ୨୦୨୫)
ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ
ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା!-->!-->!-->…
ଆଜିର ରାଶିଫଳ(୧୪ ଡିସେମ୍ବର, ୨୦୨୫)
ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।
ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ।!-->!-->!-->…
ଆଜିର ରାଶିଫଳ(୧୩ ଡିସେମ୍ବର, ୨୦୨୫)
ମେଷକର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ!-->…
ଆଜିର ରାଶିଫଳ(୧୨ ଡିସେମ୍ବର, ୨୦୨୫)
ମେଷଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ବୃଷଆଜି!-->!-->!-->…
ଆଜିର ରାଶିଫଳ(୧୧ ଡିସେମ୍ବର, ୨୦୨୫)
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।
ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ!-->!-->!-->…