Browsing Category
ଆଧ୍ୟାତ୍ମିକ
ଆଜିର ରାଶିଫଳ(୧ ଅଗଷ୍ଟ, ୨୦୨୫)
ମେଷ – ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |
ବୃଷ – ଆଜି ମିତ୍ରଙ୍କ!-->!-->!-->…
ଆଜିର ରାଶିଫଳ(୩୧ ଜୁଲାଇ, ୨୦୨୫)
ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।
ବୃଷ : ଆଜି ନିଜର ଉତ୍ସାହ ଗୁଣ!-->!-->!-->…
ଆଜିର ରାଶିଫଳ(୩୦ ଜୁଲାଇ, ୨୦୨୫)
ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।
ବୃଷ : ଆଜି ଆପଣ କିଛି ସମୟଧରି!-->!-->!-->…
ଆଜିର ରାଶିଫଳ(୨୯ ଜୁଲାଇ, ୨୦୨୫)
ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।ବୃଷ ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ!-->…
ଆଜିର ରାଶିଫଳ(୨୮ ଜୁଲାଇ, ୨୦୨୫)
ମେଷ:-ଆଜି ଆପଣଙ୍କର ସୁସ୍ଥ ପାରିବାରିକ ଜୀବନ ଓ ନିରଙ୍କୁଶ କର୍ମସାଧନ ପାଇଁ ଆନୁସଙ୍ଗିକ ପରିବଶେ ସୃଷ୍ଟି କରିବ। ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିପାରିବେ। ପାରିବାରିକ ସମସ୍ୟା ସମାଧାନରେ, ଜମିଜମା ବିବାଦରେ, ପରିବହନର ଝଗଡାରେ ବିଜୟୀ ହେବେ।
!-->!-->!-->…
ଆଜିର ରାଶିଫଳ(୨୭ ଜୁଲାଇ, ୨୦୨୫)
ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ!-->!-->!-->…
ଆଜିର ରାଶିଫଳ(୨୬ ଜୁଲାଇ, ୨୦୨୫)
ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।
ବୃଷଆଜି ବନ୍ଧୁମାନଙ୍କ!-->!-->!-->…
ଆଜିର ରାଶିଫଳ(୨୫ ଜୁଲାଇ, ୨୦୨୫)
ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ,!-->…
କାହିଁକି ପାଳନ ହୁଏ ଚିତୋଉ ଅମାବାସ୍ୟା
ଆଜି ଚିତାଲାଗି ଅମାବାସ୍ୟା । ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ । ସମ୍ଭବତଃ ଚିତା ଓ ଚିତଉର ସମ୍ପର୍କ ଥିବାରୁ!-->…
ଆଜିର ରାଶିଫଳ(୨୪ ଜୁଲାଇ, ୨୦୨୫)
ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।
ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ।!-->!-->!-->…
ଆଜିର ରାଶିଫଳ(୨୨ ଜୁଲାଇ, ୨୦୨୫)
ମେଷକର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ!-->…
ଆଜିର ରାଶିଫଳ(୨୧ ଜୁଲାଇ, ୨୦୨୫)
ମେଷ ଆଜି କୌଣସି କାରଣ ରୁ ଆପଣ ଖୁସି ରେ ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।
ବୃଷ : ପାରିବାରିକ!-->!-->!-->…