Browsing Category
ଆଧ୍ୟାତ୍ମିକ
ଆଜିର ରାଶିଫଳ(୨୦ ଜୁଲାଇ, ୨୦୨୫)
ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।
ବୃଷ : ଆଜି ନିଜର ଉତ୍ସାହ ଗୁଣ!-->!-->!-->…
ଆଜିର ରାଶିଫଳ(୧୯ ଜୁଲାଇ, ୨୦୨୫)
ମେଷଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ।
ବୃଷଆଜି!-->!-->!-->…
ଆଜିର ରାଶିଫଳ(୧୮ ଜୁଲାଇ, ୨୦୨୫)
ମେଷପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷରହଠାତ୍ ଖୋଜ ଖବର ପାଇପାରନ୍ତି।
ବୃଷଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ!-->!-->!-->…
ଆଜିର ରାଶିଫଳ(୧୭ ଜୁଲାଇ, ୨୦୨୫)
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।
ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ!-->!-->!-->…
ଆଜିର ରାଶିଫଳ(୧୬ ଜୁଲାଇ, ୨୦୨୫)
ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।
ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ!-->!-->!-->…
ଆଜିର ରାଶିଫଳ(୧୫ ଜୁଲାଇ, ୨୦୨୫)
ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।
ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା!-->!-->!-->…
ଶ୍ରାବଣ ପ୍ରଥମ ସୋମବାର: ଶୈବପୀଠରେ ପ୍ରବଳ ଭିଡ
ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର। ଏନେଇ ରାଜ୍ୟ ଏବଂ ରାଜଧାନୀରେ ଥିବା ଶୈବପୀଠଗୁଡ଼ିକ ବେଶ୍ ଚଳଚଞ୍ଚଳ ହୋଇଉଠିଛି। ବିଭିନ୍ନ ଶୈବପୀଠରେ କାଉଡ଼ିଆମାନେ ଭଗବାନ ଶିବଙ୍କଠାରେ ଜଳଲାଗି କରିଛନ୍ତି |ଦୂର ଦୂରାନ୍ତରୁ ପାଣି ଆଣି କାଉଡ଼ିଆଙ୍କ ଲମ୍ୱାଧାଡ଼ି ବିଭିନ୍ନ ଶୈବ ପୀଠକୁ ଲମ୍ୱିଛି ।!-->…
ଆଜିର ରାଶିଫଳ(୧୪ ଜୁଲାଇ, ୨୦୨୫)
ମେଷ ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ
ବୃଷ : ଆଜି!-->!-->!-->…
ଗଣେଶ ପୂଜା ପାଇଁ ଗାଁଠୁ ସହର ସବୁ ଚଳଚଞ୍ଚଳ
ଧରାପୃଷ୍ଠକୁ ପାର୍ବଣ ଆଗମନର ସୂଚନା ନେଇ ବିରାଜମାନ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ତେଣୁ ଗଣପତି ବାବାଙ୍କୁ ସ୍ୱାଗତ କରିବା ପାଇଁ ପୁରପଲ୍ଲୀ ସବୁଠି ଉତ୍ସାହ । ଶ୍ରୀଗଣେଶ ହେଉଛନ୍ତି ଜ୍ଞାନଦାତା, ଶକ୍ତିଦାତା, ସୁଖଶାନ୍ତି ପ୍ରଦାୟକ, ବିଘ୍ନ ବିନାଶକ, ଗଣଙ୍କର ପତି ଏବଂ ଅଗ୍ରପୂଜ୍ୟ। ଆଉ ଏକ!-->…
ଆଜିର ରାଶିଫଳ(୭ ସେପ୍ଟେମ୍ବର,୨୦୨୪)
ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ।*
ବୃଷ : ସନ୍ତାନ!-->!-->!-->…
ଆଜିର ରାଶିଫଳ(୬ ସେପ୍ଟେମ୍ବର,୨୦୨୪)
ମେଷ**ଆଜିର ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ।*
ବୃଷ*ଆଜି ଆକସ୍ମିକ ଭାବରେ ମୋଟାଅଙ୍କ ର ଅର୍ଥ ଆବଶ୍ୟକ!-->!-->!-->…
ଆଜିର ରାଶିଫଳ(୫ ସେପ୍ଟେମ୍ବର,୨୦୨୪)
ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।*
ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ!-->!-->!-->…