Browsing Category
ଆଧ୍ୟାତ୍ମିକ
ଆଜିର ରାଶିଫଳ(୧୫ ଏପ୍ରିଲ, ୨୦୨୬)
ମେଷ:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ!-->!-->!-->…
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି। ଓଡ଼ିଆ ଅସ୍ମିତା ଓ ପରମ୍ପରାର ମହାମିଳନ। ଓଡ଼ିଆ ପଞ୍ଜିକା ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ହେଉଛି ବର୍ଷର ପ୍ରଥମ ଦିନ। ଏହା କେବଳ ଏକ ତିଥି ନୁହେଁ, ବରଂ ଓଡ଼ିଆ ଜାତିର ସାଂସ୍କୃତିକ ଚେତନା ଏବଂ ପ୍ରକୃତି ପ୍ରତି ଥିବା!-->…
ଆଜିର ରାଶିଫଳ(୧୩ ଏପ୍ରିଲ, ୨୦୨୬)
ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।
ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ!-->!-->!-->…
ଆଜିର ରାଶିଫଳ(୧୨ ଏପ୍ରିଲ, ୨୦୨୬)
ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।
ବୃଷ:-ଆଜି!-->!-->!-->…
ଆଜିର ରାଶିଫଳ(୧୧,ଏପ୍ରିଲ )
ମେଷଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।
ବୃଷବାଣିଜ୍ୟ, ସନ୍ତାନଙ୍କ ସମସ୍ୟା!-->!-->!-->…
ଆଜିର ରାଶିଫଳ(୧୦ ଏପ୍ରିଲ, ୨୦୨୬)
ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ!-->!-->!-->…
ଆଜିର ରାଶିଫଳ(୯ ଏପ୍ରିଲ, ୨୦୨୬)
ମେଷ ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା!-->!-->!-->…
ଆଜିର ରାଶିଫଳ(୮ ଏପ୍ରିଲ, ୨୦୨୬)
ମେଷ:ଆଜି ଆପଣଙ୍କୁ ଦେବାଦେବୀ ଦର୍ଶନ ର ସୁଯୋଗମିଳିବ ,ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ!-->!-->!-->…
ଆଜିର ରାଶିଫଳ(୭ ଏପ୍ରିଲ, ୨୦୨୬)
ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।
ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି।!-->!-->!-->…
ଆଜିର ରାଶିଫଳ(୬ ଏପ୍ରିଲ, ୨୦୨୬)
ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।
ବୃଷ : ଆଜି ଆପଣ କିଛି ସମୟଧରି!-->!-->!-->…
ଆଜିର ରାଶିଫଳ(୫ ଏପ୍ରିଲ, ୨୦୨୬)
ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।
ବୃଷ : କମ ସମୟରେ ଅଧିକ ଲାଭ!-->!-->!-->…
ଆଜିର ରାଶିଫଳ(୪ ଏପ୍ରିଲ, ୨୦୨୬)
ମେଷ : ବ୍ୟବସାୟୀ ମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ହେବ। ଆର୍ଥିକ ଲାଭ ମିଳିବ। ଲମ୍ବା ସମୟର ଆର୍ଥିକ ଆୟୋଜନ ମଧ୍ୟ କରି ପାରିବେ। ଶରୀର ଏବଂ ମନ ସୁସ୍ଥ ରହିବ। ମିତ୍ରମାନଙ୍କ ଏବଂ ପାରିବାରିକ ସଦସ୍ୟମାନଙ୍କ ସହିତ ଆନନ୍ଦରେ ଦିନ କଟିବ।
ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ!-->!-->!-->…