Browsing Category
ଆଜିର ଖବର
ନିର୍ବାଚନରେ ବାଲାଟ ପେପର ବ୍ୟବହାର ଆବେଦନ ଖାରଜ।
ନିର୍ବାଚନରେ ବାଲାଟ ପେପର ବ୍ୟବହାର ଆବେଦନ ଖାରଜ। ଆଜି ସୁପ୍ରିମକୋର୍ଟ ଏ ଉପରେ ଏକ ଶୁଣାଣି କରି ଆବେଦନକୁ ଖାରଜ କରି ଦେଇଛନ୍ତି। ନିର୍ବାଚନରେ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (EVMs) ପରିବର୍ତ୍ତେ ବାଲାଟ ପେପର୍ ବ୍ୟବହାର କରିବାକୁ ଜଣେ ଆବେଦନକାରୀ କେଏ ପାଲ୍ ଆବେଦନ କରିଥିଲେ।ମାମଲାର!-->…
ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!
ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ!-->…
ରତ୍ନଭଣ୍ଡାର ପାଇଁ ୫କୋଟି, ସୁଭଦ୍ରା ପାଇଁ ୧୧୯୬ କୋଟି ବ୍ୟୟବରାଦ
ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ। ମଙ୍ଗଳବାର ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି। ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି । ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟ ବରାଦ,!-->…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆସିଲା ବଡ ଖବର । ବାପାଙ୍କ ଠାରୁ ପୁଅ ଅଲଗା ରହିଲେ ଆଉ କେତେ ରୋଜଗାର ଥିଲେ ପିଏମ ଆବାସ ମିଳିପାରିବ ଏନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର।ଯେଉଁମାନଙ୍କର ମାସିକ ଆୟ ୧୦ ହଜାର ୫ଶହ ଟଙ୍କାରୁ ଅଧିକ ନଥିବ ସେମାନେ ଯୋଗ୍ୟ ବିବେଚିତ ହେବେ!-->…
ସମ୍ବିଧାନ ଦିବସରେ ଜେଲରୁ ମୁକୁଳିଲେ ୧୪ କଏଦୀ ।
ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି ହୋଇଛି। ଜେଲ ବିଭାଗ ନିର୍ଦ୍ଦେଶାଳୟ ପକ୍ଷରୁ ମୁକ୍ତ କରିବାକୁ ବିଭିନ୍ନ ଜେଲ ଅଧୀକ୍ଷକଙ୍କୁ ଏହି ଚିଠି ଲେଖାଯାଇଛି। ରାଉଲକେଲାରୁ ୨ଜଣ, ଜାମୁଝରି!-->…
ମାର୍ଚ୍ଚ ୭ ‘ସୁଭଦ୍ରା’ ଆବେଦନର ଶେଷ ତାରିଖ
ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍। ୨୦୨୫ ମାର୍ଚ୍ଚ ୭ ତାରିଖ ହେଉଛି ସୁଭଦ୍ରା ଆବେଦନର ଡେଡ୍ ଲାଇନ୍। ମାର୍ଚ୍ଚ ୭ ତାରିଖ ଯାଏଁ ହିତାଧିକାରୀମାନେ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଉପମୁଖ୍ୟମନ୍ତ୍ରୀ କହିଛନ୍ତି,!-->…
ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ।
ଦେଶର ଏକାଧିକ ରାଜ୍ୟରେ ରାଜ୍ୟସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା ହୋଇଛି। ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୪ଟି ରାଜ୍ୟର ୬ଟି ଆସନ ପାଇଁ ଏହି ଉପନିର୍ବାଚନ ହେବ ବୋଲି ଇସିଆଇ ପକ୍ଷରୁ ସୂଚନା ଦିଆଯାିଛି। ଡିସେମ୍ବର ୩ରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବାକୁ!-->…
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଇସ୍ତଫା
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ଦେବେନ୍ଦ୍ର ଫଡନାଭିସ୍ ଏବଂ ଅଜିତ ପାଓ୍ବାରଙ୍କ ଉପସ୍ଥିତିରେ ଏକନାଥ ସିନ୍ଦେ ରାଜଭବନ ପହଞ୍ଚି ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ମହାୟୁତିର ବିପୁଳ!-->…
କଟକରେ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଆଉ ୨ ଦଲାଲଙ୍କୁ ଉଠାଇନେଲା ପୋଲିସ
କଟକରେ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଆଉ ଦୁଇ ଦଲାଲଙ୍କୁ ଉଠାଇନେଲା ପୋଲିସ । ଲକ୍ଷ୍ମୀ ସାଗର ଅଞ୍ଚଳରୁ ଦୁଇ ଯୁବକଙ୍କୁ ଉଠାଇଛି କଟକ ସହରାଞ୍ଚଳ ପୋଲିସର ସ୍ପେସାଲ ସ୍ଵାଡ । ଦୁଇ ବ୍ୟକ୍ତିଙ୍କୁ ନେଇ କଟକ ମଧୁପାଟଣା ଥାନା ପୁଲିସ୍ ପଚରାଉଚରା କରୁଛି। ସେପଟେ ମାଜିଷ୍ଟ୍ରେଟଙ୍କ ନିକଟରେ!-->…
ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ।
ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ। ଅଧିବେଶନ ପୂର୍ବରୁ ବିଧାନସଭା ପରିସରରେ ସମ୍ବିଧାନ ଦିବସ ପାଳିତ ହୋଇଛି। ବାଚସ୍ପତି, ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ଓ ବିଧାୟକମାନେ ସାମିଲ ହୋଇଥିଲେ। ଜାତୀୟ ସଙ୍ଗୀତ ଗାନରୁ ଅଧିବେଶନ ଆରମ୍ଭ ହୋଇଇଛି। ଗୃହ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ!-->…
ସୁଭଦ୍ରା ଟଙ୍କା ଆସିନଥିଲେ ଘରେ ହେବ ସମସ୍ୟାର ସମାଧାନ
ନଭେମ୍ବର ୨୪ରେ ମିଳିଲା ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା । ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ଆକାଉଣ୍ଟକୁ ଆସିଲା କିସ୍ତି । ବାଦ ପଡ଼ିଥିବା ଆବେଦନକାରୀଙ୍କ ମଧ୍ୟରୁ ୨୫ ପ୍ରତିଶତ ସାମିଲ୍ ହୋଇଛନ୍ତି । ଯେଉଁ ମହିଳା ମାନେ ଟଙ୍କା ପାଇ ନାହାନ୍ତି ସେମାନଙ୍କର ଯୋଗ୍ୟତା ଓ ଫିଜିକାଲ!-->…
ବାଂଲାଦେଶରେ ହିନ୍ଦୁ ନେତା ତଥା ଇସ୍କନ ସଦସ୍ୟ ଚିନ୍ମୟ କୃଷ୍ଣ ଦାସ ପ୍ରଭୁଙ୍କୁ ଗିରଫ
ବାଂଲାଦେଶରେ ହିନ୍ଦୁ ନେତା ତଥା ଇସ୍କନ ସଦସ୍ୟ ଚିନ୍ମୟ କୃଷ୍ଣ ଦାସ ପ୍ରଭୁଙ୍କୁ ଗିରଫ କରାଯାଇଛି । ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହୋଇଥିବା ଅତ୍ୟାଚାରକୁ ବିରୋଧ କରି ତାଙ୍କୁ ଗିରଫ କରାଯାଇଛି । ତେବେ ଦେଶଦ୍ରୋହ ମାମଲାରେ ପୋଲିସ ତାଙ୍କୁ ଗିରଫ କରି ଢାକା ବିମାନବନ୍ଦରରେ ଅଟକ!-->…