Browsing Category
ଆଜିର ଖବର
ପୁଲିସ ଏସଆଇ ପରୀକ୍ଷା କେଳେଙ୍କାରୀ: ତଦନ୍ତ କରିବେ କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ
ପୋଲିସ ଏସ୍ଆଇ ପରୀକ୍ଷା ଦୁର୍ନୀତି ନେଇ ତନାଘନା ଜୋର ଧରିଛି । ଘଟଣାରେ ୧୧୪ ଜଣ ପରୀକ୍ଷାର୍ଥୀଙ୍କ ସହ ୩ ଜଣ ଦଲାଲ ମୋଟ ୧୧୭ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଏବେ ଗୋଟିଏ ପରେ ଗୋଟିଏ ଖିଅ ମିଳିବାରେ ଲାଗିଛି । ଘଟଣାରେ ୭ ଜଣଙ୍କୁ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ ।ଏଥିପାଇଁ!-->…
ଚୌଦ୍ବାର ଜେଲ୍ରୁ ୨ଡକାୟତ ଚମ୍ପଟ ହେବା ଘଟଣା । କଏଦୀଙ୍କୁ ଧରିବା ପାଇଁ ସ୍ପେଶାଲ ଟିମ୍ ଗଠନ
୨୪ ଘଣ୍ଟା ପରେ ବି ଚୌଦ୍ୱାର ଜେଲରୁ ଫେରାର ଦୁଇ ଦୁର୍ଦ୍ଦାନ୍ତ ଡକାୟତଙ୍କ ମିଳିନି ଟେର। ଧରିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟିମ ଗଠନ କରାଯାଇଛି। ଏଥିରେ ବଛାବଛା ପୋଲିସ ଅଧିକାରୀ ଅଛନ୍ତି ।। ଚୌଦ୍ବାର ଜେଲ ରୋଡ଼ରୁ ଚାରିବାଟିଆ ରାସ୍ତାରେ ଲାଗି ଥିବା ସିସିଟିଭି କ୍ୟାମେରା!-->…
ଆଗାମୀ ସପ୍ତାହରେ ବ୍ରହ୍ମପୁରରୁ ଆରମ୍ଭ ହେବ ଅମୃତ ଭାରତ ଏକ୍ସପ୍ରେସ
ବ୍ରହ୍ମପୁର-ସୁରତ (ଉଧନା)-ବ୍ରହ୍ମପୁର ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାକୁ ଶୁକ୍ରବାର ଦିନ ରେଳ ମନ୍ତ୍ରଣାଳୟ ଅନୁମୋଦନ କରିଥିବା ନେଇ ପୂର୍ବତଟ ରେଳପଥ ସୂଚନା ଦେଇଛି। ପ୍ରତି ରବିବାର ଉଧନାରୁ ଏବଂ ପ୍ରତି ସୋମବାର ବ୍ରହ୍ମପୁରରୁ ଏହି ସେବା ଉପଲବ୍ଧ ହେବ।୧୯୦୨୧ ସୁରତ!-->…
ଆଜିର ରାଶିଫଳ(୦୪ ଅକ୍ଟୋବର, ୨୦୨୫)
ମେଷ : ଆଜି ଆପଣଙ୍କର ଆକସ୍ମିକ ଧନ ଲାଭ ଯୋଗ ରହିଛି। ସାହାଯ୍ୟ ର ହାତବଢାଇବା ପାଇଁ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ!-->!-->!-->…
ସୁକମା ଜିଲ୍ଲାରେ ପୁଣି ନକ୍ସଲ ହିଂସା
ମାଲକାନଗିରି ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ପୁଲିସ ସୂଚନାଦାତା ଦର୍ଶାଇ ଜଣେ ଗ୍ରାମବାସୀକୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ନକ୍ସଲ। ଗତକାଲି ରାତିରେ ସଶସ୍ତ୍ର ନକ୍ସଲ କିଷ୍ଟରାମ ଥାନା ଅନ୍ତର୍ଗତ ସଲାତୋଙ୍ଗ ଗ୍ରାମରେ ପହଞ୍ଚିଥିଲେ। ଗ୍ରାମର!-->…
ଆସନ୍ତା ୯ ତାରିଖ ବେଳକୁ ଆଉ ଏକ ଲଘୁଚାପ
ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଏପଟେ ଆଭ୍ୟନ୍ତରୀଣ ଓଡ଼ିଶାରେ ଥିବା ଅବପାତ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି ।ଏହା ଛତିଶଗଡ଼ ଦେଇ!-->…
କମିଗଲା ସୁନା ରେଟ୍!
ନବରାତ୍ରି ଏବଂ ଦଶହରା ପର୍ବ ପରେ ସୁନା ମୂଲ୍ୟ ହଠାତ ହ୍ରାସ ପାଇଛି। ଗତ କିଛି ଦିନ ଧରି ବୃଦ୍ଧି ପାଉଥିବା ସୁନାର ମୂଲ୍ୟ 3 ଅକ୍ଟୋବର, 2025 ରେ ହ୍ରାସ ପାଇଛି। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୮,୦୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୦୮,୨୦୦ ଟଙ୍କା ଛୁଇଁଛି!-->…
ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରେ ଅନେକ ଗୁରୁତ୍ବପୂର୍ଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ । ଏପଟେ ଦିନେ ଦୁଇ ଦିନ ଭିତରେ ପୁଣି ଦିଲ୍ଲୀ ଗସ୍ତରେ ଯିବେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ତେବେ ଦିଲ୍ଲୀ ଯିବା ପୂର୍ବରୁ ନୂଆପଡ଼ା!-->…
ଏହି ଦିନ ଆସିବ ପିଏମ କିଷାନ ଟଙ୍କା
ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ, ଯୋଗ୍ୟ ଚାଷୀମାନଙ୍କୁ ତିନୋଟି କିସ୍ତିରେ ବାର୍ଷିକ ୬୦୦୦ ସିଧାସଳଖ ସହାୟତା ପ୍ରଦାନ କରାଯାଏ।ନିକଟରେ କେନ୍ଦ୍ର ସରକାର ପଞ୍ଜାବ, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ୨୭ ଲକ୍ଷରୁ ଅଧିକ ବନ୍ୟା ପ୍ରଭାବିତ ଚାଷୀଙ୍କ ଆକାଉଣ୍ଟରେ ୨୧ ତମ!-->…
SI ପରୀକ୍ଷା କେଳେଙ୍କାରୀ: ସିଲିକନ ମାଲିକ ସୁରେଶ ନାୟକଙ୍କୁ ଜେରା
ପୋଲିସ SI ପରୀକ୍ଷା ମହାଘୋଟାଲାରେ ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ ଦଲାଲ ଗିରଫ ପରେ ତତ୍ପରତା। ପ୍ରାଥମିକ ତଦନ୍ତ ଅନୁସାରେ ଶଙ୍କର ପୃଷ୍ଟି ଓ ମୁନା ମହାନ୍ତିଙ୍କ ନାଁକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦୁହେଁ ସ୍ପେଶାଲ କୋଚିଂ ପାଇଁ ରାଜ୍ୟ ବାହାରକୁ ନେଉଥିବା ଅଭିଯୋଗ ହୋଇଛି। ପ୍ରତ୍ୟେକଙ୍କ ଠାରୁ ୨୫!-->…
ଦୁଇ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ସଂପର୍କରେ ସୂଚନା ଦେଲେ ସୂଚନାଦାତାଙ୍କୁ ୫୦ ହଜାର ଟଙ୍କା ପୁରସ୍କାର
କଡ଼ା ସୁରକ୍ଷା ଭେଦି କେମିତି ଖସିଗଲେ କଏଦୀ ? ଅଭିଯୁକ୍ତ ଫେରାର୍ ପଛରେ କିଏ ଅଛି ? ଚୌଦ୍ଵାର ମଣ୍ଡଳ କାରାଗାର ସ୍ପେଶାଲ୍ ସେଲ୍ରୁ ଦୁଇ କଏଦୀ ଚମ୍ପଟ ହେବା ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଜେଲ୍ ଡିଜି । କାର୍ଯ୍ୟରେ ଅବହେଳା ପାଇଁ ଜେଲ୍ର ଜଣେ ୱାର୍ଡରଙ୍କ ସହ ଚିଫ୍ ୱାର୍ଡରଙ୍କୁ!-->…
ଓଡିଶା ପୁରୀରେ ହେବ ଡିଜିଟାଲ ଲାଇବ୍ରେରି: ଆଇନମନ୍ତ୍ରୀ
ଭକ୍ତ ଏବଂ ଗବେଷକମାନଙ୍କୁ ଡିଜିଟାଲ ସୁବିଧା ପ୍ରଦାନ କରିବା ସହିତ ବିରଳ ମନ୍ଦିର ରେକର୍ଡ, ରୀତିନୀତି, ପବିତ୍ର ମାଦଳା ପାଞ୍ଜି, ତାଳପତ୍ର ପାଣ୍ଡୁଲିପି ଏବଂ ଅନ୍ୟାନ୍ୟକୁ ସଂରକ୍ଷଣ କରିବା ପାଇଁ ରାଜ୍ୟ ସରକାର ପୁରୀରେ ଏକ ଡିଜିଟାଲ ଲାଇବ୍ରେରି ସ୍ଥାପନ କରିବାକୁ ଯାଉଛନ୍ତି। ଏହି ଅନନ୍ୟ!-->…