Browsing Category
ଆଜିର ଖବର
ପ୍ରକାଶ ପାଇଲା OSSTET ରେଜଲ୍ଟ, ପାସ୍ ହାର ୭୨.୩୮ ପ୍ରତିଶତ
ପ୍ରକାଶ ପାଇଲା OSSTET- ୨୦୨୫ ପରୀକ୍ଷା ଫଳ । ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଇଲିଜିବିଲିଟି ଟେଷ୍ଟ- ଓଷ୍ଟେଟ । ଏଥିରେ ୭୨.୩୮ ପ୍ରତିଶତ ଆଶାୟୀ ଉତ୍ତୀର୍ଣ୍ଣ ହୋଇଥିବା ନେଇ BSE ପକ୍ଷରୁ ସୂଚନା । ମାଧ୍ୟମିକ ଶିକ୍ଷା ପରିଷଦର ୱେବସାଇଟରେ ରେଜଲ୍ଟ ଉପଲବ୍ଧ ଅଟେ । www.bseodisha.ac.in ଓ!-->…
ଆଜି କମିଛି ସୁନା ଏବଂ ରୁପା ମୂଲ୍ୟ
ଛଅ ସପ୍ତାହ ଧରି ଚାଲିଥିବା ଭୟଙ୍କର ଯୁଦ୍ଧ କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୫ ଦିନିଆ ଯୁଦ୍ଧବିରତି ଘୋଷଣା କରିଛନ୍ତି | ଏତେ ବଡ଼ ସଙ୍କଟ କମିବା ସହିତ ସୁନା ଏବଂ ରୁପା ବଜାରରେ ମଧ୍ୟ ତୀବ୍ର ବୃଦ୍ଧି ଦେଖିବାକୁ ମିଳିଛି । ଯୁଦ୍ଧବିରତି ଖବର ପରେ ନିବେଶକଙ୍କ ଆତ୍ମବିଶ୍ୱାସ ମଧ୍ୟ!-->…
୭ ଦିନିଆ ରିମାଣ୍ଡରେ ରାଜା ସାହାଣୀ
ଦୁର୍ଦାନ୍ତ ଅପରାଧୀ ରାଜା ସାହାଣୀକୁ ୭ ଦିନିଆ ରିମାଣ୍ଡରେ ନେଲା ମହୀଶୂର ପୁଲିସ । ଚୌଦ୍ଵାର ଜେଲ୍ରୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରାଜାକୁ ରିମାଣ୍ଡରେ ନିଆଯାଇଛି । ମହୀଶୂର ସୁନା ଦୋକାନ ଲୁଟ୍ ଘଟଣାରେ ପଚରାଉଚରା କରିବ ପୁଲିସ। ଅଭିଯୁକ୍ତ ରାଜାକୁ ମହୀଶୂର ପୁଲିସ ଚୌଦ୍ୱାର ଜେଲ୍ରୁ ଆଣି!-->…
ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ରାଷ୍ଟ୍ରଗୁଡ଼ିକ ଉପରେ ଟ୍ରମ୍ପଙ୍କ ୫୦% ଶୁଳ୍କ ଘୋଷଣା କଲେ ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମ ଦେଶର ସୈନ୍ୟ ଏବଂ ଯୁଦ୍ଧଜାହାଜ ଇରାନରେ ରହିବେ । ସେ ସ୍ପଷ୍ଟ କରିଛନ୍ତି, ଯଦି ଆଲୋଚନାର ଫଳାଫଳ ଆମ ଆଶା ପୂରଣ ନ କରେ, ତେବେ ଶତ୍ରୁତା ପୁଣି ଥରେ ଆରମ୍ଭ ହୋଇପାରେ । ଇରାନରେ ସୈନ୍ୟ ରଖିବାର ଏହି ଘୋଷଣା ଟ୍ରମ୍ପ ଇରାନରେ ଅସ୍ତ୍ରବିରତି!-->…
ଜୀଅନ୍ତା ମାଛ ଗିଳିଦେଲା ବର୍ଷକର ଶିଶୁ,ଡାକ୍ତରଙ୍କ ଯୋଗୁଁ ବଞ୍ଚିଗଲା ଜୀବନ
ଜୀଅନ୍ତା ମାଛ ଗିଳିଦେଲା ବର୍ଷକର ଛୁଆ । ହେଲେ ଡାକ୍ତରଙ୍କ ଯୋଗୁଁ ବଞ୍ଚିଗଲା ଜୀବନ । ମାଛ ସହିତ ଖେଳିଖେଳି ପିଲାଟି ମାଛକୁ ଗିଳିଦେଇଥିଲା । ଡାକ୍ତର ଯାହାକୁ ସୁରକ୍ଷିତ ଭାବେ ବାହାର କରିଛନ୍ତି ।ସୂଚନାଯୋଗ୍ୟ, ଶିଶୁଟିର ପରିବାର ସଦସ୍ୟମାନେ ଘରେ ରଖାଯାଇଥିବା ଆକ୍ୱାରିୟମ ସଫା କରୁଥିଲେ। ସଫା!-->…
ଏଣିକି ଅଙ୍ଗନୱାଡି ପିଲାଙ୍କ ପାଠପଢ଼ା ଏବଂ ସ୍ୱାସ୍ଥ୍ୟର ଯତ୍ନ ନେବେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ
ଅଙ୍ଗନୱାଡିକୁ ଆଡପ୍ଟ କରିବେ ବିଶ୍ୱବିଦ୍ୟାଳୟ । ଏଣିକି କୁନି କୁନି ପିଲାଙ୍କ ପାଠପଢ଼ା ଏବଂ ସ୍ୱାସ୍ଥ୍ୟର ଯତ୍ନ ନେବେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ । ଶିଶୁ ଶିକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ୟୁଜିସି ଏହି ନିର୍ଦ୍ଦେଶନାମା ଜାରି କରିଛି ।ବିଶ୍ୱବିଦ୍ୟାଳୟ କରିବେ ମେଣ୍ଟରସିପ୍ । ପ୍ରତି!-->…
ଆସନ୍ତା ଏପ୍ରିଲ ୨୭ ତାରିଖ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ
ଖରା ଛୁଟି ପୂର୍ବରୁ ସବୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ମିଳିବ | ଆସନ୍ତା ଏପ୍ରିଲ ୨୭ ତାରିଖ ସୁଦ୍ଧା ରାଜ୍ୟର ଶିଶୁବାଟିକାରୁ ନେଇ ମାଟ୍ରିକ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମିଳିବ ୟୁନିଫର୍ମ । ପୋଷାକର ଗୁଣାବତ୍ତା ଯାଞ୍ଚ ହେବ । ଏନେଇ ସ୍ୱତନ୍ତ୍ର ଗାଇଡଲାଇନ୍ ଜାରି କରିଛନ୍ତି ଓଡ଼ିଶା!-->…
କାଳବୈଶାଖୀ ତାଣ୍ଡବରୁ ମିଳିବ ଆଶ୍ୱସ୍ତି, ୧୨ରୁ ପାରଦ ଉପରମୁହାଁ
ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ ପ୍ରଭାବ । ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିଛି। ବର୍ଷା ସମ୍ଭାବନା ବି ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତାକାଲି ବି କାଁ ଭାଁ କାଳବୈଶାଖୀ ବର୍ଷା ହେବ!-->…
ଆଜି ଆସାମ, କେରଳ ଓ ପୁଡୁଚେରୀରେ ବିଧାନସଭା ନିର୍ବାଚନ
ଆଜି ଆସାମ, କେରଳ ଓ ପୁଡୁଚେରୀରେ ବିଧାନସଭା ନିର୍ବାଚନ। ୨ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୨୯୬ ଆସନରେ ଭୋଟ୍ ଗ୍ରହଣ ହେଉଛି । ୧୮୯୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର।ଆସାମର ୧୨୬ ଆସନରେ ହେଉଛି ମତଦାନ। ପୁଡୁଚେରୀର ୩୦ଟି ଆସନ ପାଇଁ ହେଉଛି ଲଢେଇ। କେରଳର ୧୪୦ ଆସନ!-->…
ଓଡ଼ିଆପକ୍ଷ ” ପାଳନ ଅବସରରେ ଚୌଦ୍ୱାର ମହାବିଦ୍ୟାଳୟରେ ପାରମ୍ପରିକ ଖାଦ୍ୟ ପରିବେଷଣ ।।
ଆମ ଉତ୍କଳୀୟ ପରମ୍ପରା ଓ ଗୌରବମୟ ସଂସ୍କୃତିରେ ପୁରାଣରୁ ଆଜି ଯାଏ ପାରମ୍ପରିକ ଖାଦ୍ୟ ଓ ବ୍ୟଞ୍ଜନ ସବୁଠାରୁ ନିଆରା ଓ ସ୍ବତନ୍ତ୍ର ସ୍ବାଦଯୁକ୍ତ । ଓଡିଆ ଖାଦ୍ୟ ଓଡିଶାରେ ହେଉ କିମ୍ବା ଭାରତରେ ହେଉ କିମ୍ବା ବିଦେଶ ମାଟିରେ ହେଉ ଓଡିଆଣୀ ମାଆର ମାଟି ହାଣ୍ଡିରେ ହାତ ରନ୍ଧା ଓଡିଆ ଖାଦ୍ୟର!-->…
ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ଗ୍ୟାସ ସିଲିଣ୍ଡର
୫ କେଜି ଗ୍ୟାସ ବିତରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା । ୫ କେଜି ଏଲପିଜି ଗ୍ୟାସ ପ୍ରଚୁର ମାତ୍ରାରେ ଉପଲବ୍ଧ ହେବ । ଗ୍ୟାସ କମ୍ପାନୀମାନେ ଉପଲବ୍ଧ କରାଇବେ । ଭାରତ ସରକାରଙ୍କର ଫ୍ରି ଟ୍ରେଡ଼ ଏଲପିଜି ସ୍କିମ ମାଧ୍ୟମରେ ଏହା ଉପଲବ୍ଧ ହେବ । ପେଟ୍ରୋଲ ପମ୍ପରେ ବି ମିଳିପାରିବ ପାଞ୍ଚ କେଜି!-->…
ସଂସଦୀୟ ଦଳ ନେତା ପଦରୁ ସସ୍ମିତଙ୍କ ଇସ୍ତଫା
ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା। ଇସ୍ତଫା ପତ୍ର ବିଜେଡି ସଭାପତି ନବୀନଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର।ଇସ୍ତଫାର ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନ ଥିଲେ ମଧ୍ୟ, ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି।ସସ୍ମିତ ପାତ୍ରଙ୍କ ଇସ୍ତଫା ପରେ ଏବେ ରାଜ୍ୟ ସଭାରେ ଦଳର!-->…