Browsing Category

ଆଜିର ଖବର

 ଏୟାର ଇଣ୍ଡିଆର ହାତ ଛାଡିଦେଲେ ସିଇଓ !ଇସ୍ତଫା ଦେବା ପଛର କାରଣ କଣ ?

ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତଥାପି, ତାଙ୍କ ଉତ୍ତରାଧିକାରୀ ନିଯୁକ୍ତି ପ୍ରକ୍ରିୟା ସମାପ୍ତ ନହେବା

ରାଜ୍ୟ ସରକାର ଜାରି କଲେ ଜରୁରୀ ନିର୍ଦ୍ଦେଶ! ସ୍କୁଲ୍‌ରେ ଛାତ୍ରୀଙ୍କ ପାଇଁ ମାଗଣା ସାନିଟାରୀ ନ୍ୟାପକିନ୍ ବଣ୍ଟନ

ଓଡ଼ିଶା ସରକାରଙ୍କ ତରଫରୁ ସ୍କୁଲ୍ ସାନିଟେସନ୍ ଓ ମାସିକ ଋତୁସ୍ରାବକୁ ନେଇ ଆଲ୍ ହାଇଜିନ୍‌ ଉପରେ ଜରୁରୀ ନିର୍ଦ୍ଦେଶ ଜାରି ହୋଇଛି। ଛାତ୍ରଛାତ୍ରୀଙ୍କ ପାଇଁ ସୁରକ୍ଷିତ ଓ ସମାନତାମୂଳକ ଶିକ୍ଷା ପରିବେଶ ସୃଷ୍ଟି କରିବା ଲକ୍ଷ୍ୟରେ ସରକାର ସମସ୍ତ ଜିଲ୍ଲା କଲେକ୍ଟରମାନଙ୍କୁ ସ୍କୁଲ୍‌ରେ ଆଲ୍

‘ଅମରାବତୀ’ ଆନ୍ଧ୍ର ପ୍ରଦେଶର ନୂଆ ରାଜଧାନୀ

'ଅମରାବତୀ' ଏବେ ଆନ୍ଧ୍ରପ୍ରଦେଶର ଏକମାତ୍ର ରାଜଧାନୀ । ସ୍ଥାୟୀ ରାଜଧାନୀ ଭାବେ ଆଇନଗତ ସ୍ୱୀକୃତି ମିଳିଛି । ସଂସଦରେ ପାରିତ ହେବା ପରେ ଆନ୍ଧ୍ରପ୍ରଦେଶ ପୁର୍ନଗଠନ ସଂଶୋଧନ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ମିଳିଛି । ରାଜ୍ୟ ବିଭାଜନ ହେବାରେ ୧୨ ବର୍ଷ ପରେ ଅମରାବତୀ ଆନୁଷ୍ଠାନିକ ଭାବେ

ପଶ୍ଚିମବଙ୍ଗରେ ୯୧ ଲକ୍ଷ ଲୋକଙ୍କ ପରିଚୟ ସଙ୍କଟରେ, ଭୋଟର ତାଲିକାରୁ ନାମ ଗାଏବ୍

ଚଳିତ ବର୍ଷ ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଭୋଟର ତାଲିକା ସମ୍ପର୍କରେ ଏକ ବଡ ଅପଡେଟ୍ ସାମ୍ନାକୁ ଆସିଛି। ନିର୍ବାଚନ କମିଶନ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅଧୀନରେ ଏକ ନୂତନ ଭୋଟର ତାଲିକା ପ୍ରକାଶ ପାଇଛି। ଯେଉଁଥିରେସାରା ରାଜ୍ୟରୁ ୯୦ ଲକ୍ଷରୁ ଅଧିକ ଭୋଟରଙ୍କ

ଦୈନିକ ୫ କିଲୋଗ୍ରାମ FTL ଗ୍ୟାସ ସିଲିଣ୍ଡର ଯୋଗାଣକୁ ଦ୍ୱିଗୁଣିତ କରିବାକୁ ନିର୍ଦ୍ଦେଶ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦେଶରେ ଏଲ୍‌ପିଜି ଗ୍ୟାସ୍ ସଙ୍କଟ ଦେଖା ଦେଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖି ନିର୍ଦ୍ଦେଶ ଜାରି କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ପ୍ରବାସୀ

ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ

ଦେହ ଓ ମନ ଭଲ ନ ରହିଲେ, ମଣିଷ ଠିକ୍ ଭାବରେ ଜୀବନ ଧାରଣ କରିପାରିବ ନାହିଁ। ସ୍ବାସ୍ଥ୍ୟ ମଣିଷର ମୌଳିକ ଆବଶ୍ୟକତା ଓ ଅଧିକାର ମଧ୍ୟ। ଶାରୀରିକ, ମାନସିକ ଓ ସାମାଜିକସ୍ତରରେ ଜଣେ ସୁସ୍ଥ ରହିବା ନିହାତି ଆବଶ୍ୟକ। ଏହି ପରିପ୍ରେକ୍ଷୀରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ତରଫରୁ ପ୍ରତିବର୍ଷ ଏପ୍ରିଲ୍ ୭

ଝଲସିବ ପୁରୀ ଶ୍ରୀମନ୍ଦିର; ଆଲୋକୀକରଣ ପାଇଁ ଖର୍ଚ୍ଚ ହେବ ୧୭ରୁ ୧୮ କୋଟି

ଶ୍ରୀମନ୍ଦିରକୁ କରାଯିବ ଆକର୍ଷଣୀୟ ଆଲୋକୀକରଣ । ୧୭ରୁ ୧୮ କୋଟି ଟଙ୍କାରେ ହେବ ଆଲୋକୀକରଣ ବ୍ୟବସ୍ଥା । ଭକ୍ତ ପାଇବେ ନୂଆ ଆଧ୍ୟାତ୍ମିକ ଅନୁଭୂତି । ଶ୍ରୀମନ୍ଦିର ସହିତ ଭିତର ବେଢାରେ ଥିବା ପାର୍ଶ୍ବ ଦେବାଦେବୀ ମନ୍ଦିର ଗୁଡିକରେ ମଧ୍ୟ ସୁନ୍ଦର ଭାବେ କରାଯିବ ଆଲୋକୀକରଣ । ଶ୍ରୀମନ୍ଦିର ଚାରି

ଡେଡଲାଇନ ପୂର୍ବରୁ ଟ୍ରମ୍ପଙ୍କ କଠୋର ଧମକ,ଇରାନ୍ ଉପରେ ଭୟଙ୍କର ଆକ୍ରମଣ ହେବ

ଆଜି ସରୁଛି ଇରାନକୁ ଟ୍ରମ୍ପଙ୍କ ଡେଡଲାଇନ । ୮ଟା ଯାଏ ଡେଡଲାଇନ୍ ଦେଇଛନ୍ତି ଟ୍ରମ୍ପ । ଇରାନ ହର୍ମୁଜ ପ୍ରଣାଳୀ ନ ଖୋଲିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ! । କଣ୍ଟ ପୂରିବା ପରେ ଭୟଙ୍କର ଆକ୍ରମଣ କରିବ ଆମେରିକା । ଯଦି ତେହରାନ୍ ଚୁକ୍ତି ନ କରେ କିମ୍ବା ହର୍ମୁଜ୍ ପ୍ରଣାଳୀ ଖୋଲିବାକୁ

ଓଡ଼ିଆ ପକ୍ଷ ” ଆନୁକୂଲ୍ୟରେ ଚୌଦ୍ୱାର ମହାବିଦ୍ୟାଳୟର ଅଗଣା ସଫାଇ କାର୍ଯ୍ୟକ୍ରମ

ଓଡ଼ିଆ ପକ୍ଷ ପାଳନ ଅବସରରେ ଚୌଦ୍ୱାର ମହାବିଦ୍ୟାଳୟର ପରିସରରେ ଏକ ସମୂହ ଅଗଣା ସଫାଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଥିଲା ପରିବେଶ ସଚେତନତା ବୃଦ୍ଧି କରିବା ସହ ଛାତ୍ରଛାତ୍ରୀମାନଙ୍କ ମନରେ ସ୍ୱଚ୍ଛତା ପ୍ରତି ଦାୟିତ୍ବବୋଧ ସୃଷ୍ଟି କରିବା।

୪ଦିନ କାଳବୈଶାଖୀ ଆଶଙ୍କା ।ସପ୍ତାହେ ଯାଏଁ ବଢିବନି ତାତି

୪ଦିନ କାଳବୈଶାଖୀ ଆଶଙ୍କା । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,

ନବ ନିଯୁକ୍ତ କୁଳପତି ପ୍ରଫେସର ମହେନ୍ଦ୍ର ମହାନ୍ତିଙ୍କୁ ବିଭିନ୍ନ ମହଲରୁ ସ୍ୱାଗତ

ମାହାଙ୍ଗା -୬/୪ ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତିଙ୍କୁ ମହାରାଜ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି l ମାହାଙ୍ଗା ବ୍ଲକର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭଗବତୀ ବିଦ୍ୟାପୀଠ ଶୁକ୍ଳେଳେଶ୍ୱରର ପୁରାତନ ଛାତ୍ର ଅଟନ୍ତି l ଆଇଆଇଟି ଖଡ଼କପୁରରୁ

୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ

୧୪ ବିଶ୍ୱବିଦ୍ୟାଳୟ ପାଇଁ ସୋମବାର କୁଳପତି ନିଯୁକ୍ତ ହୋଇଛନ୍ତି। ରାଜ୍ୟପାଳ ତଥା କୁଳାଧିପତିଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାର ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି କରିଛନ୍ତି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ୧) ପ୍ରଫେସର ଚଣ୍ଡୀପ୍ରସାଦ ନନ୍ଦ – ଉତ୍କଳ