Browsing Category

ଆଜିର ଖବର

ଆଦର୍ଶ ଶିକ୍ଷକଙ୍କ ବିୟୋଗରେ ଶୋକ

ମାହାଙ୍ଗା -୪/୪ (ଆପ୍ର)ମାହାଙ୍ଗା ବ୍ଲକ କୁସୁପୁର ଗ୍ରାମର ମୁରବୀ, ଆଦର୍ଶ ଶିକ୍ଷକ, ସଂସ୍କୃତିପ୍ରେମୀ ଯାଦବାନନ୍ଦ ଯେନାଙ୍କ ୮୪ ବର୍ଷ ବୟସରେ କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି lଯାଦବାନନ୍ଦଙ୍କ ବିୟୋଗରେ ମାହାଙ୍ଗା ବଡ଼ଚଣା ଅଂଚଳରେ ଶୋକରଛାୟା ଖେଳିଯାଇଛି l ଗ୍ରାମ୍ୟ ଶ୍ମାଶନରେ ଆଜି

ଏଣିକି ଓଡ଼ିଆରେ ନାମଫଳକ ମାରିବା ବାଧ୍ୟତାମୂଳକ

ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତାମୂଳକ। ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ ହେବେ। ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଏହାକୁ କଡ଼ାକଡ଼ି ଭାବେ ପାଳନ

୧୯୯୪ ମସିହାରୁ ଥିଲେ ନିଖୋଜ, ୩୨ ବର୍ଷ ପରେ ମିଳିଲା ପତ୍ତା

ଆମେରିକାର ଆରିଜୋନାରୁ ଏକ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ଯାହା ସମଗ୍ର ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦେଇଛି।ଆମେରିକା ଆରିଜୋନା ଅନ୍ତର୍ଗତ ଷ୍ଟାର୍ ଭ୍ୟାଲିରୁ ୧୯୯୪ ମସିହାରେ ମାତ୍ର ୧୩ ବର୍ଷ ବୟସରେ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା କ୍ରିଷ୍ଟିନା ମାରି ପ୍ଲାଣ୍ଟେ ଦୀର୍ଘ ୩୨ ବର୍ଷ ପରେ

ଘରୋଇ ସ୍କୁଲ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଘରୋଇ ସ୍କୁଲ ମନମାନୀ କଲେ କାର୍ଯ୍ୟାନୁଷ୍ଠାନ ହେବ । ଏପରି ଚେତାବନୀ ଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସବୁ ଘରୋଇ ସ୍କୁଲ ସରକାରୀ ନିୟମ ମାନିବା ଜରୁରୀ । ଏନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହେବ । ଯଦି କୌଣସି ସ୍କୁଲ ବିରୋଧରେ ଅଭିଯୋଗ ଆସିବ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି

ବିଶ୍ୱସ୍ତରୀୟ ହେବ ଓଡ଼ିଶା ପର୍ଯ୍ୟଟନ

ସବୁ ବିଭାଗ ପର୍ଯ୍ୟଟନକୁ ଫୋକସ କରିବାକୁ ସଚିବ ସ୍ତରୀୟ ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶ । ପର୍ଯ୍ୟଟନ କ୍ଷେତ୍ରରେ କେଉଁ ବିଭାଗ କଣ ଯୋଗ ଦାନ କରିପାରିବ ସେନେଇ ସଚିବ ସ୍ତରୀୟ ବୈଠକର ଆଲୋଚନା କରିଛନ୍ତି ଅନୁ ଗର୍ଗ।ଯେପରି ପର୍ଯ୍ୟଟକଙ୍କ ପ୍ରଥମ ପସନ୍ଦ ଓଡ଼ିଶା ହେବ ସେ

ବିଭିନ୍ନ ଜିଲ୍ଲା ବୁଲିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ

ବିଭିନ୍ନ ଜିଲ୍ଲା ବୁଲିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜିଲ୍ଲା ଗସ୍ତରେ ଯିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଅକ୍ଟୋବର, ନଭେମ୍ବରରୁ ନବୀନ ପଟ୍ଟନାୟକ ଜିଲ୍ଲାରୁ ଜିଲ୍ଲା ବୁଲି ପୁଣି ସଂଗଠନକୁ ତୃଣମୂଳ ସ୍ତରରୁ ସଂଗଠିତ କରିବାକୁ ଚେଷ୍ଟା କରିବେ ।

ବଡ଼ ଘୋଷଣା: ଶିଶୁବାଟିକାରେ ମିଶିବ ଅଙ୍ଗନବାଡ଼ି- ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଶିଶୁବାଟିକାରେ ପର୍ଯ୍ୟାୟ କ୍ରମେ ମିଶିବ ସମସ୍ତ ଅଙ୍ଗନବାଡ଼ି। ଖଡ଼ିଛୁଆଁ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦେଲେ ବଡ଼ ସୂଚନା। ଏଣିକି ଶିଶୁବାଟିକାରୁ ପ୍ରାଥମିକ ଶିକ୍ଷା ଗୋଟିଏ ଛାତ ତଳେ ରହିବ।ପ୍ରାଥମିକ ଶିକ୍ଷାକୁ ଦୃଢ କରିବାକୁ ପ୍ରତି ଗାଁରେ ହେବ ମଡେଲ ସ୍କୁଲ୍ । ୫ ଏକର ଜାଗାରେ

ଦରକାର ଥିଲା ପୁଅ, ପତ୍ନୀ ଏବଂ ଦୁଇ ଝିଅକୁ ହତ୍ୟା କଲା ବାପା

ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ଏକ ସୁଇମିଂ ପୁଲରେ ବୁଡ଼ାଇ ଦେଇଥିବା ଅଭିଯୋଗ ହୋଇଛି । ଖବର ମୁତାବକ, ଅଜରୁଦ୍ଦିନ ପ୍ରେମ ବିବାହ କରିଥିଲେ । ସେ ପୁଅ ଚାହୁଁଥିଲେ,

ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ  ମିଳିଲା ଜଙ୍ଗଲ ଜମି ମଞ୍ଜୁରୀ

ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ସବୁଜ ସଙ୍କେତ ମିଳିଛି । ଏହି ବହୁ ପ୍ରତିକ୍ଷିତ ପ୍ରକଳ୍ପ ପାଇଁ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ଜମି ବ୍ୟବହାର ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି ।ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ରାଜ୍ୟ

ଦିନକୁ ଦିନ ଭୟଙ୍କର ରୂପ ନେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ। ସୃଷ୍ଟି ହେବ ବଡ଼ ଖାଦ୍ୟ ସଂକଟ: ଏଫ୍‌ଏଓର ଚେତାବନୀ

ଦିନକୁ ଦିନ ଭୟଙ୍କର ରୂପ ନେଉଛି ମଧ୍ୟପ୍ରାଚ୍ୟ ଯୁଦ୍ଧ। ମଧ୍ୟପ୍ରାଚ୍ୟ ଏବେ ଏକ ଭୟଙ୍କର ଅର୍ଥନୈତିକ ଯୁଦ୍ଧର ସମ୍ମୁଖୀନ ହୋଇଛି । ଇରାନ ପ୍ରତିରକ୍ଷା ବାହିନୀ କୁଏତ ଓ ୟୁଏଇର ଶକ୍ତି କେନ୍ଦ୍ର, ଜଳ ବିଶୋଧନ କେନ୍ଦ୍ରଗୁଡ଼ିକୁ ଯୋଜନାବଦ୍ଧ ଭାବେ ଟାର୍ଗେଟ କରି ଭୀଷଣ କ୍ଷୟକ୍ଷତି ଘଟାଇଛି ।

ଆମେରିକୀୟ ଯୁଦ୍ଧ ବିମାନ ଏଫ୍-୧୫-ଇ ଏବଂ ଏ-୧୦ କୁ ଇରାନରେ ଖସାଇ ଦିଆଯିବା ଘଟଣା ଉପରେ ଟ୍ରମ୍ପଙ୍କର ପ୍ରଥମ ପ୍ରତିକ୍ରିୟା

ଆମେରିକୀୟ ଯୁଦ୍ଧ ବିମାନ ଏଫ୍-୧୫-ଇ ଏବଂ ଏ-୧୦ କୁ ଇରାନରେ ଖସାଇ ଦିଆଯିବା ଘଟଣା ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡଟ୍ରମ୍ପ ତାଙ୍କର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଯୁଦ୍ଧ ବିମାନ ଖସିବା ଯୋଗୁଁ ଇରାନ ସହିତ ଚାଲିଥିବା ଆଲୋଚନା ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଏହା

ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

ସ୍କୁଲ ପ୍ରବେଶ ଅବସରରେ କୁନି କୁନି ପିଲାଙ୍କୁ ଶନିବାର ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଥିପାଇଁ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଖଡି ଛୁଆଁଇଛନ୍ତି। ଏହି ଅବସରରେ କୁନି କୁନି ପିଲାଙ୍କ ସହ ଭାବ ବିନିମୟ ପରେ ଖଡ଼ି