Browsing Category

ଆଜିର ଖବର

କୂଅରେ ଖସିପଡ଼ିଲା କାର, ୯ ମୃତ

ପାଣି ଭର୍ତ୍ତି କୂଅରେ ଖସିପଡ଼ିଲା କାର। ନିଶ୍ଚିହ୍ନ ହୋଇଗଲା ପୂରା ପରିବାର। ମହାରାଷ୍ଟ୍ରର ନାସିକର ଡିଣ୍ଡୋରିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି।ସୂଚନା ଅନୁଯାୟୀ, ସମସ୍ତ ମୃତକ ଦାରାଗୋଡ଼େ ପରିବାରର ସଦସ୍ୟ। ଡ୍ରାଇଭର ଗାଡ଼ିଉପରୁ ନିୟନ୍ତ୍ରଣ

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଶନିବାର ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୬ଟାରେ ବସିବ ରାଜ୍ୟ କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଶନିବାର ବସିବାକୁ ଥିବା କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ

 ଚୋର ସହ ଠେଲାପେଲା ବେଳେ ଛାତରୁ ପଡି ଯୁବକ ମୃତ

ଭୁବନେଶ୍ବରରେ ଦେଖାଦେଇଛି ଚାଞ୍ଚଲ୍ୟ । ଛାତରୁ ଖସିପଡି ଯୁବକଙ୍କର ହୋଇଛି ମୃତ୍ୟୁ । ନିର୍ମାଣଧୀନ କୋଠାର ଛାତରୁ ପଡି ଯୁବକଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ସହିଦନଗର ଅଞ୍ଚଳରେ ଘରେ ଚୋର ପଶିଥିଲା । ଚୋରକୁ ଧରିବା ପାଇଁ ପରିବାର ଲୋକେ ପ୍ରୟାସ କରିଥିଲେ । ହେଲେ ଚୋର ମୋବାଇଲ ଧରି ଫେରାର

ପାଟିରେ ପଶିଗଲା ଜିଅନ୍ତା ମାଛ , ଚାଲିଗଲା ଯୁବକ ଜୀବନ

ବାଙ୍ଗିରିପୋଷିରେ ଘଟିଛି ଅଭାବନୀୟ ଘଟଣା । ଯାହାକୁ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ ।ମୃତକ ଜଣଙ୍କ ହେଲେ ଉକ୍ତ ଗ୍ରାମର ପ୍ରଫୁଲ୍ଲ କୁମାର ବିଜୁଳି ଙ୍କ ପୁଅ ଅବିନାଶ ବିଜୁଳି । ଆଜି ମଧ୍ୟାହ୍ନ ୨ଟାରେ ଅବିନାଶ ବିଜୁଳି ଗାଁ ପୋଖରୀରୁ ମାଛ ଧରିବା ସମୟରେ ତାଙ୍କ ପାଟିରେ ମାଛ ପଶିଯାଇଥିଲା ।

ବର୍ଷା ଋତୁ ପୂର୍ବରୁ ସବୁ ସହରକୁ PNG ସଂଯୋଗ କାର୍ଯ୍ୟ ସାରିବାକୁ ସରକାର ଚେଷ୍ଟା କରୁଛନ୍ତି : କୃଷ୍ଣଚନ୍ଦ୍ର ମହାପାତ୍ର

PNG ସଂଯୋଗ ନେଇ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ବଡ଼ ସୂଚନା । କହିଲେ ଓଡ଼ିଶାରେ ସବୁ ସହରକୁ ପାଇପ ଗ୍ୟାସ ଲାଇନ୍ ସଂଯୋଗ ନେଇ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ସବୁ ମହାନଗର ନିଗମ ସହିତ ଅନୁଗୁଳ, ଢେଙ୍କାନାଳ ଭଳି ବଡ ବଡ ସହରରେ ପ୍ରାୟ କାମ ସରିଲାଣି। ଯେଉଁ ସହର ରହିଯାଇଛି ସେଠାରେ କାମ

Gmail ଆଣିଛି ବଢ଼ିଆ ଖବର । ଏବେ ବଦଲାଇପାରିବେ ନିଜ ID ନାମ

Gmail ର ୟୁଜର୍ସମାନେ ପୁରୁଣା Gmail ଆଡ୍ରେସ୍ ପରିବର୍ତ୍ତନ କରିପାରିବେ । ଏହାର ଅର୍ଥ ହେଉଛି ଯଦି ଆପଣ ୨୦୦୪ ରେ ଲଞ୍ଚ ହେବା ପରଠାରୁ ଆପଣଙ୍କର ପୁରୁଣା Gmail ଆଡ୍ରେସ୍ ବ୍ୟବହାର କରୁଛନ୍ତି, ତେବେ ଆପଣ ଏବେ ଏହାକୁ ପରିବର୍ତ୍ତନ କରିପାରିବେ ଏବଂ ନିଜର ଇମେଲ୍ ଆଡ୍ରେସ୍ କ୍ରିଏଟ୍ କରିପାରିବେ

NCERTକୁ ମିଳିଲା ଡିମ୍ଡ୍ ୟୁନିଭରସିଟି ମାନ୍ୟତା

ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT)କୁ ଆନୁଷ୍ଠାନିକ ଭାବରେ ‘ଡିମ୍ଡ-ଟୁ-ବି ବିଶ୍ୱବିଦ୍ୟାଳୟ’ର ମାନ୍ୟତା ପ୍ରଦାନ କରିବାକୁ ପ୍ରସ୍ତୁତ।ଏହା NCERTକୁ

ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ 

ଓଡିଶା ସରକାର ସମସ୍ତ ସରକାରୀ କୋଠା ପ୍ରକଳ୍ପ ପାଇଁଅଗ୍ନି ନିରାପତ୍ତା ବ୍ୟବସ୍ଥା ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ପର୍ଯ୍ୟାପ୍ତ ଅଗ୍ନି ନିବାରଣ ଏବଂ ନିୟନ୍ତ୍ରଣ ବ୍ୟବସ୍ଥା ବିନା କୌଣସି ନିର୍ମାଣ ପ୍ରକଳ୍ପକୁ ଅନୁମୋଦନ ମିଳିବ ନାହିଁ। ଓଡିଶା ପୂର୍ତ୍ତ ବିଭାଗ ଦ୍ୱାରା ଜାରି ନିର୍ଦ୍ଦେଶାବଳୀ

କୈବର୍ତ୍ତ ବସ୍ତିରେ ଚଇତି ପର୍ବ, କଲ୍ୟାଣପୁର ଉତ୍ସବ ମୁଖର !

ମାହାଙ୍ଗା -୩/୪ (ଆପ୍ର) କୈବର୍ତ୍ତ ସମ୍ପ୍ରଦାୟ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଇତି ପର୍ବ ଆୟୋଜନ ହୋଇଥିବା ବେଳେ,ଚଳିତ ବର୍ଷ ମାହାଙ୍ଗା ବ୍ଲକ କୁହୁଣ୍ଡା ପଂଚାୟତ ଅନ୍ତର୍ଗତ କଲ୍ୟାଣପୁର ଗ୍ରାମରେ ଏହି ଚଇତି ଉତ୍ସବ ବେଶ ଧୁମ ଧାମରେ ପାଳିତ ହେବା ଦେଖିବାକୁ ମିଳିଥିଲା lଏହି ଚଇତି ଉତ୍ସବରେ ଶହଶହ

ଗ୍ୟାସ୍ କଳା ବଜାର ରୋକିବାକୁ ବାୟୋମେଟ୍ରିକ ବାଧ୍ୟତାମୂଳକ କରାଯାଇଛି

ଇରାନ ଯୁଦ୍ଧ ପାଇଁ ଭାରତରେ ଏଲ୍‌ପିଜି ସଙ୍କଟ ଦେଖାଦେଇଥିବା ବେଳେ ପିଏନ୍‌ଜି ଗ୍ୟାସ୍ ସଂଯୋଗ ଉପରେ ସରକାର ଗୁରୁତ୍ବ ଦେଉଛନ୍ତି। ଏପରିସ୍ଥଳେ ଏଲପିଜି ସିଲିଣ୍ଡର କଳାବଜାରୀ ରୋକିବାକୁ ତୈଳ ଓ ଗ୍ୟାସ କମ୍ପାନୀଙ୍କ ପକ୍ଷରୁ ଗ୍ରାହକଙ୍କ ବାୟୋମେଟ୍ରିକ (ଆଙ୍ଗୁଠି ଓ ଆଖିର ସ୍କାନ) ବ୍ୟବସ୍ଥାକୁ

ଭାରତ-ରୁଷ୍‌ ଦ୍ବିପାକ୍ଷିକ କଥାବାର୍ତ୍ତା: ଅଧିକ ତୈଳ ଓ ପ୍ରାକୃତିକ ଗ୍ୟାସ୍‌ ଯୋଗାଣ କରିବାକୁ ପ୍ରସ୍ତାବ ଦେଲା…

ଭାରତ-ରୁଷ୍‌ ଦ୍ବିପାକ୍ଷିକ କଥାବାର୍ତ୍ତା ପରେ ମସ୍କୋ ଭାରତକୁ ଅଧିକ ତୈଳ ଓ ପ୍ରାକୃତିକ ଗ୍ୟାସ୍‌ ଯୋଗାଣ କରିବାକୁ ପ୍ରସ୍ତାବ ଦେଇଛି। ଗୁରୁବାର ରୁଷର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ଡେନିସ୍ ମାନ୍ତୁରୋଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବିଦେଶ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ଭେଟି ଶକ୍ତି

ଅବକାରୀ ବିଭାଗର ନୂଆ ଗାଇଡଲାଇନ୍ : ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ

ଅବକାରୀ ବିଭାଗର ନୂଆ ଗାଇଡ ଲାଇନ । ଟେଟ୍ରା ପ୍ୟାକରେ ମିଳିବ ମଦ । ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର । ୧୮୦ ମିଲି ଯାଏଁ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ । ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ ନାହିଁ । ରାଜ୍ୟର ଅନ୍ୟାନ୍ୟ ବେଲାଭୂମିରେ ଓଟିଡିସିକୁ ବିକ୍ରି