Browsing Category
ଆଜିର ଖବର
ଆଠଗଡ ରେ ଉପଖଣ୍ଡସ୍ତରୀୟ ଓଡିଶା ଦିବସ ପାଳନ ।
ଆଠଗଡ : ୦୧/୦୪ (ମାନସ ରଞ୍ଜନ ସାହୁ)ଆଠଗଡ଼ ପଞ୍ଚାୟତ ସମିତି ସମ୍ମିଳନ କକ୍ଷରେ ଆଜି ୯୦ତମ ଉପଖଣ୍ଡସ୍ତରୀୟ ଓଡିଶା ଦିବସ ସମାରୋହ ଉତ୍ସାହ ଓ ଗରିମାମୟ ପରିବେଶରେ ପାଳିତ ହୋଇଯାଇଛି। ଦିବସର ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ବିଜ୍ଞାପିତ!-->…
ମାହାଙ୍ଗାରେ ଉତ୍କଳ ଦିବସ ସମାରୋହ
ମାହାଙ୍ଗା -୧/୪ (ଆପ୍ର) ସାରସ୍ୱତ ସେବାମଞ୍ଚ ମାହାଙ୍ଗା ଆନୁକୂଲ୍ୟରେ ୯0 ତମ ଉତ୍କଳ ଦିବସ ସମାରୋହ ବରାହୀପୁର ବିକାଶ ଭବନ ପ୍ରାଙ୍ଗଣରେ ଡକ୍ଟର ଭାବଗ୍ରାହୀ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି lଉତ୍କଳକୁ ଏକ ଭାଷା ଭିତ୍ତିକ ସ୍ୱତନ୍ତ୍ର ରାଜ୍ୟ ଭାବରେ ଗଢି ତୋଳିବା ପାଇଁ ବର୍ଷ ବର୍ଷ!-->…
ଓଡ଼ିଶାରେ ଖାଇବା ତେଲର ମୂଲ୍ୟ ୧୫ ଟଙ୍କାକୁ ବୃଦ୍ଧି
ଓଡ଼ିଶାରେ ପାମ୍ ତେଲ, ସୂର୍ଯ୍ୟମୁଖୀ ତେଲ ଏବଂ ସୋରିଷ ତେଲ ସମେତ ଖାଇବା ତେଲର ମୂଲ୍ୟ ବୃଦ୍ଧି ପାଇଛି। ଅନ୍ତର୍ଜାତୀୟ ବଜାରରେ ପାମ୍ ତେଲର ଅଧିକ ଚାହିଦା ଥିବାରୁ, ପାମ୍ ତେଲର ମୂଲ୍ୟ ବୃଦ୍ଧି ପାଉଛି।ଓଡ଼ିଶାରେ ପାମ୍ ତେଲର ମୂଲ୍ୟ ଲିଟର ପିଛା ୧୦ ଟଙ୍କା ବୃଦ୍ଧି ପାଇଛି ଯେତେବେଳେ ଅନ୍ୟାନ୍ୟ!-->…
ଭୁବନେଶ୍ବରରେ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଆଜି ଭୁବନେଶ୍ୱର ବାବା ସାହେବ ଆମ୍ୱେଦକର ବସ୍ ଟର୍ମିନାଲ ବରମୁଣ୍ଡା ଠାରେ VFS ଗ୍ଲୋବାଲ ଦ୍ୱାରା ପରିଚାଳିତ ନୂତନ ଭିସା ଆବେଦନ କେନ୍ଦ୍ରର ଉଦ୍ଘାଟନ କରିଛନ୍ତି । ପୂର୍ବରୁ ରାଜ୍ୟବାସୀଙ୍କୁ ଏହି ସେବା ପାଇଁ କଲିକତା ଓ ହାଇଦ୍ରାବାଦ ଉପରେ ନିର୍ଭର!-->…
ଆଜିଠୁ ବାଧ୍ୟତାମୂଳକ E20 ପେଟ୍ରୋଲ
ସ୍ୱଚ୍ଛ ପରିବହନ ଦିଗରେ ଭାରତ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି, ୧ ଏପ୍ରିଲ ୨୦୨୬ରୁ ସାରା ଦେଶରେ ଇ୨୦ ପେଟ୍ରୋଲ ବିକ୍ରି ଆରମ୍ଭ ହୋଇଛି।ଆଜିଠୁ ଆପଣ ଗାଡ଼ିରେ ଯେଉଁ ତେଲ ପକାଇବେ ସେଥିରେ ୮୦ ପ୍ରତିଶତ ପେଟ୍ରୋଲ ଓ ୨୦ ପ୍ରତିଶତ ଇଥାନଲ ରହିବ। ଭୟଙ୍କର ତୈଳ ସଙ୍କଟ ସମୟରେ E20 ପେଟ୍ରୋଲ ବିକ୍ରିକୁ!-->…
ସମାଜସେବୀ କାଁହୁ ଚରଣ ଦାଶ ଙ୍କ ଦ୍ୱାଦଶ ଉପଲକ୍ଷେ ସ୍ମୁତି ସଭା ଅନୁଷ୍ଠିତ
ଜଗତସିଂହପୁର ବ୍ଲକ ମୁଦୁପୁର ପଞ୍ଚାୟତ ସ୍ଥିତ ତଇଲା ଗ୍ରାମର ବିଶିଷ୍ଟ ସମାଜସେବୀ, ମିଷ୍ଟଭାସି, ପରୋପକାରୀ, ସମାଜ ସଂସ୍କାରକ, ଜଗନ୍ନାଥ ପ୍ରେମୀ କାହ୍ନୁ ଚରଣ ଦାଶ ଙ୍କ ଦ୍ୱାଦଶ ଉପଲକ୍ଷେ ଜନ୍ମମାଟି ତଇଲା ଠାରେ ସ୍ମୁତି ସଭା ଅନୁଷ୍ଠିତ ହୋଇଯାଇଛି | ବରିଷ୍ଟ କଂଗ୍ରେସ ନେତା ତଥା ପୂର୍ବତନ!-->…
ଆସନ୍ତା ୫ ଦିନ ରାଜ୍ୟରେ ହେବ ପ୍ରବଳ ଗରମ
ଦିନରେ ହେବ ପ୍ରବଳ ଗରମ । ସନ୍ଧ୍ୟାରେ ହେବ ବର୍ଷା । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୫ ଦିନ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, ନୂଆପଡ଼ା ଓ ନବରଙ୍ଗପୁରର କିଛି କିଛି ସ୍ଥାନରେ ହାଲୁକାରୁ!-->…
ରେକର୍ଡ କଲା ନନ୍ଦନକାନନ: ବର୍ଷକରେ ଆସିଲେ ୪୦ ଲକ୍ଷ ପର୍ଯ୍ୟଟକ
୨୦୨୫-୨୬ ଆର୍ଥିକ ବର୍ଷରେ ନନ୍ଦକନାନରେ ରେକଡ ସଂଖ୍ୟକ ପର୍ଯ୍ୟଟକ । ୩୯ ଲକ୍ଷ ୭୬ ହଜାର ୬୧୫ ଜଣ ପର୍ଯ୍ୟଟକ ବୁଲି ଥିବା ବେଳେ ମୋଟ ୨୬ କୋଟି ୩୧ ଲକ୍ଷ ରାଜସ୍ବ ଆଦାୟ ହୋଇଛି । ନନ୍ଦନକାନନର ଉଭୟ ଉଦ୍ୟାନକୁ ଚଳିତ ୨୫-୨୬ ଆର୍ଥିକ ବର୍ଷରେ ରେକଡ଼ ସଂଖ୍ୟକ ପର୍ଯ୍ୟଟକ ବୁଲିଛନ୍ତି। ଯାହା ନନ୍ଦନକାନନ!-->…
ନେତାଙ୍କୁ ମିଳିଲା ଜିଲ୍ଲା ଯୋଜନା କମିଟି ଦାୟିତ୍ବ।ଘୋଷଣା ହେଲା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାଁ
ନେତାଙ୍କୁ ମିଳିଲା ଜିଲ୍ଲା ଯୋଜନା କମିଟି ଦାୟିତ୍ବ। ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ କଲେ ରାଜ୍ୟ ସରକାର। ଆହୁରି ସଠିକ୍ ଢ଼ଙ୍ଗରେ ହେବ ଜିଲ୍ଲାସ୍ତରରେ ଉନ୍ନୟନମୂଳକ କାର୍ଯ୍ୟର ଯୋଜନା ପ୍ରସ୍ତୁତି, ମନିଟରିଂ ଓ ମୂଲ୍ୟାଙ୍କନ। ୪ ମନ୍ତ୍ରୀଙ୍କୁ ୪ ଜିଲ୍ଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ବ!-->…
ଆଉ ୭ ଦିନ ବଢ଼ିଲା ଧାନ କିଣା ଅବଧି
ଖରିଫ ଧାନକିଣାରେ ରାଜ୍ୟ ସରକାର ୭ ଦିନ ବୃଦ୍ଧି କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର । ମାର୍ଚ୍ଚ ୩୧ରେ ଖରିଫ ଧାନକିଣା ଅବଧି ଶେଷ ହୋଇଥିଲା । ହେଲେ ଏବେବି ଅନେକ ଚାଷୀଙ୍କ ଧାନ କିଣା ହୋଇନଥିବାରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଯୋଗାଣ!-->…
ଚୌଦ୍ବାର ମହାବିଦ୍ୟାଳୟ ରେ ଉତ୍କଳ ଦିବସ ପାଳିତ
କଟକ ଜିଲ୍ଲା ଟାଙ୍ଗୀ-ଚୌଦ୍ବାର ବ୍ଲକ ଅନ୍ତର୍ଗତ ଚୌଦ୍ବାର ମହାବିଦ୍ୟାଳୟ ରେ "ଓଡିଆ ପକ୍ଷ " ପକ୍ଷରୁ ଉତ୍କଳ ଦିବସ ର ପାଳନ ଅବସରରେ ଅନେକ ଗୁଡିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।। ଓଡିଶା ସରକାରଙ୍କ ଉତ୍କଳ ଦିବସ ପାଳନ ସହିତ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ!-->…
ରାଜ୍ୟରେ ଆରମ୍ଭ ହେଲା ଡିଜିଟାଲ୍ ଜନଗଣନା, ପ୍ରଥମେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା
ଡିଜିଟାଲ ଆପରେ ହେବ ଜନଗଣନା ।ଏପ୍ରିଲ ୧ ତାରିଖରୁ ୧୫ ତାରିଖ ପର୍ଯନ୍ତ ଲୋକମାନେ ନିଜ ନିଜର ତଥ୍ୟ ଜନଗଣନା ୱେବ୍ସାଇଟ ମାଧ୍ୟମରେ ଦେଇପାରିବେ ।ଘରେ ବସି ନିଜେ କରିପାରିବେ ସ୍ଵ-ଜନଗଣନା । ଜଣଗଣନାରେ ତଥ୍ୟ ଗୋପନୀୟ ରହିବ ।ରାଜ୍ୟପାଳ ନିଜ laptopରୁ ଲଗିନ କରି ଜନଗଣନା କରିଛନ୍ତି। ଜନଗଣନା!-->…