Browsing Category
ଆଜିର ଖବର
ଡ. ପ୍ରତିଭା ରାୟଙ୍କୁ ମିଳିବ ସାହିତ୍ୟ ଏକାଡେମୀ ଫେଲୋସିପ
ବିଶିଷ୍ଟ ଲେଖିକା ପଦ୍ମଭୂଷଣ ଡ. ପ୍ରତିଭା ରାୟ, ଅମଦୁସ ସମଦ୍ ଓ ଲକ୍ଷ୍ମୀ ଖିଲାଣୀଙ୍କୁ ମିଳିବ ସାହିତ୍ୟ ଏକାଡେମୀ ଫେଲୋସିପ୍। ଏନେଇ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଛି।ଏକାଡେମୀ ଫେଲୋସିପ ସାହିତ୍ୟ ଏକାଡେମୀର ସବୁଠୁ ବଡ଼ ମର୍ଯ୍ୟାଦାସଂମ୍ପନ୍ନ ସାହିତ୍ୟ ସ୍ୱୀକୃତି l!-->…
ଓଡ଼ିଶା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
ଆଜି ୯୦ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା । ୧୯୩୬ ମସିହା ଏପ୍ରିଲ ୧ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ ।ଏହି ଅବସରରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଦିଆଯାଉଛି । ଦେଶର ରାଷ୍ଟ୍ରପତି ମହାମହିମ ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା!-->…
ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଉପରେ ଦେଇଥିବା ବିବାଦୀୟ ବୟାନ ପାଇଁ ନିଶିକାନ୍ତ କ୍ଷମା ପ୍ରାର୍ଥନା
ନିଶିକାନ୍ତ ଦୁବେଙ୍କ ୟୁ ଟର୍ଣ୍ଣ । କ୍ଷମା ମାଗିଲେ ବିଜେପି ସାଂସଦ ନିଶିକାନ୍ତ ଦୁବେ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ଦେଇଥିବା ବିବାଦୀୟ ବୟାନ ପାଇଁ ନିଶିକାନ୍ତ କ୍ଷମା ପ୍ରାର୍ଥନା କରିଛନ୍ତି ।ବଂ କହିଛନ୍ତି ବିଜୁ ବାବୁଙ୍କୁ ନେଇ ଦେଇଥିବା ବୟାନ!-->…
ଆଜିଠୁ ଦେଶରେ ଆରମ୍ଭ ହେବ ଜନଗଣନା
ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା। ଏପ୍ରିଲ ୧ରୁ ସେପ୍ଟେମ୍ବର ୩୦ମଧ୍ୟରେ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏଥିରେ ଘର ଏବଂ ସେଥିରେ ଥିବା!-->…
ବଢ଼ିଲା ଗ୍ୟାସ୍ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର
ବଢ଼ିଲା ବ୍ୟବସାୟିକ ଗ୍ୟାସ୍ ସିଲିଣ୍ଡର ଦର । ସରକାରୀ PSU IOC, HPCL, ଏବଂ BPCL ୧୯ କିଲୋଗ୍ରାମ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟରେ ଯଥେଷ୍ଟ ବୃଦ୍ଧି କରିଛନ୍ତି । ବିଶ୍ୱ ସ୍ତରରେ ଅଶୋଧିତ ତୈଳ ଦର ବୃଦ୍ଧି ଯୋଗୁଁ ତୈଳ କମ୍ପାନିଗୁଡ଼ିକ ବୁଧବାର ବାଣିଜ୍ୟିକ ଏଲପିଜି (୧୯ କିଲୋଗ୍ରାମ)!-->…
କୁବେର ଡେପୁଟି ମ୍ୟାନେଜର: ରେଡ୍ ବେଳେ ବାବୁଙ୍କ ଘରୁ ମିଳିଲା ୧ କେଜି ୧୪୦ ଗ୍ରାମ ସୁନା
ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର । OPHWC ଅଧିକାରୀଙ୍କ ୨୯ ପ୍ଲଟ୍ ରହିଛି । ଜଟଣୀ ବ୍ରହ୍ମପୁର ଓ ଅନ୍ୟ ସ୍ଥାନରେ ରହିଛି ୨୯ଟି ପ୍ଲଟ । ଭୁବନେଶ୍ବର କଳଙ୍ଗ ବିହାରରେ ରହିଛି ଦୁଇଟି ଘର । ଭିଜିଲାନ୍ସ ସମୁଦାୟ ତାଙ୍କଠାରୁ ୪୫ ଲକ୍ଷ ୪୧ ହଜାର ଟଙ୍କା ଜବତ କରିଛି। ଭିଜିଲାନ୍ସ!-->…
ଏପ୍ରିଲ ୨ ତାରିଖରୁ କଡ଼ାକଡ଼ି ହେବ PUCC ଯାଞ୍ଚ
ଆସନ୍ତା ଏପ୍ରିଲ ୨ତାରିଖରୁ ରାଜ୍ୟରେ ପୁଣି ପ୍ରଦୂଷଣ ନିୟନ୍ତ୍ରଣ ସାର୍ଟିଫିକେଟ୍ (ପିୟୁସିସି) ଯାଞ୍ଚ୍ କଡ଼ାକଡ଼ି କରାଯିବ । ଯେଉଁମାନେ ଗାଡ଼ିର ପିୟୁସିସି କରିନଥିବେ ସେମାନଙ୍କ ଉପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍ଟିଏ) ସୂତ୍ରରୁ!-->…
ଆଜି ହେଉଛି ଉତ୍କଳ ଦିବସ
ଆଜି ଉତ୍କଳ ଦିବସ । ୯୦ ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା । ୧୯୩୬ ମସିହା ଏପ୍ରିଲ ୧ ତାରିଖ। ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ। ଯାହାକୁ ନେଇ ପ୍ରତ୍ୟେକ ଓଡ଼ିଆ ନିଜକୁ ଗର୍ବିତ ଅନୁଭବ କରନ୍ତି।ଭାଷା ଭିତ୍ତିରେ ରାଜ୍ୟ ଗଠନ ହେବାରେ ଓଡ଼ିଶା ଦେଶରେ!-->…
ପହିଲାରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ ,ଏପ୍ରିଲ ପହିଲାରୁ ସକାଳ ୭ଟା ୩୦ରେ ଖୋଲିବ
ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ସମୟ ନିର୍ଘଣ୍ଟ ବଦଳିବ ।ପ୍ରତିବର୍ଷ ଭଳି ଗ୍ରୀଷ୍ମଋତୁ ସାଙ୍ଗକୁ ଦିନ ବଡ ଯୋଗୁଁ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ ଆସନ୍ତା ଏପ୍ରିଲ ପହିଲାରୁ!-->…
ଓଡ଼ିଶା ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରାସୁର୍ପଣଖା ନାସା ଛେଦନ, ସୀତାଚୋରୀ
ଗଣିଆ,(ବିଶ୍ୱରଂଜନ ସେଠି) ଶ୍ରୀ ରଘୁନାଥ ଜିଉ ମନ୍ଦିର ପ୍ରାଙ୍ଗଣରେ ଶ୍ରୀରାମନବମୀଠାରୁ ଚାଲିଥିବା ଲଙ୍କାପୋଡ଼ି ଯାତ୍ରାର ମଙ୍ଗଳବାର ଥିଲା ୫ମ ସଂନ୍ଧ୍ୟା । ବିଧି ଅନୁସାରେ ସକାଳେ ମନ୍ଦିରର ପୂଜାନୀତି ପରେ ରାତ୍ରୀରେ ରାମଲୀଳା ପରିଷଦ କଳାକାରମାନଙ୍କ ଦ୍ୱାରା ନାଟକ ପରିବେଷଣ କରାଯାଇଥିଲା ।!-->…
ପିଏମ ଶ୍ରୀ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ
ଗଣିଆ -(ବିଶ୍ୱରଂଜନ ସେଠି) ମଙ୍ଗଳବାର ଦିନ ଗଣିଆସ୍ଥିତ ପିଏମଶ୍ରୀ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠରେ ବାର୍ଷିକ କ୍ରୀଡ଼ା ଉତ୍ସବ-୨୦୨୫-୨୬ ଉଦଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ନିହାରବାଳା ରାଉତଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ କନ୍ଧମାଳ ସାଂସଦ ସୁକାନ୍ତ କୁମାର!-->…
ଓଡିଶାରେ ହେବାକୁ ଥିବା SIR ସ୍ଥଗିତ
ଏସାଇଆରକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା ଏସାଇଆରକୁ ସ୍ଥଗିତ କରାଯାଇଥିବା ନେଇ CEO ସୂଚନା ଦେଇଛନ୍ତି।ବିଭିନ୍ନ ରାଜ୍ୟରେ ନିର୍ବାଚନ ଥିବାରୁ SIR ସ୍ଥଗିତ ନେଇ ନିଷ୍ପତ୍ତି ନିଆଯାଇଥିବା CEO ଗଣମାଧ୍ୟମକୁ!-->…