Browsing Category

ଆଜିର ଖବର

ଭୋଟର ତାଲିକାରୁ ବାଦ ପଡିଲେ ୭.୬୮ ଲକ୍ଷ ମତଦାତା

ବିଧାନସଭାରୁ ଆସିଲା ସାଂଘାତିକ ତଥ୍ୟ। ଭୋଟର ଜାଲିଆତିରେ ବଡ଼ ଖୁଲାସା କରିଛନ୍ତି ନିର୍ବାଚନ ଅଧିକାରୀ । ରାଜ୍ୟରେ ଭୋଟର ତାଲିକା ସଂଶୋଧନରେ ବାଦ୍ ପଡ଼ିଲେ ୭ ଲକ୍ଷ ୬୮ ହଜାର ୫୨୧ ଜଣ ଭୋଟର ବୋଲି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତ ବର୍ଷ ଜାନୁଆରୀ ୬ରୁ ଚଳିତ ବର୍ଷ

୨୦୨୫ -୨୦୨୬ ମାର୍ଚ୍ଚ ମାସ ଶେଷ ସୁଦ୍ଧା ଅସାଧୁ ସରକାରୀ କର୍ମଚାରୀଙ୍କ ଦୁର୍ନୀତି ମାମଲା ।।

ଏପ୍ରିଲ ୨୦୨୫-ମାର୍ଚ୍ଚ ୨୦୨୬ ସୁଦ୍ଧା ରାଜ୍ୟରେ ୨୩୦ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ଦୁର୍ନୀତି ମାମଲା।୫୨ ଜଣ ପ୍ରଥମ ଶ୍ରେଣୀ , ୪୧ ଜଣ ଦ୍ୱତୀୟ ଶ୍ରେଣୀ ଅଧିକାରୀ।୨୦୬ ଟି ମାମଲା ବିଚାର ଶେଷ ହୋଇଛି , ୧୦୨ ଜଣ ଅଧିକାରୀ ଦୋଷୀ।୨୩ ଜଣ କର୍ମଚାରୀ ଚାକିରୀରୁ ବହିଷ୍କୃତ**-ଭିଜିଲାନ୍ସ ଚଢ଼ାଉ

ପାରିବାରିକ ଝଗଡା ଯୋଗୁଁ ବାଇକୁରୁ ଡେଇ ମହିଳା ମୃତ

କୋଣାର୍କ: ପାରିବାରିକ ଝଗଡା ଯୋଗୁଁ ବାଇକୁରୁ ଡେଇ ମହିଳା ମୃତ ରାମଚଣ୍ଡୀ ଥାନାରେ ଅଭିଯୋଗ ପରେ ତଦନ୍ତ ଜାରୀ ।ସୂଚନା ମୁତାବକ କାକଟପୁର ରୁ ପୁରୀ ଯିବା ରାସ୍ତା ର ରାମଚଣ୍ଡୀ ଥାନା ଅନ୍ତର୍ଗତ ନିଆଖିଆ ବ୍ରିଜ୍ ନିକଟରେ ଘଟିଛି ଘଟଣା।ସ୍ବାମୀ ସ୍ତ୍ରୀ ଝଗଡାକୁ ନେଇ ବାଇକିରୁ ଡେଇଁ ଗୁରତ୍ୱର

ମହିଳାଙ୍କୁ ଷ୍ଟେସନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ

ରାଜଧାନୀରେ ଲଜ୍ଜା । ଲିଫ୍ଟ ଦେବା ଆଳରେ ବଙ୍ଗୀୟ ମହିଳାଙ୍କୁ ଗଣଦୁଷ୍କର୍ମ । ଷ୍ଟେସନରେ ଛାଡି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।ବଙ୍ଗୀୟ ମହିଳାଙ୍କୁ ଭଡ଼ା ଘରେ ଗଣଦୁଷ୍କର୍ମ ହୋଇଛି । ବନ୍ଧକ ରଖି ଭୟଭୀତ କରାଇ ମହିଳାଙ୍କ ସହ ଦୁଷ୍କର୍ମ ଅଭିଯୋଗ ହୋଇଛି । ଦୁଇ

ମହିଳାଙ୍କ ଆକାଉଣ୍ଟରେ କ୍ରେଡିଟ୍ ହୋଇଗଲା ୧୦ କୋଟି

ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍ କୋଟି କୋଟି ଟଙ୍କା ଆସିଯିବା କଥା ଆପଣ ବୋଧହୁଏ ଶୁଣିଥିବେ, କିନ୍ତୁ ଉତ୍ତର ପ୍ରଦେଶର ମୈନପୁରୀରେ ଜଣେ ମହିଳାଙ୍କ ସହ ଯାହା ଘଟିଲା, ତାହା ସମସ୍ତଙ୍କୁ ଚକିତ କରିଦେଇଛି। ନିକଟରେ ତାଙ୍କ ବ୍ୟାଙ୍କ୍ ଆକାଉଣ୍ଟରେ ପ୍ରାୟ ୧୦ କୋଟି ଟଙ୍କା ଭୁଲ୍‌ରେ କ୍ରେଡିଟ୍

ବନମାଳୀ ବାରିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରତିଷ୍ଠାତାଙ୍କ ସ୍ମୁତି ଚାରଣ ସଭା

ଗଣିଆ, (ବିଶ୍ୱରଂଜନ ସେଠି) ସୋମବାର ଦିନ ପୂର୍ବାହ୍ନ ୧୧ଘଣ୍ଟିକା ସମୟରେ ବନମାଳୀ ବାରିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆଡକଟା ବନମାଳୀ ବାରିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରତିଷ୍ଠାତା ତଥା ସମ୍ପାଦକ ତଥା ଆଡକଟା ଗ୍ରାମର ବିଶିଷ୍ଟ ସମାଜସେବୀ ପରୋପକାରୀ ବ୍ୟକ୍ତି କାଶୀନାଥ

ଏପ୍ରିଲରୁ ବ୍ୟାଙ୍କଗୁଡ଼ିକୁ ଦୁଇ-କାରକ ପ୍ରମାଣୀକରଣ (2FA) କାର୍ଯ୍ୟକାରୀ କରିବାକୁ ପଡ଼ି

ଅନେକ ଲୋକ ମଲ୍ କିମ୍ବା ସ୍ଥାନୀୟ ଦୋକାନରେ ପେମେଣ୍ଟ କରିବା ପାଇଁ ଡିଜିଟାଲ୍ ଟ୍ରାଞ୍ଜାକ୍ସନ୍ କିମ୍ବା UPI ବ୍ୟବହାର କରନ୍ତି। ଏବେ ଡିଜିଟାଲ୍ ଟ୍ରାଞ୍ଜାକ୍ସନ୍ ସମ୍ବନ୍ଧୀୟ ଏକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ଏହା ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରତିଷ୍ଠିତ କଠୋର ପ୍ରମାଣୀକରଣ

ଇସ୍ତଫା ଦେଲେ ନୀତୀଶ କୁମାର

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ୨୦୨୪ ରେ ନୀତୀଶ ବିହାର ବିଧାନ ପରିଷଦକୁ ନିର୍ବାଚିତ ହୋଇଥିଲେ। ତାଙ୍କର ଏହି କାର୍ଯ୍ୟକାଳ ୨୦୩୦ରେ ଶେଷ ହେବାକୁ ଥିଲା। ୨୦୨୫ ରେ ବିହାର ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟର ବିଜୟ ପରେ ସେ ୧୦ମ

ନିଶିକାନ୍ତ ଦୁବେ ମାନସିକ ରୋଗ ଡାକ୍ତରଙ୍କୁ ଦେଖାନ୍ତୁ:ନବୀନ

ଦୁବେଙ୍କ ମନ୍ତବ୍ୟକୁ ନିନ୍ଦା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସାଂସଦ ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟକୁ ଦୃଢ ନିନ୍ଦା କଲେ ନବୀନ ପଟ୍ଟନାୟକ । ବିଜୁ ବାବୁଙ୍କୁ ନେଇ ଦୁବେ ଯାହା କହିଲେ ତାହା ଜାଣି ମୁଁ ଆଶ୍ଚର୍ଯ୍ୟ ବୋଲି କହିଲେ ନବୀନ ।ନିଶିକାନ୍ତ ଦୁବେ ମାନସିକ ରୋଗ ଡାକ୍ତରଙ୍କୁ

ନନ୍ଦନକାନନରେ ନୂଆ ଅତିଥି ,ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜୀବଜନ୍ତୁ ସୁରକ୍ଷା ନିମନ୍ତେ ଆଗୁଆ ପ୍ରସ୍ତୁତି

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନ ପ୍ରାଣୀ ଉଦ୍ୟନରେ ଏବେ ପର୍ଯ୍ୟଟକମାନେ ନୂଆ ପକ୍ଷୀ ଡେମାଇସେଲ୍ କ୍ରେନ୍ ଦେଖ‌ିବାର ସୁଯୋଗ ପାଇବେ । ଏହାସହିତ କଲରାପତରିଆ ବାଘ ସାଙ୍ଗକୁ ନାଲି ଜଙ୍ଗଲୀ କୁକୁଡ଼ା ମଧ୍ୟ ଦେଖିବାର ସୁଯୋଗ ପାଇବେ ପର୍ଯ୍ୟଟକ । ଏହିସବୁ ପକ୍ଷୀ ଆସିବାପରେ ପ୍ରାଣୀ

ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ,ଏସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ବର୍ତ୍ତମାନ ରାଜ୍ୟରେ ଖରା, ଗରମ ଗୁଳୁଗୁଳି ଅନୁଭୂତ ସହ କାଁଭାଁ କୋହଲିଆ ପାଗ ରହିଛି । ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଆହୁରି ୫ ଦିନ ବର୍ଷର ସମ୍ଭାବନା ଥିବା କହିଛି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି

LPG ସଙ୍କଟ ମଧ୍ୟରେ ଫେରିଲା କିରୋସିନ

ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଯୋଗୁଁ ତୈଳ ଓ ଗ୍ୟାସର ବିଶ୍ୱସ୍ତରର ପରିବହନ ବାଧାପ୍ରାପ୍ତ ହୋଇଛି। ଯେଉଁଥିରେ ବିଶ୍ୱର ଅନେକ ଦେଶ ଇନ୍ଧନ ସମସ୍ୟାରେ ପଡ଼ିଛନ୍ତି। ଭାରତକୁ ମଧ୍ୟ ଏହି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଏପରି ସଂକଟର ମୁକାବିଲା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ