Browsing Category
ଆଜିର ଖବର
ଆଜି ବାର୍ ଆସୋସିଏସନରେ କର୍ମକର୍ତ୍ତା ନିର୍ବାଚନ
ହାଇକୋର୍ଟ ବାର ଆସୋସିଏସନ ସହ ରାଜ୍ୟର ସମସ୍ତ ବାର୍ ଆସୋସିଏସନର ନିର୍ବାଚନ ପାଇଁ ଚାଲିଛି ମତଦାନ। ସକାଳ ସାଢେ ୭ଟା ରୁ ଆରମ୍ଭ ହୋଇଯାଇଛି ଏହି ମତଦାନ ପ୍ରକ୍ରିୟା। ହାଇକୋର୍ଟ ବାର ଆସୋସିଏସନ ସହ ରାଜ୍ୟର ସମସ୍ତ ବାର୍ ଆସୋସିଏସନର ନିର୍ବାଚନ ପାଇଁ ଭୋଟ ଦେଉଛନ୍ତି ସଦସ୍ୟମାନେ।ରାଜ୍ୟ ଆଇନଜୀବୀ!-->…
ଇରାନର ଭୟଙ୍କର ଆକ୍ରମଣ: ସାଉଦି ଆରବର ଆମେରିକୀୟ ବାୟୁସେନା ଘାଟି ଉପରେ କ୍ଷେପଣାସ୍ତ୍ର ମାଡ଼
ଇରାନ-ଇସ୍ରାଏଲ ଯୁଦ୍ଧର ୨୯ ଦିନରେ ପହଞ୍ଚିଛି। ଫେବ୍ରୁଆରି ୨୮ ତାରିଖରେ ଇସ୍ରାଏଲ ଏବଂ ଆମେରିକା ପକ୍ଷରୁ ଇରାନ ଉପରେ ଆକ୍ରମଣ ସହିତ ଏହା ଆରମ୍ଭ ହୋଇଥିଲା। ଦୁଇପକ୍ଷ ପରସ୍ପର ଉପରେ ଜୋରଦାର ଆକ୍ରମଣ ଜାରି ରଖିଛନ୍ତି। ଫଳରେ ସ୍ଥିତି ଧିରେ ଧିରେ ସଙ୍କଟଜନକ ହେବାରେ ଲାଗିଛି। ସାଉଦି ଆରବର!-->…
ୟୁନିଫର୍ମ ବଣ୍ଟନର ସମୟ ସୀମା ଡେଇଁଲେ କାର୍ଯ୍ୟାନୁଷ୍ଠାନ: ଗଣଶିକ୍ଷା ମନ୍ତ୍ରୀଙ୍କ କଡ଼ା ଚେତାବନୀ
ଗତ ଶିକ୍ଷାବର୍ଷରେ ଯେପରି ସ୍କୁଲ ୟୁନିଫର୍ମ ବଣ୍ଟନରେ ସମସ୍ୟା ଦେଖିବାକୁ ମିଳିଥିଲା ତାର ଆଉ ପୁନରାବୃତ୍ତି ହେବନି । ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯେପରି ଧାର୍ଯ୍ୟ ସମୟରେ ପୋଷାକ ବଣ୍ଟନ ହେବ ତାକୁ ନେଇ ଆଗୁଆ ପଦକ୍ଷେପ ନିଆଯାଇଛି । ଗୁଣାତ୍ମକ ମାନର କପଡ଼ାରେ ପୋଷାକ ସିଲେଇ କରି ପୋଷାକ ବଣ୍ଟନ!-->…
ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ବିବେଦୀ
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତର ସ୍ଥଳ ସେନା ମୁଖ୍ୟ। ଭାରତୀୟ ସେନା କିଭଳି ଆହୁରି ଅଧିକ ଶକ୍ତିଶାଳୀ ହେବ ସେନେଇ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ତିନିଦିନିଆ ଓଡିଶା ଗସ୍ତରେ ଆସିଥିବା ଭାରତୀୟ ସ୍ଥଳ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ଆଜି ସକାଳୁ ପୁରୀ!-->…
ଆଜିଠୁ ଆଇପିଏଲ ମହାସମର
ଆଜିଠୁ ଆରମ୍ଭ ହେବ ଫଟାଫଟା କ୍ରିକେଟର ଲିଗ୍ ଆଇପିଏଲ୍ । ଉଦ୍ ଘାଟନୀ ମୁକାବିଲାରେ ବିଜେତା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ସନ୍ ରାଇଜର୍ସ ହାଇଦ୍ରାବାଦ ମୁହାଁମୁହିଁ ହେବେ । ବେଙ୍ଗାଲୁରୁସ୍ଥିତ ଚିନ୍ନାସ୍ବାମୀ ଷ୍ଟାଡିୟମ୍ ରେ ରାତି ୭.୩୦ରେ ଖେଳାଯିବ। ବେଙ୍ଗାଲୁରୁ ଦଳର ସବୁଠାରୁ ବଡ଼!-->…
କେବିସି ବିଜେତା ତହସିଲଦାର ଗିରଫ
୨୦୧୧ ମସିହାରେ ‘ କୌନ ବନେଗା କରୋଡପତି’ରେ ୫୦ଲକ୍ଷ ଟଙ୍କା ଜିତି ସାରା ଦେଶରେ ପ୍ରସିଦ୍ଧି ଲାଭ କରିଥିବା ମହିଳା ତହସିଲଦାର ଗିରଫ। ଗୁରୁବାର ମଧ୍ୟପ୍ରଦେଶର ଗ୍ୱାଲିୟରରୁ ବନ୍ୟା ସହାୟତା ରାଶି ହଡ଼ପ କରିବା ଅଭିଯୋଗରେ ଅମିତା ସିଂ ତୋମାରଙ୍କୁ ଗତକାଲି ଗିରଫ କରାଯାଇ ଜେଲ୍ ପଠାଯାଇଛି ।
ଏହି!-->!-->!-->…
ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ ୧୦,୫୯୯ କୋଟି ଟଙ୍କାର ରେକର୍ଡ ବ୍ୟୟବରାଦ
ବିଗତ କିଛି ବର୍ଷ ମଧ୍ୟରେ ରେଳ ବଜେଟରେ ଓଡ଼ିଶାକୁ ଦିଆଯାଇଥିବା ବ୍ୟୟବରାଦ ଉଲ୍ଲେଖନୀୟଭାବେ ବୃଦ୍ଧି ପାଇଛି। ୨୦୦୯ରୁ ୨୦୧୪ ମଧ୍ୟରେ ଏହା ବାର୍ଷିକ ହାରାହାରି ୮୩୮ କୋଟି ଟଙ୍କା ଥିବାବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ଏହା ପ୍ରାୟ ୧୩ ଗୁଣ ବୃଦ୍ଧି ପାଇ ୧୦,୫୯୯ କୋଟି ଟଙ୍କାରେ ପହଞ୍ଚିଛି।!-->…
ଶ୍ରୀ ରଘୁନାଥଙ୍କ ପୀଠରେ ରାମନବମୀ ଉତ୍ସବଲଙ୍କାପୋଡ଼ି ଯାତ୍ରା ଉଦଘାଟିତ
ଗଣିଆ,(ବିଶ୍ୱରଂଜନ ସେଠି) ଗଣିଆ ବିରାଜିତ ଶ୍ରୀ ରଘୁନାଥ ଜୀଉଙ୍କ ପୀଠରେ ପବିତ୍ର ଶ୍ରୀରାମ ନବମୀ ତିଥିରେ ପୁରୁଷୋତମ ପ୍ରଭୁ ଶ୍ରୀରାମଙ୍କ ଜନ୍ମ ଉତ୍ସବ ଧୁମଧାମରେ ପାଳିତ ହୋଇଯାଇଛି । ଶୁକ୍ରବାର ଭୋର ୪ଟାରୁ ଗଣିଆ ଗ୍ରାମର ପ୍ରତ୍ୟେକ ସାହିରେ ପ୍ରଭାତ ଫେରୀ କରାଯାଇଥିଲା । ସକାଳ ୭ଘଟିକାରେ!-->…
ଜନଗଣନାବେଳେ ଅଶାଳୀନ ପ୍ରଶ୍ନ ପଚାରିଲେ ଭୋଗିବାକୁ ପଡିବ ୩ ବର୍ଷର ଜେଲଦଣ୍ଡ
୨୦୨୭ ଜନଗଣନା ସମ୍ପୂର୍ଣ୍ଣ ଡିଜିଟାଲ ହେବ ଏବଂ ନାଗରିକଙ୍କ ପାଖରେ ଆତ୍ମଗଣନା କରିବାର ବିକଳ୍ପ ରହିବ । ଦେଶରେ ସ୍ବାଧୀନତା ପରେ ଏହା ୧୬ତମ ଜନଗଣନା ହେବ । ପ୍ରଥମ ଥର ପାଇଁ ଜାତିଭିତ୍ତିକ ଜନଗଣନା ସାମିଲ ହେବ । ତେବେ ଭାରତର ଆଗାମୀ ଜନଗଣନା ୨୦୨୭କୁ ନେଇ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ!-->…
ବିବାହିତ ପୁରୁଷ ଲିଭ୍-ଇନ୍ ରିଲେସନସିପରେ ରହିବା କୌଣସି ଅପରାଧ ନୁହେଁ: ଆହ୍ଲାବାଦ ହାଇକୋର୍ଟ
ଲିଭ୍-ଇନ ରିଲେସନସିପକୁ ନେଇ ଆହ୍ଲାବାଦ ହାଇକୋର୍ଟଙ୍କ ଐତିହାସିକ ରାୟ । ଜଣେ ବିବାହିତ ପୁରୁଷ ଲିଭ୍-ଇନ୍ ସମ୍ପର୍କରେ ରହିବା କୌଣସି ଅପରାଧ ନୁହେଁ ବୋଲି ହାଇକୋର୍ଟ କହିଛନ୍ତି । ନାଗରିକଙ୍କ ଅଧିକାରକୁ ରକ୍ଷା କରିବା ଲାଗି କୌର୍ଟଙ୍କ କର୍ତ୍ତବ୍ୟ ଉପରେ ସାମାଜିକ ନୈତିକତା ଚାପ ପକାଇପାରିବ!-->…
ଭୁବନେଶ୍ୱରରେ ସ୍ଥଳସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ
ଭାରତୀୟ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ଥଳସେନା ମୁଖ୍ୟ ପହଞ୍ଚିଛନ୍ତି ।। ଭୁବନେଶ୍ବରରେ ପହଞ୍ଚି ୧୨୦ ବାଟାଲିଅନ ମୁଖ୍ୟାଳୟକୁ ଯିବେ। ୨୮ରେ ସେ ପୁରୀ ଯାଇ!-->…
ଜନଗଣନା ଲୋଗ ସହ ମାର୍କେଟକୁ ଆସିଲା ଓମଫେଡ ଦୁଗ୍ଧ ପ୍ୟାକେଟ୍
ନୂଆ ପ୍ୟାକରେ ବଜାରକୁ ଆସିଲା ଓମ୍ଫେଡ ପ୍ରିମିୟମ ମିଲ୍କ । ‘ଜନ ଗଣନାରୁ ଜନ କଲ୍ୟାଣ' କାର୍ଯ୍ୟକ୍ରମକୁ ଆଗେଇ ନେବା ପାଇଁ ଅଣ୍ଟା ଭିଡିଛି ଓମ୍ଫେଡ। ସଂପ୍ରତି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଆରମ୍ଭ ହୋଇଥିବା ଜନଗଣନା କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ସହଭାଗିତାର ହାତ ବଢାଇଛି ଓମ୍ଫେଡ!-->…