Browsing Category

ଆଜିର ଖବର

ବାଉଁଶ ସାହାଯ୍ୟରେ କଟକ ଚୌଦ୍ବାର ଜେଲ୍ ରୁ ୨ ଡକାୟତ ଫେରାର

କଟକ ଜିଲାର ଚୌଦ୍ବାର ଜେଲ୍‌ରୁ ଦୁଇ ହାର୍ଡକୋର କଏଦୀ ଫେରାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଦୁଇ କଏଦୀ ଜେଲ୍‌ର ସେଲ୍‌ କାଟି ପଳାୟନ କରିଥିବା ସୂଚନା ମିଳିଛି। ଏହି ଘଟଣା ଜେଲ୍‌ ସୁରକ୍ଷା ବ୍ୟବସ୍ଥା ଉପରେ ଗମ୍ଭୀର ପ୍ରଶ୍ନଚିହ୍ନ ସୃଷ୍ଟି କରିଛି।ପାଣିକୋଇଲି

ଆଜି ରାଜଧାନୀରେ ୪ଟି ସ୍ଥାନରେ ଦେଖିବେ ମାଙ୍କ ଭସାଣି

ରାଜଧାନୀରେ ୪ଟି ସ୍ଥାନରେ ଦେଖିବାକୁ ପାଇବେ ମାଙ୍କ ଭସାଣି । ନଦୀରେ କେମିକାଲ ଓ ପ୍ଲାଷ୍ଟିକ ଯେପରି ନପଡିବ ସେଥିପାଇଁ ବିଏମସି ତାର କୂଅଖାଇର ଦୁଇ ପଟ, ଦୟା ଓ ଭାଗର୍ବୀକୁ ମିଶାଇ ମୋଟ ୪ ଟି ଅସ୍ଥାୟୀ ପୁଷ୍କରିଣୀ କରିଛି । ସହୀଦ ନଗର ,ନୟାପଲ୍ଲୀ , ଚନ୍ଦ୍ରଶେଖରପୁର ଓ ଓଲ୍ଡ ଟାଉନ ଚାରୋଟି

କଟକରେ ଆଜି ପାଖ ପାଖି ୧୭୦ରୁ ଅଧିକ ମୂର୍ତ୍ତି ଦେବୀଗଡା ଠାରେ ବିସର୍ଜନ

ଧରାପୃଷ୍ଠରୁ ବିଦାୟ ନେବେ ମା’ ଦଶଭୂଜା ଦୁର୍ଗା । ୪ ଦିନ ମଣ୍ଡପରେ ଦର୍ଶନ ଦେବା ପରେ ଆଜି ମେଲାଣି ନେବେ । ଆଜି ଭସାଣ ଉତ୍ସବ । କଟକରେ ଆଜି ପାଖ ପାଖି ୧୭୦ରୁ ଅଧିକ ମୂର୍ତ୍ତି ଦେବୀଗଡା ଠାରେ ବିସର୍ଜନ କରାଯିବ । ଏ ନେଇ କଟକ ଦେବୀଗଡ଼ାରେ ପ୍ରଶାସନ ତରଫରୁ କରାଯାଇଛି ବ୍ୟାପକ

ମହିଳା ବିଶ୍ୱକପ୍ ୨୦୨୫ରେ ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ, ହାତ ମିଳାଇବାକୁ ନେଇ ମୁହଁ ଖୋଲିଲା BCCI

ମହିଳା ବିଶ୍ୱକପ୍ ୨୦୨୫ କଲମ୍ବୋର ଆର ପ୍ରେମଦାସା ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି । ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହିଳା ବିଶ୍ୱକପ୍ ମ୍ୟାଚ୍‌ରେ ହାତ ମିଳାଇବ କି ନାହିଁ ସେ ବିଷୟରେ ନୀରବତା ଭାଙ୍ଗିଛନ୍ତି BCCI ସଚିବ ଦେବଜିତ ସାଇକିଆ । BCCI ସଚିବ ଦେବଜିତ ସାଇକିଆ ବିବିସି

ଓଡ଼ିଶାର ଧନୁପାଲି ନିକଟସ୍ଥ ଭତରା ଗାଁରେ ରହିଛି ପ୍ରସିଦ୍ଧ ଗାନ୍ଧୀ ମନ୍ଦିର

ସମ୍ବଲପୁର ମହାନଗର ନିଗମ ଅଧିନସ୍ଥ ଧନୁପାଲି ନିକଟସ୍ଥ ଭତରା ଗାଁରେ ରହିଛି ପ୍ରସିଦ୍ଧ ଗାନ୍ଧୀ ମନ୍ଦିର l 1972 ମସିହା ମାର୍ଚ୍ଚ 23ରେ ତତ୍କାଳୀନ ଉତ୍ତରାଞ୍ଚଳ ଆରଡ଼ିସି ରବୀନ୍ଦ୍ର ନାଥ ମହାନ୍ତି ଏହି ମନ୍ଦିର ନିର୍ମାଣର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ପରେ 11-04-1974ରେ ତତ୍କାଳୀନ

ଓଡ଼ିଶା ବିଧାନସଭା ପରିସରରେ ଆଜି ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ୧୫୬ ତମ ଜୟନ୍ତୀ ପାଳନ 

ଓଡ଼ିଶା ବିଧାନସଭା ପରିସରରେ ଆଜି ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ୧୫୬ ତମ ଜୟନ୍ତୀ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢୀଙ୍କ ସମେତ ବହୁ ମନ୍ତ୍ରୀ ଓ ଅଧିକାରୀ ସାମିଲ ହୋଇଥିଲେ । ମହାତ୍ମା

ଭାରତ ଆସୁଛନ୍ତି ପୁଟିନ୍

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବର ୫-୬ ରେ ଭାରତ ଗସ୍ତରେ ଆସିବେ ବୋଲି ଆଶା କରାଯାଉଛି । ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିବେ ବୋଲି ସୂଚନା ରହିଛି । କିନ୍ତୁ ରୁଷ ରାଷ୍ଟ୍ରପତି ଗୋଟିଏ ଦିନ ପାଇଁ ଭାରତ ଗସ୍ତ କରିବେ କି ଦୁଇ ଦିନ ରହିବେ ତାହା

ପଦ୍ମଶ୍ରୀ କୃଷ୍ଣଲୀଳା ଗୁରୁ ଗୋପୀନାଥ ସ୍ୱାଇଁଙ୍କର ୧୦୮ ବର୍ଷ ବୟସରେ ପରଲୋକ

ପଦ୍ମଶ୍ରୀ କୃଷ୍ଣଲୀଳା ଗୁରୁ ଗୋପୀନାଥ ସ୍ୱାଇଁଙ୍କର ୧୦୮ ବର୍ଷ ବୟସରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟଜନିତ କାରଣରୁ ତାଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲାର ଶେରଗଡ଼ ବ୍ଲକ୍ ଗୋବିନ୍ଦପୁରସ୍ଥିତ ବାସଭବନରେ ସକାଳ ପ୍ରାୟ ୬ଟା ୪୦ରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ରାଜ୍ୟର ଲୋକପ୍ରିୟ

ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ

ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ। ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହେଉଛି ଅବପାତ। ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷୀଣ ପୂର୍ବରେ କେନ୍ଦ୍ରୀଭୂତ

ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି

ଆଜି ହେଉଛି ପବିତ୍ର ବିଜୟାଦଶମୀ ପର୍ବ। ପୀଠରୁ ପୂଜା ମଣ୍ଡପ ସବୁଠି ଚାଲିଛି ମାଙ୍କ ବିଜୟା ଦଶମୀ ଦଶହରା ପର୍ବ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜ୍ ରାଜେଶ୍ୱରୀ ବେଶ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ଅନୁଷ୍ଠିତ

ବାହାଘରର ଦିନକ ପରେ ୭୫ ବର୍ଷୀୟ ସ୍ବାମୀ ମୃତ୍ୟ !

ଗୌରାବାଦ ଶାହାପୁର ଥାନା କ୍ଷେତ୍ର କୁଚମୁଚ ଗାଁ ରେ ଏକ ଅଜବ ଘଟଣା ଘଟିଛି । ଜଣେ ୭୫ ବର୍ଷୀୟ ବୃଦ୍ଧ ୪୦ ବର୍ଷୀୟ ବିଧବା ମହିଳାଙ୍କୁ ବିବାହ କରିଥିଲେ । ବାହାଘରର ଗୋଟିଏ ଦିନ ପରେ ତାଙ୍କ ଦେହ ହଠାତ୍ ଅସୁସ୍ଥ ହୋଇଯାଇଥିଲା । ଡାକ୍ତରଙ୍କ ପାଖକୁ ତାଙ୍କୁ ନିଆଗଲା । ଡାକ୍ତର ତାଙ୍କୁ ଦେଖିବା ପରେ

ଶାରଦୀୟ ଦୁର୍ଗାପୂଜା,ଆଜି ବିଜୟା ଦଶମୀରେ ଚାଲିଛି ମା’ଙ୍କ ପୂଜା

ଶାରଦୀୟ ଦୁର୍ଗାପୂଜାର ଆଜି ବିଜୟା ଦଶମୀ। ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ। ବିଭିନ୍ନ ସ୍ଥାନରେ ହେବ ରାବଣପୋଡି ଉତ୍ସବ ପାଳନ ହେବ। ସେଥିପାଇଁ ଦେଶର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ପ୍ରସ୍ତୁତି। ଆଜି ମଣ୍ଡପ ମାନଙ୍କରେ ସିନ୍ଦୂର ଖେଳ ପରମ୍ପରା ରହିଛି । ପୂଜା