Browsing Category
ଆଜିର ଖବର
ମାର୍ଚ୍ଚ ୨୫ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତିର ଶୁଭାରମ୍ଭ
ମାର୍ଚ୍ଚ ୨୫ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନ ଅଳଙ୍କାରର ଗଣତି ମଣତିର ଶୁଭାରମ୍ଭ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମାର୍ଚ୍ଚ ୨୫ ଦିନ ୧୨ ଟା ୯ ରୁ ୧ ଟା ୪୫ ମଧ୍ୟରେ ରହିଛି ଶୁଭ ମୁହୁର୍ତ୍ତ। ତେବେ ରତ୍ନଭଣ୍ଡାରର ଗଣତି ମଣତି ପ୍ରକ୍ରିୟା ଯେଭଳି!-->…
ବିରୋଧୀଙ୍କ ହଟ୍ଟଗୋଳ: ୪ଟା ଯାଏ ଗୃହ ମୁଲତବୀ
ସର୍ବଦଳୀୟ ବୈଠକ ବିଫଳ । ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ଉପବାଚସ୍ପତି । SCB ପ୍ରସଙ୍ଗରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି ବିରୋଧୀ ସଦସ୍ୟ ।ଆଜି ଦିନରେ ତିନିଥର ଗୃହକୁ ମୁଲତବୀ କରାଗଲାଣି । ଗୃହକୁ ଚଳାଇ ଦେଉନାହାନ୍ତି ବିରୋଧୀ । ଗୃହ!-->…
ଲୁହାରଡ୍ ଚୋରି ପାଇଁ ବନ୍ଦ ଘରେ ଚେନ୍ ବାନ୍ଧି ୪ମାସ ନିର୍ଯାତନା
କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା କାଠକଟା ପଞ୍ଚାୟତ ପୁରୁଣାଘାଟି ଗାଁରୁ ଏକ ଲୋମହର୍ଷକ ନିର୍ଯାତନା ଘଟଣା ସାମ୍ନାକୁ ଆସିଛି । ସାମାନ୍ୟ ଲୁହାରଡ୍ ଚୋରି କରିଥିଲେ ବୋଲି ଏତେବଡ଼ ସଜା! ହାତଗୋଡ଼ରେ ଚେନ୍ ବାନ୍ଧି ଗୋଟିଏ ବନ୍ଦଘରେ ୪ମାସ ନିର୍ଯାତନା। ୪ଦିନରେ ଥରେ ମିଳୁଥିଲା ଖାଇବା। ଖବର!-->…
ବର୍ତ୍ତମାନ ରାଜ୍ୟରେ ୧୫ ମାଓବାଦୀ ଅଛନ୍ତି
ରାଜ୍ୟରେ ୧୫ ମାଓବାଦୀ ଥିବା ଗୃହରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି । କନ୍ଧମାଳ- କଳାହାଣ୍ଡି- ରାୟଗଡା ସୀମାନ୍ତ ଅଞ୍ଚଳରେ ଅଛନ୍ତି ୧୫ ମାଓବାଦୀ । ରାଜ୍ୟରେ ଅନ୍ୟ କୌଣସି ସ୍ଥାନରେ ମାଓବାଦୀ ନାହାନ୍ତି କହିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୬ ମାର୍ଚ୍ଚ ୧୫ ସୁଦ୍ଧା ୯୬ ମାଓବାଦୀ / ମିଲିସିଆ!-->…
ଆଜିଠାରୁ କମର୍ସିଆଲ ସଂସ୍ଥାମାନଙ୍କୁ ୪୦ ପ୍ରତିଶତ ଗ୍ୟାସ ଯୋଗାଣ ଆରମ୍ଭ
ରାଜ୍ୟରେ ଗ୍ୟାସ୍ ସଙ୍କଟ ନାହିଁ । ପର୍ଯ୍ୟାପ୍ତ ପରିମାଣର ମହଜୁଦ ଅଛି । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ପରାମର୍ଶ। ରାଜ୍ୟରେ ୧୪ ହଜାର ଘରୋଇ ଗ୍ୟାସ୍ ସିଲିଣ୍ଡର ଗଚ୍ଛିତ ରହିଛି। ହୋଟେଲ୍ମାନଙ୍କୁ ଗ୍ୟାସ୍ ଦେବାକୁ ସ୍ୱତନ୍ତ୍ର ବ୍ୟବସ୍ଥା ହେଉଛି। କଳା ବଜାରୀ ରୋକିବାକୁ ବିଭିନ୍ନ!-->…
ଆଜିଠୁ ମହଙ୍ଗା ହେବ ଘରୋଇ ବିମାନ ଯାତ୍ରା ଭଡ଼ା
ଆଜିଠୁ ମହଙ୍ଗା ହୋଇଯିବ ଘରୋଇ ବିମାନ ଯାତ୍ରା। ବିମାନ ଭଡ଼ା ଉପରରୁ ‘କ୍ୟାପିଂ’ ହଟାଇଛନ୍ତି ସରକାର। ଆଜିଠୁ ବିମାନ ଭଡ଼ା ମୂଲ୍ୟ ସ୍ଥିର କରିବେ ବିମାନ କମ୍ପାନୀ। ଗତ ଡିସେମ୍ବର ମାସରେ ଇଣ୍ଡିଗୋ ବିମାନ ସେବାରେ ସୃଷ୍ଟି ହୋଇଥିବା ସଙ୍କଟ ଯୋଗୁଁ ଯାତ୍ରୀଙ୍କୁ ଶୋଷଣରୁ ରକ୍ଷା ପାଇଁ ସରକାର!-->…
କଟକ ମଙ୍ଗଳାବାଗ ଥାନା ପରିସରରେ ଯୁବକଙ୍କ ଅତ୍ମହତ୍ୟା ଉଦ୍ୟମ
କଟକ ମଙ୍ଗଳାବାଗ ଥାନା ପରିସରରେ ଯୁବକଙ୍କ ଅତ୍ମହତ୍ୟା ଉଦ୍ୟମ । ଥାନା ଛାତ ପରିସରରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା ଉଦ୍ୟମ କରିବା ସମୟରେ ଅଗ୍ନିଶମ ବାହିନୀ ଦ୍ଵାରା ଯୁବକଙ୍କୁ ଉଦ୍ଧାର କରାଯାଇ ଏସ୍ସିବିରେ ଭର୍ତ୍ତି କରାଯାଇଛି । ତେବେ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ, ସେ!-->…
ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ନେଇ ସତର୍କ ସୂଚନା !
ରାଜ୍ୟରେ କଲବଲ କରିବ କାଳବୈଶାଖୀ । ୨୬ ରୁ ୨୮ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି । ମାର୍ଚ୍ଚ ଶେଷ ସପ୍ତାହରେ ରାଜ୍ୟରେ କାଳବୈଶାଖୀ ପ୍ରଭାବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,!-->…
୨୦୨୩ ପରଠୁ ବନ୍ଦ ଥିବା ଖଣି ନିଲାମ ପୁଣି ହେବ
ନିଲାମ ହେବ ଓଡ଼ିଶାର ୩୪ଟି ଖଣି । ଲୁହାପଥର, ବକ୍ସାଇଟ୍, ଲୁହାପଥର ଓ ମାଙ୍ଗାନିଜ, ଚୂନପଥର, ମାଙ୍ଗାନିଜ, ତମ୍ବା, ଗୁରୁତ୍ବପୂର୍ଣ୍ଣ ଖଣିଜ ପଦାର୍ଥ ଖଣି ଓ ସୁନା ଖଣି ଆଦିକୁ ନିଲାମ କରାଯିବ ।ଖଣି ଓ ଖଣିଜ (ବିକାଶ ଓ ନିୟାମକ) ନିୟମ ୨୦୧୫ ଅନୁସାରେ ୫୦ ବର୍ଷିଆ ଲିଜ୍ ଅବଧି ସହ ଏହି ଖଣିଗୁଡ଼ିକୁ!-->…
ଦେବଦୂତ ସାଜିଲେ RPF କନେଷ୍ଟବଳ, ଯାତ୍ରୀଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ
ଯାତ୍ରୀଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇ ମାନବିକାତର ଉଦାହରଣ ସୃଷ୍ଟି କରିଛନ୍ତି ଜଣେ ଆରପିଏଫ୍ କନଷ୍ଟେବଲ । ଦେବଦୂତ ସାଜିଛନ୍ତି ଏହି ଆର୍ପିଏଫ୍ ଅଧିକାରୀ ଜଣଙ୍କ । ସେ ହେଉଛନ୍ତି କନଷ୍ଟେବଲ ଅଙ୍କୁର ଚୌଧୁରୀ ।ଆଜି ଭୋରୁ ଜଣେ ଯାତ୍ରୀ ନାଗାବଳୀ ଏକ୍ସପ୍ରେସରେ ଚଢ଼ିବା ବେଳେ ଅଚାନକ ଖସିପଡିଥିଲେ।!-->…
ପୂଜ୍ୟ ଶିକ୍ଷକଙ୍କ ଅନ୍ତିମ ଯାତ୍ରା ରେ ଭାବପୂର୍ଣ୍ଣ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ ।।
କେହି ରହି ନାହିଁ ରହିବେ ନାହିଁଟି ଭବରଙ୍ଗ ଭୂମିତଳେ , ସର୍ବେ ନିଜ ନିଜ ଅଭିନୟ ସାରି ବାହୁଡିବେ କାଳବଳେ ।" ଶ୍ରୀମଦ୍ ଭାଗବତ ରେ ମଧ୍ୟ ଉଲ୍ଲେଖ ଅଛି " ମତ୍ତ୍ୟ ମଣ୍ଡଳେ ଦେହ ବହି, ଦେବତା ହେଲେବି ମରେଇ ।।" ମୃତ୍ୟୁ ହିଁ ଧ୍ରୁବ ସତ୍ୟ !! ଯାତ୍ରା ସମସ୍ତ ଙ୍କ ଜୀବନରେ ଆସେ ମାତ୍ର!-->…
ବାଲ୍ୟ ବିବାହ ଶିଶୁ ଚାଲାଣ ଓ ଶିଶୁ ଯୌନ ନିର୍ଯ୍ୟାତନା ନିରୋଧ ସମ୍ବନ୍ଧୀୟ ସଚେତନତା
-:ଅଦ୍ୟତା 21 ମାର୍ଚ୍ଚ,2026 ରିଖ , ବିଶ୍ବ ଯୁବ କେନ୍ଦ୍ର,ବଣୀନାଳୀ, ଅନୁଗୋଳ ଦ୍ଵାରା ପରିଚାଳିତ କାର୍ଯକ୍ରମ "ଆକ୍ସେସ ଟୁ ଜଷ୍ଟିସ "ଦ୍ଵାରା ଅନୁଗୋଳ ଜିଲ୍ଲାର ବନର ପାଲ ବ୍ଲକ୍ କଙ୍କିନlଳି,ସlନ୍ତରପୂର୍ ଗ୍ରାମ ପଞ୍ଚାୟତ ର ସlନ୍ତରlପୁର, ପୁରିକିଆ, ବାଲି ସାହି ବଉଳିଗୋଗୋଡ଼ ,!-->…