Browsing Category
ଆଜିର ଖବର
ପୁଣି ସଙ୍କଟ ସୃଷ୍ଟି କରିଛି ଆମେରିକା-ଇରାନ ଯୁଦ୍ଧ । ସବୁ ଜିନିଷ ଦାମ ବୃଦ୍ଧି
କୋଭିଡ ମହାମାରୀ, ରୁଷ ୟୁକ୍ରେନ ଯୁଦ୍ଧ ଏହା ପରେ ଟ୍ରମ୍ପଙ୍କ ଟାରିଫ ମାଡ । ଏହାର ପ୍ରଭାବ ବିଶ୍ୱ ଅର୍ଥନୀତି ଉପରୁ ଶେଷ ହୋଇ ନ ଥିବା ବେଳେ ପୁଣି ସଙ୍କଟ ସୃଷ୍ଟି କରିଛି ଆମେରିକା-ଇରାନ ଯୁଦ୍ଧ । ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଦେଶର ପେଟ୍ରୋଲଡିଜେଲ, ଏଲ୍ପିଜି, ସାର, ପେଟ୍ରୋକେମିକାଲ୍ସ, ବିମାନ!-->…
ରାଜ୍ୟସଭା ନିର୍ବାଚନ ନେଇ ପୁଣି ମୁହଁ ଖେଲିଲେ ପ୍ରଭାତ
ରାଜ୍ୟସଭା ନିର୍ବାଚନ ନେଇ ପୁଣି ମୁହଁ ଖେଲିଲେ ପ୍ରଭାତ ବିଶ୍ୱାଳ । ସେ କହିଛନ୍ତି ପୁଅ କିମ୍ବା ସେ ମତଦାନ ପାଇଁ ଗୋଟିଏ ଟଙ୍କା ବି ନେଇନାହାଁନ୍ତି । ରାଜ୍ୟସଭା ନିର୍ବାଚନ ପୂର୍ବରୁ ମତେ ନବୀନ ନିବାସରେ ଅପମାନିତ କରାଯାଇଥିଲା ବୋଲି କହିଛନ୍ତି ପ୍ରଭାତ । ସଵୁ ବିଧାୟକଙ୍କ ସାମ୍ନାରେ ମତେ!-->…
ଅମାନିଆ ସାବଧାନ,ଆଜି ଠାରୁ ଆରମ୍ଭ ହେବ ୧୦ ଦିନିଆ ସ୍ପେଶାଲ ଡ୍ରାଇଭ୍ଆ
ଆଜିଠୁ ଟ୍ରାଫିକ ନିୟମ ଉଲଙ୍ଘନକାରୀଙ୍କ ବିରୋଧରେ ହେବ କଡ଼ା ଆକ୍ସନ। ଆଜି ଠାରୁ ଆରମ୍ଭ ହେବ ୧୦ ଦିନିଆ ସ୍ପେଶାଲ ଡ୍ରାଇଭ୍। ଓଡ଼ିଶା ପରିବହନ ବିଭାଗ ଏବଂ ପୁଲିସ ମିଳିତ ଭାବେ ଏହି ସ୍ପେଶାଲ ଡ୍ରାଇଭ୍ କରିବେ।ଓଭରସ୍ପିଡିଂ, ଡ୍ରଙ୍କ ଆଣ୍ଡ ଡ୍ରାଇଭ, ହେଲମେଟ୍ ନ ପିନ୍ଧିବା, ଓଭରଲୋଡିଂ ଡ୍ରାଇଭିଂ!-->…
ଗିନିଜ୍ ୱାର୍ଲ୍ଡ ରେକର୍ଡ୍ସରେ ‘ପଖାଳ’
ପଖାଳ କେବଳ ଏକ ଆହାର ନୁହେଁ, ବରଂ ଏହା ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ଏକ ଅବିଚ୍ଛେଦ୍ୟ ଅଙ୍ଗ। ପଖାଳ ଦିବସର ମୂଳ ଲକ୍ଷ୍ୟ ହେଉଛି ଓଡ଼ିଆ ଖାଦ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା।ଓଡ଼ିଶାର ପ୍ରମୁଖ ଗ୍ରୀଷ୍ମକାଳୀନ ଖାଦ୍ୟ ‘ପଖାଳ’ର ଲୋକପ୍ରିୟତାକୁ ଆହୁରି ବଢ଼ାଇବା ପାଇଁ ପର୍ଯ୍ୟଟନ ବିଭାଗ!-->…
ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା।
ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା। ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆନ୍ଧ୍ର ଉପକୂଳ ଓ ପାଶ୍ୱବର୍ତ୍ତୀ ୟାନମ ଉପରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଜ୍ରପାତ ସହ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର,!-->…
ଆଜି ପବିତ୍ର ଇଦ୍ ଉଲ ଫିତର
ଆଜି ପବିତ୍ର ଇଦ୍-ଉଲ୍-ଫିତର୍। ମୁସଲମାନଙ୍କ ବଡ଼ ପର୍ବ ଇଦ୍। ସାରା ରାଜ୍ୟରେ ପାଳନ ହେଉଛି ଇଦ୍। ଏନେଇ ଚଳ ଚଞ୍ଚଳ ସମସ୍ତ ମସଜିଦ୍। ମସଜିଦ୍ରେ ସମୂହ ନମାଜ ପାଠ ଚାଲିଛି । ମାସେ ଧରି ରମଜାନ ପାଳନ ପରେ ତ୍ୟାଗର ଏହି ପର୍ବ ପାଳନ କରୁଛନ୍ତି ଇସଲାମ ଧର୍ମାବଲମ୍ବୀ। ପରସ୍ପରକୁ ଇଦର ଶୁଭେଚ୍ଛା!-->…
ଆଠଗଡ଼ ମିଡିଆ ହାଉସ ପକ୍ଷରୁ ପଖାଳ ଦିବସରେ ବନ୍ଧୁ ମିଳନ ଅନୁଷ୍ଠିତ।
ଆଠଗଡ, ୨୦/୩ (ମାନସ ରଞ୍ଜନ ସାହୁ)-ଆଜି ଓଡ଼ିଆ ପାରମ୍ପାରିକ ଖାଦ୍ୟ ପଖାଳ ଦିବସ ଅବସରରେ ଆଠଗଡ଼ ମିଡିଆ ହାଉସ ପକ୍ଷରୁ ଖୁଣ୍ଟୁଣୀ ସ୍ଥିତ ହୋଟେଲ ମିଲନ ଫ୍ୟାମିଲି ରେଷ୍ଟୁରାଣ୍ଟ ଠାରେ ପଖାଳ ଦିବସ ପାଳିତ ହୋଇ ଯାଇଛି । ଆଠଗଡ ମିଡିଆ ହାଉସର ସଭାପତି ସଚ୍ଚିଦାନନ୍ଦ ପଣ୍ଡା, ଉପସଭାପତି ବିଜୟ କୁମାର!-->…
LPG ସଙ୍କଟକୁ ନେଇ ସରକାରଙ୍କ ବଡ଼ ବିବୃତ୍ତି
ଇସ୍ରାଏଲ- ଇରାନ ଯୁଦ୍ଧ ଯୋଗୁ ହୋର୍ମୁଜ ପ୍ରଣାଳୀକୁ ଇରାନ ବନ୍ଦ କରିଥିବାରୁ ବିଶ୍ବର ଅନେକ ଦେଶ ପାଇଁ ସମସ୍ୟା ସୃଷ୍ଟି ହୋଇଛି। ଏପର୍ଯ୍ୟନ୍ତ କେବଳ ୯ଟି ଅଶୋଧିତ ତେଲ ଏବଂ ଗ୍ୟାସର ଜାହାଜ ଅତିକ୍ରମ କରିପାରିଛି। ଏମିତିରେ ଭାରତରେ ମଧ୍ୟ ଏଲପିଜି ଗ୍ୟାସର ଅଭାବ ପରିଲକ୍ଷିତ ହୋଇଛି। ସରକାର!-->…
ଆସନ୍ତା ୨୫ ତାରିଖରେ ହେବ ରତ୍ନଭଣ୍ଡାରରୁ ଅଳଙ୍କାର ଗଣତିମଣତି।
ଆସନ୍ତା ୨୫ ତାରିଖ ଅର୍ଥାତ୍ ବୁଧବାର ହେବ ରତ୍ନଭଣ୍ଡାରରୁ ଅଳଙ୍କାର ଗଣତିମଣତି।ମାହେନ୍ଦ୍ର ବେଳା ମାର୍ଚ୍ଚ ୨୫ ଚୈତ୍ର ଶୁକ୍ଳ ସପ୍ତମୀ ତିଥି ୧୨.୦୯ ରୁ ୧.୪୫ ମଧ୍ୟରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି। ଭିଡିଓଗ୍ରାଫି, ଫଟୋଗ୍ରାଫି, 3D MAPPING ହେବ। ପ୍ରଥମେ ଚଳନ୍ତି ରତ୍ନଭଣ୍ଡାର!-->…
ସଟସର୍କିଟଯୋଗୁ ରାଉତପଡ଼ାଗ୍ରାମରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଦୁଇ ବଖରା ଛାରଖାର, ଲକ୍ଷାଧିକ ଟଙ୍କାର ସମ୍ପତି…
ଗଣିଆ -(ବିଶ୍ୱରଂଜନ ସେଠି): ନୟଗଡ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ ବେଲପଡ଼ା ପାଟଣା ଗ୍ରାମ ପଞ୍ଚାୟତ ରାଉତପଡ଼ା ଗ୍ରାମର ନୂଆଁସାହିରେ ଶୁକ୍ରବାର ଦିନ ଦିବା ୧୦ଘଣ୍ଟିକା ସମୟରେ ସଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ୨ବଖରା ଘରପୋଡ଼ି ଯାଇଛି। ସୁଚନା ଥାଉକି ଗ୍ରାମର ଭିମା ସାହୁ!-->…
ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକ
ଶୁକ୍ରବାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିୟମିତ ହେଲେ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ!-->…
ମହିଳାଙ୍କୁ ବଳାତ୍କାର କଲେ ଜ୍ୟୋତିଷ, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ
ମହାରାଷ୍ଟ୍ରର ନାସିକରେ ଜଣେ ୩୫ ବର୍ଷୀୟ ମହିଳାଙ୍କୁ ବାରମ୍ବାର ଦୁଷ୍କର୍ମ ସହ ବ୍ଲାକମେଲ କରିବା ଅଭିଯୋଗରେ ଜଣେ ଖ୍ୟାତନାମା ଜ୍ୟୋତିଷଙ୍କୁ ପୋଲିସ ଗିରଫ କରିଛି । ତାଙ୍କ ନାମ ଅଶୋକ ଖରାତ (୬୭) ବୋଲି ଜଣାପଡିଛି। ପୋଲିସ କହିଛି ଯେ ପୀଡିତା ପ୍ରଥମେ ୨୦୧୯ ମସିହାରେ ଜଣେ ସମ୍ପର୍କୀୟଙ୍କ ସହିତ!-->…