Browsing Category

ଆଜିର ଖବର

ସନ୍ଥ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନିଜର ଗସ୍ତ ସମୟରେ ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିଛନ୍ତି । ଆଜି ସକାଳେ ରାଷ୍ଟ୍ରପତି 'ଶ୍ରୀ ହିତ ରାଧା କେଳି କୁଞ୍ଜ ଆଶ୍ରମ'ରେ ପହଞ୍ଚିଥିଲେ, ଯେଉଁଠାରେ ସେ ପ୍ରେମାନନ୍ଦ ମହାରାଜଙ୍କ ଦର୍ଶନ କରିବା ସହ ତାଙ୍କ ସହ ଆଲୋଚନା

ଆଜିଠୁ ବଢିଲା ପ୍ରିମିୟମ ପେଟ୍ରୋଲ ଦାମ

ମଧ୍ୟପ୍ରାଚ୍ୟ ବିବାଦ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବାଧାପ୍ରାପ୍ତ ହେବା ମଧ୍ୟରେ, ଭାରତରେ ପ୍ରିମିୟମ୍ ପେଟ୍ରୋଲର ମୂଲ୍ୟ ୨.୩୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।ଯାହା ୨୦ ମାର୍ଚ୍ଚରୁ ଲାଗୁ ହେବ। ସୂଚନା ଅନୁଯାୟୀ ବି ପି ସି ଏ ଲ ର ସ୍ପିଡ୍, ଏଚପିସିଏଲର ପାୱାର ଏବଂ ଆଇଓସିଏଲର

ରାଜ୍ୟର ୧୯ ହଜାର ୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ୍‌: ଗଣଶିକ୍ଷା ମନ୍ତ୍ରୀ

ଶିକ୍ଷା ବିଭାଗର ବିକଳ ଚିତ୍ର । ୧୯୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ୍ । ରାଜ୍ୟର ୧୯ ହଜାର ୮୮୩ ସ୍କୁଲରେ ନାହିଁ ଡେସ୍କ ଓ ବେଞ୍ଚ୍ ।ଏନେଇ ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଛନ୍ତି । ଡେସ୍କ ଓ ବେଞ୍ଚ ନଥିବାରୁ ତଳେ ବସି ପାଠ ପଢୁଛନ୍ତି ଛାତ୍ରଛାତ୍ରୀ

ଇତିହାସରେ ପ୍ରଥମ ଥର: ଡଲାର ତୁଳନାରେ ଟଙ୍କାର ସର୍ବକାଳୀନ ଅଧୋପତନ

ଭାରତୀୟ ଅର୍ଥନୀତି ପାଇଁ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି ।ପଶ୍ଚିମ ଏସିଆରେ ବଢ଼ୁଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତେଲ ଦର ବୃଦ୍ଧି ଟଙ୍କା ଉପରେ ଚାପ ପକାଇଛି । ବ୍ରେଣ୍ଟ କ୍ରୁଡ୍ ଅଏଲ୍ ବ୍ୟାରେଲ ପିଛା ୧୦୦ ଡଲାର ଉପରେ ରହିଛି । ଭାରତ ଏହାର ଅଧିକାଂଶ ତେଲ ଆମଦାନୀ କରୁଥିବାରୁ,

ଗାଡ଼ି ଜରିମାନା ଚାଲାଣ ପୈଠରେ ବଡ଼ ରିହାତି। ବକେୟା ଇ-ଚାଲାଣରେ ୫୦% ରିହାତି

ଇ-ଚାଲାଣରେ ୫୦% ରିହାତି। ଗାଡ଼ି ଜରିମାନା ଚାଲାଣ ପୈଠରେ ବଡ଼ ରିହାତି ମିଳିବ। ରାଜ୍ୟରେ ବକେୟା ଥିବା ଟ୍ରାଫିକ୍ ଚାଲାଣଗୁଡ଼ିକର ସମାଧାନ ସହିତ ଗାଡ଼ି ଚାଳକଙ୍କୁ ଆଶ୍ବସ୍ତି ପ୍ରଦାନ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ଏକ

ଆଜି ବିଶ୍ୱ ଘରଚଟିଆ ଦିବସ, ସହରୀ ଜୀବନ ଭିତରେ ହଜିଗଲେଣି ଘରଚଟିଆ

ଘର ଖୋଜୁଛି ଘରଚଟିଆ । ଗାଁର ପରିବର୍ତ୍ତିତ କଂକ୍ରିଟ ରୂପରେ ଲୋପ ପାଇଗଲେଣି ବିଶ୍ୱର ନିଆରା ଚଢେଇ ଘରଚଟିଆ । ଏମାନଙ୍କର ସୁରକ୍ଷା ପାଇଁ ୨୦୧୦ ମସିହାରୁ ପ୍ରତିବର୍ଷ ମାର୍ଚ୍ଚ ୨୦ରେ ବିଶ୍ୱ ଘର ଚଟିଆ ଦିବସ ପାଳନ କରାଯାଉଛି । ଘରଚଟିଆଙ୍କର କିଚିରିମିଚିରି କଳରବ ଆଉ କାନରେ ପଡୁନାହିଁ। ପ୍ରତିକୂଳ

‘ହୋର୍ମୁଜ ଜଳପଥ’ରେ ଫସିଛନ୍ତି କଟକର ନାବିକ, ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ ଆକୁଳ ନିବେଦନ

ଇରାନ-ଇସ୍ରାଏଲ୍ ଯୁଦ୍ଧ ଭିତରେ ଫସିଛନ୍ତି କଟକର ଜଣେ ନାବିକ । ଏଲ୍‌ପିଜି ଆଣିବା ପାଇଁ ଯାଇଥିବା ଏକ ଜାହାଜରେ ମୁଖ୍ୟ ଅଧିକାରୀ ଥିବା କଟକ ସିଡିଏର ଅଶୋକ କୁମାର ଦୀକ୍ଷିତ ଫସିରହିଛନ୍ତି । ଗଲା ୨୦ ଦିନ ହେବ ସେ’ କତାର ପାଖରେ ଥିବା ‘ ରାସ୍ ଲଫାନ୍’ ପୋର୍ଟର ଆଙ୍କର ସ୍ଥଳୀରେ ଜାହାଜକୁ ଅଟକାଇ

ଖୁବଶୀଘ୍ର ସରୁଛି ଯୁଦ୍ଧ। ଯୁଦ୍ଧରେ ଇସ୍ରାଇଲ ମଧ୍ୟ ଜିତୁଛି -ନେତନ୍ୟାହୁଙ୍କ ଦାବି

ଖୁବଶୀଘ୍ର ଶେଷ ହେବ ଇରାନ୍ ସହ ଯୁଦ୍ଧ । ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନୟାହୁ ଏଭଳି ବଡ଼ ବୟାନ ଦେଇଛନ୍ତି । ଯୁଦ୍ଧ କରିବାକୁ ଇରାନ୍ ପାଖରେ ଆଉ କିଛି ନାହିଁ । ମୋର ନାଁରେ ମିଛ ପ୍ରଚାର ହେଉଛି ।ମୁଁ ଜୀବିତ ଅଛି ଏବଂ ଆପଣମାନେ ସମସ୍ତେ ଏହାର ସାକ୍ଷୀ । ଇରାନର ପରମାଣୁ ଓ ମିଶାଇଲ

ଆଜି ବିଶ୍ବ ପଖାଳ ଦିବସ ।ପାନ୍ଥ ନିବାସରେ ପ୍ରସ୍ତୁତ ହେବ ୮୫୦ କିଲୋର ପଖାଳ

ପଖାଳ ପର୍ବ ଉପଲକ୍ଷେ ପାନ୍ଥ ନିବାସରେ କରାଯାଇଛି ଭବ୍ୟ ଆୟୋଜନ । ପ୍ରଥମ ଥର ପାଇଁ ଗୋଟିଏ ପାତ୍ରରେ ୮୦୦-୮୫୦ କିଲୋର ପଖାଳ ପ୍ରସ୍ତୁତ କରି ବିଶ୍ୱ ରେକର୍ଡ ପାଇଁ ଚେଷ୍ଟା କରାଯିବ । ଏଥିସହ ଆମିଷ ଓ ନିରାମିଷର ୩୬୫ ପ୍ରକାର ବ୍ୟଞ୍ଜନ ମଧ୍ୟ ପ୍ରସ୍ତୁତ ହେବ । ଏହି ରେକର୍ଡ ପାଇଁ ଏକାଠି ହୋଇଛନ୍ତି

ଘୁର୍ଣ୍ଣିବଳୟ ପ୍ରଭାବରେ ୭ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା

ରାଜ୍ୟରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଉପକୂଳବର୍ତ୍ତୀ ଆନ୍ଧ୍ର ପ୍ରଦେଶ ଓ ପାର୍ଶ୍ୱବର୍ତ୍ତୀ ୟାନମ୍ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଆଗାମୀ 7 ଦିନ ଯାଏଁ ରାଜ୍ୟରେ ବର୍ଷା ହେବା ସମ୍ଭାବନା ରହିଛି ।ଆସନ୍ତା 24 ଘଣ୍ଟାରେ ନୂଆପଡା,

ମହଙ୍ଗା ପଡ଼ିଲା ଯୁବତୀଙ୍କୁ କମେଣ୍ଟ ମାରିବା, ରସିକିଆଙ୍କୁ ଚପଲରେ ମାଡ଼ ଦେଲେ ଲୋକେ

ଚାରି ଜଣ ଯୁବତୀଙ୍କୁ କମେଣ୍ଟ ମାରିବା ପଡ଼ିଲା ମହଙ୍ଗା । ଯୁବକଙ୍କୁ ଚପଲରେ ସେକିବା ପରେ ପୋଲିସରେ ଦେଲେ ଜିମା । ଯୁବତୀ ମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ସହ କମେଣ୍ଟ ମାରିବା ସମ୍ପୃକ୍ତ ଯୁବକ ୨ ଜଣଙ୍କୁ ଭାରି ମହଙ୍ଗା ପଡିଛି। ସୂଚନାମୁତାବକ ବାଲେଶ୍ବର ଜିଲ୍ଲା ତାଳସାରୀ ମେରାଇନ ଥାନା

ଗଣିଆ ସରସ୍ୱତୀ ଶିଶୁ ମନ୍ଦିରରେ ରାଷ୍ଟ୍ରୀୟ ନବବର୍ଷ ପାଳିତ

ଗଣିଆ (ବିଶ୍ୱରଂଜନ ସେଠି) ଗୁରୁବାର ଗଣିଆସ୍ଥିତ ସରସ୍ୱତୀ ଶିଶୁ ମନ୍ଦିର ପରିସରରେ କୁନି କୁନି ଛାତ୍ରଛାତ୍ରୀମାନଙ୍କୁ ନେଇ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ, ଗଣିଆ ତରଫରୁ ରାଷ୍ଟ୍ରୀୟ ନବବର୍ଷ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ନୟାଗଡ଼ ଜିଲା ଶାରୀରୀକ