Browsing Category

ଆଜିର ଖବର

୩ ପିକଅପ ଭ୍ୟାନ ସହିତ ୨୧ ଗୋରୁ ଉଦ୍ଧାର, ଜଣେ କୋର୍ଟ ଚାଲାଣ, ୪ଫେରାର

ଗଣିଆ (ବିଶ୍ୱରଂଜନ ସେଠି) ଗୁରୁବାର ୩ପିକଅପ ଭ୍ୟାନ ସହିତ ୨୧ଗୋରୁଙ୍କୁ ଉଦ୍ଧାର କରିଛି ଗଣିଆ ପୋଲିସ । ମିଳିଥିବା ସୁଚନା ଅନୁସାରେ ଗତକାଲି ବିଳମ୍ବିତ ରାତ୍ରୀରେ ରାସଙ୍ଗ ପଂଚାୟତ ଅନ୍ତର୍ଗତ ଡଙ୍କାରିସାହିଠାରେ ଗୋରୁ ଚାଲାଣ ହେଉଥିବା ଖବର ପାଇ ଗଣିଆ ଥାନା ଅଧିକାରୀ ଟଙ୍କଧର ଛତ୍ରିଆଙ୍କ

ଇରାନ ଆକ୍ରମଣକୁ ନିନ୍ଦା କଲେ ୧୨ ଆରବ ଏବଂ ଇସଲାମିକ୍ ଦେଶ

ମଧ୍ୟପ୍ରାଚ୍ୟ ଯୁଦ୍ଧ ସମଗ୍ର ବିଶ୍ବକୁ ପ୍ରଭାବିତ କରୁଛି । ଇରାନ ସିଧାସଳଖ କାତାରର ‘ରାସ୍ ଲାଫାନ୍’ ଶିଳ୍ପାଞ୍ଚଳ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି । ଏଠାରେ ବିଶ୍ୱର ସବୁଠାରୁ ବଡ଼ ପ୍ରାକୃତିକ ଗ୍ୟାସ୍ (LNG) ଉତ୍ପାଦନ କେନ୍ଦ୍ର ରହିଛି । କିଛି ଦିନ ପୂର୍ବରୁ ଇସ୍ରାଏଲ, ଇରାନର ସବୁଠାରୁ

(SIR) କାର୍ଯ୍ୟରେ ଅବହେଳା, ଶିକ୍ଷୟିତ୍ରୀ ନିଲମ୍ବନ

ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟରେ ଅବହେଳା ପାଇଁ ଗୁରୁବାର ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଚଞ୍ଚଳ ରାଣା ନେଇଛନ୍ତି। ସେ ସରକାରୀ ଉଚ୍ଚ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର, ଫେଜ୍–୨ ରେ

କଂଗ୍ରେସ ସହ ମୋର ଲଢେଇ , ଦିଲ୍ଳୀପ ରାୟଙ୍କୁ ଭୋଟ ଦେଇଛି : ସୁବାସିନୀ

ରାଜ୍ୟସଭା ନିର୍ବାଚନରେ ଦଳ ବିରୋଧରେ ଯାଇ କ୍ରସ୍‌ ଭୋଟିଂ କରିଥିବା ବିଧାୟିକା ସୁବାସିନୀ ଜେନା ନିଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୁଁ ଆମ ଦଳର ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଭୋଟ ଦେଇଛି। ମୁଁ ଗୋଟିଏ ଭୋଟ ସଂତୃପ୍ତ ମିଶ୍ରଙ୍କୁ ଓ ଦ୍ବିତୀୟ ଭୋଟଟି ଦିଲ୍ଲୀପ

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ,  ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ପଢ଼ୁଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ହୋଇଥିବା ନେଇ ସନ୍ଦେହ କରାଯାଉଛି।

ଆଜି ହିନ୍ଦୁ ନବବର୍ଷ, କାହିଁକି ପାଳନ ହୁଏ ହିନ୍ଦୁ ନବବର୍ଷ ?

ଆଜି ହିନ୍ଦୁ ନବବର୍ଷ। ଜାନୁଆରୀ ୧ ନୁହେଁ, ଆମର ନୂତନ ବର୍ଷ ଆରମ୍ଭ ହୁଏ ବିଜ୍ଞାନ ଓ ସଂସ୍କୃତି ସହ । ୨୦୨୬ ନୁହେଁ… ଆମେ ପ୍ରବେଶ କରିଛୁ ୨୦୮୩ ବିକ୍ରମ ସମ୍ବତରେ । ହିନ୍ଦୁ ନବବର୍ଷ କେବଳ ତାରିଖ ନୁହେଁ, ଏହା ହେଉଛି ବିଜ୍ଞାନର ଅଦ୍ଭୁତ ଗଣନା । ବିଶ୍ୱର ସବୁଠାରୁ ସଠିକ କ୍ୟାଲେଣ୍ଡର, ଆମର

SCB ଅଗ୍ନିକାଣ୍ଡ ତାତି: ସର୍ବାଦଳୀୟ ବୈଠକ ଫେଲ୍, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ବିରୋଧୀ

ଏସସିବି ଅଗ୍ନିକାଣ୍ଡ ଯୋଗୁଁ ରାଜ୍ୟ ରାଜନୀତି ସରଗରମ। ଉଠୁଛି ପଡ଼ୁଛି ବିଧାନସଭା। ବିରୋଧୀଙ୍କ ହଟ୍ଟଗୋଳରେ ଚାଲି ପାରୁନି ଗୃହ। ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି ବିରୋଧୀ। ମନ୍ତ୍ରୀ ଇସ୍ତଫା ନଦେଲେ ଯାଏଁ ଗୃହ ଚଲାଇ ଦେବେନି ବୋଲି ଚରମବାଣୀ ଶୁଣାଇଛନ୍ତି ବିଜେଡି ସଦସ୍ୟ।

ବିଷାକ୍ତ ସାପ ଡାଲମା ଖାଇ ୪୦ ଅସୁସ୍ଥ

ଭାଗବତ ସପ୍ତାହରେ ଚାଲିଥିଲା ଭୋଜିଭାତ, ଆଉ ଏପଟେ ଡାଲମାରେ ପଡ଼ିଯାଇଥିଲା ବିଷାକ୍ତ ସାପ, ଆଉ ଏହି ବିଷାକ୍ତ ସାପ ମିଶା ଡାଲମା ଖାଇ ୪୦ ରୁ ଅଧିକ ଲୋକ ଏବେ ମେଡିକାଲରେ ପଡ଼ିଛନ୍ତି ।ସୂଚନା ଥାଉକି, କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ମୁ୍ୟନିସିପାଲିଟିର ୧୦ ନଂ ୱାର୍ଡରେ ଚାଲିଥିଲା ଭାଗବତ

CPET ପରୀକ୍ଷା ଆବେଦନ ପାଇଁ ସମୟ ସୀମା ବୃଦ୍ଧି

Common PG Entrance Test (CPET) ପରୀକ୍ଷା ପାଇଁ ଆବେଦନ କରିବାର ସମୟ ସୀମାକୁ ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମସୟସୀମା ଅନୁସାରେ, CPET ପରୀକ୍ଷା ଆବେଦନ ପାଇଁ ମାର୍ଚ୍ଚ ୧୮ ତାରିଖ ଶେଷ ତାରିଖ ରହିଥିଲା। କିନ୍ତୁ,

କଟକ SCB ଟ୍ରମା ଆଇସିୟୁ ଅଗ୍ନିକାଣ୍ଡ ଘଟଣାର କାରଣ ଖୋଜିଲେ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ୍

କଟକ SCB ଟ୍ରମା ଆଇସିୟୁ ଅଗ୍ନିକାଣ୍ଡ ଘଟଣାର କାରଣ ଖୋଜିଲେ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ୍ ।ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂଙ୍କ ନେତୃତ୍ୱରେ ଏହି ଟିମ୍ ଆଜି ଏସସିବି ମେଡିକାଲ ପରିସରରେ ପହଞ୍ଚିଥିଲେ । ପ୍ରଥମେ ଟ୍ରମା ଆଇସିୟୁ ବୁଲି ଦେଖିବା ପରେ ଅନ୍ୟ ବିଭାଗ ଗୁଡିକର ନିରୀକ୍ଷଣ କରିଛି

ଶସ୍ତା ହେଉଛି ସୁନା ଓ ରୁପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୪,୬୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୧,୭୫୦ ଟଙ୍କା ଛୁଇଁଛି ।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୪,୬୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୧,୭୫୦

ମାଟ୍ରିକ୍ ଖାତାଦେଖାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରଖିଛନ୍ତି ସ୍ପଷ୍ଟ ଉତ୍ତର

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତା ଦେଖା ଆଜିଠୁ ଆରମ୍ଭ ହୋଇଛି । ରାଜ୍ୟର ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ଖାତା ଦେଖିବେ।୫ ହଜାର ନୀରିକ୍ଷକଙ୍କୁ ନିୟୋଜିତ କରାଯାଇଛି। ତେବେ ପୂର୍ବରୁ ଓଏମଆର ଖାତା ମୂଲ୍ୟାୟନ ଆରମ୍ଭ