Browsing Category
ଆଜିର ଖବର
ମାଟ୍ରିକ୍ ଖାତାଦେଖାକୁ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରଖିଛନ୍ତି ସ୍ପଷ୍ଟ ଉତ୍ତର
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତା ଦେଖା ଆଜିଠୁ ଆରମ୍ଭ ହୋଇଛି । ରାଜ୍ୟର ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ଖାତା ଦେଖିବେ।୫ ହଜାର ନୀରିକ୍ଷକଙ୍କୁ ନିୟୋଜିତ କରାଯାଇଛି। ତେବେ ପୂର୍ବରୁ ଓଏମଆର ଖାତା ମୂଲ୍ୟାୟନ ଆରମ୍ଭ!-->…
ଇରାନର ଗ୍ୟାସ୍ ଭଣ୍ଡାର ଉପରେ ଆମେରିକାର ହାତ ନାହିଁ- ଟ୍ରମ୍ପ
ଇରାନର ସର୍ବବୃହତ ଦକ୍ଷିଣ ପାର୍ସ ଗ୍ୟାସ୍ ଫିଲ୍ଡ ଉପରେ ସମ୍ପ୍ରତି ଆକ୍ରମଣ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି କରିଛି । ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ ଆମେରିକା ଏହି ଆକ୍ରମଣରେ ସାମିଲ ନଥିଲା। ଏପରି କହି ଟ୍ରମ୍ପ ଆକ୍ରମଣରୁ ନିଜକୁ ଅଲଗା କରି!-->…
ଏମ୍ସ ପ୍ଲସ ଢାଞ୍ଚାରେ ନିର୍ମାଣ ହେଉଥିବା ଏସସିବି ସମ୍ପ୍ରସାରଣ କାର୍ଯ୍ୟ ବୁଲି ସମୀକ୍ଷା କରିଛନ୍ତି ଓଡ଼ିଶାର ପୂର୍ତ୍ତ…
ଏମ୍ସ ପ୍ଲସ ଢାଞ୍ଚାରେ ନିର୍ମାଣ ହେଉଥିବା ଏସସିବି ସମ୍ପ୍ରସାରଣ କାର୍ଯ୍ୟ ବୁଲି ସମୀକ୍ଷା କରିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଚଳିତବର୍ଷ ଜୁନ ୩୦ ସୁଦ୍ଧା ଏହି କୋଠା ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ । ଚଳିତ ମାସରେ ନିର୍ମାଣ କାର୍ଯ୍ୟ ଶେଷ ହେବ ଏବଂ ଏସସିବିର ନୂଆ!-->…
ଚୀନ ଯାଉଥିବା ରୁଷ୍ ତୈଳ ଟ୍ୟାଙ୍କର ଭାରତକୁ ମୁହାଁଇଲା
ଚୀନ ଅଭିମୁଖେ ଯାତ୍ରା କରୁଥିବା ରୁଷ୍ର ଏକ ତୈଳ ବୋଝେଇ ଦକ୍ଷିଣ ଚୀନ ସାଗରରେ ହଠାତ୍ ଗତିପଥ ପରିବର୍ତ୍ତନ କରି ଭାରତ ଆଡକୁ ମୁହାଁଇଥିବା ଜଣାପଡିଛି। ଏହି ଟ୍ୟାଙ୍କରଟି ଆସନ୍ତା ୨୧ରେ କର୍ଣ୍ଣାଟକର ମାଙ୍ଗାଲୋର ବନ୍ଦରରେ ପହଞ୍ଚିବ ବୋଲି କୁହାଯାଇଛି।ଏହି ସିପ୍ରେ 'ୟୁରାଲ' ତୈଳ ଆସୁଛି ।!-->…
ଇଦୁଲ ଫିତର ଓ ରାମ ନବମୀରେ ସବୁ ଛୁଟି ରହୁଥିଲେ ହେଁ ଦଶମ ଶ୍ରେଣୀ ଖାତା ଦେଖା ଚାଲିବ
ଆଜିଠୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ। ଏହି ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ୍ ୨ ତାରିଖ ସୁଦ୍ଧା ଶେଷ କରିବା ପାଇଁ ବୋର୍ଡ ପକ୍ଷରୁ ସମୟ ଧାର୍ଯ୍ୟ କରାଯାଇଛି । ମାଟ୍ରିକ୍ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ (ଏସ୍ଓଏସ୍ସି)ଓ ସଂସ୍କୃତ ମଧ୍ୟମା ଖାତା ଦେଖା ପାଇଁ ୩୦ ଟି ଜିଲ୍ଲାରେ ସମୁଦାୟ!-->…
କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ଆକ୍ସନ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୪ ଜଣ ଅଧିକାରୀ ନିଲମ୍ୱିତ
କଟକ SCB ହସ୍ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହେବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ।କାର୍ଯ୍ୟରେ ଅବହେଳା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ନିମ୍ନଲିଖିତ ଚାରି ଜଣ!-->…
ସମ୍ମିଳିତ କର୍ମଜୀବି ସାମ୍ୱାଦିକ ସଂଘ ଖୋରଧା ଜିଲ୍ଲା ଶାଖା ର ତୀବ୍ର ବିରୋଧ ପରେ ପୂର୍ବ ନିଷ୍ପତି କୁ ପ୍ରତ୍ୟାହାର କଲା…
ଖୋରଧା -୧୮/୩- କିଛି ଅସାମାଜିକ ତତ୍ତ୍ୱଙ୍କ ଏକ ପତ୍ର କୁ ତର୍ଜମା ନକରି ଖୋରଧା ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସୁଚନା ଓ ଲୋକସମ୍ପର୍କ ଅଧିକାରୀ ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଙ୍ଘ (ଓ.ୟୁ.ଡବ୍ଲୁ.ଜେ) ଖୋରଧା ଜିଲ୍ଲା ଶାଖା ସଭାପତି ପ୍ରକାଶ କୁମାର ହାତୀ ଙ୍କ କାର୍ଯ୍ୟଶୈଳୀ ଓ ସ୍ୱଚ୍ଛତା!-->…
୫୪ତମ ଐତିହାସିକ ଗଣିଆ ଲଙ୍କାପୋଡ଼ି ଯାତ୍ରା ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳାଏପ୍ରିଲ୨୧ରେ ରାବଣ ପୋଡ଼ି ଉତ୍ସବ
ଗଣିଆ,(ବିଶ୍ୱରଂଜନ ସେଠି) ବୁଧବାର ଗଣିଆ ରାମ ମନ୍ଦିର ପରିସରରେ ଗଣିଆ ଲଙ୍କାପୋଡ଼ି ଯାତ୍ରା କମିଟିର ସଭାପତି ବିଜୟ କୁମାର ସାହୁଙ୍କ ସଭାପତିତ୍ୱରେ ୫୪ତମ ଲଙ୍କାପୋଡ଼ି ଯାତ୍ରା ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ମାସ ୨୭ ତାରିଖ ଶୁକ୍ରବାର ଦିନ!-->…
ଏସିଆନ ଗେମ୍ସରେ ଭାରତର ପ୍ରତିନିଧିତ୍ୱ କରିବେ କନଷ୍ଟେବଳ ରଶ୍ମିତା ସାହୁ
ଓଡ଼ିଶା ପୋଲିସର କନଷ୍ଟେବଳ ରଶ୍ମିତା ସାହୁ ଜଣେ ସଫଳ କ୍ରୀଡ଼ାବିତ୍ ଭାବେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ବର୍ତ୍ତମାନ ଏସିଆନ୍ ଗେମ୍ସରେ ଦେଶ ପାଇଁ ପଦକ ଜିତିବା ଲକ୍ଷ୍ୟରେ ସେ ଉତ୍ତରାଖଣ୍ଡର ଟିହରି ପାହାଡ଼ି ଅଞ୍ଚଳରେ ଦିନରାତି କଠିନ ଅଭ୍ୟାସ ଜାରି ରଖିଛନ୍ତି । ପାହାଡ଼ ଘେରା!-->…
ରମେଶଙ୍କ ବିସ୍ଫୋରଣ, ବିଜେଡିଠୁ ପ୍ରତିଶୋଧ ନେବା ପାଇଁ ଦିଲୀପଙ୍କୁ ଭୋଟ୍ ଦେଲି
କ୍ରସ ଭୋଟିଂ ନେଇ ବର୍ଷିଲେ କଂଗ୍ରେସ ବିଧାୟକ ରମେଶ ଜେନା । ୨୪ ବର୍ଷ ଧରି ବିଜେଡି ହଇରାଣ କରିଥିଲା, ପ୍ରତିଶୋଧ ନେଇଛି । ମୋ ପ୍ରତି, ପରିବାର ପ୍ରତି ନିର୍ବାଚନ ମଣ୍ଡଳୀ ପ୍ରତି ଅନ୍ୟାୟ କରିଥିଲେ । ସୁଯୋଗକୁ ଅପେକ୍ଷା କରିଥିଲି , ପ୍ରତିଶୋଧ ନେଲି ।ବିଜେଡି ଯେଉଁ ହଇରାଣ କରିଛି, ଯିଏ ପ୍ରକୃତ!-->…
ଯୁଦ୍ଧଗ୍ରସ୍ତ ଇରାନକୁ ସହାୟତା ପଠାଇଲା ଭାରତ
ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି।ହେରାନରେ ମେଡିକାଲ ଉପକରଣ ପହଞ୍ଚିଥିବା ନେଇ ଭାରତୀୟ ଦୂତାବାସ ସ୍ପଷ୍ଟ କରିଛି । ଭାରତରେ ଥିବା ଇରାନ୍ ଦୂତାବାସ ଭାରତର ଏହି ପଦକ୍ଷେପକୁ ପ୍ରଶଂସା କରିଛି । ଭାରତୀୟଙ୍କୁ ସାଧୁବାଦ!-->…
ବୃଦ୍ଧ ବ୍ୟକ୍ତିଙ୍କୁ ବସ୍ତାରେ ବାନ୍ଧି ପାର୍ସଲରେ ପଠାଇଲେ ପାଞ୍ଚ ଜଣ ସଦସ୍ୟ, କୋରିଅର ଖୋଲିବାରୁ ଜୀବିତ ମିଳିଲେ
କର୍ଣ୍ଣାଟକର ବେଙ୍ଗାଲୁରୁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଦର୍ଶାଉଛି ଯେ, ଲୋକମାନେ ସୋସିଆଲ ମିଡିଆରେ ଭ୍ୟୁ ଏବଂ ଲାଇକ୍ ପାଇଁ କେତେ ବ୍ୟାକୁଳ ।ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟ ଜଣେ ବୃଦ୍ଧ ବ୍ୟକ୍ତିଙ୍କୁ ଏକ ବସ୍ତା ଭିତରେ ଭର୍ତ୍ତି କରି କୋରିଅର ଅଫିସକୁ ନେଇ!-->…