Browsing Category

ଆଜିର ଖବର

ଯୁଦ୍ଧଗ୍ରସ୍ତ ଇରାନକୁ ସହାୟତା ପଠାଇଲା ଭାରତ

ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି।ହେରାନରେ ମେଡିକାଲ ଉପକରଣ ପହଞ୍ଚିଥିବା ନେଇ ଭାରତୀୟ ଦୂତାବାସ ସ୍ପଷ୍ଟ କରିଛି । ଭାରତରେ ଥିବା ଇରାନ୍ ଦୂତାବାସ ଭାରତର ଏହି ପଦକ୍ଷେପକୁ ପ୍ରଶଂସା କରିଛି । ଭାରତୀୟଙ୍କୁ ସାଧୁବାଦ

ବୃଦ୍ଧ ବ୍ୟକ୍ତିଙ୍କୁ ବସ୍ତାରେ ବାନ୍ଧି ପାର୍ସଲରେ ପଠାଇଲେ ପାଞ୍ଚ ଜଣ ସଦସ୍ୟ, କୋରିଅର ଖୋଲିବାରୁ ଜୀବିତ ମିଳିଲେ

କର୍ଣ୍ଣାଟକର ବେଙ୍ଗାଲୁରୁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଦର୍ଶାଉଛି ଯେ, ଲୋକମାନେ ସୋସିଆଲ ମିଡିଆରେ ଭ୍ୟୁ ଏବଂ ଲାଇକ୍ ପାଇଁ କେତେ ବ୍ୟାକୁଳ ।ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟ ଜଣେ ବୃଦ୍ଧ ବ୍ୟକ୍ତିଙ୍କୁ ଏକ ବସ୍ତା ଭିତରେ ଭର୍ତ୍ତି କରି କୋରିଅର ଅଫିସକୁ ନେଇ

ପପିଲି ବଳଙ୍ଗା ଥାନା ପୁଣି କିରୋସିନି ଢାଳି ଜିଅନ୍ତା ଜଳିଗଲେ ଜଣେ ମହିଳା

ପପିଲି ବଳଙ୍ଗା ଥାନା କେତକୀପାଟଣା ପଞ୍ଚାୟତ ଦୁବପାଟଣା ଗାଁରେ ଜିଅନ୍ତା ଜଳିଗଲେ ଜଣେ ମହିଳା । କିରୋସିନି ନିଆଁରେ ପୋଡି ହୋଇ ମହିଳା ଜଣକ ଜୀବନ ହାରିଥିବା କୁହାଯାଉଛି । ସୂଚନା ପାଇ ପିପିଲି ଏସଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି ପାରିପାର୍ଶ୍ଵିକ ସ୍ଥିତିରୁ ନିଜେ

ବିଜେବି କଲେଜ ହଷ୍ଟେଲରେ ଅନ୍ତେବାସୀ ଗଣ୍ଡଗୋଳର ତଦନ୍ତ କରିବ କମିଟି,୨୪ ଘଣ୍ଟାରେ ରିପୋର୍ଟ ଦେବ ଟିମ୍

ବିଜେବି କଲେଜ ହଷ୍ଟେଲରେ ଛାତ୍ର ଗଣ୍ଡଗୋଳ ଘଟଣାରେ ଗଠନ ହେଲା ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ । ରେସିଡେନ୍ସି କମିଟି ବୈଠକ ସରିବା ପରେ ଏନେଇ ସୂଚନା ଦେଇଛନ୍ତି କଲେଜ କର୍ତ୍ତୃପକ୍ଷ । ଗଠନ ହୋଇଥିବା ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ୨୪ ଘଣ୍ଟା ଭିତରେ କଲେଜ ଅଧ୍ୟକ୍ଷକଙ୍କୁ ରିପୋର୍ଟ ଦେବ । ଗଣ୍ଡଗୋଳରେ

ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ବିମାନର ୬୦% ସିଟ୍ ସମ୍ପୂର୍ଣ୍ଣ ମାଗଣା ହେବ

ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ୬୦% ସିଟ୍ ମିଳିବ ମାଗଣା । ସିଟ୍ ପାଇଁ ଦେବାକୁ ପଡ଼ିବନି ଅଲଗା ଟଙ୍କା। ଅର୍ଥାତ୍ ସିଟ୍ ଚୟନ ପାଇଁ କୌଣସି ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏହା ବ୍ୟତୀତ, ଏକାଠି ଟିକେଟ୍ ବୁକ୍ କରୁଥିବା ପରିବାରଗୁଡ଼ିକ ବିମାନରେ ପରସ୍ପର ପାଖରେ

ରାମ ନାମ ସତ୍ୟ ହେ’ ନାରାବାଜିରେ କମ୍ପିଲା ବିଧାନସଭା,ସମ୍ବେଦନଶୀ ଘଟଣାରେ ରାଜନୀତି କରୁଛନ୍ତି ବିରୋଧୀ କହିଲା ବିଜେପି

ଏସସିବି ଅଗ୍ନିକାଣ୍ଡକୁ ନେଇ ଉଠୁଛି ପଡ଼ୁଛି ରାଜ୍ୟ ରାଜନୀତି। ଏହି ଘଟଣାକୁ ନେଇ ଗୃହ ମଧ୍ୟ ଭାଗରେ ବିରୋଧୀଙ୍କ ନାରାବାଜି। ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହଲ୍ଲାବୋଲ। ଏସସିବି ନିଆଁ ତାତିରେ ଗୃହ ହୁଲୁସ୍ତୁଲୁ।ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି ଆରମ୍ଭ

୨୪ ଘଣ୍ଟାରେ ଗ୍ୟାରେଣ୍ଟି ସହ ହେବ ପାର୍ସଲ ଡେଲିଭରି :ଇଣ୍ଡିଆ ପୋଷ୍ଟ

ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ନୂଆଦିଲ୍ଲୀରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ବଡ଼ କଥା ହେଲା ଏହି ସର୍ଭିସରେ ଡାକ ବିଭାଗରୁ ଆପଣଙ୍କୁ ଲିଖିତ

ନନ୍ଦନକାନନ ପ୍ରାଣୀଉଦ୍ୟାନ ପାଇଁ ଖୁସି ଖବର, ଏକ ଲମ୍ବା ଥଣ୍ଟିଆ ଶାଗୁଣା ଛୁଆ ଜନ୍ମ

ନନ୍ଦନକାନନ ପ୍ରାଣୀଉଦ୍ୟାନ ପାଇଁ ଖୁସି ଖବର । ପ୍ରାଣୀଉଦ୍ୟାନର ଶାଗୁଣା ପ୍ରଜନନ କେନ୍ଦ୍ରରେ ଏକ ଲମ୍ବା ଥଣ୍ଟିଆ ଶାଗୁଣା ଛୁଆ ଜନ୍ମ ନେଇଛି । ଚଳିତ ମାସ ୧୧ ତାରିଖରେ ଅଣ୍ଡାରୁ ଛୁଆଟି ସଫଳତାର ସହ ଫୁଟି ବାହାରିଥିଲା । କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅଧିନରେ ୨୦୧୨ରେ ଏହି ଶାଗୁଣା

ଜନଗଣନା ପ୍ରସ୍ତୁତି । ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍‌ ଆମ୍ଵାସଡର

ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଗୁରୁ ଦାୟିତ୍ୱ । ଜନଗଣନା ପୂର୍ବରୁ ଦାୟିତ୍ୱ ଦେଇଦେଲେ କେନ୍ଦ୍ର ସରକାର । ବାଲୁକା କଳା ମଧ୍ୟରେ ଲୋକଙ୍କୁ ସଚେତନ କରିବେ ସୁଦର୍ଶନ। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।ଦେଶରେ ପରବର୍ତ୍ତୀ ଜନଗଣନା ୨୦୨୭ରୁ

ଆସନ୍ତା ୧୯ ତାରିଖରୁ  ମାଟ୍ରିକ୍ ଖାତାଦେଖା

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତା ଦେଖା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ଏପ୍ରିଲ ୨ ତାରିଖ ସୁଦ୍ଧା ଅର୍ଥାତ ୧୫ଦିନ ମଧ୍ୟରେ ଖାତାଦେଖା ସାରିବାକୁ ନିଷ୍ପତ୍ତି ନିଆଯାଇଛି।ରାଜ୍ୟର ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ଖାତା

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଥିବାରୁ ୪ ଘଣ୍ଟା ଦର୍ଶନ ବନ୍ଦ

ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଥିବାରୁ ବୁଧବାର ଦିନ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ବୁଧବାର ଚୈତ୍ର କୃଷ୍ଟ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶ୍ରୀଙ୍ଗାର ହେବ । ଦ୍ୱିତୀୟ

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ପାଗ ମେଘୁଆ ରହୁଛି । କିଛି ସ୍ଥାନରେ କାଁ ଭାଁ ବର୍ଷା ବି ହେଉଛି । ଗତ ୩ ଦିନ ହେବ ରାଜ୍ୟରେ ଦିନ ତାପମାତ୍ରା ଅପେକ୍ଷାକୃତ କମ୍ ଅଛି । ଆଗକୁ ତାତି ଆହୁରି କମିପାରେ । ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଏବଂ