Browsing Category

ଆଜିର ଖବର

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଥିବାରୁ ୪ ଘଣ୍ଟା ଦର୍ଶନ ବନ୍ଦ

ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଥିବାରୁ ବୁଧବାର ଦିନ ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ବୁଧବାର ଚୈତ୍ର କୃଷ୍ଟ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶ୍ରୀଙ୍ଗାର ହେବ । ଦ୍ୱିତୀୟ

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ପାଗ ମେଘୁଆ ରହୁଛି । କିଛି ସ୍ଥାନରେ କାଁ ଭାଁ ବର୍ଷା ବି ହେଉଛି । ଗତ ୩ ଦିନ ହେବ ରାଜ୍ୟରେ ଦିନ ତାପମାତ୍ରା ଅପେକ୍ଷାକୃତ କମ୍ ଅଛି । ଆଗକୁ ତାତି ଆହୁରି କମିପାରେ । ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଏବଂ

ଶିକ୍ଷକଙ୍କ ମୃତ୍ୟୁରେ ଗଣିଆ ମିଳିତ ଶିକ୍ଷକ ସଂଘ ତରଫରୁ ଶୋକସଭା

ଗଣିଆ,(ବିଶ୍ୱରଂଜନ ସେଠି .) ଗଣିଆ ବ୍ଲକ ମିଳିତ ଶିକ୍ଷକ ସଂଘ ତରଫରୁ ବ୍ଲକର ଜଣେ ଶିକ୍ଷକଙ୍କ ମୃତ୍ୟୁରେ ଶୋକସଭା ପାଳିତ ହୋଇଯାଇଛି । ଗଣିଆସ୍ଥିତ ଶିକ୍ଷକ ଭବନ ପରିସରରେ ଶିକ୍ଷକ ସଂଘର ସଭାପତି ପ୍ରତାପ କୁମାର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଶୋକସଭା ପାଳନ କରାଯାଇଥିଲା । ସର୍ବପ୍ରଥମେ

ଉତ୍କଳ ପରିବର୍ତନ ଫାଉଣ୍ଡେସନ ଦ୍ୱାରା ସ୍ୱଛତା ଓ ସଚେତନତା କାର୍ଯ୍ୟକ୍ରମ, ଭିର୍ନକ୍ଷମ, ଅସହାୟ ଓ ବୃଦ୍ଧ ବୃଦ୍ଧା…

କୁଜଙ୍ଗ , କୁଜଙ୍ଗ ବ୍ଲକ ଅନ୍ତର୍ଗତ ଗୋପିଆକୁଦ ପଂଚାୟତ ରେ ଥିବା କଲ୍ୟାଣୀ ମଣ୍ଡପ ଠାରେ ସ୍ୱଛତା ଓ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଅଛି, ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି କ୍ୟାପଟେନ ତଥା ଡ଼ଃ ସଂଜୀବ ମୁଦୁଲି, ଉପଦେଷ୍ଟା ଭିଜନ କୁମାର ସାର,ଅନ୍ୟ ସଂମାନିତ ଅତିଥି ଗଣ ଉତ୍କଳ ପରିବର୍ତନ

ଭୁବନେଶ୍ୱରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ: ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ସ୍ୱାଗତ କରିଛନ୍ତି । ରାଜନାଥ ସିଂ ଭୁବନେଶ୍ୱରରେ ଆୟୋଜିତ ଏକ ଗୁରୁତ୍ୱପୂର୍ଣ୍ଣ ଦଳୀୟ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ସେ ଦଳୀୟ

ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର-ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ଙ୍କ ପାଇଁ ବଡ଼ ଆଶ୍ୱସ୍ତି । ସବୁ ପୋଷ୍ୟ ସନ୍ତାନ ଗ୍ରହଣକାରୀ ମା’ଙ୍କୁ ମିଳିବ ମାତୃତ୍ୱକାଳୀନ ଛୁଟି । ସୁପ୍ରିମକୋର୍ଟ କହିଛନ୍ତି ଯେ ତିନି ମାସରୁ ଅଧିକ ବୟସର ଶିଶୁ ଗ୍ରହଣ କରୁଥିବା ଜଣେ ମହିଳାଙ୍କୁ ମ୍ୟାଟରନିଟି ଲିଭ୍ ମନା

୨୯୧ ଆସନରେ ପ୍ରାର୍ଥୀ ଦେଲା ଟିଏମସି, ଭବାନୀପୁରରୁ ଲଢ଼ିବେ ମମତା ବାନାର୍ଜୀ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ଚର୍ଚ୍ଚା ଲାଗିରହିଛି । ଏପ୍ରିଲ ୨୩ ଏବଂ ଏପ୍ରିଲ୍‌ ୨୯ରେ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ । ମେ’ ୪ରେ ଫଳାଫଳ ପ୍ରକାଶ ପାଇବ । ଏହା ପୂର୍ବରୁ ଦଳ ନିଜ ନିଜର ପ୍ରାର୍ଥୀଙ୍କ ତାଲିକା ଜାରି କରୁଛନ୍ତି ।ତେବେ ତୃଣମୂଳ କଂଗ୍ରେସ

୨୦ ମାସରେ ମରିଛନ୍ତି ୧୫୪ ହାତୀ

ରାଜ୍ୟରେ ବିଗତ ୨୦ ମାସରେ ୧୫୪ ହାତୀଙ୍କ ମୃତ୍ୟୁ ହୋଇଛି । ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ସେଥିମଧ୍ୟରୁ ୧୫ଟି ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବେଳେ ୨୩ଟି ଶିକାରୀଙ୍କ ଶିକାର ସାଜିଛନ୍ତି ବୋଲି ଗୃହର ଉତ୍ତର ରଖିଛନ୍ତି

ଏଲପିଜି ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ

ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି।ଏଲପିଜି ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ସ୍ପଷ୍ଟୀକରଣ । ସ୍ପଷ୍ଟୀକରଣ ରଖିଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରାଳୟ । କେବଳ ଅନଧିକୃତ ଏଲପିଜି ବ୍ୟବହାରକାରୀଙ୍କ ପାଇଁ ଇ-

ଡ୍ରୋନ୍ ଆକ୍ରମଣ ଯୋଗୁଁ ବିମାନବନ୍ଦରରେ ଅଗ୍ନିକାଣ୍ଡ: ସମସ୍ତ ଦୁବାଇ ବିମାନ ଉଡ଼ାଣ ବାତିଲ

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ କାର୍ଯ୍ୟ ହଠାତ୍ ବନ୍ଦ ହୋଇଯିବା ପରେ ଏୟାର ଇଣ୍ଡିଆ ଏବଂ ଏହାର ଶସ୍ତା ବିମାନ ଏୟାର ଇଣ୍ଡିଆ ଏକ୍ସପ୍ରେସ ସୋମବାର ଦିନ ଦୁବାଇକୁ ସମସ୍ତ ବିମାନ ଉଡ଼ାଣ ବାତିଲ କରିଦେଇଛି। ବିମାନବନ୍ଦର ନିକଟରେ ଏକ ତେଲ

ମାର୍ଚ୍ଚ ଶେଷ ସୁଦ୍ଧା ମାଲକାନଗିରିରୁ ଉଡ଼ିବ ବିମାନ

ମାର୍ଚ୍ଚ ଶେଷ ସୁଦ୍ଧା ମାଲକାନଗିରି ବିମାନ ବନ୍ଦରରୁ ନିୟମିତ ଭାବେ ଉଡ଼ିବ ବିମାନ । ଏଥିପାଇଁ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ଟିମ୍ ଏବଂ ଇଣ୍ଡିଆ ୱାନ ଏୟାର କମ୍ପାନୀର ଏକ ବୈଷୟିକ ଟିମ ମାଲକାନଗିରି ବିମାନ ବନ୍ଦର ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି ।ରନୱେରେ ଯେମିତି କୌଣସି ଗାଈ ଗୋରୁ

ବିଧାନସଭାରେ ଥମୁନି SCB ତାତି ।ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ପର୍ଯ୍ୟାୟର ଆଜି ହେଉଛି ଷଷ୍ଠ ଦିନ । ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇବା ସହ ସ୍ଵାସ୍ଥ୍ୟମନ୍ତ୍ରୀ ଙ୍କ ଇସ୍ତଫା ଦାବି କରାଯାଇଥିଲା। ପ୍ରବଳ ହଟ୍ଟଗୋଳ ଯୋଗୁଁ